ଉଜୁଡ଼ିଲା ଧାନଚାଷ, ହାତ ଟେକିଦେଲା ବିଭାଗ
ଜଗତ୍ସିଂହପୁର ଅଫିସ, ୧୯ା୧୧:ଜଗତ୍ସିଂହପୁର ଜିଲାରେ ନିମ୍ନମାନର ବିହନକୁ ନେଇ ଚାଷୀ ବିଭିନ୍ନ ସମୟରେ କ୍ଷତିଗ୍ରସ୍ତ ହେଉଥିବା ଅଭିଯୋଗ ହୋଇଆସିଛି। ଏବେ ସାରଳା ଓ ଆର୍ଜିଏଲ୍-୨୫୩୭ ସରକାରୀ ଧାନ ବିହନ ଶତାଧିକ ଚାଷୀଙ୍କୁ ନିରାଶ କରିଛି। ନିମ୍ନମାନର ବିହନ ଯୋଗୁ ଧାନ...
ଫେବୃୟାରୀରୁ ଫାଟି ଆଁ
ବଇଣ୍ଡା,୧୯ା୧୧(ଡି.ଏନ.ଏ.) ଲୋକଙ୍କ ନିକଟରେ ସ୍ବଚ୍ଛ ପାଣି ପହଞ୍ଚାଇବା ପାଇଁ ୧୪ ବର୍ଷ ତଳେ ନିର୍ମାଣ ହୋଇଥିଲା ଜଳ ଯୋଗାଣ ପ୍ରକଳ୍ପ। ଏହା ଶତପ୍ରତିଶତ ସଫଳ ନ ହେବାରୁ ଦ୍ୱିତୀୟ କୂଅ ଖୋଳାଯାଇଥିଲା। ହେଲେ ଭୂତଳ ଜଳ ହ୍ରାସ କାରଣରୁ ବର୍ଷର ଅଧା...
ତହସିଲ ଅଫିସ ସମ୍ମୁଖରେ ଆନ୍ଦୋଳନ
କୋକସରା, ୧୮।୧୧ (ଡି.ଏନ.ଏ)- ଦେଶରେ ଆଦିବାସୀଙ୍କ ଉପରେ ହେଉଥିବା ଅନ୍ୟାୟ ଅତ୍ୟାଚାର ବିରୋଧରେ ରାଷ୍ଟ୍ରୀୟ ଆଦିବାସୀ ଏକତା ପରିଷଦ ପକ୍ଷରୁ ବୁଧବାର ଦେଶବ୍ୟାପି ଆନ୍ଦୋଳନ ଜାରି ରହିଥିବା ବେଳେ ଏହାକୁ ସମର୍ଥନ ଜଣାଇ ଆଦିବାସୀ ଏକତା ପରିଷଦର ସମର୍ଥନରେ ଭାରତ...
ପାଟଣାଗଡ ଗଣହତ୍ୟା ମାମଲାର ପର୍ଦ୍ଦାଫାସ୍
ବଲାଙ୍ଗୀର ଅଫିସ,୧୮।୧୧-ବହୁ ଚର୍ଚ୍ଚିତ ବଲାଙ୍ଗୀର ପାଟଣାଗଡ ଗଣହତ୍ୟା ମାମଲାର ବୁଧବାର ପର୍ଦ୍ଦାଫାସ୍ ହୋଇଛି। ଏହି ମାମଲାରେ ପୋଲିସ ୭ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅନ୍ୟ ୨ ଜଣ ଅଭିଯୁକ୍ତ ଫେରାର ଅଛନ୍ତି। ଗଣହତ୍ୟାରେ ୯ ଜଣଙ୍କ ସମ୍ପୃକ୍ତି ଥିବା...
ଦୋକାନ ଭିତରକୁ ପଶିଗଲା ଟ୍ରକ: ୨ ମୃତ
କେନ୍ଦୁଝର,୧୮ା୧୧(ସ୍ବ.ପ୍ର.)-ସଦର ଥାନା ଶୁଆକାଠି ପାଟେଶ୍ୱର ମନ୍ଦିର ନିକଟ ବାଂଶପାଳ-କେନ୍ଦୁଝର ରାସ୍ତାରେ ବୁଧବାର ଏକ ଟ୍ରକ ଭାରସାମ୍ୟ ହରାଇ ଦୋକାନ ଭିତରେ ପଶିଯାଇଛି। ଫଳରେ ଦୋକାନ ମାଲିକ ଦୋଳଗୋବିନ୍ଦ ସାହୁ ଓ ଟ୍ରକ ହେଲପରଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଦୁର୍ଘଟଣା ଘଟଣା...
ସ୍ବାମୀଙ୍କ ସହ ଝଗଡ଼ା ପରେ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ସ୍ତ୍ରୀ
ପାଟଣା,୧୮।୧୧(ସ୍ବ.ପ୍ର.): କେନ୍ଦୁଝର ଜିିଲା ପାଟଣା ବ୍ଲକ ଏରେଣ୍ଡେଇ ଗ୍ରାମର ଜଣେ ୪୫ ବର୍ଷୀୟା ମହିଳା ବୁଧବାର ଦେହରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେ ହେଲେ ରତ୍ନାକର ପାତ୍ରଙ୍କ ସ୍ତ୍ରୀ ଇନ୍ଦୁମତୀ। ତାଙ୍କୁ ପାଟଣା ଗୋଷ୍ଠୀ...
