ଆମ ଜିଲା ଖବର

ବିଏମ୍‌ସି ରାସ୍ତା ନିର୍ମାଣ ବେଳେ ଅଲୋଡ଼ା ହେଲା ଚିଠି ବାକ୍ସ

ବ୍ରହ୍ମପୁର ଅଫିସ,୨୧।୨: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବର୍ତ୍ତମାନ ସ୍ମାର୍ଟ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲୁରହିଛି। ଏହି ସ୍ମାର୍ଟ ରାସ୍ତା ନିର୍ମାଣ ସମୟରେ କେତେବେଳେ ଟ୍ରାଫିକ ସମସ୍ୟା ଉପୁଜୁଛି ତ ଆଉ କେତେବେଳେ ଯାତାୟାତରେ ବାଧା ସୃଷ୍ଟି ହେଉଛି। ଏଭଳି…

‘ଆଗ ସ୍କୁଲ ଖୋଲ, ପରେ ଭୋଟ ଦେବୁ’

ବାରିପଦା ଅଫିସ,୨୧।୨: ମୟୂରଭଞ୍ଜ ଜିଲାର ବଡ଼ସାହି ଓ ଉଦଳା ବ୍ଲକରେ ଶୁକ୍ରବାର ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ଶେଷ ହୋଇଛି। ତେବେ ବଡ଼ସାହି ଓ ଉଦଳା ବ୍ଲକର ୧ ଲକ୍ଷ ୬୬ ହଜାର ୮୩୬ ଭୋଟର ମତଦାନ କରିବାକୁ…

ଆନିମଲ୍‌ ଅଣ୍ଡରପାସ୍‌ କାମ ସରୁନି

କେନ୍ଦୁଝର,୨୧।୨(ଡି.ଏନ.ଏ.) କେନ୍ଦୁଝର ଜିଲା ଦେଇ ଯାଇଥିବା ୨୦ନଂ. ଜାତୀୟ ରାଜପଥର ପାଣିକୋଇଲିଠାରୁ ରିମୁଳି ପର୍ଯ୍ୟନ୍ତ ଅନେକ ସ୍ଥାନରେ ସଂରକ୍ଷିତ ଜଙ୍ଗଲ ରହିଛି। ଏହି ଜଙ୍ଗଲଗୁଡ଼ିକରେ ହାତୀ ସାଙ୍ଗକୁ ଅନ୍ୟାନ୍ୟ ବନ୍ୟପ୍ରାଣୀ ବସବାସ କରୁଛନ୍ତି। ସଂରକ୍ଷିତ ଜଙ୍ଗଲ ମଧ୍ୟ ଦେଇ ଜାତୀୟ ରାଜପଥ…

ହେଭିୱେଟ୍‌ ନେତାଙ୍କୁ ବାଦ୍‌ ଦେବା ଚକ୍ରାନ୍ତ

ବାଲେଶ୍ୱର ଅଫିସ,୨୧।୨: ବାଲେଶ୍ୱର ପୌରପାଳିକା ନିର୍ବାଚନ ପାଇଁ ୩୧ଟି ୱାଡର୍ର୍କୁ ନେଇ ସୀମା ନିର୍ଦ୍ଧାରଣ ସାଙ୍ଗକୁ ଆସନ ସରଂକ୍ଷଣ ବ୍ୟବସ୍ଥା ରାଜ୍ୟ ସରକାରଙ୍କ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏକପ୍ରକାର ଚୂଡ଼ାନ୍ତ ହୋଇଯାଇଛି। ବିଭାଗୀୟ ପକ୍ଷରୁ ରୋଟେସନ୍‌ ଏବଂ ଜନସଂଖ୍ୟା ଅନୁପାତରେ…

ଜଳେଶ୍ୱରର ୧୯ ବୁଥ୍‌ରେ ଭୋଟ ଜାଲିଆତି ଅଭିଯୋଗ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ବାଲେଶ୍ୱର ଜିଲା ଜଳେଶ୍ୱର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବସ୍ତା ବ୍ଲକର କାଦରାୟାନ ଓ କାରୁଆ ପଞ୍ଚାୟତର ୧୯ଟି ବୁଥ୍‌ରେ ଶୁକ୍ରବାର ମତଦାନବେଳେ ବ୍ୟାପକ ଜାଲିଆତି, ବୁଥ୍‌ ଦଖଲ ଆଦି ଅଭିଯୋଗ ହୋଇଛି। ଏପରି ଅନିୟମିତତା ନେଇ କଂଗ୍ରେସର ସ୍ଥାନୀୟ ଜିଲା…

ସଫଳତା ଦୋହରାଇବା ଲକ୍ଷ୍ୟରେ ଭାଜପା

ଜଗତ୍‌ସିଂହପୁର ଅଫିସ, ୨୧ା୨: ଜଗତ୍‌ସିଂହପୁର ଜିଲାର ୨୬ଟି ଜିଲା ପରିଷଦ ଜୋନ ମଧ୍ୟରୁ କୁଜଙ୍ଗ ବ୍ଲକର ୪ଟି ଯାକ ଆସନର ଗୁରୁତ୍ୱ ରହିଛି। ୨୦୧୭ ନିର୍ବାଚନରେ ଏହି ବ୍ଲକରେ ଭାଜପା ଓ ବିଜେଡି ପ୍ରାର୍ଥୀଙ୍କ ମଧ୍ୟରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା ହୋଇଥିଲା। ଏପରି…

