ଆମ ଜିଲା ଖବର

ନିଆଁ ଦାଉରୁ ରକ୍ଷା ପାଇଲା ସଂରକ୍ଷିତ ଜଙ୍ଗଲ

ମୁନିଗୁଡ଼ା,୨୭ା୩(ଡି.ଏନ୍‌.ଏ.)- ରାୟଗଡ଼ା ଜିଲା ମୁନିଗୁଡ଼ା ବନାଞ୍ଚଳ ଓ ବନଖଣ୍ଡ ଅଧୀନ ପାତ୍ରଗୁଡ଼ା ଗାଁ ନିକଟ ସଂରକ୍ଷିତ ଶାଗୁଆନ ଜଙ୍ଗଲରେ ଶନିବାର ନିଆଁ ଲାଗିଯାଇଥିଲା। ସ୍ଥାନୀୟ ଯୁବଗୋଷ୍ଠୀ ଏବଂ ବନ ବିଭାଗର ମିଳିତ ପ୍ରୟାସରେ ବନାଗ୍ନିକୁ ଆୟତ୍ତ କରାଯାଇ ପାରିଛି। ପାତ୍ରଗୁଡ଼ା ଗାଁ…

ନିଜ ଗଡ଼ ସୁରକ୍ଷିତ ରଖିପାରିଲେନି ପିସିସି ସଭାପତି

ଆନନ୍ଦପୁର,୨୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରାପାଳିକାରେ କଂଗ୍ରେସ ଶୋଚନୀୟ ପରାଜୟ ବରଣ କରିଛି। ଖୋଦ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ୭ନଂ ଓ୍ବାର୍ଡରେ କଂଗ୍ରେସର ଶୋଚନୀୟ ପରାଜୟ ହେବା ସହିତ କଂଗ୍ରେସ ଗଡ ଭାବେ ପରିଚିତ ଅନ୍ୟ ଦୁଇ ଓ୍ବାର୍ଡ ୬…

ପୌର ବ୍ୟାଙ୍କ ଖାତାରୁ ଟଙ୍କା ଗାଏବ ଘଟଣା: ଜଣେ ଅଭିଯୁକ୍ତ ଗିରଫ

ବଡ଼ବିଲ,୨୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ପୌରକାର୍ଯ୍ୟାଳୟର ବ୍ୟାଙ୍କ ଖାତାରୁ ୨ କୋଟି ୪୫ ଲକ୍ଷ ୬୦ ହଜାର ୮୫୦ ଟଙ୍କା ଗାଏବ ଘଟଣାରେ ଇଓଡବ୍ଲ୍ୟୁ ଶନିବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ବଡବିଲ ଜେଏମଏଫସି କୋର୍ଟରେ ହାଜର କରିଛି। ଗିରଫ ଅଭିଯୁକ୍ତ…

କୋଲକାତା ଚାଲାଣ ହେଉଥିଲା ଗୋରୁ ବୋଝେଇ ଟ୍ରକ୍‌, ଧରିଲା ପୋଲିସ

ପାଟଣା,୨୭। ୩(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ୪୯ ନଂ. ଜାତୀୟ ରାଜପଥ ହାତୀବାରୀ ନିକଟରୁ ରବିବାର ସକାଳୁ ଟ୍ରକ୍‌ ବୋଝେଇ ଗୋରୁ ଜବତ ହୋଇଛି । ଖବରପାଇ ତୁରୁମୁଙ୍ଗା ପୋଲିସ ଚଢ଼ାଉ କରି ଟ୍ରକ୍‌ ବୋଝେଇ…

ଘରକୁ ଫେରୁଥିଲେ ଇଞ୍ଜିନିୟର ପୁଅ, ରାସ୍ତାରେ ଚାହିଁ ବସିଥିଲା ମୃତ୍ୟୁ

ପାଟଣା,୨୭।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି-କେନ୍ଦୁଝର ରାସ୍ତାର ଶ୍ୟାମସୁନ୍ଦରପୁର ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି । ମୃତ ବାଇକ ଆରୋହୀ ଜଣକ ପାଟଣା ଥାନା ସାହାରପଡା…

୨ କାର୍‌ ମାଲିକଙ୍କୁ ନୋଟିସ

ଖୋର୍ଦ୍ଧା ଅଫିସ,୨୭।୩: ବାଣପୁର ବ୍ଲକ ସମ୍ମୁଖରେ ଲୋକ ଏବଂ ପୋଲିସ କର୍ମଚାରୀଙ୍କ ଉପରକୁ ଗାଡ଼ି ମଡ଼ାଇବା ଘଟଣାରେ ଗିରଫ ହୋଇ ଜେଲରେ ଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ପାଇଁ ଅଡୁଆ ବଢ଼ିବାରେ ଲାଗିଛି। ଘଟଣା ସମୟରେ ଜଗଦ୍ଦେବ ଚଳାଉଥିବା କାର୍‌ରେ…

