ଜଙ୍ଗଲ ବିବାଦରେ ୭ ରେଳ ପ୍ରକଳ୍ପ
ଯାଜପୁର ଅଫିସ, ୨୨।୧୧: ଜଙ୍ଗଲ ଜମିକୁ ଅଣଜଙ୍ଗଲ ଜମିରେ ପରିବର୍ତ୍ତନ, ଗଛ ସଂଖ୍ୟା ନିରୂପଣ, ଗଛକଟା ବାବଦ କ୍ଷତିପୂରଣ, ଫରେଷ୍ଟ ରାଇଟ୍ ଆକ୍ଟ (ଏଫ୍ଆର୍ଏ) ସାର୍ଟିଫିକେଟ, ବନ୍ୟଜନ୍ତୁ ଇତ୍ୟାଦି ଷ୍ଟେଜ-୧ ଜଙ୍ଗଲ ବିବାଦ ଯୋଗୁ ଓଡ଼ିଶାର ୭ଟି ରେଳ ପ୍ରକଳ୍ପର...
ଲଡୁଗାଁରେ ଖରିଫ ମଣ୍ଡି ଉଦ୍ଘାଟିତ
କୋକସରା,୨୨।୧୧(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁରେ ମଣ୍ଡି ଶୁଭାରମ୍ଭ ହୋଇଛି । ଲଡୁଗାଁ ନିୟନ୍ତ୍ରଣ ବଜାର କମିଟି ପ୍ରାଙ୍ଗଣରେ ଚାଷୀ କମିଟି ସଦସ୍ୟ, ପ୍ୟାକ୍ସ କର୍ମଚାରୀ, ଆରଏମସି କର୍ମଚାରୀ ଓ ଶ୍ରମିକ ଉପସ୍ଥିତ ଥିଲେ । ଏହି ଅବସରରେ...
ଟେମରାଠାରେ ପଞ୍ଚାୟତସ୍ତରୀୟ କଳାକାର ସମ୍ମିଳନୀ
କୋକସରା,୨୨।୧୧ (ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରାଠାରେ ପଞ୍ଚାୟତସ୍ତରୀୟ କଳାକାର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଆବାହକ ଶମ୍ଭୁ ଶଙ୍କର ମାଝି ଓ ନିବେଦକ ରାଜେନ୍ଦ୍ର ନାଏକଙ୍କ ନେତୃତ୍ୱରେ ପଞ୍ଚାୟତର ଅନେକ ଲୋକ କଳାକାରଙ୍କ ସମେତ ବାଦ୍ୟ କଳାକାର ଯୋଗଦେଇଥିଲେ ।...
ଦାନ ଜମିରେ ଧାନ ମଣ୍ଡି
କୋକସରା, ୨୨।୧୧ (ଡି.ଏନ.ଏ.) ମଣ୍ଡି ପାଇଁ ଜାଗା ମିଳୁ ନ ଥିଲା। ଗମ୍ଭାରୀଗୁଡାର ଚାଷୀ ମାଧବ ରାଉତ ନିଜ ୧ ଏକର ଚାଷ ଜମିକୁ ମଣ୍ଡି ପାଇଁ ଦାନ କରିଥିଲେ। ଶନିବାର ତାଙ୍କ ହାତରେ ସେହି ମଣ୍ଡି ଉଦ୍ଘାଟିତ ହୋଇଛି।...
ଚାଲି ଚାଲି ଆସିଲେ ଗର୍ଭବତୀ: ରାସ୍ତା ନ ଥିବାରୁ ଆସିପାରିଲାନି ଆମ୍ବୁଲାନ୍ସ
ତେଲକୋଇ,୨୨।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ଥାନା ଅନ୍ତର୍ଗତ ଜଗମୋହନପୁର ପଞ୍ଚାୟତର ଟୁଙ୍ଗୁରୁବାହାଳ ଜୁଆଙ୍ଗ ବସ୍ତିର ଜଣେ ଗର୍ଭବତୀଙ୍କୁ ଏକ କି.ମି. ଚାଲିଚାଲି ଆସିବାକୁ ପଡିଛି। ଉକ୍ତ ବସ୍ତିକୁ ରାସ୍ତା ନ ଥିବା ଯୋଗୁଁ ଆମ୍ବୁଲାନ୍ସ ପହଞ୍ଚିପାରି ନ ଥିଲା। ଏଥିଯୋଗୁ ଆଶା...
ଅଦିନିଆ ବର୍ଷା ଉଜାଡ଼ିଲା ଫସଲ
ବାଙ୍ଗିରିପୋଷି,୨୨।୧୧(ଡି.ଏନ.ଏ.)- ଅଦିନିଆ ବର୍ଷାରେ ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଞ୍ଚଳରେ ଫସଲ ଉଜୁଡ଼ି ଯାଇଛି। ଶୁକ୍ରବାର ଅପରାହ୍ନରେ ଓ ଶନିବାର ସକାଳେ ବର୍ଷା ଲାଗି ରହିଥିଲା। ବର୍ଷାରେ ଜମିରେ ପାଚିଲା ଧାନ ଭିଜୁଥିବା ବେଳେ ହେକ୍ଟର ହେକ୍ଟର ଜମିରେ ରବି...
