ଶପଥ ନେଲେ ବ୍ରହ୍ମପୁର ମେୟର
ବ୍ରହ୍ମପୁର ଅଫିସ,୮।୪ : ବ୍ରହ୍ମପୁରର ମେୟର ସଂଘମିତ୍ରା ଦଳେଇ ଶୁକ୍ରବାର ଶପଥ ନେଇଛନ୍ତି । ବ୍ରହ୍ମପୁର ମହାନଗର ନିଗମ ସମ୍ମିଳନୀ କକ୍ଷରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ କରାଯାଇଥିଲା। ତେବେ ବ୍ରହ୍ମପୁର ମହାନଗର ନିଗମର ୪୨ଟି ୱାର୍ଡରୁ ବିଜେଡି ୩୦ଟିରେ…
୬ରୁ ରବିଧାନ ସଂଗ୍ରହ: ବିକ୍ରି ପରିମାଣ ଅସ୍ପଷ୍ଟ
ବରଗଡ଼ ଅଫିସ୍,୮।୪: ବରଗଡ଼ ଜିଲାରେ ଆସନ୍ତା ମେ ୬ରୁ ରବିଧାନ ସଂଗ୍ରହ ଆରମ୍ଭ ହେବ। ଜିଲାର ଅତାବିରା ନିୟନ୍ତ୍ରିତ ବଜାର କମିଟି (ଆରଏମ୍ସି) ଅଧୀନ ମଣ୍ଡି ଗୁଡ଼ିକରୁ ଏହା ଆରମ୍ଭ କରାଯିବ। ସେହିପରି ବରଗଡ଼ ଆରଏମସି ଅଧୀନ ମଣ୍ଡି ଗୁଡ଼ିକରୁ ମେ…
ହନୁମାନ ଜୟନ୍ତୀ ଶୋଭାଯାତ୍ରାରେ ବୁଲିବନି ଖଣ୍ଡା
ସମ୍ବଲପୁର,୮ା୪(ବ୍ୟୁରୋ): ସମ୍ବଲପୁର ଡିଆର୍ଡିଏ ସମ୍ମିଳନୀ କକ୍ଷରେ ହନୁମାନ ଜୟନ୍ତୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏସ୍ପି ବାତୁଳା ଗଙ୍ଗାଧର, ଏସ୍ଏମ୍ସି କମିଶନର ପ୍ରଦୀପ କୁମାର ସାହୁ, ଏଡିଏମ୍ ଉମାକାନ୍ତ ରାଜ, ଉପଜିଲାପାଳ ମୟୁର…
ଝାରସୁଗୁଡ଼ା-ବରଗଡ଼କୁ ସଂଯୋଗ କରିବ ୩ କି.ମି. ଲମ୍ବା ହାଇ ଲେବଲ୍ ବ୍ରିଜ୍
ନୂଆଦିଲ୍ଲୀ/ଝାରସୁଗୁଡ଼ା ଅଫିସ: ୮।୪: ଝାରସୁଗୁଡା ଜିଲାକୁ ପଡୋଶୀ ବରଗଡ଼ ଜିଲା ସହିତ ସଂଯୋଗୀକରଣ କରିବା ପାଇଁ ମହାନଦୀ ଉପରେ ଏକ ହାଇଲେବଲ ବ୍ରିଜ୍ ନିର୍ମାଣ ପ୍ରସ୍ତାବକୁ କେନ୍ଦ୍ର ସରକାର ମଞ୍ଜୁରୀ ପ୍ରଦାନ କରିଛନ୍ତି। କେନ୍ଦ୍ର ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ ଏହି…
ବାଲକୋନିରୁ ଖସି ପର୍ଯ୍ୟଟକଙ୍କ ମୃତ୍ୟୁ, ହତ୍ୟା ସନ୍ଦେହ
ପୁରୀ ଅଫିସ,୮।୪: ପୁରୀରେ ଏକ ଘରୋଇ ହୋଟେଲରେ ଜଣେ ପର୍ଯ୍ୟଟକ ମୃତ୍ୟୁ ଘଟିଛି । ସେ ହେଲେ ଚୟନ ରୟ । ଚୟନ ପଶ୍ଚିମବଙ୍ଗ ଚବିଶ ପ୍ରଗଣା ଅଞ୍ଚଳର ବୋଲି ଜଣାପଡିଛି। ଏହି ଘଟଣା ସମ୍ପର୍କରେ ହୋଟେଲ କର୍ତ୍ତୁପକ୍ଷ ପୁରୀ ସମୁଦ୍ରକୂଳ…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ମା’ ମୃତ, ଝିଅ-ଜ୍ୱାଇଁ ଗୁରୁତର
ବାଲେଶ୍ୱର ଅଫିସ,୮ା୪: ବାଲେଶ୍ୱର ସଦର ଥାନା ଅଧୀନସ୍ଥ ନହରପାଟଣା-ଫୁଲାଡ଼ି ଜାତୀୟ ରାଜପଥରେ ଶୁକ୍ରବାର ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ ଟ୍ରକ , ୪୦୭ ଏବଂ ବାଇକ୍ ମଧ୍ୟରେ ଧକ୍କା ହୋଇଥିଲା। ଫଳରେ ବାଇକ୍ରେ ବସିଥିବା ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା…
