ବଜ୍ରପାତରେ ଚାଲିଗଲା ଛାତ୍ରଙ୍କ ଜୀବନ
ନିରାକାରପୁର,୨ା୬(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଅଚ୍ୟୁତପୁର ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ଛାତ୍ରଙ୍କ ଜୀବନ ଯାଇଛି। ସେ ହେଲେ କୃପାସିନ୍ଧୁ ତାଡ଼ (୧୫)। ସେ ବାଡ଼ିପଟକୁ ଯାଇଥିବା ବେଳେ ହଠାତ୍ ବଜ୍ରପାତ ହୋଇଥିଲା। ଫଳରେ ଘଟଣାସ୍ଥଳରେ…
ଲୁଗା ଗୋଦାମ ଖୋଲି କେବଳ କ୍ଷତି ସହିଲେନି ବ୍ୟବସାୟୀ, ଗ୍ରାହକଙ୍କୁ ଗଣିବାକୁ ପଡ଼ିଲା ତଣ୍ଡ
ଯାଜପୁର ଅଫିସ,୨।୬: ଲକ୍ଡାଉନ୍ରେ ଲୁଗା ଗୋଦାମ ଖୋଲିବା ପଡ଼ିଲା ମହଙ୍ଗା। ପରେ ଗୋଦାମ ସିଲ ହେବା ସହିତ ଲୁଗା କିଣିବାକୁ ଭିଡ଼ ଲଗାଇଥିବା ଗ୍ରାହକଙ୍କୁ ତଣ୍ଡଗଣିବାକୁ ପଡ଼ିଛି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଯାଜପୁର ରୋଡରେ। ଯାଜପୁର ରୋଡ ନହକା…
ପିପିଇ କିଟ୍ ପିନ୍ଧି କୋଭିଡ୍ ହସ୍ପିଟାଲରେ ରୋଗୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ
ବାରିପଦା ଅଫିସ,୨।୬: ମୟୂରଭଞ୍ଜ ଜିଲା ବାଙ୍କିଶୋଳସ୍ଥିତ ଏକ କୋଭିଡ ହସ୍ପିଟାଲରେ ବ୍ୟାପକ ଅବ୍ୟବସ୍ଥା ନେଇ ଫଟୋ ଓ ଭିଡିଓ ଭାଇରାଲ ହୋଇଥିଲା। ଏ ନେଇ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ହସ୍ପିଟାଲ ପରିଦର୍ଶନରେ ଯାଇଥିଲେ। ସେ ପିପିଇ କିଟ୍ ପିନ୍ଧି କୋଭିଡ୍ ହସ୍ପିଟାଲରେ…
ଭାଇବୋହୂଙ୍କୁ ହତ୍ୟା ଧମକ: ଜେଲ୍ ଗଲେ ଦେଢ଼ଶୁର
ଦିଗପହଣ୍ଡି,୨ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ଜଗନ୍ନାଥ ପ୍ରଧାନ ଏବଂ ପ୍ରଶାନ୍ତ ପ୍ରଧାନଙ୍କୁ ବୁଧବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। କେସ୍ ନଂ.୧୩୫/୨୧ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତ ଦ୍ୱୟଙ୍କୁ ଦିଗପହଣ୍ଡି ସବ୍ଜେଲ ହାଜତକୁ…
ପୁରୀରେ ପହଞ୍ଚିଲା ରଥ ଦଉଡ଼ି
ପୁରୀ ଅଫିସ,୨ା୬: ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ଖଳା ଚଳଚଞ୍ଚଳ ହୋଇଉଠିଛି। ଆସନ୍ତାକାଲି ଅର୍ଥାତ୍ ଗୁରୁବାର ଶ୍ରୀକ୍ଷେତ୍ର ଭଉଁରୀ। ଏଥିପାଇଁ ରଥଖଳା ଓ ନରେନ୍ଦ୍ର ପୋଖରୀ ଚତୁଃପାର୍ଶରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ତେବେ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ବୁଧବାର…
ବାଡ଼ିରେ ବୁଲୁଥିଲା ୫ ଫୁଟିଆ ନାଗ, ଆଉ ତା’ ପରେ
ବାଲେଶ୍ୱର ଅଫିସ,୨।୬: ବାଲେଶ୍ୱର ଜିଲାର ରାଇବଣିଆ ଥାନା ଅନ୍ତର୍ଗତ ଗୋପାଳପୁର ଗାଁରୁ ଏକ ନାଗ ସାପ ଉଦ୍ଧାର ହୋଇଛି। ଉକ୍ତ ଗାଁର ଜୟଦେବ ବେହେରାଙ୍କ ବାଡିରୁ ଏହି ୫ ଫୁଟିଆ ନାଗ ଉଦ୍ଧାର ହୋଇଛି। ତେବେ ଏକ ବର୍ଷ ପୂର୍ବେ ସେଠାରୁ…
