ଆମ ଜିଲା ଖବର

ପ୍ରଚାର ମଇଦାନରେ ହେଭିଓ୍ବେଟ୍‌

ପାଟଣା,୧୩।୨(ସ୍ବ.ପ୍ର.) କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସାହାରପଡ଼ା ବ୍ଲକ ୨୯ନଂ. ଜିଲା ପରିଷଦ ଜୋନ୍‌କୁ ହାତେଇବା କ୍ଷମତାସୀନ ବିଜେଡି ଓ ବିରୋଧୀ ଭାଜପା ପାଇଁ ସମ୍ମାନର ପ୍ରଶ୍ନ ହୋଇଛି। ଭାଜପା ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା…

ସରପଞ୍ଚ, ସମିତିସଭ୍ୟ ପ୍ରାର୍ଥୀଙ୍କୁ ଅଟକ ରଖିଲେ ଗ୍ରାମବାସୀ

ବାସୁଦେବପୁର, ୧୩।୨(ଡି.ଏନ.ଏ.)-ବାସୁଦେବପୁର ବ୍ଲକର ବରଣ୍ଡୁଆ ପଞ୍ଚାୟତରେ ସରପଞ୍ଚ ପ୍ରାର୍ଥୀ ଗୋବିନ୍ଦ ଚନ୍ଦ୍ର ମଳିକ ଓ ସମିତିସଭ୍ୟ ପ୍ରାର୍ଥୀ ପ୍ରଭାସ ଚନ୍ଦ୍ର ମହାନ୍ତି ଶ୍ରୀମଦ୍‌ ଭଗବଦ୍‌ ଗୀତା ଉପରେ ସେମାନଙ୍କର ଚିହ୍ନ ଲଗାଇ ଶନିବାର ଲୋକଙ୍କୁ ବାଣ୍ଟୁଥିବା ବେଳେ ରତାଙ୍ଗ ଗ୍ରାମବାସୀ ସେମାନଙ୍କୁ…

ଜେଏମ୍‌ଏମ୍‌ ଗଡ଼ରେ ଧସେଇ ପଶିବାକୁ କସରତ

ଉଦଳା,୧୩।୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ପରିଷଦର ୧ନଂ. ଜୋନ୍‌ରେ ଏବେ ଚାଲିଛି ଜୋରଦାର ପଲଟିକାଲ ଫାଇଟ୍‌। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌)ର ଗଡ଼ କୁହାଯାଉଥିବା ଏହି ଜୋନ୍‌ରେ ଧସେଇ ପଶିବାକୁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ କସରତ ଆରମ୍ଭ…

ପୋଲିସ ନଜରରେ ସମ୍ବେଦନଶୀଳ ଅଞ୍ଚଳ

କେନ୍ଦୁଝର,୧୩।୨(ସ୍ବ.ପ୍ର.) କେନ୍ଦୁଝର ଜିଲାରେ ଭୟମୁକ୍ତ ଓ ଶାନ୍ତିପୂର୍ଣ୍ଣ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କରିବା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ଘଷିପୁରା, ହାଟଡିହି, ଆନନ୍ଦପୁର ବ୍ଲକ ଅଞ୍ଚଳଗୁଡ଼ିକ ରାଜନୈତିକ ଦୃଷ୍ଟି କୋଣରୁ ସମ୍ବେଦନଶୀଳ ା ଉକ୍ତ ଅଞ୍ଚଳରେ ରାଜନୈିତକ ଦଳମାନଙ୍କ…

ଏମ୍‌ସ ଓପିଡି ଉଦ୍‌ଘାଟନରେ ବିଳମ୍ବ ନେଇ ଅସନ୍ତୋଷ

ବାଲେଶ୍ୱର ଅଫିସ, ୧୩।୨: ବାଲେଶ୍ୱର ଜିଲା ରେମୁଣା ବ୍ଲକ ବାମପଦା ଛକ ନିକଟରେ ୨୫ ଏକର ଜାଗା ଉପରେ ୨୦୧୩ରେ ଭୁବନେଶ୍ୱର ଏମ୍‌ସର ସାଟେଲାଇଟ୍‌ ସେଣ୍ଟର ହେବାର ଘୋଷଣା ହୋଇଥିଲା। ୩ଶହ ଶଯ୍ୟା ବିଶିଷ୍ଟ ଏହି ସାଟେଲାଇଟ୍‌ ସେଣ୍ଟର ପାଇଁ ୩ଶହ…

ଭୋଜି ଖାଇ ଫେରୁଥିଲେ, ରାସ୍ତାରେ ଚାହିଁ ବସିଥିଲା ମୃତ୍ୟୁ; ଚାଲିଗଲା ୪ ଜୀବନ

ଫୁଲବାଣୀ ଅଫିସ,୧୩।୨: ଭୋଜି ଖାଇବା ହେଲା କାଳ । ଭୋଜିଖାଇ ଫେରୁ ଥିବା ବେଳେ ଦୁର୍ଘଟଣା ଘଟି ୪ ଜଣଙ୍କର ମୃତ୍ୟୁ ଘଟି ଥିବା ବେଳେ ୪ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲା ଫୁଲବାଣୀ ସଦର…

