ଆମ ଜିଲା ଖବର

ନବାଗତ ବନାମ ଅଭିଜ୍ଞ ନେତା

ରାଇଘର,୯।୨( ଡି.ଏନ୍‌.ଏ.) ନବରଙ୍ଗପୁର ଜିଲା ରାଇଘର ବ୍ଲକର ଛତିଶଗଡ଼ ସୀମାନ୍ତ ଅଞ୍ଚଳରେ ନିଜର ସାଙ୍ଗଠନିକସ୍ଥିତି ମଜଭୁତ କରି ରଖିଥିବା ଭାଜପାଗଡ଼ ହାତେଇବାକୁ ଉଦ୍ୟମ ଚଳାଇଛି ବିଜେଡି। କଂଗ୍ରେସରୁ ୨ଥର ବିଧାୟକ ପ୍ରାର୍ଥୀ ହୋଇଥିବା ଯତୀନ୍ଦ୍ର ନାଥ ଗଣ୍ଡ ବିଜେଡିରେ ଯୋଗଦେବା ପରେ…

ଦଳ, ବ୍ୟକ୍ତିଗତ ଭାବମୂର୍ତ୍ତି ଦେଖୁଛନ୍ତି ଭୋଟର

ନବରଙ୍ଗପୁର,୯।୨(ବି.ପ୍ର.) ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ରହିଛି ୩ ଜିଲା ପରିଷଦ ଜୋନ୍‌। ତିନୋଟି ଜୋନ୍‌ରେ ଭାଜପା, କଂଗ୍ରେସ ଓ ବିଜେଡି ମଧ୍ୟରେ ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେବ। ଝରିଗାଁ ବ୍ଲକରେ ଏମ୍‌ପି ରମେଶ ଚନ୍ଦ୍ର ମାଝି, ତାଙ୍କ ସାନଭାଇ ତଥା ଝରିଗାଁ…

ଲ୍ୟାଣ୍ଡମାଇନ ବିସ୍ଫୋରଣରେ ମୃତ ଖବରଦାତାଙ୍କୁ ଶହୀଦ ମାନ୍ୟତା ଦାବି

ନବରଙ୍ଗପୁର, ୯।୨(ବି.ପ୍ର.) ମାଓବାଦୀଙ୍କ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୫ ତାରିଖରେ ପ୍ରାଣ ହରାଇଥିବା କଳାହାଣ୍ଡି ଜିଲା ମୋହିନିଗିରିର ଖବରଦାତା ରୋହିତ ବିଶ୍ୱାଳଙ୍କୁ ଶହୀଦ ମାନ୍ୟତା ଦେବାକୁ ଦାବି ହୋଇଛି। ଏଥିସହ ତାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ…

ଶ୍ରେଣୀଶିକ୍ଷା ବଢ଼ାଇଛି ଉତ୍ସାହ

କୋରାପୁଟ୍‌/ମାଲକାନଗିରି/ନବରଙ୍ଗପୁର, ୯।୨(ସ୍ବ.ପ୍ର./ଡି.ଏନ୍‌.ଏ./ବି.ପ୍ର.) ରାଜ୍ୟରେ ସୋମବାରଠାରୁ ବିଦ୍ୟାଳୟଗୁଡିକ ଖୋଲିଛି। ଅନ୍‌ଲାଇନ ବଦଳରେ ଛାତ୍ରୀଛାତ୍ରମାନେ ଶ୍ରେଣୀଗୃହରେ ଶିକ୍ଷାଲାଭ କରିଛନ୍ତି। ଏହା ସେମାନଙ୍କ ମଧ୍ୟରେ ପାଠପଢା ପ୍ରତି ଆଗ୍ରହ ସୃଷ୍ଟି କରିଛି। ଦୀର୍ଘ ଦିନ ପରେ ସହପାଠୀଙ୍କ ଗହଣରେ ପାଠ ପଢିବା ସେମାନଙ୍କ ମନରେ ଖୁସି…

ପ୍ରଥମ ଥର ଭୋଟ ଦେବେ ଜୁମଡାଙ୍ଗ ଗ୍ରାମବାସୀ

ମାଲକାନଗିରି,୯।୨ (ଡି.ଏନ୍‌.ଏ.) ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳର ଆନ୍ଧ୍ର ସୀମାନ୍ତକୁ ଲାଗିଥିବା ଜୁମଡାଙ୍ଗ ଗ୍ରାମବାସୀ ଚଳିତ ପଞ୍ଚାୟତ ନିର୍ବାଚନରେ ପ୍ରଥମ କରି ଭୋଟ ଦେବେ। ଏଯାଏ ସେମାନେ କେବେ ମଧ୍ୟ ଭୋଟ ଦେଇ ନାହାନ୍ତି। କୋରାପୁଟ ଜିଲା କୋଟିଆ…