୪ ବୁଥ୍‌ରେ ମତଦାନ ସ୍ଥଗିତ

ପାଣିକୋଇଲି,୨୧।୨(ଡି.ଏନ.ଏ.): କୋରେଇ ବ୍ଲକ ଅଧୀନ ଗୋଳେଇପୁର ପଞ୍ଚାୟତ ସୋତି ଗ୍ରାମର ୪ ବୁଥ୍‌ରେ ମତଦାନ ବନ୍ଦ ରହିଛି। ଏଠାରେ ପୁନଃ ମତଦାନ ଲାଗି ଜିଲା ପ୍ରଶାସନ ଘୋଷଣା କରିଛି। ସେହିପରି ପଞ୍ଚାୟତର ଟିକର ସାନ ବିରୁହଁା ବୁଥ୍‌ରେ ପୁନଃ ମତଦାନ କରିବାକୁ…

୨୨ରେ ୪ର୍ଥ ପର୍ଯ୍ୟାୟ ଭୋଟ : ମତଦାନ କେନ୍ଦ୍ରରେ ପହଞ୍ଚିଲେ ପୋଲିଂ ଦଳ

ଡେଲାଙ୍ଗ,୨୧।୨(ଡି.ଏନ୍‌.ଏ): ଡେଲାଙ୍ଗ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ୪ର୍ଥ ପର୍ଯ୍ୟାୟ ଆଗାମୀ ୨୨ ତାରିଖରେ ସକାଳ ୭ଟାରୁ ଅପରାହ୍ନ ୧ଟା ପଯର୍‌ୟନ୍ତ ଅନୁଷ୍ଠିତ ହେବ। ଏନେଇ ପ୍ରଶାସନ ପ୍ରସ୍ତୁତି ଶେଷ କରିଛି। ବ୍ଲକର ୨୧ଟି ପଞ୍ଚାୟତରେ ୧ ଲକ୍ଷ ୨ ହଜାର…

ବାଲଟ୍‌ ବକ୍ସ ସୁରକ୍ଷା ନେଇ ଚିନ୍ତାରେ ପ୍ରାର୍ଥୀ

ନିମାପଡ଼ା,୨୧ା୨(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକରେ ଗତ ୧୮ତାରିଖରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଛି। ମତଦାନ ପରେ ବାଲଟ ବକ୍ସକୁ ନିମାପଡ଼ା ବ୍ଲକ କାର୍ଯ୍ୟାଳୟରେ ଥିବା ଷ୍ଟ୍ରଙ୍ଗରୁମରେ ରଖାଯାଇଛି। ଏହାର ସୁରକ୍ଷା ପାଇଁ ପୋଲିସ ମୁତୟନ ହୋଇଛନ୍ତି। ତେବେ ବାଲ୍‌ଟ ବକ୍ସର ସୁରକ୍ଷା…

ଖବରଦାତାଙ୍କୁ ଆକ୍ରମଣ ଘଟଣା: ଅଭିଯୁକ୍ତଙ୍କ ସଂଖ୍ୟା ୧୧କୁ ବୃଦ୍ଧି

ବିଞ୍ଝାରପୁର,୨୧ା୨(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ବାଛୋଳ ପଞ୍ଚାୟତରେ ଖବରଦାତାଙ୍କୁ ଆକ୍ରମଣ ଘଟଣାରେ ରବିବାର ରାତିରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଥିବା ବେଳେ ସୋମବାର ଆଉ ୧୦ ଜଣଙ୍କୁ ଗିରଫ କରିଛି। ବର୍ତ୍ତମାନ ସୁଦ୍ଧା ୧୧ ଜଣଙ୍କୁ ଗିରଫ କରିସାରିଲାଣି ପୋଲିସ।…

ହଟିଲା କଟକଣା: ଏଣିକି ବିନା କୋଭିଡ୍‌ ଟିକା ପ୍ରମାଣପତ୍ରରେ ଶ୍ରୀଜିଉଙ୍କୁ ଦର୍ଶନ

ପୁରୀ ଅଫିସ,୨୧ା୨: ଶ୍ରୀଜିଉଙ୍କ ଦର୍ଶନ ପାଇଁ କୋଭିଡ୍‌ କଟକଣା ହଟିଛି। ଶ୍ରୀମନ୍ଦିରରେ ପ୍ରବେଶ ପାଇଁ ଭକ୍ତଙ୍କୁ ଆଉ ଦେଖାଇବାକୁ ପଡ଼ିବନି କୋଭିଡ୍‌ ଟିକାର ପ୍ରମାଣପତ୍ର। ଏଥିସହିତ ଶ୍ରଦ୍ଧାଳୁଙ୍କୁ କିଓସ୍କରେ ଧାଡ଼ିରେ ମଧ୍ୟ ଛିଡ଼ା ହେବାକୁ ପଡ଼ିବନି। ମନ୍ଦିର ପ୍ରବେଶର କଟକଣାକୁ ହଟାଇ…

ଭୋଟ ଗଣତିବେଳେ ୨୦୦ ମିଟର ପର୍ଯ୍ୟନ୍ତ ବନ୍ଦ ରହିବ ଦୋକାନ

କଣାସ, ୨୧।୨(ସ୍ବ.ପ୍ର): କଣାସ ବ୍ଲକରେ ଭୋଟ ଗଣତିବେଳେ ୨୦୦ ମିଟର ଭିତରେ ଥିବା ଦୋକାନଗୁଡିକ ସବୁ ବନ୍ଦ ରହିବ। ଏଥିସହ ପ୍ରାର୍ଥୀମାନଙ୍କର ସମର୍ଥକ ସେଠାରେ ନ ରହି ଦୋକନ୍ଦା ମେଳଣ ପଡିଆରେ ରହିବା ପାଇଁ ବିଡିଓ ଲୋଚନ ଦାସ ଓ ତହସିଲଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?