ପୁଣି ଥରିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୩।୨(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ପୁଣି ଶୀତ ଥରାଉଛି । ଗତ କିଛି ଦିନ ହେଲା ତାପମାତ୍ରା ୯ଡିଗ୍ରୀରୁ ୧୨ଡିଗ୍ରୀ ମଧ୍ୟରେ ରହୁଥିବା ବେଳେ ରବିବାର ଏହା ହ୍ରାସ ପାଇ ୭ଡିଗ୍ରୀ ତଳକୁ ଖସିଛି । ଫଳରେ ଅସମ୍ଭାଳ ଶୀତ…

ପୂର୍ବତନ ବିଧାୟକ କାଙ୍ଗାଳି ଚରଣ ପଣ୍ଡାଙ୍କ ବିୟୋଗ

ଧର୍ମଶାଳା,୧୩।୨ (ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ଜନମାନସର ନେତା କାଙ୍ଗାଳି ଚରଣ ପଣ୍ଡାଙ୍କ ଶନିବାର ଭୋର୍‌ ସମୟରେ ତାଙ୍କ ଭୁବନେଶ୍ୱରସ୍ଥିତ ବାସଭବନରେ ହୃଦ୍‌ଘାତରେ ପରଲୋକ ହୋଇଛି। ତାଙ୍କୁ ୮୦ବର୍ଷ ବୟସ ହୋଇଥିଲା। ମରଶରୀର ଧର୍ମଶାଳାରେ ପହଞ୍ଚତ୍ବା…

ନିର୍ବାଚନରେ ଯୁକ୍ତ୨ ଛାତ୍ରୀ

ଯାଜପୁର ଅଫିସ,୧୩ା୨: ଚଳିତ ପଞ୍ଚାୟତ ନିର୍ବାଚନରେ ପୂର୍ବ ଅପେକ୍ଷା ଅଧିକ ଯୁବଗୋଷ୍ଠୀ, ଶିକ୍ଷିତ ଯୁବତୀଯୁବକ, ଛାତ୍ରୀଛାତ୍ର ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଦେଖିବାକୁ ମିଳିଛି। ସେଥିମଧ୍ୟରେ ରସୁଲପୁର ବ୍ଲକ ଅନ୍ତର୍ଗତ ପ୍ରଥମାଖଣ୍ଡି ପଞ୍ଚାୟତର ଚକଗୋପାଳପୁର ଗ୍ରାମର ପଲ୍ଲବୀ ଦେଉରି (୨୧) ମଧ୍ୟ ଅନ୍ୟତମ। ସେ…

ବର୍ଣ୍ଣବୋଧ ବହି ଧରି ପ୍ରଚାର କରୁଛନ୍ତି ପ୍ରାର୍ଥୀ

ଆଳି,୧୩ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରାର୍ଥୀମାନଙ୍କ ପ୍ରଚାରରେ କମ୍ପୁଛି ଆଳି ବ୍ଲକର ୩୪ ପଞ୍ଚାୟତ । ପ୍ରାର୍ଥୀମାନେ ଘରକୁ ଘର ବୁଲି ନିଜ ସପକ୍ଷରେ ଭୋଟ ଭିକ୍ଷା କରୁଛନ୍ତି । ସିଙ୍ଗିରି ପଞ୍ଚାୟତରେ ସରପଞ୍ଚ ପ୍ରାର୍ଥୀ…

ସୀମାନ୍ତରେ ଗୁଳି ବିନିମୟ: ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଶହୀଦ

ମାଲକାନଗିରି,୧୩।୨ (ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶନିବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ସିଆରପିଏଫ ଯବାନ ଶହୀଦ୍‌ ହୋଇଛନ୍ତି। ସେ ୧୬୮ ବାଟାଲିୟନ୍‌ର ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଶାନ୍ତି ଭୂଷଣ ତିର୍କୀ ବୋଲି ଜଣାପଡ଼ିଛି।…

ଭୋଜି ଖାଇ ୪୦ ଅସୁସ୍ଥ

ମାଲକାନଗିରି,୧୩।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ଟିଗଲ ପଞ୍ଚାୟତର ଏମ୍‌ପିଭି-୬୫ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି l ଭୋଜି ଖାଇ ଗ୍ରାମର ଛୋଟ ପିଲାଙ୍କ ସମେତ ୪୦ରୁଊର୍ଦ୍ଧ୍ୱ ମହିଳାପୁରୁଷ ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କ ମଧ୍ୟରୁ ୨୦ ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?