ଟେମରା, କାଉଡୋଳାରେ ଧାନ ମଣ୍ଡି ଖୋଲିଲା
କୋକସରା, ୨୪।୧୧ (ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପ୍ୟାକ୍ସ ଅଧୀନ କାଉଡୋଳା ଓ ଟେମରାରେ ସୋମବାରଠୁୁ ଧାନ ମଣ୍ଡି ଆରମ୍ଭ ହୋଇଛି। କୋକସରା ବ୍ଲକର ୧୪ଟି ମଣ୍ଡି ଓ ଉପମଣ୍ଡିରେ ମଧ୍ୟ ଧାନ କିଣା ପ୍ରକ୍ରିୟା ଆରମ୍ଭ...
ସ୍କୁଲ ବନ୍ଦ ପରେ ବସ୍ତାନି ବଦଳରେ ଗୋରୁଗାଈ ଚରାଉଛନ୍ତି ପିଲା
କୋକସରା, ୨୪।୧୧ (ଡି.ଏନ.ଏ.) ଆଜକୁ ପ୍ରାୟ ୭ ମାସରୁ ଊର୍ଦ୍ଧ୍ୱ ହେବ କରୋନା ଯୋଗୁ ସ୍କୁଲରେ ପଡିଛି ତାଲା। ସ୍କୁଲ ବନ୍ଦ ପରେ ବଦଳି ଯାଇଛି ଉପାନ୍ତ ଓ ବନବାସୀ ଅଞ୍ଚଳରେ ପଢ଼ୁଥିବା ପିଲାଙ୍କ ଭାଗ୍ୟ। ଏବେ ବହି ବସ୍ତାନି...
ପ୍ରେରଣା ସାଜିଛନ୍ତି ନନ୍ଦିନୀ
କେନ୍ଦୁଝର,୨୪ା୧୧(ଡି.ଏନ.ଏ.)-ବର୍ତ୍ତମାନ ଯୁଗରେ ପୁରୁଷମାନଙ୍କ ସହିତ ମହିଳାମାନେ ସବୁକ୍ଷେତ୍ରରେ ସମକକ୍ଷ ହେଲେଣି। ସାଧାରଣତଃ ମେଶିନ ଅପରେଟିଂ କିମ୍ବା କୌଣସି କଷ୍ଟସାଧ୍ୟ ଶ୍ରମଦାନ କ୍ଷେତ୍ରରେ ମହିଳାମାନେ ସାମାନ୍ୟ ପଛଘୁଞ୍ଚା ଦେଇଥାନ୍ତି। କିନ୍ତୁ ଜଣେ ଝିଅ ଗାଁରେ ଧାନ କଳ ବସାଇ ନିଜେ ସ୍ବାବଲମ୍ବୀ...
ଚାନ୍ଦିପୁର ବେଳାଭୂମି ମୁହଁ ଫେରାଉଛନ୍ତି ପର୍ଯ୍ୟଟକ
ବାଲେଶ୍ୱର ଅଫିସ-ବାଲେଶ୍ୱର ଜିଲା ସଦର ମହକୁମାଠାରୁ ମାତ୍ର ୧୫ କି.ମି. ଦୂରରେ ରହିଛି ଚାନ୍ଦିପୁର ବେଳାଭୂମି। ଦୂରଦୂରାନ୍ତରୁ ପର୍ଯ୍ୟଟକମାନେ ଶୀତଋତୁରେ ଏହି ବେଳାଭୂମିକୁ ଆସିଥାନ୍ତି। ପିକ୍ନିକ୍, ମେଳା, ମହୋତ୍ସବରେ ଭରି ଉଠେ ବେଳାଭୂମି ଅଞ୍ଚଳ। ଚଳିତବର୍ଷ ମହାମାରୀ କରୋନା ପ୍ରଭାବରେ...
‘ବ୍ଲାକ୍ ଡାଇମଣ୍ଡ’ କହିବ କୋଇଲା କାହାଣୀ
ଅନୁଗୋଳ ଅଫିସ, ୨୪।୧୧ କୋଇଲାକୁ କାହିଁକି କଳାହୀରା କୁହାଯାଏ। ଏହି ପ୍ରାକୃତିକ ସମ୍ପଦର ଉତ୍ପତ୍ତି କେମିତି। ତା’ ଭିତରେ ଥିବା ଶକ୍ତିର ଆଧାର କ’ଣ। ମାଟିତଳେ ଥିବା କୋଇଲାର ଶଯ୍ୟା କିପରି ଜାଣିହେବ। ବିନା ବିସ୍ଫୋରଣରେ ଉତ୍ପାଦନ କେମିତି ସମ୍ଭବ...
