ଆମ ଜିଲା ଖବର

ଟ୍ରକ୍‌ ଚାପରେ ମା’ ମୃତ, ଝିଅ ଆହତ

ଭବାନୀପାଟଣା,୧୭।୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପରଦେଶୀପଡା ୨୬ ନଂ. ଜାତୀୟ ରାଜପଥରେ ଗୁରୁବାର ଏକ ଟ୍ରକ୍‌ ଚାପରେ ମା’ଙ୍କ ମୃତ୍ୟୁ ହୋଇଥିବା ବେଳେ ଝିଅ ଆହତ ହୋଇଛନ୍ତି। ମୃତ ମହିଳା ହେଲେ ବାହାଦୁରବଗିଚାପଡାର ରାଜେଶ୍ୱରୀ ଦୀପ (୩୨)। ଖବର ପାଇ…

ଦୁଇମାସ ତଳେ ବଦଳିି ହୋଇ ଆସିଥିଲେ, ଚାଲିଗଲା ଜୀବନ

ସେମିଳିଗୁଡ଼ା/ସୁନାବେଡ଼ା,୧୭ା୨(ସ୍ବ.ପ୍ର.): ୨୬ ନମ୍ବର ଜାତୀୟ ରାଜପଥ ସେମିଳିଗୁଡ଼ା ଗଙ୍ଗାମା’ ମନ୍ଦିର ନିକଟରେ ଏକ ଟ୍ରକ୍‌ ସ୍କୁଟିକୁ ଧକ୍କା ଦେଇଛି। ଫଳରେ ଘଟଣାସ୍ଥଳରେ ସ୍କୁଲ ଯାଉଥିବା ଜଣେ ଶିକ୍ଷୟିତ୍ରୀଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଅନ୍ନପୂର୍ଣ୍ଣା କୁମାରୀ ପଣ୍ଡା (୪୯)। ମିଳିଥିବା ସୂଚନା…

ମେଳି କରି ଭୋଟ ଦେବାକୁ ଶପଥ କରାଇଲେ ବିଧାୟକଙ୍କ ପୁଅ

ମାଲକାନଗିରି,୧୭ା୨(ଡି.ଏନ୍‌.ଏ.): ଗଣତନ୍ତ୍ରିକ ରାଷ୍ଟ୍ରରେ ଭୋଟ ଦେବାର ଅଧିକାର ସମସ୍ତଙ୍କର ରହିଛି। ଜଣେ ଭୋଟର କୌଣସି ଚାପ କିମ୍ବା ଅର୍ଥ ଲୋଭର ନ ପଡି ନିଜ ଇଚ୍ଛାରେ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେବା ତାଙ୍କ ଅଧିକାର ରୂପେ ସ୍ବୀକୃତ କରାଯାଇଛି। ଯଦି କେହି…

କିନ୍ନରଙ୍କ ଗଳା କାଟିଦେଲେ

ସମ୍ବଲପୁର,୧୭ା୨(ବ୍ୟୁରୋ): ସମ୍ବଲପୁର ଜିଲାର ଜଣେ କିନ୍ନରଙ୍କୁ ଗଳାକାଟି ହତ୍ୟା କରାଯାଇଛି। ସେ ହେଲେ ଫିରୋଜ ଛତ୍ରିଆ(୨୧)। ବୁର୍ଲା ଥାନା ଗୋଡଭଗା କଲେଜ ଛକ ନିକଟ ୫୫ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଗୁରୁବାର ତାଙ୍କ ମୃତଦେହକୁ ପୋଲିସ ଜବତ କରିଛି। ଘଟଣାସ୍ଥଳରୁ ଫିରୋଜଙ୍କ…

ନିଆଁ ଲଗାଇ ପୋଡ଼ିଦେଲେ

ଲାଠୋର,୧୭।୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ତୁରେକେଲା ଥାନା ଅଧୀନ ଗଇନ୍ଦିମାଲ ଗ୍ରାମର ସତ୍ୟ ପସାୟତଙ୍କ ଘରେ କିଛି ଦୁର୍ବୃତ୍ତ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। ଫଳରେ ଘରେ ଥିବା ସମସ୍ତ ସାମଗ୍ରୀ ପୋଡି ନଷ୍ଟ ହୋଇଯାଇଛି। ଅଗ୍ନି କାଣ୍ଡରେ କେହି ମୃତାହତ ହୋଇ…

ଟଙ୍କା ବାଣ୍ଟିବା ବେଳେ ଧରାପଡ଼ିଲେ ପ୍ରାର୍ଥୀଙ୍କ ବାପା

କୋକସରା,୧୭ା୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଡାଲଗୁମା ପଞ୍ଚାୟତର ଜଣେ ସମିତି ସଭ୍ୟ ପ୍ରାର୍ଥୀଙ୍କ ବାପା ଟଙ୍କା ବାଣ୍ଟିବାକୁ ଆସି ଗ୍ରାମବାସୀଙ୍କ ହାତରେ ଧରାପଡ଼ିଛନ୍ତି। ଗ୍ରାମବାସୀ ତାଙ୍କଠାରୁ ନଗଦ ୩୯,୯୦୦ ଟଙ୍କା ଜବତ କରି ପୋଲିସ ଜିମା ଦେଇଥିଲେ। ଏନେଇ ପୋଲିସ…

