ଆଜି ଧର୍ମେନ୍ଦ୍ରଙ୍କ ରୋଡ୍ ଶୋ’, ପ୍ରସ୍ତୁତି ଜୋର୍ଦାର
ରଘୁନାଥପୁର,୩୦ା୧୦(ଡି.ଏନ.ଏ.): ତିର୍ତ୍ତୋଲ ଉପନିବାର୍ଚନ ପାଇଁ ଜମୁଛି ପ୍ରଚାର। ନିଜ ଦଳ ସପକ୍ଷରେ ଭୋଟ୍ ଭିକ୍ଷା କରିବା ପାଇଁ ବିଧାୟକ, ମନ୍ତ୍ରୀ ଏବେ ତିର୍ତ୍ତୋଲ ଅଞ୍ଚଳରେ ଡେରା ପକାଇଛନ୍ତି। ଏହିକ୍ରମରେ ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦଳୀୟ ପ୍ରାର୍ଥୀ ରାଜକିଶୋର ବେହେରାଙ୍କ...
ଏବର୍ଷ ନାଗାର୍ଜୁନ ବେଶ ଦର୍ଶନ ବନ୍ଦ
ପୁରୀ ଅଫିସ,୩୦।୧୦: ଚଳିତବର୍ଷ ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ ଦେଖିପାରିବେନି ଭକ୍ତ। କୋଭିଡ୍ କଟକଣା ପାଇଁ ଶ୍ରଦ୍ଧାଳୁଙ୍କୁ ଏହି ବେଶ ଦର୍ଶନରୁ ବଞ୍ଚିତ ହେବାକୁ ପଡ଼ିବ। ଗୁରୁବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ନୀତି ସବ୍...
ଏବର୍ଷ ହେବନି ବାଲିଯାତ୍ରା
କଟକ ଅଫିସ,୩୦ା୧୦: ଚଳିତବର୍ଷ ଐତିହାସିକ କଟକ ବାଲିଯାତ୍ରା ହେବ ନାହିଁ। କରୋନା ମହାମାରୀ ସମୟରେ ଏଭଳି ଆୟୋଜନ ସମ୍ଭବ ନୁହେଁ। ଏନେଇ ସୂଚନା ଦେଇଛନ୍ତି କଟକ ଜିଲାପାଳ ଭବାନୀ ଶଙ୍କର ଚୟନି। ଏଥିସହିତ କଟକର ଧବଳେଶ୍ୱରଙ୍କ ପୀଠରେ ମଧ୍ୟ ବଡ଼ଓଷା...
ଫିକା ପଡ଼ିବ ଗଣପର୍ବ ଗଜଲକ୍ଷ୍ମୀ ପୂଜା
କେନ୍ଦ୍ରାପଡ଼ା ଅଫିସ,୩୦।୧୦: କରୋନା ସଂକ୍ରମଣ ଭୟ ଚଳିତବର୍ଷ କେନ୍ଦ୍ରାପଡ଼ା ଜିଲାର ଗଣପର୍ବ ମା’ ଗଜଲକ୍ଷ୍ମୀଙ୍କ ପୂଜାକୁ ଫିକା ପକାଇବ। କୋଭିଡ୍ ୧୯ର ସମସ୍ତ ନିୟମ ପାଳନ ହେବ ବୋଲି ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାରୁ ସ୍ଥାନୀୟ ବ୍ୟବସାୟୀ ଚିନ୍ତାରେ ଅଛନ୍ତି।...
ଜଳସେଚନ ପ୍ରକଳ୍ପକୁ ଗିଳୁଛି ପଥର ଖାଦାନ
ଯାଜପୁର ଅଫିସ,୩୦।୧୦ରାଜ୍ୟ ସରକାର ଜଳସେଚନ ଜମିର ପରିମାଣ ବୃଦ୍ଧି କରିବାକୁ ବୃହତ୍, ମଧ୍ୟମ ଓ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ସମେତ ଡଗ୍ୱେଲ, ବୋର୍ୱେଲ ଇତ୍ୟାଦି ଯୋଜନା କାର୍ଯ୍ୟକାରୀ କରୁଛନ୍ତି। କିନ୍ତୁ ଯାଜପୁର ଜିଲା ପ୍ରଶାସନ ପ୍ରଭାବଶାଳୀ ଗୋଷ୍ଠୀଙ୍କ ସ୍ବାର୍ଥକୁ ଗୁରୁତ୍ୱ...
ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେଲା ଜୈବିକ ଖତ
ଖୋର୍ଦ୍ଧା ଅଫିସ,୩୦।୧୦: ଖୋର୍ଦ୍ଧା ପୌରପାଳିକା ଅଞ୍ଚଳରୁ ବାହାରୁଥିବା ଦୈନିକ ବର୍ଜ୍ୟବସ୍ତୁରୁ ଜୈବିକ ଖତ ପ୍ରସ୍ତୁତ ଲାଗି ଏକ ମାଇକ୍ରୋ କମ୍ପୋଷ୍ଟ କେନ୍ଦ୍ର ଏବଂ ପୃଥିକୀକରଣ କେନ୍ଦ୍ରକୁ ଗତ ଅଗଷ୍ଟ ୩୧ରେ ମୁଖ୍ୟମନ୍ତ୍ରୀ ଭିଡିଓ କନଫେରନ୍ସ ମାଧ୍ୟମରେ ଉଦ୍ଘାଟନ କରିଥିଲେ। ଗୃହ...