ଏବେ ବି ଚୁଆ ପାଣି ଭରସା
ଚମ୍ପୁଆ, ୮ା୪(ଡି.ଏନ୍.ଏ.) କେନ୍ଦୁଝର ଜିଲା ଚମ୍ପୁଆ ଏନ୍ଏସିରେ ଦେଖିବାକୁ ମିଳିଛି ଏକ ବିକଳ ଚିତ୍ର। ଆଜି ପାଣି ପାଇଁ ଚୁଆ ଉପରେ ନିର୍ଭର କରୁଛନ୍ତି ମାଛଘାଟ ସାହି ବାସୀନ୍ଦା। ଚମ୍ପୁଆ ପଞ୍ଚାୟତରୁ ଏନ୍ଏସି ଘୋଷଣା ହେବା ପ୍ରାୟ ୬ ବର୍ଷ ବିତି…
ସାନଘାଗରା ନିକଟରେ ୧୬ ଟିକିଆ ହାତୀପଲ
କେନ୍ଦୁଝର,୮ା୪ (ସ୍ବ.ପ୍ର.) ପ୍ରସିଦ୍ଧ ସାନଘାଗରା ଜଳ ପ୍ରପାତକୁ ପର୍ଯ୍ୟଟକଙ୍କ ଆଗମନ ବଢୁଛି। ଜଳପ୍ରପାତ ବୁଲିବା ସହ ପ୍ରାକୃତିକ ପରିବେଶ ଓ ବୋଟିଂର ମଜା ଉଠାଉଛନ୍ତି। ତେବେ କିଛି ଦିନ ହେଲା ଜଳପ୍ରପାତ ନିକଟ ଜଙ୍ଗଲରେ ୧୬ ଟିକିଆ ହାତୀ ପଲ ରହୁଥିବାରୁ…
ଶିକ୍ଷକଙ୍କ ଗୋ ସେବା ନିଶା
କେନ୍ଦୁଝର, ୮ା୪ ଶିକ୍ଷକତା କରିବା ସହ ସ୍ବଦେଶୀ ବିଚାର ଧାରା ରଖି ଚାଷ ଓ ଗୋସେବା କରି ଏକ ନିଆରା ପରିଚୟ ସୃଷ୍ଟି କରିଛନ୍ତି ପାଟଣା ବ୍ଲକ ଡେଣୁଆ ଗ୍ରାମର ଡମ୍ବରୁଧର ମହାନ୍ତ। ମୁରୁସୁଆଁ ନୋଡାଲ ହାଇସ୍କୁଲରେ ହିନ୍ଦି ଶିକ୍ଷକ ଭାବେ…
ଶିମିଳିପାଳ ପାଦଦେଶରେ ଦୂର ହେବ ନେଟୱର୍କ ସମସ୍ୟା
ବିଶୋଇ, ୮ା୪ (ଡି.ଏନ.ଏ) ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦଦେଶରେ ଥିବା ଆଦିବାସୀ ଅଧ୍ୟୁଷିତ ବିଶୋଇ ଅଞ୍ଚଳରେ ଦୀର୍ଘ ଦିନ ଧରି ମୋବାଇଲ ନେଟୱର୍କ ସମସ୍ୟା ଲାଗିରହିଥିଲା। ସାରସକଣା ବିଧାୟକ ଡାକ୍ତର ବୁଢାନ ମୁର୍ମୁଙ୍କ ପ୍ରଚେଷ୍ଟାରେ ଖୁବଶୀଘ୍ର ଏହି ସମସ୍ୟାର ସମାଧାନ ହେବାକୁ…
ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ
ପଦ୍ମପୁର,୮ା୪(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନାୟକାଣୀଡିହି ଥାନା ଅଧୀନ ମଲିକାଦେଇପୁର ଗ୍ରାମର ଜନୈକ ଯୁବକଙ୍କ ମୃତଦେହ ଗଛରେ ଝୁଲନ୍ତା ଅବସ୍ଥାରେ ମିଳିଛି। ସେ ହେଲେ ରାଜୁ ପଲେଇ(୩୮)। ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି।
ଅନୁଗୋଳରେ ଅନୁପମା ବିଜୟୀ
ଅନୁଗୋଳ ଅଫିସ,୮।୪ ଅନୁଗୋଳ ପୌରପାଳିକା ଉପାଧ୍ୟକ୍ଷା ପଦ ପ୍ରଥମ ଥର ପାଇଁ ଭାଜପା ଅକ୍ତିଆର କରିଛି। ଗୁରୁବାର ଏହି ପଦବୀ ପାଇଁ ନିର୍ବାଚନ ହୋଇଥିବା ବେଳେ ଭାଜପା ପ୍ରାର୍ଥୀ ଅନୁପମା ସାହୁ ବିଜୟୀ ହୋଇଛନ୍ତି। ତେବେ ୧୦ କାଉନସିଲର ଥିବା ସତ୍ତ୍ୱେ…