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ନିର୍ଦ୍ଧାରଣ ହେବ ୩ ହଜାର ପ୍ରାର୍ଥୀଙ୍କ ଭାଗ୍ୟ

ବାରିପଦା ଅଫିସ,୧୭।୨: ୧୮ ତାରିଖ ଶୁକ୍ରବାର ଅନୁଷ୍ଠିତ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ମୟୂରଭଞ୍ଜ ଜିଲାର ୫ଟି ବ୍ଲକରେ ଭୋଟ ଗ୍ରହଣ ହେବ। ଏନେଇ ୩ ହଜାର ୩ ପ୍ରାର୍ଥୀଙ୍କ ଭାଗ୍ୟ ୪ ଲକ୍ଷ ୧୬ ହଜାର…

ଗାଁରେ ପଶିଲା ଦନ୍ତା

ବାଲେଶ୍ୱର ଅଫିସ,୧୭ା୨: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଗପୋ ଗାଁରେ ଏକ ଦନ୍ତାହାତୀକୁ ଆଜି ସକାଳୁ ଦେଖିବାକୁ ମିଳିଛି। ଶିମିଳିପାଳରୁ ଏକ ହାତୀ ମୟୂରଭଞ୍ଜ ମଧ୍ୟ ଦେଇ ଜଳେଶ୍ୱର ମଧ୍ୟକୁ ପଶିଛି। ଖାଦ୍ୟ ପାଇଁ ହାତୀଟି ଗାଁ ଭିତରକୁ ପଶିଛି ବୋଲି…

ରାଜନୈତିକ ହିଂସା: ଓ୍ବାର୍ଡମେମ୍ବର ପ୍ରାର୍ଥୀଙ୍କୁ ମରଣାନ୍ତକ ଆକ୍ରମଣ

ବାଲେଶ୍ୱର ଅଫିସ,୧୭ା୨: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ କରୁଆ ପଞ୍ଚାୟତରେ ରାଜନୈତିକ ହିଂସାକାଣ୍ଡ ଘଟିଛି। ଏଥିରେ ୨ ଜଣ ଗୁରୁତର ହୋଇଛନ୍ତି। ସୂଚନାନୁଯାୟୀ, କରୁଆ ପଞ୍ଚାୟତର ୫ ନମ୍ବର ଓ୍ବାର୍ଡର ଓ୍ବାର୍ଡମେମ୍ବର ପ୍ରାର୍ଥୀ ବୃନ୍ଦାବନ ଦାସ ବୁଧବାର ବିଳମ୍ବିତ ରାତିରେ…

ମାଓବାଦୀ ଭୟ: ସ୍ଥାନାନ୍ତର ହେଲା ୩ ବୁଥ୍‌

ମାଲକାନଗିରି, ୧୭।୨(ଡି.ଏନ.ଏ.): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଛି। ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବ। ଏହାକୁ ଦୃଷ୍ଟିରେ ରଖି ମାଓବାଦୀ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ସୁରକ୍ଷା ଦୃଷ୍ଟିକୋଣରୁ ମାଲକାନଗିରି ଜିଲାର କରୁକୋଣ୍ଡା ବ୍ଲକର ୩ଟି…

ବୁଥ୍‌ କ୍ୟାପଚରିଂ: ୧୪ ଜଣଙ୍କୁ ବାନ୍ଧିଲା ପୋଲିସ

ଯାଜପୁର ଅଫିସ,୧୭ା୨: ଯାଜପୁର ସଦର ଏବଂ ଧର୍ମଶାଳା ବ୍ଲକରେ ବୁଧବାର ଅନୁଷ୍ଠିତ ପ୍ରଥମ ପର୍ଯ୍ୟାୟ ମତଦାନରେ ସଂଗଠିତ ବୁଥ୍‌ କ୍ୟାପଚରିଂ ଅଭିଯୋଗରେ ୧୪ ଜଣଙ୍କୁ ବାନ୍ଧିଛି ପୋଲିସ। ଏଥିରେ ଧର୍ମଶାଳା ବ୍ଲକର ଦେଓଦା ବୁଥ୍‌ ନମ୍ବର ୬ ଓ ୭ ବୁଥ୍‌…

ଦୁଇ ମୋବାଇଲ ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି

ରାୟଗଡ଼ା ଅଫିସ,୧୭ା୨: ରାୟଗଡ଼ା ସହରର ଶାରଳା ଛକସ୍ଥିତ ଜୟ ମା’ ଶାରଳା ଓ କ୍ରିଷ୍ଣା ମୋବାଇଲ ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି ହୋଇଛି। ଦୋକାନ ସଟର ତାଡ଼ି କାନ୍ଥ ଭାଙ୍ଗି ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି କରି ନେଇଛନ୍ତି ଦୁର୍ବୃତ୍ତ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?