ରାୟଗଡ଼ାରେ ଭାରତ ବନ୍ଦ
ରାୟଗଡ଼ା ଅଫିସ,୨୮ା୩: ପ୍ରଧାନମନ୍ତ୍ରୀ ମୋଦି ସରକାରଙ୍କ ଶ୍ରମିକ କୃଷକ ବିରୋଧ ନୀତି ଜନ ବିରୋଧ ନୀତି ବିରୋଧରେ ସୋମବାର ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ଓଡ଼ଶା ଶାଖା ପକ୍ଷରୁ ରାୟଗଡ଼ାର କପିଳାସ ରୋଡ୍ରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ୨୮ ଏବଂ ୨୯…
ନକଲି ଡାକ୍ତରଙ୍କ ମୁଖ୍ୟ ସହଯୋଗୀ କଟକରୁ ଗିରଫ
ଭୁବନେଶ୍ୱର,୨୮।୩(ବ୍ୟୁରୋ): ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ କରି ପ୍ରତାରଣା ପରେ ସମ୍ପତ୍ତି ଲୁଟ୍ ସହ ଚାକିରି ଠକେଇ ମାମଲାରେ ଗିରଫ ହୋଇ ଜେଲରେ ଥିବା ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁଙ୍କ ମୁଖ୍ୟ ସହଯୋଗୀଙ୍କୁ କମିଶନରେଟ ପୋଲିସ କଟକ…
ପୋଲରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ, ରାସ୍ତାରୋକୋ କଲେ ସ୍ଥାନୀୟ ଲୋକେ
ପଦ୍ମପୁର,୨୮ା୩(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜାମଝାଡ଼ି ଧାମରା ରାସ୍ତାର ପଟାପୋଲଠାରେ ନିର୍ମାଣାଧୀନ ପୋଲରେ ପିଟି ହୋଇ ଷାଠିଏବାଟି ଗ୍ରାମର ଯୁବକ ବିପିନ ବେହେରାଙ୍କ ମୃତ୍ୟୁ ଘଟିଛି। ସେ ବୁଲେଟ୍ ଯୋଗେ ଘରକୁ ଫେରୁଥିବା ବେଳେ ଭାରସାମ୍ୟ ହରାଇ ପୋଲରେ…
ଅଲିଭ୍ ରିଡ୍ଲେଙ୍କ ଗଣଅଣ୍ଡାଦାନ ଆରମ୍ଭ
ଗଞ୍ଜାମ,୨୮ା୩(ଡି.ଏନ୍.ଏ.): ଗଞ୍ଜାମ ଜିଲାର ପାଳିବନ୍ଧ ପଞ୍ଚାୟତ ପୁରୁଣାବନ୍ଧ ନିକଟସ୍ଥ ରୁଷିକୂଲ୍ୟା ମୁହାଣରେ ସାମୁଦ୍ରିକ କଇଁଛଙ୍କ ଗଣଅଣ୍ଡାଦାନ ପର୍ବ ଆରମ୍ଭ ହୋଇଛି। ଚଳିତ ବର୍ଷ ପ୍ରଥମ ପର୍ଯ୍ୟାୟରେ ୪୦,୫୩୩ ସାମୁଦ୍ରିକ କଇଁଛ ସମୁଦ୍ରର ନୀଳ ଜଳରାଶିରୁ ଉଠିଆସି ବେଳାଭୂମିର ବାଲୁକା ରାଶିରେ ଗଣଅଣ୍ଡାଦାନ…
ଉପାଧ୍ୟକ୍ଷ ପଦକୁ ନେଇ କସରତ
ଜଗତ୍ସିଂହପୁର ଅଫିସ, ୨୮ା୩: ଜଗତ୍ସିଂହପୁର ପୌରାଧ୍ୟକ୍ଷ ଓ କାଉନ୍ସିଲର ନିର୍ବାଚନ ପରେ ଏବେ ପୌର ଉପାଧ୍ୟକ୍ଷ ପଦକୁ ନେଇ ପ୍ରମୁଖ ରାଜନୈତିକ ଦଳଗୁଡିକ ପକ୍ଷରୁ ଅଙ୍କକଷା ଆରମ୍ଭ ହୋଇଯାଇଛି। ଏହି ପଦବୀ ପାଇଁ ନିର୍ବାଚନ ଆସନ୍ତା ୭ ତାରିଖରେ ହେବାକୁ ଥିବା…
ବିପଦ ଆଶଙ୍କାରେ ୧୦ରୁ ଊର୍ଦ୍ଧ୍ୱ ପରିବାର
ନାଉଗାଁ,୨୮ା୩(ସ୍ବ.ପ୍ର.): ନାଉଗାଁ ବ୍ଲକ ବାଲିଭଉଁରୀ-ଶିଖରଘାଟ ରାସ୍ତା ପାର୍ଶ୍ୱରେ ଥିବା ମଲ୍ଲିକ ସାହିରେ ହାତପାହାନ୍ତାରେ ଝୁଲୁଛି ୧୧ କେଭି ବିଦ୍ୟୁତ୍ ତାର। ଏଥିଯୋଗୁ ଧନଜୀବନ ନଷ୍ଟ ହେବାର ଆଶଙ୍କା ଥିଲେ ମଧ୍ୟ ବିଦ୍ୟୁତ୍ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ। ବିଭାଗୀୟ ଅଧିକାରୀଙ୍କ…