ପଥର ମାଫିଆଙ୍କୁ ସୁହାଉଛି ଲକ୍ଡାଉନ୍
ଖୋର୍ଦ୍ଧା ଅଫିସ,୨ା୬: ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣ ଲାଗି ଲକ୍ଡାଉନ ଓ ଶଟ୍ଡାଉନ ଜାରି ରହିଛି। ଏହି ସମୟରେ ପଥର ମାଫିଆମାନେ ସକ୍ରିୟ ହୋଇ ଉଠିଛନ୍ତି। ଦୈନନ୍ଦିନ ଖୋର୍ଦ୍ଧା, ଟାଙ୍ଗୀ ଓ ବେଗୁନିଆ ତହସିଲ ଅଞ୍ଚଳରୁ ବିଳମ୍ବିତ ରାତିରେ ବେଆଇନ ଭାବେ…
ଦଦରା ଘରେ ଡାକ୍ତରଖାନା
ପରଜଙ୍ଗ, ୨।୬(ଡି.ଏନ.ଏ.) – କରୋନା ମହାମାରୀ ସମୟରେ ସ୍ବାସ୍ଥ୍ୟସେବାର ଗୁରୁତ୍ୱ ଅନେକାଂଶରେ ବଢ଼ିଯାଇଛି। ଜରୁରିକାଳୀନ ସମୟରେ ହାତପାହାନ୍ତାରେ ସ୍ବାସ୍ଥ୍ୟସେବା ଉପଲବ୍ଧ କରାଇବା ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ପାଲଟିଛି। ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ରୋଗୀଙ୍କୁ ଉନ୍ନତମାନର ଚିକିତ୍ସା ସୁବିଧା ଯୋଗାଇଦେବାକୁ ସରକାର ଗୁରୁତ୍ୱ ଦେଉଛନ୍ତି।…
ଜୁଏଲାରି ମାଲିକଙ୍କ ଘରେ ପଶିଲେ ଦୁର୍ବୃତ୍ତ: ୧୦ ରାଉଣ୍ଡ ଗୁଳି ଚାଳନା, ୩ ଗୁରୁତର ୩ ଆହତ
ବାହାନଗା, ୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାଉଡୁ ଗ୍ରାମର ଜଣେ ଜୁଏଲାରି ମାଲିକଙ୍କ ଘରୁ ଚୋରି ହୋଇଛି। ୬ ଜଣ ଦୁର୍ବୃତ୍ତ ଘର ଭିତରେ ପଶି ୧୦ ରାଉଣ୍ଡ ଗୁଳି ଚଳାଇ ଥିଲେ। ଘରର ୩ ଜଣ ସଦସ୍ୟ ଗୁରୁତର…
ବଜ୍ରପାତରେ ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ
ମହାକାଳପଡା,୨।୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକର ମହାନଦୀର ବରଜ ବାହାକୁଦଠାରେ ଏକ ଅଭାବନୀୟ ଘଟଣା ଘଟିଛି। ମାଛ ଧରୁଥିବା ବେଳେ ବ୍ରଜପାତ ଘଟିବାରୁ ଜଣେ ମତ୍ସ୍ୟଜୀବୀଙ୍କ ପରଲୋକ ଘଟିଛି। ମୃତ ମତ୍ସ୍ୟଜୀବିଙ୍କ ଘର ତନ୍ତି ପାଳ ଥାନା ବିଜୟନଗର ଗାଁ ର…
ଭିଜିଲାନ୍ସ ହାତରେ ଟିଡିସିସି ମ୍ୟାନେଜର: ୧୯ଲକ୍ଷ ଟଙ୍କା ଜବତ
ସୁନ୍ଦରଗଡ,୨।୬(ଡି.ଏନ.ଏ.): ସୁନ୍ଦରଗଡ ଟିଡିସିସି ଜିଲା ମ୍ୟାନେଜର ଜୟପ୍ରକାଶ ମହାନ୍ତି ବୁଧବାର ସକାଳେ ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ବିଭାଗ ଅଧିକାରୀମାନେ ତାଙ୍କଠାରୁ ୧୯ ଲକ୍ଷ ଟଙ୍କା ଜବତ କରିଛନ୍ତି। ସେ ସକାଳୁ ନିଜ ଘରକୁ ଯିବା ପାଇଁ ସୁନ୍ଦରଗଡରୁ ଏକ…
ବର୍ଷକଠାରୁ ବଳିଗଲା ମାସକ ମୃତ୍ୟୁ
ଅନୁଗୋଳ ଅଫିସ, ୨ା୬ – କୋଭିଡ୍-୧୯ର ଦ୍ୱିତୀୟ ଲହର କେତେ ଭୟଙ୍କର ତାହାର ଚିତ୍ର ମିଳିଛି ଅନୁଗୋଳ ଜିଲାରୁ। ବର୍ଷକ ମଧ୍ୟରେ ଜିଲାରେ ଯେତିକି ସଂଖ୍ୟକ ଲୋକ କରୋନାରେ ପ୍ରାଣ ହରାଇ ନ ଥିଲେ, ଗତ ମେ’ ମାସରେ ତାହାଠାରୁ ଅଧିକ…
Archives


