ଆମ ଜିଲା ଖବର

ଜନ୍ମମାଟିରେ ପହଞ୍ଚିଲେ ସୁନାପୁଅ

ଅତାବିରା,୨୧।୯(ଡି.ଏନ.ଏ.)- ଟୋକିଓ ପାରାଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତ ମଙ୍ଗଳବାର ନିଜ ମାଟି ବରଗଡ ଜିଲା ଅତାବିରାରେ ପହଞ୍ଚିଛନ୍ତି। ତାଙ୍କୁ ଗୋଡ଼ଭଗା କ୍ୟାମ୍ପରୁ ସ୍ବାଗତ କରାଯାଇଥିଲା। ଏକ ଭବ୍ୟ ଶୋଭାଯାତ୍ରାରେ ଅତାବିରା ଅଣାଯାଇ ସୁନାପୁଅ ପ୍ରମୋଦଙ୍କୁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ…

ବିପଦକୁ ଡାକୁଛି ମୁକୁଳା ଡ୍ରେନ୍‌

କଟକ ଅଫିସ,୨୧ା୯:ରୌପ୍ୟ ନଗରୀ କଟକରେ ବର୍ଷା ହେଲେ ପରିସ୍ଥିତି ଜଟିଳ ହୋଇପଡୁଛି। ଅନେକ ସ୍ଥାନରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବା ସହ ଡ୍ରେନର ଉଦ୍‌ବୃତ୍ତ ପାଣି ରାସ୍ତାରେ ଲହଡ଼ି ମାରୁଛି। ସହରର ବିଭିନ୍ନ ସ୍ଥାନରେ ଡ୍ରେନ୍‌ ସବୁ ମୁକୁଳା ପଡ଼ିଥିବାବେଳେ ପ୍ରବଳ…

ନୂଆ ଲୋଗୋରେ ପକ୍ଷୀ, ନାଲି କଙ୍କଡ଼ା ଉଭାନ୍‌

କେନ୍ଦ୍ରାପଡ଼ା ଅଫିସ,୨୧ା୯:କେନ୍ଦ୍ରାପଡ଼ା ବନ ବିଭାଗ ପକ୍ଷରୁ ଜାତୀୟ ଉଦ୍ୟାନ ଭିତରକନିକାର ଦୁଇଟି ନୂଆ ଲୋଗୋ ଉନ୍ମୋଚିତ ହୋଇଛି। ପ୍ରଥମ ଲୋଗୋରେ ବିରଳ ଅଲିଭ ରିଡ୍‌ଲେ କଇଁଛ ସ୍ଥାନ ପାଇ ନ ଥିବାରୁ ବିବାଦ ଆରମ୍ଭ ହୋଇଥିଲା। ସୋମବାର ଦ୍ୱିତୀୟ ଲୋଗୋ ଉନ୍ମୋଚିତ…

ପୁରୁଣା କାନ୍ଥରେ ନୂଆ ସ୍ମାର୍ଟ କ୍ଲାସ୍‌ରୁମ୍‌

ଯାଜପୁର ଅଫିସ,୨୧ା୯:ଯାଜପୁର ଜିଲାରେ ଓଡ଼ିଶା ମିନେରାଲ ବିୟରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ (ଓଏମ୍‌ବିଏଡିସି) ପାଣ୍ଠିରେ ଖର୍ଚ୍ଚ ହେଉଥିବା ମୋ ସ୍କୁଲ ଅଭିଯାନରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ହୋଇଛି। ଏହି ଯୋଜନାରେ ଜିଲାର ବ୍ୟାସନଗର ପୌର ପରିଷଦର ଶଶିଭୂଷଣ ବାଳିକା ବିଦ୍ୟାଳୟରେ…

ଅବାଧ, ନିରପେକ୍ଷ କରିବାକୁ ନିର୍ଦ୍ଦେଶ

କଟକ ଅଫିସ,୨୧ା୯:ଚଳିତ ମାସ ୩୦ ତାରିଖରେ ପିପିଲି ବିଧାନସଭା ନିର୍ବାଚନମଣ୍ଡଳୀରେ ଉପନିର୍ବାଚନ ହେବାକୁ ଯାଉଛି। ଏ ନେଇ ସୋମବାର ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟରେ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା…

ଚିଠି କରି ଚୁପ୍‌

ଅନୁଗୋଳ ଅଫିସ, ୨୧ା୯ ମାସକୁ ମାସ ଟଙ୍କା ନେଉଛି ଠିକା ସଂସ୍ଥା। କିନ୍ତୁ ଠିକ୍‌ ଭାବେ କରୁନି ସଫେଇ କାର୍ଯ୍ୟ। ଫଳରେ ସହରରୁ ହଟୁନି ଅଳିଆ। ଚାରିଆଡ଼େ ଗଦା ଗଦା ଆବର୍ଜନା ଦେଖି ଅସନ୍ତୋଷ ପ୍ରକାଶ କରୁଛନ୍ତି ସହରବାସୀ। ଅଭିଯୋଗ ନେଇ…

