ଆମ ଜିଲା ଖବର

ମ୍ୟୁନିସିପାଲଟି କାର୍ଯ୍ୟଳୟରେ ଭିଜିଲାନ୍ସ ଚଢ଼ାଉ

ବାରିପଦା ଅଫିସ, ୧୫।୨: ମୟୂରଭଞ୍ଜ ଜିଲା ବାରିପଦା ମ୍ୟୁନିସିପାଲଟି କାର୍ଯ୍ୟଳୟରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ମ୍ୟୁନିସିପାଲଟି ଅଧୀନରେ ଥିବା ସମସ୍ତ ପାର୍କଗୁଡ଼ିକରେ ଆଦାୟ ହେଉଥିବା ଟିକସରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ନେଇ ଏହି ଚଢ଼ାଉ…

ମହିଳା ଭୋଟରଙ୍କ ମନ ଜିଣିବାକୁ ଉଦ୍ୟମ

ଖଇରା, ୧୫ା୨ (ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ୪ନଂ. ଖଇରା ଜୋନରେ ବିଜେଡି ଟିକେଟରେ ପ୍ରତିଦ୍ବନ୍ଦ୍ୱିତା କରୁଥିବା ଜିଲା ପରିଷଦ ପ୍ରାର୍ଥିନୀ ରଶ୍ମିତା ମହାପାତ୍ର ମହିଳା ଭୋଟରଙ୍କୁ ଆକୃଷ୍ଟ କରିବାକୁ ପ୍ରୟାସ ଚଳାଇଛନ୍ତି। ସେ ୧୦ବର୍ଷରୁ ଊର୍ଦ୍ଧ୍ୱ ସମୟ…

ପୁଲଓ୍ବାମା ଶହୀଦଙ୍କ ଉଦ୍ଦେଶ୍ୟରେ ମାଗଣା ଯାତ୍ରୀସେବା

ଆନନ୍ଦପୁର, ୧୫।୨(ସ୍ବ.ପ୍ର.) ପୁଲଓ୍ବାମା ଶହୀଦଙ୍କ ଉଦ୍ଦେଶ୍ୟରେ ଯାତ୍ରୀମାନଙ୍କୁ ମାଗଣା ସେବା ଯୋଗାଇ ନିଆରା ଦେଶପ୍ରୀତିର ପରିଚୟ ଦେଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳର ନରେନ୍ଦ୍ର କୁମାର ଯେନା। ନରି ଭାଇ ନାମରେ ସେ ଆଖପାଖ ଅଞ୍ଚଳରେ ଜଣାଶୁଣା। ୧୪ ଓ ୧୫…

ବିଧବାଙ୍କୁ ବଳାତ୍କାର

ଲହୁଣୀପଡ଼ା,୧୫।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କେ. ବଲାଙ୍ଗ ଥାନା ଅଞ୍ଚଳର ଜଣେ ବିଧବା ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଟିକି ପାତ୍ର(୩୭)ଙ୍କୁ ଗିରଫ କରିଛି। ମିଳିଥିବା ସୂଚନା ମୁତାବକ, ମହିଳା ଜଣକ ଘରେ ଏକୁଟିଆ ଥିଲେ।…

ଭିଜିଲାନ୍ସ ଜାଲରେ ଅତିରିକ୍ତ ଏସ୍‌ପି

କଟକ ଅଫିସ,୧୫।୨: ଭିଜିଲାନ୍ସ ଜାଲରେ ଅତିରିକ୍ତ ଏସ୍‌ପି ଧରାପଡ଼ିଛନ୍ତି। ମଙ୍ଗଳବାର ପୋଲିସ କମ୍ୟୁନିକେସନ ବିଭାଗର ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଚାଲିଛି। ଏକକାଳୀନ ବିଭିନ୍ନ ସ୍ଥାନରେ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି…

ନିର୍ବାଚନ ମଇଦାନରେ ୪ ଖବରଦାତାଙ୍କ ଲଢେଇ

ଜୁନାଗଡ଼,୧୫।୨(ଡି.ଏନ.ଏ.): ଚଳିତ ପଞ୍ଚାୟତ ନିର୍ବାଚନରେ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକର ୪ଜଣ ଖବରଦାତା ରାଜନୈତିକ ମଇଦାନକୁ ଓହ୍ଲାଇଛନ୍ତି। ସେମାନେ ଦୀର୍ଘ ଦିନରୁ ସାମ୍ବାଦିକତା ବୃତ୍ତି ଆପଣାଇ ଲୋକଙ୍କ ସମସ୍ୟା ଲୋକଲୋଚନକୁ ଆଣୁଥିଲେ। ବର୍ତ୍ତମାନ ସେମାନେ ଲୋକଙ୍କ ସମସ୍ୟା ସରକାରଙ୍କ ନିକଟତର କରିବା…

୭୧୭ ବୁଥ୍‌ରେ ୨ଲକ୍ଷ ୨୦ ହଜାର ଭୋଟର କରିବେ ମତଦାନ

ଜୁନାଗଡ/ଗୋଲାମୁଣ୍ଡା,୧୫।୨(ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ଆସନ୍ତା ୧୬ ତାରିଖରୁ ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ। ଏହିକ୍ରମରେ କଳାହାଣ୍ଡି ଜିଲାର ପ୍ରଥମ ପର୍ଯ୍ୟାୟରେ ଜୁନାଗଡ ନିର୍ବାଚନ ମଣ୍ଡଳୀରେ ମତଦାନ ହେବାକୁ ଯାଉଛି। ଜୁନାଗଡ ନିର୍ବାଚନମଣ୍ଡଳୀରେ ଜୁନାଗଡ ଓ ଗୋଲାମୁଣ୍ଡା ବ୍ଲକ…

୯ ଆସନ ପାଇଁ ଚାଲିଛି ଅଙ୍କକଷା

ଝାରସୁଗୁଡ଼ା ଅଫିସ,୧୫ା୨: ଝାରସୁଗୁଡ଼ା ଜିଲାରେ ୯ ଜିଲା ପରିଷଦ ଆସନ ରହିଥିବା ବେଳେ ବିଭିନ୍ନ ରାଜନୈତିକ ଦଳରୁ ସମୁଦାୟ ୩୩ଜଣ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି। ଜିଲାରେ ୧୬ ଓ ୧୮ ତାରିଖ ୨ଟି ପର୍ଯ୍ୟାୟରେ ମତଦାନ ହେବ। ପ୍ରଥମ ପର୍ଯ୍ୟୟ ମତଦାନ…

ଭୁବନେଶ୍ୱରରେ ରହିଛି କୋଟି କୋଟି ଟଙ୍କାର ସମ୍ପତ୍ତି

ସମ୍ବଲପୁର,୧୪ା୨(ବ୍ୟୁରୋ): ସମ୍ବଲପୁର ଗ୍ରୀନ୍‌ପାର୍କ ରେସିଡେନ୍ସିରେ ରହୁଥିବା ବିଦ୍ୟୁତ୍‌ ବିଭାଗର ମୁଖ୍ୟଯନ୍ତ୍ରୀ ସୁନୀଲ କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରି ୩ କୋଟି ୩୯ ଲକ୍ଷ ଟଙ୍କାର ସମ୍ପତ୍ତି ଠାବ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ…

ନିର୍ବାଚନ ବେଳେ ମନେପଡ଼େ ମହୁଲପଦା ଗାଁ

କଳିଙ୍ଗନଗର,୧୫ା୨(ଡି.ଏନ.ଏ.):ଧାତବ ଶିଳ୍ପର ରାଜଧାନୀ ଯାଜପୁର ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳ ସଂଲଗ୍ନ ପଞ୍ଚାୟତ ମଧ୍ୟରୁ ଯଖପୁରା ଅନ୍ୟତମ। ଏହି ପଞ୍ଚାୟତର ମହୁଲପଦା ଗଁାକୁ ଦେଖିଲେ ତାହା ବିକାଶ ନକ୍ସାରୁ ବାଦ୍‌ ପଡ଼ିଥିବା ଅନୁଭବ ହୁଏ। ଗାଁ ବିକାଶରେ ପ୍ରକୃତ ବିକାଶ ନ୍ୟାୟରେ ପଞ୍ଚାୟତକୁ…

ଦଳୀୟ ପ୍ରାର୍ଥୀଙ୍କ ପାଇଁ ଅସନ୍ତୁଷ୍ଟ ଅଡୁଆ

ଜଗତ୍‌ସିଂହପୁର ଅଫିସ, ୧୫ା୨:ତିର୍ତ୍ତୋଲ ଜିଲା ପରିଷଦ ୩ ନଂ. ଜୋନର ସ୍ବତନ୍ତ୍ରତା ଅଛି। କାରଣ ଏହି ଜୋନ ଅନ୍ତର୍ଗତ ବିରିତୋଳ ପଞ୍ଚାୟତରୁ ୨ ଜଣ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା…

୩୨.୭୨ ହେକ୍ଟର ଜମି ପାଇଁ ଅଟକିଛି ପ୍ରକଳ୍ପ

ଯାଜପୁର ଅଫିସ,୧୫ା୨:ଦକ୍ଷିଣ ପୂର୍ବ କେନ୍ଦ୍ରୀୟ ରେଳ ଓଡ଼ିଶାର ଉତ୍ତର ପଶ୍ଚିମ ଭାଗରେ କାର୍ଯ୍ୟ କରୁଛି। ଏହି କ୍ଷେତ୍ର ତଥା ଦେଶର ଅନ୍ୟାନ୍ୟ ଅଂଶକୁ ସେବା ଯୋଗାଇବା ପାଇଁ ଅନେକ ବିକାଶମୂଳକ ପ୍ରକଳ୍ପକୁ କେନ୍ଦ୍ର ସରକାର ଅନୁମୋଦନ କରିଛନ୍ତି। ଏଥିରେ ବିଳାସପୁର-ଝାରସୁଗୁଡ଼ା ଚାରିଥାକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?