ଆମ ଜିଲା ଖବର

୧୩ ନଂ. ଜୋନ୍‌ରେ ଅଭିନେତ୍ରୀ ବର୍ଷାଙ୍କ ପ୍ରଚାର

ଧାମନଗର, ୨୨।୨ ଭଦ୍ରକ ଜିଲା ଧାମନଗର ବ୍ଲକରେ ଆସନ୍ତା ୨୪ ତାରିଖରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଣୁ ପ୍ରାର୍ଥୀମାନେ ସେମାନଙ୍କ ପ୍ରଚାରରେ ଲାଗିପଡ଼ିଛନ୍ତି। ନିଜ ସପକ୍ଷରେ ଭୋଟ୍‌ ପାଇଁ ଭୋଟରମାନଙ୍କୁ ମନାଇବା ପାଇଁ ପ୍ରୟାସ ଚଳାଇଛନ୍ତି। ତେବେ ବିଜେଡି ପକ୍ଷରୁ…

‘ମୋ ଭୋଟ ହିଁ ମୋ ଭବିଷ୍ୟତ-ଗୋଟିଏ ଭୋଟର ଶକ୍ତି’

ବାଲେଶ୍ୱର ଅଫିସ, ୨୨।୨ ଦେଶରେ ପ୍ରଚଳିତ ଗଣତାନ୍ତ୍ରିକ ଶାସନ ବ୍ୟବସ୍ଥାକୁ ଅଧିକ ସଶକ୍ତ କରିବା ସହିତ ଏଥିରେ ମତଦାତାମାନଙ୍କ ଅଂଶଗ୍ରହଣକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଭାରତ ନିର୍ବାଚନ ଆୟୋଗଙ୍କ ଦ୍ୱାରା ‘ମୋ ଭୋଟ ହିଁ ମୋ ଭବିଷ୍ୟତ-ଗୋଟିଏ ଭୋଟର ଶକ୍ତି’ ବିଷୟ…

ଟାଟା କମ୍ପାନୀ ବସ୍‌ ୩ଘଣ୍ଟା ଅଟକ

ବାଲିଆପାଳ, ୨୨।୨(ସ୍ବ.ପ୍ର) ଦକ୍ଷିଣ ବାଲିଆପାଳରେ ପ୍ରସ୍ତାବିତ ବନ୍ଦରକୁ ରେଳଲାଇନ୍‌ ସଂଯୋଗୀକରଣରେ ଜମି ହରାଇଥିବା ପରିବାରର ୩୩ ଯୁବତୀଯୁବକମାନଙ୍କୁ ଟାଟା କମ୍ପାନୀ ପ୍ରଶିକ୍ଷଣ ପାଇଁ ଏକ ବସ୍‌ ଯୋଗେ ସୋମବାର ବାଲିଆପାଳରୁ ଜାମସେଦପୁର ନେଉଥିବା ବେଳେ ସ୍ଥାନୀୟ ଅଞ୍ଚଳ କେତେଜଣ ଯୁବକ ବସ୍‌କୁ…

ଦେବକୁଣ୍ଡରେ ପର୍ଯ୍ୟଟକଙ୍କୁ ଦୁର୍ବ୍ୟବହାର ନେଇ ଉତ୍ତେଜନା

ଉଦଳା, ୨୨।୨ (ଡି.ଏନ.ଏ.) ମୟୂରଭଞ୍ଜ ଜିଲା ଉଦଳା ଦେବକୁଣ୍ଡ ପର୍ଯ୍ୟଟନସ୍ଥଳରେ ପର୍ଯ୍ୟଟକଙ୍କୁ ହଇରାଣ କରାଯାଉଥିବା ନେଇ ଅଭିଯୋଗ ହୋଇଛି। ଏ ବିଷୟରେ ବିଭାଗୀୟ ଅଧିକାରୀଙ୍କୁ ଜଣାଇଲେ ଦୁର୍ବ୍ୟବହାରର ଶିକାର ହେବାକୁ ପଡୁଛି। ଏଭଳି ଅଭିଯୋଗ ଆଣି ପର୍ଯ୍ୟଟକ ଏବଂ ସ୍ଥାନୀୟ ବାସିନ୍ଦା…

ଭୟରେ ଜଙ୍ଗଲରେ ଲୁଚିଲେ ଗ୍ରାମବାସୀ

ଯୋଡା, (ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡା ବ୍ଲକର ବାମେବାରୀ ଥାନା ବଳଦା ପଞ୍ଚାୟତ ଅନ୍ତର୍ଗତ ଗୁରୁଡ଼ାଠାରେ ରବିବାର ରାତିରେ ନିର୍ବାଚନୀ ହିଂସାକାଣ୍ଡ ଘଟି ୪ ଆହତ ହୋଇଛନ୍ତି। ଆହତ ମାନେ ହେଲେ ସେହି ଗ୍ରାମର ଅନାମୀ ପାତ୍ର, ସାଜନ ହାଇବୁରୁ, ଟିନୁ…