ସଫେଇ କର୍ମଚାରୀଙ୍କୁ ହାଣିଦେଲେ

ବାଲେଶ୍ୱର ଅଫିସ, ୨୧ା୯: ବାଲେଶ୍ୱର ମ୍ୟୁନିସିପାଲିଟିରେ ସଫେଇ ଟେଣ୍ଡରକୁ ନେଇ ନୂଆ ଓ ପୁରୁଣା ଠିକାଦାରଙ୍କ ମଧ୍ୟରେ ଚାଲିଥିବା ବିବାଦ ସୋମବାର ଉଗ୍ରରୂପ ଧାରଣ କରିଛି। ରାତିରେ ବାରବାଟୀ ମଣ୍ଡଳ ବଜାର ନିକଟରେ କେତେଜଣ ଯୁବକ ତେଲେଙ୍ଗା କଟୁରୀରେ ସନୁ ବେହେରା…

ଅଧାବାଟରେ ଖରାପ ହୋଇଗଲା ୧୦୮ ଆମ୍ବୁଲାନ୍ସ

ଛେଣ୍ଡିପଦା,୨୧।୯(ସ୍ବ.ପ୍ର.): ରୋଗୀଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସ ଅଧା ବାଟରେ ଖରାପ ହୋଇଗଲା। ଫଳରେ ଆମ୍ବୁଲାନ୍ସ ଭିତରେ ଦୀର୍ଘସମୟ ଧରି ଛଟପଟ ହେଲେ ରୋଗୀ। ସରକରୀ ଆମ୍ବୁଲାନ୍ସ ନ ଆସିବାରୁ ଶେଷରେ ରୋଗୀଙ୍କ ସମ୍ପର୍କୀୟମାନେ ଏକ ଅଟୋ ଯୋଗେ ଗୁରୁତର ରୋଗୀଙ୍କୁ ଡାକ୍ତରଖାନାରେ…

ବ୍ରାଉନସୁଗାର ବେପାରରେ ୩ ଛାତ୍ର

ଜୟପୁର,୨୦ା୯(ନି.ପ୍ର.): ଗେଟଗୁଡ଼ା ନିକଟସ୍ଥ ଆମ୍ବତୋଟାରେ ସୋମବାର ଜୟପୁର ଟାଉନ ଥାନା ପୋଲିସ ଚଢ଼ାଉକରି ବ୍ରାଉନସୁଗାର ଜବତ କରିଛି। ଜବତ ବ୍ରାଉନସୁଗାରର ପରିମାଣ ୨.୭୧ ଗ୍ରାମ। ଏହି ମାମଲାରେ ୩ ଜଣକୁ ଗିରଫ କରାଯାଇଛି। ସେମାନେ ହେଲେ ଜୟପୁର ସହରର ପାରାବେଢ଼ାର ଶିଶିର…

ବାଘଛାଲ ବିକୁଥିଲେ ଇଞ୍ଜିନିୟରିଂ ଛାତ୍ର

ବାରିପଦା ଅଫିସ,୨୦ା୯: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଥିବା ଗାନ୍ଧୀ ପାର୍କ ନିକଟରୁ କ୍ରାଇମବ୍ରାଞ୍ଚର ସ୍ବତନ୍ତ୍ର ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌) ଚଢ଼ାଉ କରି ୨ଫୁଟର କଲରାପତରିଆ ବାଘଛାଲ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ସମେତ ୨ଜଣଙ୍କୁ ଗିରଫ…

ପ୍ରକାଶ ପାଇଲା ଓଟିଇଟି ପରୀକ୍ଷା ଫଳ

କଟକ ଅଫିସ,୨୦ା୯: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ପରୀକ୍ଷାର୍ଥୀମାନେ ନିଜ ପରୀକ୍ଷାଫଳ ବୋର୍ଡ ୱେବସାଇଟ୍‌ ‘www.bseodisha.ac.in’ରେ ଦେଖିପାରିବେ। ଓଏମ୍‌ଆର୍‌ ଉତ୍ତର ଖାତା ଉକ୍ତ…

୧୨ ବର୍ଷର ପୁଅକୁ ଧରି ପ୍ରେମିକ ସହ ଫେରାର

ରାଜନଗର,୨୦ା୯(ଡି.ଏନ.ଏ.): ୧୨ ବର୍ଷର ପୁଅକୁ ଧରି ଜଣେ ମହିଳା ପ୍ରେମିକଙ୍କ ସହ ଫେରାର ହୋଇଯାଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ସ୍ବାମୀ ଦାଦନ ଖଟିବାକୁ ବାହାରକୁ ଯାଇଥିବା ବେଳେ ଏହି ଘଟଣା ଘଟିଛି। ଏ ସଂକ୍ରାନ୍ତରେ ଖବର ମିଳିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri