୧୧୦୬ ସ୍କୁଲରେ ଝୁଲିବ ତାଲା
ବାରିପଦା ଅଫିସ,୨୨ା୧୦-ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଦିବାସୀ ଅଧ୍ୟୁଷିତ ଜିଲାମାନଙ୍କରେ ୨୦ରୁ କମ୍ ପିଲା ଥିବା ପ୍ରାଥମିକ ଓ ୨୫ରୁ କମ୍ ଛାତ୍ରୀଛାତ୍ର ଥିବା ଉଚ୍ଚ ପ୍ରାଥମିକ ସ୍କୁଲଗୁଡ଼ିକ ବନ୍ଦ କରିବା ପାଇଁ ପ୍ରସ୍ତାବ ଦିଆଯାଇଛି।...
ଜମି ଲୋଭରୁ ଟ୍ରିପଲ ମର୍ଡର: ରକ୍ତରେ ଭିଜିଲା ଲପଡା ଗାଁ
ସମ୍ବଲପୁର,୨୧ା୧୦(ବ୍ୟୁରୋ)-ଜମି ବିବାଦକୁ କେନ୍ଦ୍ର କରି ସମ୍ବଲପୁର ଜିଲା ମହୁଲପାଲି ଥାନା ଲପଡା ଗ୍ରାମରେ ବୁଧବାର ଟ୍ରିପଲ ମର୍ଡର ଘଟିଛି। ୩ ଜଣଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ଫଳରେ ଗୋଟିଏ ପରିବାର ମୂଳପୋଛ ହୋଇଯାଇଛି। ମୃତକ ହେଲେ ପୀରବତୀ ବେହେରା...
ପୋଖରୀରେ ବୁଡ଼ି ୨ ଭଉଣୀ ମୃତ
ଖଲ୍ଲିକୋଟ,୨୧ା୧୦(ଡି.ଏନ୍.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ତୁଳସୀପୁର ଗ୍ରାମ ନିକଟ ପୋଖରୀରେ ବୁଡ଼ି ବୁଧବାର ଦୁଇ ନାବାଳିକା ଭଉଣୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଉକ୍ତ ଗ୍ରାମର ସୁରେଶ ପାହାନଙ୍କ ଦୁଇ ଝିଅ ଖୁସି (୧୦) ଓ ପୂଜା (୮)।...
ମାଙ୍ଗାନିଜ ବୋଝେଇ ଟ୍ରକ ଜବତ: ୨ ଗିରଫ
ବଡବିଲ, ୨୧।୧୦(ସ୍ବ.ପ୍ର)-କେନ୍ଦୁଝର ଜିଲା ବଡବିଲ ପୋଲିସ ମଙ୍ଗଳବାର ରାତିରେ ରାତିରେ ଭଦ୍ରାସାହି ସ୍ଥିତ ୫୨ ନମ୍ବର ଜାତୀୟ ରାଜପଥରୁ ଏକ ଚୋରା ମାଙ୍ଗାନିଜ ବୋଝେଇ ଟ୍ରକ ଜବତ କରିଛି। ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ...
ସଟର ପ୍ଲେଟ ଚୋରି ମାମଲା: ୨ ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୨୧।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧ ନଂ ୱାର୍ଡ ରାମଚନ୍ଦ୍ର ନଗରରେ ରାସ୍ତା ଓ ଡ୍ରେନ ନିର୍ମାଣ କରୁଥିବା ଠିକାଦାର ଦୁର୍ଗା ମାଧବ ସାହୁଙ୍କ ୨୪ ଟି ଲୁହା ସଟର ପ୍ଲେଟଗୁଡ଼ିକ ଶୁକ୍ରବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ...
ସୋସିଆଲ ମିଡିଆରୁ ଜାଣି ସହଯୋଗର ହାତ ବଢାଇଲେ ନର୍ଲା ବିଧାୟକ
ଭବାନୀପାଟଣା,୨୧।୧୦(ଡି.ଏନ.ଏ.): ଜଣେ ମା’ଙ୍କଠାରୁ ଜନ୍ମିତ ତିନୋଟି ଶିଶୁ ପର୍ଯ୍ୟାପ୍ତ ପରିମାଣରେ ପୁଷ୍ଟିକର ଖାଦ୍ୟ ପାଉ ନ ଥିବା ଖବର ସାମାଜିକ ଗଣମାଧ୍ୟମରେ ଦେଖି ସହଯୋଗର ହାତ ବଢାଇଛନ୍ତି ନର୍ଲା ବିଧାୟକ ଭୁପିନ୍ଦର ସିଂ। ସୂଚନାଯୋଗ୍ୟ, ଏମ୍.ରାମପୁର ବ୍ଲକର ଆଦିବାସୀ ଅଧ୍ୟୁଷିତ...
