ଆମ ଜିଲା ଖବର

ଦେଢ଼ କି.ମି. ରାସ୍ତାରେ ୧୦ ହମ୍ପ୍ସ

ନୂଆପଡ଼ା,୨୬ା୪ (ମକାରୁ ବେମାଲ): ଛତିଶଗଡ଼ ରାଜ୍ୟ ରାୟପୁରଠାରୁ ନୂଆପଡ଼ା ଜିଲା ଦେଇ ଗୋପାଳପୁରକୁ ସଂଯୋଗ କରୁଥିବା ଜାତୀୟ ରାଜପଥରେ ଅତ୍ୟଧିକ ହମ୍ପ୍ସ (ସ୍ପିଡ୍‌ ବ୍ରେକର) ଯୋଗୁ ଯାତାୟାତରେ ବହୁତ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି ବୋଲି ଅଭିଯୋଗ ହେଉଛି। ଉକ୍ତ ହମ୍ପ୍ସ…

୮ ଦିନର ସଂଘର୍ଷ ପରେ ହାରିଗଲେ ଶୁଭଶ୍ରୀ

ଥୁଆମୂଳ ରାମପୁର, ୨୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଶ୍ରୀମସ୍କା ଛକଠାରେ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଜଣେ ନାବାଳିକାଙ୍କ ଶନିବାର ବିଳମ୍ୱିତ ରାତିରେ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଗତ…

ଦେର୍ଲାଠିର ହିତାଧିକାରୀଙ୍କୁ ମିଳିଲା ପକ୍କାଘର କାର୍ଯ୍ୟାଦେଶ

ଥୁଆମୂଳ ରାମପୁର,୨୬ା୪(ଦୁର୍ଗା କୀର୍ତ୍ତି): ଦୁର୍ଗମ ଅଞ୍ଚଳର ବିକାଶ ପାଇଁ ପ୍ରଶାସନ ଦେଇଥିବା ପ୍ରତିଶ୍ରୁତି ବାସ୍ତବ ରୂପ ନେଇଛି। କିଛିଦିନ ପୂର୍ବେ କଳାହାଣ୍ଡି ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ (ସିଡିଓ) ତଥା ଆଇଏଏସ୍‌ ସୌମ୍ୟରଞ୍ଜନ ପ୍ରଧାନ ଥୁଆମୂଳ ରାମପୁର ବ୍ଲକର ଦେର୍ଲାଠି…

୨ ପରିବାରରେ ଖଣ୍ଡଯୁଦ୍ଧ: ୨ ବାଇକ୍‌ରେ ଠେଙ୍ଗାବାଡ଼ି ଧରି ଆସି…

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମରେ ପାରିବାରିକ ହିଂସା କାରଣରୁ ଦୁଇ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ ଘଟିଛି। ଆକ୍ରମଣ ଓ ପ୍ରତିଆକ୍ରମଣରେ ଉଭୟ ପରିବାରର ୬ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଜକର ଗ୍ରାମର ନୂଆସାହିରେ…

ପିଆଜ ଚାଷଜମି ପରିଦର୍ଶନ କଲେ ଅତିରିକ୍ତ ସଚିବ, ଚାଷୀଙ୍କୁ କହିଲେ…

ନୂଆପଡ଼ା,୨୬ା୪(ମକାରୁ ବେମାଲ): କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଧନଧାନ୍ୟ ଯୋଜନା ଅତିରିକ୍ତ ସଚିବ ମନୋଜ କୁମାର ରବିବାର ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ତୁକଳାପଡା ଗାଁର ଚାଷୀଙ୍କ ପିଆଜ ଚାଷଜମି ପରିଦର୍ଶନ କରିଛନ୍ତି। ଏହି ସମୟରେ ସେ ଗାଁର…

ଅନୁଦାନ ମିଳିଲାନି, ବନ୍ଦ ହେଲା ସରକାରୀ କାର୍ଯ୍ୟକ୍ରମ

ହାଟଡିହୀ/ଛେନାପଦୀ,୨୬ା୪(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ଅନୁଦାନ ପ୍ରଦାନ ନ ହେବାରୁ ଏକ ସରକାରୀ କାର୍ଯ୍ୟକ୍ରମ ବନ୍ଦ ହୋଇଛି। ଯାହାକୁ ନେଇ କଳାକାରମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। କଳାକାରମାନଙ୍କୁ ଉପେକ୍ଷା କରାଯାଉଥିବା କୁହାଯାଇଛି। ସୂଚନା ଅନୁସାରେ, ଓଡ଼ିଆପକ୍ଷ ୨୦୨୬ ଅବସରରେ ଏପ୍ରିଲ ୧୦କୁ ଲୋକକଳା…