ବଡଟେମରି ମଣ୍ଡିକୁ ଅଲଗା କରିବାକୁ ଦାବି
କୋକସରା,୨୨।୧୧ (ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଚାରବାହାଲ ପ୍ୟାକ୍ସ ଅଧୀନରେ ଥିବା ମୋଟେର ମଣ୍ଡିରୁ ରଣମାଲ ପ୍ୟାକ୍ସର ବଡଟେମରି ମଣ୍ଡିକୁ ସମ୍ପୂର୍ଣ୍ଣ ଅଲଗା କରିବାକୁ ଚାଷୀମାନେ ଦାବି କରିଛନ୍ତି। ଚାଷୀଙ୍କ ଅଭିଯୋଗ ହେଲା, ବଡଟେମରୀ ମଣ୍ଡିର ଚାଷୀମାନେ ମଣ୍ଡି...
୧୦ ଲକ୍ଷରୁ ଊର୍ଦ୍ଧ୍ୱ ମୂଲ୍ୟର ନକଲି ଜର୍ଦ୍ଦା ଜବତ
ଭଦ୍ରକ ଅଫିସ, ୨୧।୧୧- ଭଦ୍ରକ ଜିଲା ପୁରୁଣାବଜାର ଥାନା ଅଞ୍ଚଳରୁ ପୁଣି ଶନିବାର ବିପୁଳ ପରିମାଣର ନକଲି ଜ଼ର୍ଦ୍ଦା ଜବତ କରାଯାଇଛି। ଏଥିରେ ବ୍ୟବହୃତ ବିଭିନ୍ନ ଯନ୍ତ୍ରାଂଶ ଜବତ ସହ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି ପୋଲିସ। ଜବତ ହୋଇଥିବା...
ଆନ୍ତଃଜିଲା ଲୁଟେରା ଦଳର ୪ ଗିରଫ
ଭଞ୍ଜନଗର,୨୧।୧୧(ଡି.ଏନ.ଏ)-ଗଞ୍ଜାମ ଜିଲା ବେଲଗୁଣ୍ଠା ଫାଣ୍ଡି ପୋଲିସ ଶନିବାର ଏକ ଆନ୍ତଃଜିଲା ଲୁଟେରା ଦଳର ୪ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ସେମାନେ ହେଲେ ବୁଗୁଡ଼ା ଥାନା ଘୋଳପୁରର ଲକ୍ଷ୍ମୀ ପାତ୍ର ତାଙ୍କ ପୁଅ ଉତ୍ତମ, ଜ୍ୱାଇଁ ପୋଚାଲୁଣ୍ଡିର ଚିରଞ୍ଜୀବି ପାତ୍ର...
କଳାହାଣ୍ଡିରେ ବିରଳ ପ୍ରଜାତିର ବାଦୁଡି
ଜୁନାଗଡ,୨୧।୧୧(ଡି.ଏନ୍.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ମେରିଆବନ୍ଧଲି ପଞ୍ଚାୟତ ଡୁମେରବାହାଲ ଗ୍ରାମରେ ଶୁକ୍ରବାର ରାତିରେ ଏକ ବିରଳ ପ୍ରଜାତିର ବାଦୁଡି ଦେଖିବାକୁ ମିଳିଛି। ସାଧାରଣତଃ ବାଦୁଡିର ରଙ୍ଗ କଳା ହୋଇଥିବାବେଳେ ଏହି ବାଦୁଡିର ରଙ୍ଗ ନିଳ ଓ ହଳଦିଆ ରହିଥିଲା। ଘଟଣାରୁ...
ବିଦ୍ୟାଳୟ ବନ୍ଦ ନ ହେବାକୁ ରାସ୍ତାରେ ବସିଲେ ଛାତ୍ରୀଛାତ୍ର
କେନ୍ଦୁଝର,୨୧ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲାରେ କମ୍ ଛାତ୍ରୀଛାତ୍ର ପାଠ ପଢୁଥିବା ୧୪ଟି ବିଦ୍ୟାଳୟ ବନ୍ଦ କରାଯାଇ ନିକଟସ୍ଥ ବିଦ୍ୟାଳୟରେ ସଂଲଗ୍ନ କରାଯିବାକୁ ଶିକ୍ଷା ବିଭାଗ ପକ୍ଷରୁ ନୋଟିସ ଜାରି କରାଯାଇଛି। ତେବେ କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ନରସିଂହପୁର...
ଆବଶ୍ୟକ ନ ଥିଲେ ଚେନ୍ ପୁଲିଂ ନ କରିବାକୁ ପରାମର୍ଶ
ଛତ୍ରପୁର,୨୧ା୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଆର୍ପିଏଫ୍ ଆଉଟ୍ପୋଷ୍ଟ ପକ୍ଷରୁ ଲୋକଙ୍କୁ ସୁରକ୍ଷା ସମ୍ପର୍କରେ ସଚେତନ କରାଯାଇଛି। ଲେଭଲ କ୍ରସିଂ ନିକଟରେ ଥିବା ବୁରୁଡ଼ି ଓ କନକା ଗ୍ରାମରେ ଏହି ସଚେତନତା କାର୍ଯ୍ୟକ୍ରମ କରାଯାଇ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ ସହ...
Archives