୬୮ ଗ୍ରାମ୍ ବ୍ରାଉନ୍ ସୁଗାର, ୩ଲକ୍ଷ ୨୨ ହଜାରରୁ ଊର୍ଦ୍ଧ୍ବ ଟଙ୍କା ଜବତ: ମିର୍ ସୁଦ୍ଧିକ ଗିରଫ
ବାଲେଶ୍ବର ଅଫିସ, ୧୮।୧୧: ବାଲେଶ୍ୱର ଜିଲା ଜଳେଶ୍ୱର ପୋଲିସ ବୁଧବାର ଗେଟ୍ ବାଡ଼ ଅଞ୍ଚଳର ମିର୍ ସୁଦ୍ଧିକ୍ଙ୍କୁ ଗିରଫ କରିଛି। ବ୍ରାଉନ୍ ସୁଗାର କାରବାରରେ ଲିପ୍ତ ଥିବା ନେଇ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ତାଙ୍କ ନିକଟରୁ ୬୮ ଗ୍ରାମ୍...
ସୁନା ଅଳଙ୍କାର ଲୁଟିନେଲେ ମୁଖାପିନ୍ଧା ଦୁର୍ବୃତ୍ତ
ପାଟଣା,୧୮।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟସ୍ଥିତ କାମେଶ୍ୱରପୁର ଶାସନ ବାଉଁଶଡିହା ସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ଲୁଟ୍ ହୋଇଛି। ମୁଖାପିନ୍ଧା ୩ ଦୁର୍ବୃତ୍ତ ୨ ଜଣଙ୍କ ଘରୁ ଲୁଟ କରିବା ସହ ପରିବାର ଲୋକଙ୍କୁ ମାଡ଼ ମାରିଛନ୍ତି। ସୂଚନାନୁଯାୟୀ,...
ବେଆଇନ ହଷ୍ଟେଲ ନିର୍ମାଣକୁ ବିରୋଧ
ବାଲେଶ୍ବର ଅଫିସ, ୧୮।୧୧: ବାଲେଶ୍ବର ଜିଲାସ୍କୁଲ ପୂର୍ବରେ ବେଆଇନ ହଷ୍ଟେଲ ନିର୍ମାଣକୁ ନେଇ ବିଦ୍ୟାଳୟ ପରିଚାଳନା କମିଟି ପକ୍ଷରୁ ବିରୋଧ କରାଯାଇଛି। ନିର୍ମାଣ କାର୍ଯ୍ୟକୁ ବିରୋଧ କରି କମିଟିର କର୍ମକର୍ତ୍ତା ବାଲେଶ୍ବର ଗସ୍ତରେ ଆସିଥିବା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର...
ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ଆର୍ଡି ସହକାରୀ ଯନ୍ତ୍ରୀ
ଢେଙ୍କାନାଳ ଅଫିସ, ୧୮।୧୧: ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ତାଳଚେର କଣିହା ଗ୍ରାମ୍ୟ ନିର୍ମାଣ ବିଭାଗ (ଆର୍ଡି) ସହକାରୀ ଯନ୍ତ୍ରୀ ଚନ୍ଦ୍ରମଣି ସାହୁଙ୍କ ଢେଙ୍କାନାଳସ୍ଥିତ ଟାଉନପ୍ଲାନିଂ ଅଞ୍ଚଳରେ ଥିବା ଘରେ ବୁଧବାର ସକାଳୁ ଭିଜିଲାନ୍ସ ଚଢ଼ାଉ କରିଛି। ଚନ୍ଦ୍ରମଣିଙ୍କ...
ଗୋତମୁଣ୍ଡାଠାରେ ନୂତନ ଧାନ ମଣ୍ଡି ଉଦ୍ଘାଟିତ
କୋକସରା, ୧୮।୧୧ (ଡି.ଏନ.ଏ.) – କଳାହାଣ୍ଡି ଜିଲା କୋକସରା ବ୍ଲକ ଗୋତମୁଣ୍ଡାଠାରେ ସୋମବାର ଧର୍ମଗଡ ବିଧାୟକ ମହୋଷଧି ବାଗ ନୂତନ ଧାନ ମଣ୍ଡି ଉଦ୍ଘାଟନ କରିଛନ୍ତି। ଧାନ ମଣ୍ଡି ଉଦ୍ଘାଟନ ହେବା ପରେ ଅଞ୍ଚଳର ଚାଷୀମାନେ ଖୁସି ବ୍ୟକ୍ତ କରିଛନ୍ତି।...
ରେଙ୍ଗାଲପାଲିଠାରେ ଚିତ୍ରଗୁପ୍ତ ପୂଜା
କୋକସରା, ୧୮।୧୧ (ଡି.ଏନ.ଏ.) କୋକସରା ବ୍ଲକ ରେଙ୍ଗାଲପାଲିଠାରେ ଧର୍ମଗଡ ଉପଖଣ୍ଡସ୍ତରୀୟ କରଣ ସମାଜ ପକ୍ଷରୁ ଚିତ୍ରଗୁପ୍ତ ପୂଜା ଓ ବନ୍ଧୁମିଳନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। କରଣ ସମାଜର ଆରଧ୍ୟ ଦେବତା ଚିତ୍ରଗୁପ୍ତ ମହାପ୍ରଭୁଙ୍କ ପୂଜାର୍ଚ୍ଚନା ପାରମ୍ପରିକ ରୀତିନୀତି ଅନୁକ୍ରମେ ଅନୁଷ୍ଠିତ...
Archives