ରାଜନୈତିକ ହିଂସା: ଘର, ଗାଡ଼ି ଭଙ୍ଗାରୁଜା

ବାସୁଦେବପୁର,୨୨।୨ (ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନୂଆଗଁା ପଞ୍ଚାୟତ ଭାତପଡ଼ା ଗ୍ରାମରେ ରବିବାର ରାତିରେ ରାଜନୈତିକ ହିଂସା ଘଟିଛି। କଂଗ୍ରେସ ଓ ବିଜେଡି ସମର୍ଥକଙ୍କ ମଧ୍ୟରେ ଗଣ୍ଡଗୋଳ ନେଇ ଉତ୍ତେଜନା ଦେଖାଦେଇଛି। ଆକ୍ରମଣ ଓ ପ୍ରତି ଆକ୍ରମଣରେ ଦୁଇଜଣ…

ଗ୍ରାମବାସୀ ନେଲେ ଭୋଟ ବର୍ଜନ ନିଷ୍ପତ୍ତି

ଦଶମନ୍ତପୁର,୨୨ା୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପାଇକ ଫୁଲବେଡ଼ା ପଞ୍ଚାୟତର ୪ଟି ଗ୍ରାମର ଗ୍ରାମବାସୀ ମଙ୍ଗଳବାର ପଞ୍ଚାୟତ ନିର୍ବାଚନରେ ଭୋଟ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ରାସ୍ତା ଓ ପାନୀୟ ଜଳର ସମସ୍ୟା ସମାଧାନ ହୋଇପାରି ନ ଥିବାରୁ ଝାପ୍ରାପଦର,…

ଭୋଟ ବର୍ଜନ କଲେ ଦୁଇ ୱାର୍ଡବାସୀ

ପାପଡାହାଣ୍ଡି,୨୨।୨ (ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପାପଡାହାଣ୍ଡି ବ୍ଲକର ଦୁଇ ୱାର୍ଡବାସୀ ଭୋଟ ବର୍ଜନ କରିବା ଦେଖିବାକୁ ମିଳିଛି । ଜିଲା ପରିଷଦ ଜୋନ୍‌ ୩ର ଘାଟଗୁଡା ପଞ୍ଚାୟତର କାଙ୍ଗମାଝୀ ଗୁଡାର ୧ ନମ୍ବର ୱାର୍ଡବାସୀର ୨୦୨ଭୋଟର ଭୋଟ ବର୍ଜନ କରିଛନ୍ତି।…

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ଭୋଟ ଦେବାକୁ ପ୍ରବଳ ଉତ୍ସାହ

ବଲାଙ୍ଗୀର ଅଫିସ,୨୨।୨: ବଲାଙ୍ଗୀର ଜିଲାରେ ଚତୁର୍ଥ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ସୁରୁଖୁରୁରେ ଆରମ୍ଭ ହୋଇଛି । ବଲାଙ୍ଗୀର ନିର୍ବାଚନ ମଣ୍ଡଳୀର ବଲାଙ୍ଗୀର ଓ ଦେଓଗାଁ ତଥା ଟିଟିଲାଗଡ଼ ନିର୍ବାଚନ ମଣ୍ଡଳୀର ଗୁଡଭେଲା ବ୍ଳକ ଅନ୍ତର୍ଗତ ୬ଟି ଜିଲା ପରିଷଦ ଜୋନ୍‌, ୬୪…

ଭୋଟ କେନ୍ଦ୍ରରେ ଟଳିପଡିଲେ ବୃଦ୍ଧା

ସଜନାଗଡ,୨୨।୨(ଡି.ଏନ.ଏ.):ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନ ମଣ୍ଡଳୀ ବରହମପୁର ପଞ୍ଚାୟତରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ମତଦାନବେଳେ ଏକ ଅଘଟଣ ଘଟିଛି। ଜଣେ ବୃଦ୍ଧା ମଙ୍ଗଳବାର ସକାଳୁ ଭୋଟ କେନ୍ଦ୍ରକୁ ଆସି ଲାଇନ ଛିଡାହୋଇ ଥିବା ବେଳେ ଟଳିପଡିଛନ୍ତି । ମହିଳା…

‘ସ୍ବାସ୍ଥ୍ୟମନ୍ତ୍ରୀ ଯେଉଁଠିକୁ ଯିବେ ସେଠାରେ କଳାପତାକା ଦେଖାଇବୁ’

ଝାରସୁଗୁଡ଼ା ଅଫିସ,୨୨ା୨: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଝାରସୁଗୁଡ଼ା ପୌର ପରିଷଦ ୧୩ନଂ ଓ୍ବାର୍ଡ ବାଲିଯୋରୀ ଗ୍ରାମରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାପାଇଁ ଯାଉଥିବାବେଳେ ଜିଲା କଂଗ୍ରେସ କର୍ମକର୍ତ୍ତା କଳାପତାକା ପ୍ରଦର୍ଶନ କରିଥିଲେ। ଏ ନେଇ କଂଗ୍ରେସ ଜିଲା ସଭାପତି ଭରତ ଅଗସ୍ତୀ…

ବାହାଘର ସାରି ଫେରୁଥିବା ବେଳେ ଦୁର୍ଘଟଣା, ଗଲା ୪ ଜୀବନ

କେସିଙ୍ଗା,୨୨।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ତୁର୍ଳାଖମନ ଧାନ ମଣ୍ଡି ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୋଲେରୋ-ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ୪ଜଣଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି। ୮ଜଣ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?