କ୍ରାଇମ ସିନ୍‌ ରିକ୍ରିଏଶନ୍‌ କଲା ପୋଲିସ

ପୁରୀ ଅଫିସ,୨୭।୩: ପୁରୀର ବରିଷ୍ଠ ସେବାୟତ କୃଷ୍ଣଚନ୍ଦ୍ର ଓରଫ କାଳିଆ ପ୍ରତିହାରୀ ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣି ପୋଲିସ କ୍ରାଇମସିନ୍‌ ରିକ୍ରିଏସନ୍‌ କରିଛି। ହତ୍ୟାକାଣ୍ଡ ଘଟିଥିବା ବାରବାଟୀ ଜାଗାରେ ଅଭିଯୁକ୍ତ ଡେମୋ ଦେଖାଇଛନ୍ତି। ବାରବାଟୀ ଜାଗା ପଛ ରାସ୍ତାଦେଇ…

ଗହୀରମଥାରେ ଅଲିଭରିଡ୍‌ଲେଙ୍କ ଗଣ ଅଣ୍ଡାଦାନ ଆରମ୍ଭ

ରାଜନଗର,୨୭।୩(ଡି.ଏନ.ଏ.): ବିରଳ ଅଲିଭରିଡ୍‌ଲେ କଇଁଛଙ୍କ ଏନ୍ତୁଡିଶାଳ କେନ୍ଦ୍ରାପଡ଼ା ଉପକୂଳ ଗହୀରମଥାରେ କଇଁଛଙ୍କ ଗଣ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଗତ ୨୩ ତାରିଖରେ ୧୫, ୨୪ରେ ୧୬୨ ଓ ୨୫ ତାରିଖରେ ୨ ଲକ୍ଷ ୪୫ ହଜାର ୧୮୮ ଅଲିଭରିଡ୍‌ଲେ କଇଁଛ…

ଟ୍ରେନ୍‌ରେ କଟି ଯୁବତୀଙ୍କ ମୁଣ୍ଡଗଣ୍ଡି ଅଲଗା

କୁଆଁରମୁଣ୍ଡା,୨୬ା୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ରେଳ ଷ୍ଟେଶନ ନିକଟସ୍ଥ କାଲୋସିହିରିଆ ରେଲଓ୍ବେ ବ୍ରିଜ୍‌ଠାରୁ ଶହେ ମିଟର ଦୂର ବୁଗଦା ପୁଲିଆ ନିକଟରେ ଥିବା ରେଳଧାରଣାର ଶନିବାର ମୁଣ୍ଡଗଣ୍ଡି ଅଲଗା ହୋଇପଡ଼ିଥିବା ଜଣେ ଯୁବତୀଙ୍କର ମୃତଦେହ ଦେଖିବାକୁ ମିଳିଛି। ମୃତ ଯୁବତୀଙ୍କର ପରିଚୟ…

ସୋରଡ଼ା ଏନ୍‌ଏସି ଦଖଲ କଲା ବିଜେଡି

ସୋରଡ଼ା,୨୬ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ଏନ୍‌ଏସି ପୌର ନିର୍ବାଚନରେ ବିଜେଡିର ଶିବଶଙ୍କର ପଣ୍ଡା ବିଜୟୀ ହୋଇଛନ୍ତି। ସେ ଭଜପାର ସାଧୀନ ପଣ୍ଡାଙ୍କଠାରୁ ୨୮୮ ଖଣ୍ଡ ଭୋଟ୍‌ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ସୋରଡ଼ା ଏନ୍‌ଏସିର ୧୧ଟି ଓ୍ବାର୍ଡରେ ୯ଟିରେ ବିଜେଡି ଓ ଗୋଟିଏ…

ବିଜେଡି ହାତକୁ ଗଲା ହିଞ୍ଜିଳିକାଟୁ ପୌର ପରିଷଦ

ହିଞ୍ଜିଳିକାଟୁ,୨୬ା୩(ଡି.ଏନ୍‌.ଏ.): ହିଞ୍ଜିଳିକାଟୁ ପୌର ପରିଷଦ ନିର୍ବାଚନରେ ବିଜେଡି ଅଧ୍ୟକ୍ଷ ପ୍ରାର୍ଥୀ ସୁବାସ ଚନ୍ଦ୍ର ପଲେଇ ବିଜୟୀ ହୋଇଛନ୍ତି। ସେ ଭାଜପା ପ୍ରାର୍ଥୀ ସନ୍ତୋଷ କୁମାର ପାଣିଗ୍ରାହୀଙ୍କୁ ୧୬୩୪ ଭୋଟରେ ହରାଇ ଦେଇଛନ୍ତି । ବିଜୟୀ ବିଜେଡି ପ୍ରାର୍ଥୀ ପଲେଇ ୬୮୨୦ ଭୋଟ୍‌…

ରଜନୀରାଣୀ ହେଲେ ଆନନ୍ଦପୁର ପୌରାଧ୍ୟକ୍ଷା

ଆନନ୍ଦପୁର,୨୬ା୩(ସ୍ବ.ପ୍ର.): ଆନନ୍ଦପୁର ପୌରପାଳିକାର ନୂତନ ପୌରାଧ୍ୟକ୍ଷା ଭାବେ ରଜନୀରାଣୀ ଖଟୁଆ ନିର୍ବାଚିତ ହୋଇଛନ୍ତି। ଆନନ୍ଦପୁର ପୌରପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ୫ ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିଲେ। ପୌରପରିଷଦର ମୋଟ୍‌ ୩୦୬୬୭ ଭୋଟରଙ୍କ ମଧ୍ୟରୁ ୧୧୯୭୪ ଜଣ ପୁରୁଷ ଭୋଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?