ଆମ ଜିଲା ଖବର

ଓଏସ୍‌ଏସ୍‌ଟିଇଟି ପରୀକ୍ଷାରେ ତ୍ରୁଟି ଅଭିଯୋଗ

କଟକ ଅଫିସ, ୨।୧୦: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ କରାଯାଇଥିବା ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଟିଚର ଏଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି)ରେ ତ୍ରୁଟି ହୋଇଥିବା ଛାତ୍ରୀଛାତ୍ରମାନେ ଅଭିଯୋଗ କରିଛନ୍ତି। ଏନେଇ ସେମାନେ ଏବିଭିପି ସହଯୋଗରେ ଶୁକ୍ରବାର ବୋର୍ଡ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ…

ରାଷ୍ଟ୍ରୀୟ ଦଳିତ ପଛୁଆବର୍ଗ ମହାସଂଘର ପୁଣି ଧାରଣା

ବାରଙ୍ଗ, ୨।୧୦(ଡି.ଏନ୍‌.ଏ.): ଜମି ଜାଲିଆତି ନେଇ ନ୍ୟାଯ୍ୟ ଦାବି ନ ମିଳିବା ଓ ପ୍ରଶାସନ ପ୍ରତିଶ୍ରୁତି ଦେଇ ପୂରଣ କରୁ ନ ଥିବା ପ୍ରତିବାଦରେ ରାଷ୍ଟ୍ରୀୟ ଦଳିତ ପଛୁଆ ବର୍ଗ ମହାସଂଘ ପକ୍ଷରୁ ବାରଙ୍ଗ ତହସିଲ କାର୍ଯ୍ୟାଳୟ ସାମ୍ନାରେ ଶୁକ୍ରବାର ପୁଣି…

ବନ କର୍ମଚାରୀଙ୍କୁ ମାଡ଼ମାରି ଆଣ୍ଠେଇ ଦେଲେ

ବାଣପୁର, ୨।୧୦(ଡି.ଏନ୍‌.ଏ.): ବରବରା ଧୂଆଁନଳୀ ଜଙ୍ଗଲରୁ ଶାଗୁଆନ ଗଛ କଟାକୁ ନେଇ ଶୁକ୍ରବାର ସ୍ଥାନୀୟ ଫରେଷ୍ଟରଙ୍କ ସହ ବନ କର୍ମଚାରୀଙ୍କୁ କେତେଜଣ ଗ୍ରାମବାସୀ ମାଡ଼ ମାରି ଆଣ୍ଠେଇ ଦେଇଥିବା ବାଣପୁର ଥାନାରେ ଅଭିଯୋଗ ହୋଇଛି। ସୂଚନା ମୁତାବକ, ଶୁକ୍ରବାର ସକାଳେ ବରବରା…

ଯୌତୁକ ପାଇଁ ମହିଳାଙ୍କୁ ହତ୍ୟା ଅଭିଯୋଗ

ନିମାପଡ଼ା, ୨।୧୦(ଡି.ଏନ୍‌.ଏ.): ଚାରିଛକ ଫାଣ୍ଡି ଅନ୍ତର୍ଗତ ତୁଳସୀପୁର ପଞ୍ଚାୟତ ବେଲପଡ଼ା ଗ୍ରାମର ମମତା ସାହୁଙ୍କ ଗୁରୁବାର ରାତିରେ ମୃତ୍ୟୁ ଘଟିଛି। ତେବେ ମମତାଙ୍କ ବାପଘର ଲୋକେ ଏହି କଥା ଜାଣିବା ପରେ ଝିଅକୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା…

୧୧ ହଜାର କିଲୋ ପ୍ଲାଷ୍ଟିକ, ପଲିଥିନ ନଷ୍ଟ କରାଯିବ

ପୁରୀ ଅଫିସ, ୨।୧୦: ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ କେନ୍ଦ୍ର ଯୁବ ଓ କ୍ରୀଡ଼ା ବ୍ୟାପାର ବିଭାଗ ଆହ୍ବାନ କ୍ରମେ ଶୁକ୍ରବାର ନେହେରୁ ଯୁବକେନ୍ଦ୍ର ପୁରୀ ପକ୍ଷରୁ ସ୍ବଚ୍ଛ ଭାରତ ଓ ସୁରକ୍ଷିତ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ…

ମହାତ୍ମାଙ୍କ ସ୍ମୃତି ସାଉଁଟୁଛି ମେରାମଣ୍ଡଳୀ

ଢେଙ୍କାନାଳ ଅଫିସ, ୨।୧୦ ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ମେରାମଣ୍ଡଳୀ ରେଳଷ୍ଟେଶନକୁ ପୂରିଲାଣି ୯୮ ବର୍ଷ। ୧୯୨୩ରେ ପ୍ରତିଷ୍ଠିତ ଏହି ରେଳଷ୍ଟେଶନ ପାଇଁ ୧୯୩୪ ଥିଲା ଐତିହାସିକ ବର୍ଷ। କାରଣ ସେହି ବର୍ଷ ମେ’ରେ ପଞ୍ଚମ ଥର ଓଡ଼ିଶା ପଦାର୍ପଣ କରିଥିଲେ…