ଚୌଦ୍ୱାର ରୂପଯାତ୍ରା ଉତ୍ସବ ବାତିଲ
ଚୌଦ୍ୱାର,୩୦।୧୦(ଡି.ଏନ୍.ଏ.): ଚଳିତବର୍ଷ କରୋନା କଟକଣା ଯୋଗୁ ଚୌଦ୍ୱାରର ପ୍ରସିଦ୍ଧ ରୂପଯାତ୍ରା ଉତ୍ସବକୁ କମିଶନରେଟ୍ ପୋଲିସ ପକ୍ଷରୁ ବାତିଲ କରାଯାଇଛି। ଏ ନେଇ ଚୌଦ୍ୱାର ଥାନାରେ ଆୟୋଜିତ ପ୍ରସ୍ତୁତି ବୈଠକରେ ନିଷ୍ପତ୍ତି ହୋଇଛି। ଚୌଦ୍ୱାର ଥାନା ଆଇଆଇସି ବିରଞ୍ଚି ନାରାୟଣ ପତିଙ୍କ...
ଅନ୍ଲାଇନରେ ହେବ ବୋଟ୍ ବୁକିଂ
ପୁରୀ ଅଫିସ,୩୦ା୧୦: ଆସିଲାଣି ପର୍ଯ୍ୟଟନ ଋତୁ। ଚିଲିକାକୁ ଦେଶ, ବିଦେଶର ପର୍ଯ୍ୟଟକଙ୍କ ଆଗମନ ବଢିବ। ପର୍ଯ୍ୟଟକମାନେ ଯେପରି କୌଣସି ହଇରାଣ ନ ହୁଅନ୍ତି ତାହା ଉପରେ ପୁରୀ ଜିଲା ପ୍ରଶାସନ ଗୁରୁତ୍ୱ ଦେଇଛି। ବିଭିନ୍ନ ସମୟରେ ସାତପଡ଼ାରେ ବୋଟ୍ ବୁକିଂକୁ...
ଆଜିଠୁ ପ୍ରସିଦ୍ଧ ଲକ୍ଷ୍ମୀପୂଜା
ଢେଙ୍କାନାଳ ଅଫିସ, ୩୦।୧୦ ଧରାବତରଣ କରିବେ ଧନଦାତ୍ରୀ। ହେଲେ ମଣ୍ଡପ ଝଲସୁଥିବ ନା ଥିବେ ଭକ୍ତ। କେବଳ ବିଧିରକ୍ଷା କରିବାକୁ ଶ୍ରଦ୍ଧାଳୁଶୂନ୍ୟ ମଣ୍ଡପରେ ପାରମ୍ପରିକ ନୀତି ଅନୁଯାୟୀ ମା’ଙ୍କ ଆବାହନ ହେବ। ୮୦ ବର୍ଷର ଐତିହ୍ୟସମ୍ପନ୍ନ ଢେଙ୍କାନାଳର ପ୍ରସିଦ୍ଧ ଲକ୍ଷ୍ମୀପୂଜା...
ପ୍ରୋତ୍ସାହନ ନାହିଁ, ଦୁର୍ଦ୍ଦିନରେ ପଥର କାରିଗର
କୋକସରା, ୩୦।୧୦ (ଡି.ଏନ.ଏ.) – କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପଞ୍ଚାୟତ କନ୍ଦାଗଡ ହେଉଛି ପଥର କାରିଗରଙ୍କ ପାଇଁ ପରିଚିତ ଶିଳ୍ପୀ ଗ୍ରାମ। ଏହି ଗାଁର ଅନେକ ଯୁବକ ପଥର ଶିଳ୍ପକୁ ଜୀବିକା କରି ପରିବାର ପ୍ରତିପୋଷଣ କରୁଥିଲେ।...
ମିଳିଲାନି ଦ୍ୱିତୀୟ କିସ୍ତି ଟଙ୍କା: ଆଜବେଷ୍ଟସ ପକାଇଲେ ଇନ୍ଦିରାଆବାସ ହିତାଧିକାରୀ
ଲାଠୋର, ୩୦ା୧୦ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡ଼ା ପଞ୍ଚାୟତ ଅନ୍ତର୍ଗତ ଫୁଲଝର ଗ୍ରାମର ରୁକୁଣୀ ବିଭାର। ସ୍ବାମୀ ଲକ୍ଷ୍ମଣ ବିଭାର, ଦୁଇ ଝିଅ ଅହଲ୍ୟା, ଜ୍ୟୋତ୍ସ୍ନା ଓ ଦୁଇ ପୁଅ ରମେଶ ଏବଂ ଯଶୋବନ୍ତଙ୍କୁୁ ନେଇ ତାଙ୍କ...
କ୍ୟାନସର ପୀଡ଼ିତାଙ୍କୁ ସହଯୋଗର ହାତ, ଚିକିତ୍ସା ପାଇଁ ଗଲେ କଟକ
ଲୋଇସିଂହା,୩୦।୧୦(ଡି.ଏନ.ଏ.) ବଲାଙ୍ଗୀର ଜିଲା ଲୋଇସିଂହାର ମୁଖୀ ପଧାନ ା ସିକଲିନ, କ୍ୟାନସର ଓ ପଥରି ରୋଗରେ ପୀଡିତ ହୋଇ ସେ ଯନ୍ତ୍ରଣା ପାଉଥିଲେ ା ଅର୍ଥାଭାବ ଯୋଗୁ ତାଙ୍କର ଚିକିତ୍ସା ହୋଇ ପାରୁ ନ ଥିଲା। ସିଡିଏମ୍ଓ ଭୀମସେନ ସାହୁଙ୍କ...
Archives