ସୀମାନ୍ତରେ ଗୁଳି ବିନିମୟ: ୩ ମାଓବାଦୀ ନିହତ, ଜଣେ ଯବାନ ଆହତ
ମାଲକାନଗିରି,୨୩ା୧୧(ଡି.ଏନ୍.ଏ.)-ମାଲକାନଗରି ଜିଲା ସୀମାନ୍ତବର୍ତ୍ତୀ ଛତିଶଗଡରେ ସୋମବାର ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୩ଜଣ ମାଓବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ମହିଳା ମାଓବାଦୀ ରହିଛନ୍ତି। ତେବେ ଏହି ଗୁଳିବିନିମୟରେ ଜଣେ ଯବାନ ଆହତ ହୋଇଛନ୍ତି। ଖବରରୁ ଜଣାପଡିଛି,...
ମାଡ଼ ମାରି ଲୁଟି ନେଲେ ୬ ଲକ୍ଷ
ମାଲକାନଗିରି,୨୩ା୧୧(ଡି.ଏନ୍.ଏ.)-ମାଲକାନଗିରି ଜିଲା ସଦର ମହକୁମାରେ ଜଣେ ବ୍ୟବୟାସୀଙ୍କଠାରୁ ୨ ଜଣ ଦୁର୍ବୃତ୍ତ ୬ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ସୋମବାର ମଧ୍ୟାହ୍ନ ୨ଟାରେ ମାଲକାନଗିରି ସଦର ମହକୁମାସ୍ଥିତ ପିଡବ୍ଲ୍ୟୁଡି କାର୍ଯ୍ୟାଳୟ ନିକଟରେ ଗୋପାଳକ୍ରିଷ୍ଣା ହାଡଓ୍ବେର ଦୋକାନରେ କାମ କରୁଥିବା ମ୍ୟାନେଜର...
ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ୨ ଜଣଙ୍କୁ ଆଜୀବନ କାରାଦଣ୍ଡ
କେନ୍ଦୁଝର, ୨୩ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୋଡା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଗଣବଳାତ୍କାର କରିବା ଘଟଣାରେ ଅତିରିକ୍ତ ଜିଲା ଜଜ୍ ଓ ସ୍ବତନ୍ତ୍ର ଜଜ୍ ଲୋକନାଥ ସାହୁ ସୋମବାର ପୋକ୍ସୋ ଆଇନରେ ୨ ଜଣଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି...
ଯୁବତୀଙ୍କୁ କଟୁରିରେ ହାଣି ହତ୍ୟା
ନୟାଗଡ଼ ଅଫିସ,୨୩ା୧୧: ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମରେ ଜଣେ ଯୁବତୀଙ୍କୁ କଟୁରିରେ ହାଣି କେହି ଦୁର୍ବୃତ୍ତ ହତ୍ୟା କରିଥିବା ଜଣାପଡ଼ିଛି। ତେବେ କିଏ ହତ୍ୟା କରିଛି କାହିଁକି କରିଛି ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ପୋଲିସ...
ଥରେ ଗିରଫ ପରେ ସୁଧୁରିଲେନି: ପୁଣି ଲାଞ୍ଚ ନେଇ ଡାକ୍ତର ଗିରଫ
ମାଲକାନଗିରି, ୨୩।୧୧(ଡି.ଏନ୍.ଏ.): ପୂର୍ବରୁ ଲାଞ୍ଚ ନେଇ ଗିରଫ ହୋଇଥିବା ଜଣେ ଡାକ୍ତର ପୁଣିଥରେ ଲାଞ୍ଚ ନେବା ବେଳେ ଭାଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ହେ ହେଲେ ମାଲକାନଗିରି ଜିଲା ପୋଡିଆ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ପାନୁ...
ନାବାଳିକା ଝିଅକୁ ପୋଡିଦେଲେ ବାପା
ପାଟଣାଗଡ, ୨୩।୧୧ (ଡି.ଏନ୍.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡ ବେଲପଡା ଥାନା ଅନ୍ତର୍ଗତ ଡେବିରିପାଲି ଗ୍ରାମରେ ଦେଖିବାକୁ ମିଳିଛି ଅଭାବନୀୟ କାଣ୍ଡ। ଜଣେ ନାବାଳିକା ଝିଅକୁ ବାପା କିରୋସିନ ଢାଳି ପୋଡି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗୁରୁତର...
ଆଜି ପବିତ୍ର ଅଁଳା ନବମୀ
ସାକ୍ଷୀଗୋପାଳ,୨୩ା୧୧(ଡି.ଏନ୍.ଏ.):ସୋମବାର ଅଁଳାନବମୀ ଉପଲକ୍ଷେ ସାକ୍ଷୀଗୋପାଳ ମନ୍ଦିରରେ ଶ୍ରୀରାଧାଙ୍କ ପାଦ ଦର୍ଶନ ନୀତି ଅନୁଷ୍ଠିତ ହେବ। ପାରମ୍ପରିକ ବେଶଭୂଷା ଓ ଗହଣାରେ ଲାଗି ହୋଇ ମା’ ରାଧାରାଣୀ ଓଡିଆଣୀ ବେଶରେ ସଜ୍ଜିତ ହେବେ। ରତ୍ନ ସିଂହାସନରେ ସାକ୍ଷୀଗୋପାଳ ଠାକୁର ନଟବର ବେଶରେ...
Archives