ବିଦ୍ୟାଳୟରେ ତାଲା, ବାହାରେ ପଢ଼ିଲେ ଛାତ୍ରୀଛାତ୍ର

କଣାସ,୨।୧୦(ସ୍ବ.ପ୍ର.): କଣାସ ବ୍ଲକ ଅନ୍ତର୍ଗତ ଗଡ଼ସାନପୁଟ ପଞ୍ଚାୟତର ବାରଦାରେ ଥିବା ବାରଦା-ବାଦଲପୁର ଉଚ୍ଚ ବିଦ୍ୟାଳୟରେ ଶିକ୍ଷକମାନଙ୍କ ମଧ୍ୟରେ ଦୀର୍ଘଦିନ ହେବ କୌଣସି କଥାକୁ ନେଇ ତିକ୍ତତା ଲାଗି ରହିଛି। ଅଧିକାଂଶ ସମୟ ବିଦ୍ୟାଳୟରେ ଶିକ୍ଷକଙ୍କ ମଧ୍ୟରେ ପାଟିତୁଣ୍ଡ ହେଉଥିବାରୁ ଦଶମ ଶ୍ରେଣୀର…

ପ୍ରୋତ୍ସାହିତ କରିବ ପ୍ରଦର୍ଶନୀ

ଅନୁଗୋଳ ଅଫିସ, ୨ା୧୦ ଆବର୍ଜନାରେ ସଜା ଯାଇପାରେ ଡ୍ରଇଂ ରୁମ୍‌। ବଢ଼ାଯାଇପାରେ ଡାଇନିଂ ଟେବୁଲର ଶୋଭା। ଅଳିଆ ଗଦାର ଭଙ୍ଗା କାଚ, ଫଟା ପ୍ଲାଷ୍ଟିକ, ଚିରା କାଗଜ ଯେ ସମ୍ମାନ ଓ ପୁରସ୍କାର ପରି ସୌଭାଗ୍ୟ ଆଣିଦେଇପାରେ ତାହା ସାବ୍ୟସ୍ତ କରିପାରିଛନ୍ତି…

ରାସ୍ତାରେ ଗୋରୁ, ଯାତ୍ରୀ ହନ୍ତସନ୍ତ

ନିମାପଡ଼ା, ୨।୧୦(ଡି.ଏନ୍‌.ଏ.): ନିମାପଡ଼ା ବଡ଼ବଜାର, ଥାନା ଛକ, ବ୍ଳକ, ତହସିଲ ଅଫିସ ଛକ, ଦୋଳବେଦୀ ଛକ, ଟାଉନ କ୍ଲବ ଛକ ଦୀର୍ଘଦିନ ଧରି ବୁଲା ଗୋରୁ, ଷଣ୍ଢଙ୍କ ନିରାପଦ ଆଶ୍ରୟସ୍ଥଳ ପାଲଟିଛି। ଏହି ଛକଗୁଡ଼ିକର ମୁଖ୍ୟରାସ୍ତାରେ ଗୋରୁ ଦିନତମାମ ଶୋଇ ରହୁଥିବାରୁ…

ପଥରରେ ଛେଚି ନାବାଳକଙ୍କୁ ହତ୍ୟା

ନିରାକାରପୁର, ୨।୧୦(ଡି.ଏନ୍‌.ଏ.): ନୟାଗଡ଼ ଜିଲା ରଣପୁର ଥାନା ଅଞ୍ଚଳରେ ଜଣେ ନାବାଳକଙ୍କୁ ଗୁରୁବାର ରାତିରେ ପଥରରେ ଛେଚି ହତ୍ୟା କରାଯାଇଛି। ମୃତକ ହେଲେ ଏହି ଥାନା ଅଧୀନ ବେରୁଆଁପଡ଼ା ଗ୍ରାମର ସୌମ୍ୟରଞ୍ଜନ ସାମନ୍ତରାୟ ଓରଫ ରଞ୍ଜନ(୧୭)। ଏହି ଘଟଣାରେ ଖୋର୍ଦ୍ଧା ଜିଲା…

ଜୁଆଡ଼ିଙ୍କ ପାଖରୁ ମିଳିଲା ୨.୨୫ ଲକ୍ଷ ଟଙ୍କା, ୧୨ ଦାମୀ କାର୍‌

ଗୁଣପୁର,୧ା୧୦(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଣପୁର ପୋଲିସ ଏକ ବଡ଼ ଧରଣର ଜୁଆଆଡ୍ଡା ଉପରେ ଚଢ଼ାଉ କରି ୧୫ ଜୁଆଡ଼ିଙ୍କୁ ଗିରଫ କରିବା ସହ ୨ ଲକ୍ଷ ୨୫ ହଜାର ୯୯୦ ଟଙ୍କା, ରୟାଲ୍‌ କଏନ୍‌, ୧୨ ଦାମୀ କାର୍‌, ଅଟୋରିକ୍ସା ଏବଂ…

ସୁନା, ଟଙ୍କା ସହ ନେଇଗଲେ ୨ ବସ୍ତା ଚାଉଳ

କୋକସରା,୧।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ବରାଡଙ୍ଗା ଗ୍ରାମ ତିଳ ନାଏକଙ୍କ ଘରେ କଳାକନା ବୁଳାଇଛନ୍ତି ଦୁର୍ବୁତ୍ତ। ଘରେ ଥିବା ୨୦ ଭରି ସୁନାଗହଣା, ନଗଦ ୨ ଲକ୍ଷ ଟଙ୍କା ସହ ୨ ବସ୍ତା ଚାଉଳ ଚୋରି ହୋଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri