ଆମ ଜିଲା ଖବର

ଭୋଟବାକ୍ସ ଲକ୍‌ ନ ହେବାରୁ କର୍ମଚାରୀ ହଟହଟା

ଜଳେଶ୍ୱର, ୧୭।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକର କେତେକ ବୁଥ୍‌ରେ କଁା ଭଁା ଉତ୍ତେଜନା ପ୍ରକାଶ ପାଇଥିଲା। ଗୋପୀମୋହନପୁର ପଞ୍ଚାୟତ ୬ନଂ. ବୁଥ୍‌ ଗୋପୀମୋହନପୁର ଓ ୧ ନଂ. ବୁଥ୍‌ ମହିଷାମୁଣ୍ଡାରେ ଭୋଟବାକ୍ସ ଲକ୍‌ ନ ହେବାରୁ ସମସ୍ୟା ସୃଷ୍ଟି ହୋଇଥିଲା…

ହରିଲୁଟ ହେଉଛି ଉଦ୍ୟାନ କୃଷି ସହାୟତା

ଯାଜପୁର ଅଫିସ,୧୭ା୨:ପ୍ରାକୃତିକ ବିପର୍ଯ୍ୟୟରେ ବହୁ ବର୍ଷର ସଞ୍ଚିତ ସମ୍ବଳ, ବୃକ୍ଷଲତା, ପଲ୍ଲିଜୀବନ, ଗୃହପାଳିତ ପଶୁପକ୍ଷୀ ଆଦି ପ୍ରଭାବିତ ହେଉଛନ୍ତି ା କୃଷକଙ୍କ ସହିତ ସାଧାରଣ ଜନତା ମଧ୍ୟ ବାଦ୍‌ ପଡୁନାହାନ୍ତି ା ଗତ ୩ ବର୍ଷରେ ହୁଡୁହୁଡୁ, ତିତ୍‌ଲି, ଫନି, ଅମ୍ଫନ,…

ମନ୍ତ୍ରୀପୁଟରେ ୫ଘଣ୍ଟା ବିଳମ୍ବରେ ମତଦାନ

ସେମିଳିଗୁଡ଼ା/ସୁନାବେଡ଼ା,୧୭।୨(ସ୍ବ.ପ୍ର.) ଆଜି ଥିଲା ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ। ଏହି କ୍ରମରେ ସେମିଳିଗୁଡ଼ା ବ୍ଳକ ଅଧୀନରେ ଥିବା ସମସ୍ତ ୧୭ ଗ୍ରାମପଞ୍ଚାୟତରେ ସରିଛି ମତଦାନ। ଏହି ପଞ୍ଚାୟତଗୁଡ଼ିକରେ ୫୨,୫୧୧ ଭୋଟର ନିର୍ଦ୍ଧାରଣ କରିଛନ୍ତି ୧୮୮ଜଣ ପ୍ରାର୍ଥୀଙ୍କ ଭାଗ୍ୟ। ସେମାନଙ୍କ ମଧ୍ୟରେ…

କେନ୍ଦ୍ରୀୟ ଆୟୁର୍ବେଦ ଅନୁସନ୍ଧାନ ପରିଷଦର ମହାନିର୍ଦ୍ଦେଶକ ପଦବୀରେ ପ୍ରଥମ ଓଡ଼ିଆ

ରଘୁନାଥପୁର,୧୭ା୨(ଡି.ଏନ୍‌.ଏ.):କେନ୍ଦ୍ରୀୟ ଆୟୁର୍ବେଦ ବିଜ୍ଞାନ ଅନୁସନ୍ଧାନ ପରିଷଦ (ସିସିଆର୍‌ଏଏସ୍‌)ର ମହାନିର୍ଦ୍ଦେଶକ ରୂପେ ପ୍ରଫେସର ରବିନାରାୟଣ ଆଚାର୍ଯ୍ୟଙ୍କୁ ନିଯୁକ୍ତି ଦିଆଯାଇଛି। ଭାରତ ସରକାରଙ୍କ ଆୟୁଷ ମନ୍ତ୍ରାଣାଳୟ ଅଧୀନ ଏହି ସମ୍ମାନଜନକ ପଦବୀ ଅଳଙ୍କୃତ କରିବାରେ ସେ ହେଲେ ପ୍ରଥମ ଓଡ଼ିଆ। ତାଙ୍କ ଘର ଜଗତ୍‌ସିଂହପୁର…

ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ

ପୁରୀ ଅଫିସ, ୧୭ା୨:ପବିତ୍ର ମାଘପୂର୍ଣ୍ଣିମାରେ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ ସମ୍ପନ୍ନ ହୋଇଛି। ଦ୍ୱିପ୍ରହର ଧୂପ ପରେ ପତନି ଲାଗି କରାଯାଇଥିଲା। ଏହାପରେ ଘଟୁଆରୀଙ୍କ ଦ୍ୱାରା ଘୋରା ହୋଇଥିବା ଚନ୍ଦନକୁ ରୁପାପିଙ୍ଗଣରେ ପାଳିଆ ପୁଷ୍ପାଳକ ଆଣିଥିଲେ। ତିନିବାଡ଼ରେ ସର୍ବାଙ୍ଗ…

୫ ଜଣିଆ କମିଟି ଗଠନ କଲେ ହାଇକୋର୍ଟ

କଟକ ଅଫିସ,୧୭ା୨:ଜଗତ୍‌ସିଂହପୁର ଜିଲା ଢିଙ୍କିଆ ବିବାଦ ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଥିଲା। ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଆର୍‌.କେ. ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଏକ ୫ ଜଣିଆ ଆଇନଜୀବୀ…