ଦଳୀୟ ପ୍ରାର୍ଥୀଙ୍କ ଖେଳ ବିଗାଡ଼ିଲେ ଅସନ୍ତୁଷ୍ଟ
କେନ୍ଦ୍ରାପଡ଼ା ଅଫିସ, ୨୮।୩: ଆସନ୍ତା ସାଧାରଣ ନିର୍ବାଚନକୁ ଆଉ ଦୁଇବର୍ଷ ବାକି ଅଛି। ଏହା ପୂର୍ବରୁ ରାଜ୍ୟରେ ଲୋକଙ୍କ ମତିଗତିକୁ ପଞ୍ଚାୟତ ଓ ପୌର ନିର୍ବାଚନରେ ପରଖା ଯାଇଛି। ଏହି ଦୁଇ ନିର୍ବାଚନରେ ଯଦିଓ ବିଜେଡି ଏକପାଖିଆ ନେତୃତ୍ୱ ନେବା ସୁଯୋଗ…
ମନ୍ କି ବାତ୍ରେ ଖୋର୍ଦ୍ଧାର ରାହୁଲଙ୍କୁ ପ୍ରଶଂସା କଲେ ମୋଦି
ପୁରୀ ଅଫିସ,୨୮।୩: ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଆ ପୁଅ ରାହୁଲ ମହାରଣାଙ୍କୁ ପ୍ରଶଂସା କରିଛନ୍ତି। ରାହୁଲ ପୁରୀ-କୋଣାର୍କ ବେଳାଭୂମିକୁ ସ୍ବଚ୍ଛ କରି ସ୍ବଚ୍ଛ ଭାରତ ମିଶନରେ ସାମିଲ ହୋଇଥିବାରୁ ପ୍ରଧାନମନ୍ତ୍ରୀ ତାଙ୍କୁ ସାବାସି ଦେଇଛନ୍ତି। ରବିବାର…
‘ରହଣି’ରେ ରାଜ୍ୟର ଦ୍ୱିତୀୟ ସୈନିକ ସ୍କୁଲ
ଢେଙ୍କାନାଳ ଅଫିସ,୨୮।୩: ଭୁବନେଶ୍ୱର ପରେ ରାଜ୍ୟର ଦ୍ୱିତୀୟ ସୈନିକ ସ୍କୁଲ ଢେଙ୍କାନାଳ ଜିଲାର ଆଦିବାସୀ ବହୁଳ କଙ୍କଡ଼ାହାଡ଼ ବ୍ଲକର ‘ରହଣି’ଠାରେ ପ୍ରତିଷ୍ଠା ହେବ। ଆସନ୍ତା ଶିକ୍ଷାବର୍ଷରୁ ଏହା କାର୍ଯ୍ୟକ୍ଷମ ହେବ। ଏଥିଲାଗି କେନ୍ଦ୍ର ସରକାରଙ୍କ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସବୁଜସଙ୍କେତ ମିଳିଛି।…
ସୀମା ଟପିଛି ରାମ୍କୋ ସିମେଣ୍ଟର ପ୍ରଦୂଷଣ
ଯାଜପୁର ଅଫିସ,୨୮ା୩: ରାମ୍କୋ ସିମେଣ୍ଟ କାରଖାନା ଦ୍ୱାରା ବାୟୁ ପ୍ରଦୂଷଣ ଏବେ ଯାଜପୁର ଜିଲା ଧର୍ମଶାଳା ବ୍ଲକ ଥାନୁଆଳ ପଞ୍ଚାୟତ ରଘୁନାଥପୁର, ଜୋଗରଡା, ଗୁଆରଙ୍ଗ, ମୁରାରିପୁର ଗ୍ରାମବାସୀଙ୍କୁ କବଳିତ କରିଛି। ବିଷାକ୍ତ ଜିପ୍ସମ୍ ଓ ସିମେଣ୍ଟ ଗୁଣ୍ଡ ମଧ୍ୟରେ ରହି କାଳ…
ସରୁନି ଭିଜିଲାନ୍ସ ଖୋଳତାଡ଼: ଯନ୍ତ୍ରୀ-ଠିକାଦାର କିଙ୍ଗ୍ପିନ୍
ମାଲକାନଗିରି,୨୮ା୩(ଡି.ଏନ୍.ଏ.): ଯେତେ ଖୋଳିଲେ ସେତେ ବାହାରୁଛି ମାଲକାନଗିରି ଜିଲା ଅଧୀକ୍ଷଣ ଯନ୍ତ୍ରୀ ଆଶିଷ କୁମାର ଦାସଙ୍କ ସମ୍ପତ୍ତି। ଦୁଇ ଦିନ ହେଲାଣି ଭିଜିଲାନ୍ସର ଖୋଳତାଡ଼ ସରୁନାହିଁ। ଜିଲା ଚିକିତ୍ସାଳୟ ନିକଟରେ ଥିବା ଜଣେ ବଙ୍ଗାଳି ଠିକାଦାର ଏବଂ ମାଥିଲି, ଖଇରପୁଟ ବ୍ଲକ…
ଧର୍ମଘଟକୁ ସମର୍ଥନ ଦେଲା ସିପିଆଇଏମ୍
ଲହୁଣୀପଡ଼ା,୨୭।୩(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ବ୍ଲକ ଛକସ୍ଥିତ ସିପିଆଇଏମ୍ କାର୍ଯ୍ୟାଳୟଠାରେ ରବିବାର ଲହୁଣୀପଡ଼ା ଆଞ୍ଚଳିକ କମିଟି ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଆଞ୍ଚଳିକ କମିଟି ସମ୍ପାଦକ ଲାଲ ବାହାଦୂର ମାହାନ୍ତ ଅଧ୍ୟକ୍ଷତା କରିଥିବା ବେଳେ ସିପିଆଇଏମ୍ ଜିଲା ସମ୍ପାଦକ…

