ଆମ ଜିଲା ଖବର

ପୁରୀରେ ୫ଟି ସଚିବ, ସମସ୍ତ ବ୍ୟବସ୍ଥାର କଲେ ଅନୁଧ୍ୟାନ

ପୁରୀ ଅଫିସ, ୧୯।୨: ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ପହଞ୍ଚିବା ପରେ ସନ୍ଧ୍ୟାରେ ଶ୍ରୀମନ୍ଦିର ଦର୍ଶନରେ ଆସିବେ। ତେବେ ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ ପୂର୍ବରୁ ଶନିବାର ସକାଳ ୭ଟା ସମୟରେ ୫ଟି ସଚିବ ଭି.କେ. ପାଣ୍ଡିଆନ ସପରିବାର ସହ…

ଭୋଟବାକ୍ସରେ ପ୍ରାର୍ଥୀଙ୍କ ଭାଗ୍ୟ ବନ୍ଦ

ଝାରସୁଗୁଡ଼ା ଅଫିସ,୧୯ା୨: ଝାରସୁଗୁଡ଼ା ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହାର ୮୫.୧୪ ପ୍ରତିଶତ ରହିଛି। କୋଲାବିରା ବ୍ଲକ୍‌ରେ ୮୭,୬୯% ରହିଥିବାବେଳେ ଲଖନପୁର ବ୍ଲକ୍‌ରେ ୮୨.୫୯% ରହିଛି। ନିର୍ବାଚନ ଶେଷ ହେବାପରେ ଭୋଟ୍‌ବାକ୍ସ ଷ୍ଟ୍ରଙ୍ଗରୁମ୍‌ରେ କଡା ସୁରକ୍ଷା ମଧ୍ୟରେ ରଖାଯାଇଛି। ଚଳିତ ତ୍ରିସ୍ତରୀୟ…

ସରିଲା କୋଟିଆରେ ମତଦାନ

ପଟ୍ଟାଙ୍ଗୀ,୧୯ା୨(ଡି.ଏନ.ଏ.): ଦ୍ୱିତୀୟ ପର୍ଯ୍ୟାୟ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶୁକ୍ରବାର କୋରାପୁଟ ଜିଲା ଜଲା ପଟ୍ଟାଙ୍ଗୀ ବ୍ଲକରେ ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଛି। ଏହି ନିର୍ବାଚନରେ କୋଟିଆ ପଞ୍ଚାୟତ ଉପରେ ସମସ୍ତଙ୍କ ନଜର ରହିଥିଲା। ବ୍ଲକ ଅଧୀନରେ ୨ଟି ଜିଲା ପରିଷଦ…

୨ ବୁଥ୍‌ରେ ହିଂସା, ମତଦାନ ବନ୍ଦ

ଜଗତ୍‌ସିଂହପୁର ଅଫିସ, ୧୯ା୨: ଜଗତ୍‌ସିଂହପୁର ଜିଲାରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ସମୟରେ ହିଂସା ପୋଲିସ ଓ ପ୍ରଶାସନ ପାଇଁ ଚିନ୍ତାର କାରଣ ହୋଇଛି। ନିର୍ବାଚନ ବେଳେ ଜଗତ୍‌ସିଂହପୁର ଥାନା ପଟସରା ପଞ୍ଚାୟତ ଅନ୍ତର୍ଗତ ଢିଅପଟସରା ପ୍ରାଥମିକ ବିଦ୍ୟାଳୟ ୧ନଂ. ଓ…

ଡଗ୍‌ ସ୍କ୍ବାଡ୍‌ କେ-୯ରେ ୫ ବେଲ୍‌ଜିଆନ ମାଲିନୋଇସ

କଟକ ଅଫିସ,୧୯ା୨: ବେଲ୍‌ଜିଆନ ମାଲିନୋଇସ ପ୍ରଜାତିର ୫ କୁକୁର ଶୁକ୍ରବାର ଓଡ଼ିଶା ପୋଲିସର ଡଗ୍‌ ସ୍କ୍ବାଡ୍‌ କେ-୯ରେ ସାମିଲ ହୋଇଛନ୍ତି। କଟକ ବକ୍ସିବଜାରସ୍ଥିତ ରିଜର୍ଭ ପୋଲିସ ପଡିଆରେ ସେମାନଙ୍କୁ ନେଇ ଏକ ସ୍ବତନ୍ତ୍ର ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ଉକ୍ତ କୁକୁରମାନେ…

ଭୋଟ କେନ୍ଦ୍ରରେ ଅବ୍ୟବସ୍ଥା, ଉତ୍ତେଜନା

ସମ୍ବଲପୁର,୧୯ା୨(ବ୍ୟୁରୋ): ସମ୍ବଲପୁର ଜିଲାର ମାନେଶ୍ୱର ଓ ନାକଟିଦେଉଳ ବ୍ଲକରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶେଷ ହୋଇଛି। ମାନେଶ୍ୱର ବ୍ଲକ ସାହସପୁର ଭୋଟ କେନ୍ଦ୍ରରେ ଅବ୍ୟବସ୍ଥା ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଅପରାହ୍ନ ୧ଟା ପରେ ଶତାଧିକ ଭୋଟର କେନ୍ଦ୍ର ଭିତରକୁ…