ସ୍ବାମୀଙ୍କୁ ଖୋଜିବାକୁ ଯାଇ ମହିଳା ନିଖୋଜ

ରାୟପୁର, ୧୭।୨:ମାଓବାଦୀଙ୍କ ଦ୍ୱାରା ଅପହୃତ ଇଞ୍ଜିନିୟର ସ୍ବାମୀଙ୍କୁ ଖୋଜିବାକୁ ଯାଇ ମହିଳା ନିଖୋଜ ହୋଇଯାଇଛନ୍ତି। ଛତିଶଗଡ଼ ରାଜଧାନୀ ରାୟପୁରରେ ଘଟିଛି ଏହି ଘଟଣା। ଗତ ୧୧ ତାରିଖରେ ମାଓବାଦୀମାନେ କାର୍ଯ୍ୟରତ ଇଞ୍ଜିନିୟର ଅଶୋକ ପାଓ୍ବାର ଏବଂ ସହକର୍ମୀ ଆନନ୍ଦ ଯାଦବଙ୍କୁ ଅପହରଣ…

ଭୋଟ ବର୍ଜନ କଲେ ପଞ୍ଚାୟତବାସୀ

ବାଲିଗୁଡା,୧୬।୨:(ଡି.ଏନ.ଏ.):କନ୍ଧମାଳ ଜିଲାର ବାଲିଗୁଡା ଓ କ. ନୂଆଗାଁ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପଟେ ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ବଣ୍ଡଗୁଡ଼ା ପଞ୍ଚାୟତର ୪ ନମ୍ବର ୱାର୍ଡବାସୀ ଭୋଟ ବର୍ଜନ…

ପୋଲିଂ ବୁଥ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଫଟୋ: ଆପତ୍ତି ଉଠାଇଲେ କେନ୍ଦ୍ରମନ୍ତ୍ରୀ

ବାରିପଦା ଅଫିସ,୧୬।୨-ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ଖୁଣ୍ଟାପାଳ ବୁଥ୍‌ରେ ଆଚରଣ ବିଧି ଉଲ୍ଲଂଘନ କରାଯାଇଛି। ଏନେଇ କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ଇଂ. ବିଶ୍ୱେଶ୍ୱର ଟୁଡୁ ନିର୍ବାଚନ ଅଧିକାରୀ ତଥା ଜିଲାପାଳ ବିନୀତ ଭରଦ୍ୱାଜଙ୍କ ନିକଟରେ ଅଭିଯୋଗ କରିଛନ୍ତି।…

ପ୍ରଚାର ମଇଦାନରେ ଅଶ୍ରୁମୋଚନ

କୋକସରା,୧୬।୨(ଡି.ଏନ.ଏ) କଳାହାଣ୍ଡି ଜିଲାର କୋକସରା ବ୍ଲକର ଭାଜପା ପ୍ରାର୍ଥୀଙ୍କ ପାଇଁ ମାରାଥନ ପ୍ରଚାର କଲେ ଓଲିଓଡ଼ ଷ୍ଟାର ଅଶ୍ରୁ ମୋଚନ ମହାନ୍ତି। ବୁଧବାର କୋକସରା ବ୍ଲକର ୨ ଜିଲା ପରିଷଦ ଜୋନ ପାଇଁ ସେ ପ୍ରଚାର କରିଛନ୍ତି। କୋକସରା ବ୍ଲକର ଚିଲିଗୁଡା,…

ଦୁର୍ଘଟଣାରେ ଆହତ ସ୍ବାମୀ-ସ୍ତ୍ରୀଙ୍କୁ ନିଜ ଗାଡିରେ ହସ୍ପିଟାଲ୍‌ ନେଲେ ବିଧାୟକ

ଛତ୍ରପୁର,୧୬।୨(ଡି.ଏନ.ଏ.)- ଗଞ୍ଜାମ ଜ଼ିଲା ଛତ୍ରପୁର ଥାନା ଅନ୍ତର୍ଗତ ଉଜ୍ଜଳେଶ୍ୱରୀ ମନ୍ଦିର ନିକଟ ଜାତୀୟ ରାଜପଥରେ ବୁଧବାର ଭାରସାମ୍ୟ ହରାଇ ଏକ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ବାଇକରେ ଯାଉଥିବା କୋଦଳା ଥାନା ଅନ୍ତର୍ଗତ ଲଛିପୁର ଗାଁର ଯୋଗେନ୍ଦ୍ର ମିଶ୍ର ଓ ତାଙ୍କ ସ୍ତ୍ରୀ…

ମତଦାନ କେନ୍ଦ୍ରରେ ପଶିଲେ ଅଜଣା ଲୋକ, ଫିଙ୍ଗିଲେ ବୋମା

ଯାଜପୁର ଅଫିସ/ଧର୍ମଶାଳା/ଯାଜପୁର ସଦର,୧୬।୨(ଡି.ଏନ.ଏ.):ଯାଜପୁର ଜିଲାରେ ବୁଧବାର ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନରେ ବ୍ୟାପକ ବିଭ୍ରାଟ ଦେଖାଯାଇଛି। ଯାଜପୁର ଓ ଧର୍ମଶାଳା ବ୍ଲକର ୪ଟି ବୁଥରେ କେତେକ ଅଜଣା ଲୋକ ପଶି ବାଲେଟ ପେପର ଲୁଟ, ଭଙ୍ଗାରୁଜା, ମାଡପିଟି ଭଳି ଅସାମାଜିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?