ଗୋପାଳପୁର-ରାୟଗଡ଼ା ନୂଆ ରେଳଲାଇନ୍‌ ଦାବି, ଆଲାଇନ୍‌ମେଣ୍ଟ ନକ୍ସାର ପୁନଃ ଅନୁଧ୍ୟାନ କରି…

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ସମଗ୍ର ଦକ୍ଷିଣ ଓଡ଼ିଶାର ବହୁ ପ୍ରତୀକ୍ଷିତ ଗୋପାଳପୁର-ରାୟଗଡ଼ା ନୂତନ ରେଳପଥ ପ୍ରକଳ୍ପ ନିମନ୍ତେ ନକ୍ସା ପ୍ରସ୍ତୁତି ଚାଲିଛି। ତୃତୀୟ ପାଳି ପାଇଁ କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ସରକାର ଆସିବା ପରେ ଗଞ୍ଜାମ ଜିଲା ଚିକିଟି ନିକଟ ବାହୁଦା…

ପଛଚକ ଫାଟି ବିଦ୍ୟୁତ୍‌ ଖୁଣ୍ଟରେ ପିଟିହେଲା କାର୍‌, ଆଉ ତା’ପରେ…

ଖଜୁରିପଡ଼ା,୨୬ା୪(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଦୂତିମେଣ୍ଡି ନିକଟସ୍ଥ ଖୋଲ ସାହିଠାରେ ରବିବାର ଏକ କାର୍‌ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହୋଇଯାଇଥିଲା। ଦୁର୍ଘଟଣା ଏତେ ଜୋର ଥିଲା ଯେ, ବିଦ୍ୟୁତ୍‌ ଖୁଣ୍ଟଟି ଭାଙ୍ଗି…

ବିବାହର ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ବଳାତ୍କାର, ବନ୍ଧା ହେଲେ ଅଭିଯୁକ୍ତ

ସୁନ୍ଦରଗଡ,୨୬ା୪(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଭଷ୍ମା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ପୋଲିସ ଶନିବାର ସନ୍ଧ୍ୟାରେ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଯୁବକ ଜଣକ ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ତାଙ୍କୁ…

ପୁଣି ଶିବମନ୍ଦିରକୁ ଟାର୍ଗେଟ୍‌ କଲେ ଦୁର୍ବୃତ୍ତ, ମନ୍ଦିର ଖୋଲିଲା ବେଳକୁ ଏମିତି ଦେଖି…

ଗଞ୍ଜାମ,୨୬ା୪(ବିଦ୍ୟାଧର ସାହୁ): କିଛି ଦିନର ନୀରବତା ପରେ ପୁଣି ଶିବ ମନ୍ଦିରକୁ ଟାର୍ଗେଟ କରିଛନ୍ତି ଦୁର୍ବୃତ୍ତ। ଗଞ୍ଜାମ ବ୍ଲକ ଅନ୍ତର୍ଗତ ସନ୍ତୋଷପୁର ପଞ୍ଚାୟତ ସାନ ଗୋପାଳପୁର ଗ୍ରାମରେ ଥିବା ବାବା ମଲିକେଶ୍ୱର ମନ୍ଦିର ହୁଣ୍ଡିରୁ ଦୁର୍ବୃତ୍ତମାନେ ଟଙ୍କା ଚୋରି କରି ନେଇଥିବା…

ବସ୍‌କୁ ଓଭରଟେକ୍‌ କରିବା ସମୟରେ ଦୁର୍ଘଟଣା, ରାସ୍ତାକଡ଼କୁ ଖସି ପଡ଼ିବାରୁ…

ବାଲିଗୁଡ଼ା,୨୬ା୪(ସଞ୍ଜୟ କୁମାର ପାଣିଗ୍ରାହୀ): ଘରୋଇ ଯାତ୍ରୀବାହୀ ବସ୍‌ ସହ ଏକ କାର୍‌ର ମୁହାଁମୁହିଁ ଧକ୍କା ହୋଇ ରାସ୍ତାକଡ଼କୁ ଖସିପଡ଼ିଛି ବସ୍‌। ଅଳ୍ପକେ ବଡ଼ ଧରଣର ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ବସ୍‌ରେ ଥିବା ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀ। କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ…

ସରିଛି ସମସ୍ତ ପ୍ରସ୍ତୁତି: ଆଜିଠାରୁ ନଗର ଭ୍ରମଣ କରିବେ ମା’ ବ୍ୟାଘ୍ରଦେବୀ

ଛତ୍ରପୁର,୨୬ା୪(ଦିଲ୍ଲୀପ ସାମଲ): ପ୍ରତ୍ୟେକ ଦୁଇ ବର୍ଷକୁ ଥରେ ଛତ୍ରପୁର ସହରରେ ଶ୍ରୀ ଶ୍ରୀ ଶ୍ରୀ ମା ’ ବ୍ୟାଘ୍ରଦେବୀଙ୍କ ଯାତ୍ରା ଅନୁଷ୍ଠିତ ହୋଇଆସୁଛି। ଚଳିତବର୍ଷ ଏହି ଯାତ୍ରା ଏପ୍ରିଲ ୨୬ରୁ ମେ’ ୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥି ନିମନ୍ତେ ଆରକ୍ଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?