ଜଗତ୍‌ସିଂହପୁର ବ୍ଲକରେ ୭୮.୯୨% ମତଦାନ

ଜଗତ୍‌ସିଂହପୁର ଅଫିସ, ୧୯ା୨: ୨ୟ ପର୍ଯ୍ୟାୟ ନିର୍ବାଚନରେ ଜଗତ୍‌ସିଂହପୁର ବ୍ଲକ ଅଞ୍ଚଳର ୪ଟି ଜିଲା ପରିଷଦ ଜୋନ ପାଇଁ ଶୁକ୍ରବାର ମତଦାନ ହୋଇଛି। ଏହି ଅବସରରେ ୭୮.୯୨% ମତଦାନ ହୋଇଛି। ସେଥିମଧ୍ୟରୁ ୧ନଂ.ରେ ସର୍ବାଧିକ ୮୧.୯୫%, ୨ନଂ.ରେ ୭୮.୭୯%, ୩ନଂ.ରେ ୭୭.୭୭%…

କଂଗ୍ରେସ, ବିଜେଡି ପାଇଁ ସମ୍ମାନର ପ୍ରଶ୍ନ

କେନ୍ଦ୍ରାପଡ଼ା ଅଫିସ, ୧୯ା୨: କେନ୍ଦ୍ରାପଡ଼ା ବ୍ଲକର ୭ ନଂ. ଜିଲା ପରିଷଦ ଜୋନ୍‌ରେ ଆସନ୍ତା ୨୨ ତାରିଖରେ ନିର୍ବାଚନ ହେବ। ଏଥିପାଇଁ ପ୍ରାର୍ଥୀମାନେ ପ୍ରଚାରକୁ ଜୋରଦାର କଲେଣି। କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀର ଏହି ଜୋନ୍‌ ଉଭୟ ବିଜେଡି ଓ କଂଗ୍ରେସ ପାଇଁ…

ରାଜକନିକା ୭୨.୫୪, ମାର୍ଶାଘାଇରେ ୭୭% ମତଦାନ

କେନ୍ଦ୍ରାପଡ଼ା ଅଫିସ/ ରାଜକନିକା/ ମାର୍ଶାଘାଇ, ୧୯ା୨ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶୁକ୍ରବାର ସରିଛି। ଏହି ପର୍ଯ୍ୟାୟରେ ରାଜକନିକା ଓ ମାର୍ଶାଘାଇ ବ୍ଲକର ୩ଟି ଲେଖାଏ ଜୋନ୍‌ ଅଞ୍ଚଳରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଅଳ୍ପ…

ବଳାତ୍କାରୀଙ୍କୁ ୩ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୧୯ା୨: ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ଜଜ ଅନୁପ ରଞ୍ଜନ ପଟ୍ଟନାୟକ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲା ଶୁଣାଣି କରିଥିଲେ। ପ୍ରମାଣ ମିଳଥିବାରୁ କାଳୁ ବେହେରା (୩୨)ଙ୍କୁ ସେ ୩ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ସେହିପରି ୭ ହଜାର…

ଭୋଟବାକ୍ସ ସିଲ୍‌ ଖୋଲା ନେଇ ଉତ୍ତେଜନା

ଚଣ୍ଡିଖୋଲ,୧୯ା୨(ଡି.ଏନ.ଏ.): ବଡ଼ଚଣା ବ୍ଲକ ଅଧୀନ ଚଣ୍ଡିଖୋଲସ୍ଥିତ ବାବା ଭୈରବାନନ୍ଦ ମହାବିଦ୍ୟାଳୟକୁ ଅସ୍ଥାୟୀ ଭୋଟବାକ୍ସ ସଂରକ୍ଷଣ କେନ୍ଦ୍ର କରାଯାଇଛି। ତେଣୁ ଏଠାକୁ ଭୋଟ ବାକ୍ସ ଆସୁଛି। ଶୁକ୍ରବାର ଭୋଟ ଶେଷପରେ ଉକ୍ତ ବ୍ଲକ ଚମ୍ପାପୁର ପଞ୍ଚାୟତ ଗୋପୀନାଥପୁର ଗ୍ରାମର ୩ ନଂ. ବୁଥ୍‌…

ଆତ୍ମହତ୍ୟା କଲେ ସରପଞ୍ଚ ପ୍ରାର୍ଥୀଙ୍କ ଭାଇ

ଦଶରଥପୁର,୧୯।୨(ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଚାଲିଥିବାବେଳେ ଯାଜପୁର ଜିଲାରେ ଏକ ଦୁଃଖଦ ଘଟଣା ଘଟିଛି। ଭୋଟର ଛଳନା କରିଥିବା ଆଶଙ୍କାକରି ଜଣେ ସରପଞ୍ଚ ପ୍ରାର୍ଥୀଙ୍କ ଭାଇ ରଶି ଲଗାଇ ଆତ୍ମହତ୍ୟା କରିଥିବା ସମ୍ପୃକ୍ତ ପରିବାର ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?