ଗାନ୍ଧୀଛକରେ ବୈଜୟନ୍ତ ପଣ୍ଡାଙ୍କ କୁଶପୁତ୍ତଳିକା ଦାହ
ଭବାନୀପାଟଣା,୨୧।୧୦(ଡି.ଏନ.ଏ.): ଭାଜପା ନେତା ବୈଜୟନ୍ତ ପଣ୍ଡା ସୋସିଆଲ ମଡିଆରେ ଓଡ଼ିଶା ଭଳି ଏକ ଶାନ୍ତି ପ୍ରିୟ ରାଜ୍ୟକୁ ପାକିସ୍ତାନ ସହ ତୁଳନା କରିବା ଘଟଣାକୁ ତୀବ୍ର ନିନ୍ଦା କରାଯାଇଛି। ଏ ନେଇ କଳାହାଣ୍ଡି ଜିଲା ପ୍ରୋଗ୍ରେସିଭ ୟୁଥ ଅଫ କଳାହାଣ୍ଡି...
ମାଓବାଦୀଙ୍କ ବର୍ବର କାଣ୍ଡ: ଇନ୍ଫର୍ମର ସନ୍ଦେହରେ ଗଳା କାଟି ହତ୍ୟା
ଚିତ୍ରକୋଣ୍ଡା, ୨୧।୧୦(ବ୍ୟୁରୋ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ମାଓବାଦୀମାନେ ହିଂସାକାଣ୍ଡ ଘଟାଇଛନ୍ତି। ଯୋଡ଼ାମ୍ଭ ଥାନା ଅନ୍ତର୍ଗତ ଖଜୁରୀଗୁଡା ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ୩୦ରୁ ଊର୍ଦ୍ଧ୍ୱ ମାଓବାଦୀ ଆସି ଗ୍ରାମର ୩ ବ୍ୟକ୍ତି ଦାସ ଖେମୁଡୁ, ସନା ହାନ୍ତାଳ...
ହାତୀ ଘଉଡାଅ, କ୍ଷତିପୂରଣ ଦିଅ
ଅମରପାଲି, ୨୧ା୧୦(ଡି.ଏନ୍.ଏ) – ସୋନପୁର ବନଖଣ୍ଡ ଅନ୍ତର୍ଗତ ଉଲୁଣ୍ଡା ରେଞ୍ଜ କୋଟସମଲାଇ ଅଞ୍ଚଳରେ ହାତୀପଲ ବ୍ୟାପକ ଫସଲ ନଷ୍ଟ କରୁଛନ୍ତି। ସୋମବାର ରାତିରେ ପ୍ରାୟ ୫୦ରୁ ୬୦ ସଦସ୍ୟ ଥିବା ଏକ ହାତୀପଲ ଆସି ସାରସଦାଦର ଗ୍ରାମର ଧାନଚାଷ ଦଳିଚକଟି...
ଧରିତ୍ରୀ ପ୍ରଭାବ: ବୃଦ୍ଧ ଦମ୍ପତିଙ୍କୁ ମିଳିବ ପକ୍କାଘର
ବରଗଡ଼ ଅଫିସ୍,୨୧।୧୦ – ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଭଟିଗାଁ ପଞ୍ଚାୟତ ମାଝିପାଲି ଗ୍ରାମର ବୃଦ୍ଧ ଦମ୍ପତି ସୁରୁ ଓ ତାଙ୍କ ସ୍ତ୍ରୀ ସୁବିଧାଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପକ୍କାଘର ମିଳିବ। ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଏ...
ହାତୀ ନେଲା ୩ ଜୀବନ
ବାରିପଦା ଅଫିସ/ ଚିତ୍ରଡା/ ଆଠମଲ୍ଲିକ, ୨୧ା୧୦(ଡି.ଏନ.ଏ.): ମୟୂରଭଞ୍ଜ ଓ ଅନୁଗୋଳ ଜିଲାରେ ମଙ୍ଗଳବାର ହାତୀ ଆକ୍ରମଣରେ ୩ଜଣଙ୍କ ଜୀବନ ଯାଇଛି। ମୟୂରଭଞ୍ଜ ରାସଗୋବିନ୍ଦପୁର ରେଞ୍ଜ ମୋରଡା ବ୍ଲକ ଅଞ୍ଚଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣଙ୍କ ଅବସ୍ଥା ଗୁରୁତର ରହିଛି।...
‘ଶିକ୍ଷିତ ହେଲେ ସାମାଜିକ ପ୍ରତିଷ୍ଠା ବଢ଼ିବ’
ବଲାଙ୍ଗୀର ଅଫିସ, ୨୧ । ୧୦ – ବଲାଙ୍ଗୀର ଠିକାଦାରପଡାସ୍ଥିତ ଜିଲା ଯାଦବ ଭବନ ପରିସରରେ ଯାଦବ ମହାସଭା ପକ୍ଷରୁ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀଛାତ୍ର ଓ ଯୁବତୀ ଯୁବକ ସମ୍ବର୍ଦ୍ଧିତ କରାଯାଇଛି। ମୁଖ୍ୟଅତିଥିଭାବେ ବଲାଙ୍ଗୀର ତହସିଲଦାର...
Archives