ବେଆଇନ ପଥର ଖାଦାନରେ ଚଢ଼ାଉ

ଢେଙ୍କାନାଳ ଅଫିସ,୯।୨: ବେଆଇନ ପଥର ଖାଦାନ ଉପରେ ଚଢ଼ାଉ ଜୋରଦାର କରିଛି ଢେଙ୍କାନାଳ ଜିଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌। ଜିଲାପାଳ ସରୋଜ କୁମାର ସେଠୀଙ୍କ ନେତୃତ୍ୱରେ ସଦର ବ୍ଲକ ଭାପୁରସ୍ଥିତ ଖାତା ନଂ. ୧୦୪, ପ୍ଲଟ ନଂ. ୨୮୬ରେ ଥିବା ୧ନଂ.…

କେବଳ ସାଧୁସନ୍ଥଙ୍କୁ ଅନୁମତି

ଢେଙ୍କାନାଳ ଅଫିସ, ୯।୨: ମହିମା ଧର୍ମପୀଠ ଯୋରନ୍ଦାରେ ବିଶ୍ୱପ୍ରସିଦ୍ଧ ମାଘମେଳା ଫେବୃୟାରୀ ୧୫ରେ ଅନୁଷ୍ଠିତ ହେବ। କୋଭିଡ୍‌ ସଂକ୍ରମଣ ଆଶଙ୍କା ଥିବାରୁ ଚଳିତବର୍ଷ ଜନସାଧାରଣଙ୍କ ସମାଗମକୁ ବାରଣ କରାଯାଇଛି। ପାରମ୍ପରିକ ନୀତିକାନ୍ତି ପାଇଁ କେବଳ ସାଧୁସନ୍ଥଙ୍କୁ ଅନୁମତି ଦିଆଯାଇଛି। ମହିମା ଧର୍ମର…

ନୂଆ ପ୍ରାର୍ଥୀ, ତୁମୁଳ ପ୍ରତିଦ୍ୱନ୍ଦ୍ୱିତା

ଢେଙ୍କାନାଳ ଅଫିସ, ୯।୨: ଢେଙ୍କାନାଳ ଜିଲା ରାଜନୀତିର ଅନ୍ୟତମ ପାଓ୍ବାର ହାଉସ୍‌ ଭାବେ ପରିଚିତ ଗଁଦିଆ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳ ପ୍ରଚାର ଜୋର୍‌ଦାର କରିଛନ୍ତି। ଦୀର୍ଘଦିନ ଧରି ବିଜେଡିର ଗଡ଼ ଭାବେ ରହି ଆସିଥିବା…

ଅର୍ଥନୈତିକ କରିଡର ଲାଗି ଜମି ଅଧିଗ୍ରହଣ ନିଷ୍ପତ୍ତି

ଛତ୍ରପୁର,୯।୨(ଡି.ଏନ.ଏ) ଗଞ୍ଜାମ ଜିଲାରେ ଟାଟା ଷ୍ଟିଲ୍‌ ପ୍ରକଳ୍ପ ଠାରୁ ଗୋପାଳପୁର ବନ୍ଦର ପର୍ଯ୍ୟନ୍ତ ଅର୍ଥନୈତିକ କରିଡର ନିର୍ମାଣ ଲାଗି ଆବଶ୍ୟକ ହେଉଥିବା ୨୫.୯୨୨ ଏକର ଜମି ଅଧିଗ୍ରହଣ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ…

ସ୍ବଚ୍ଛତା ଦିବସରେ ସଫେଇ ପରେ ପୁଣି ଆବର୍ଜନାପୂର୍ଣ୍ଣ ସୁନାରୀ ବନ୍ଧ

ବ୍ରହ୍ମପୁର ଅଫିସ,୯।୨: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସ୍ବଚ୍ଛତା ଦିବସ ଅବସରରେ ସହରର ବିଭିନ୍ନ ପୋଖରୀଗୁଡିକୁ ସଫେଇ କାର୍ଯ୍ୟ ନେଇ ପଦକ୍ଷେପ ଗ୍ରହଣ କରାଯାଇଛି। ବ୍ରହ୍ମପୁର ସହରରେ ମୋଟ ୪୨ ପୋଖରୀ ରହିଛି। ପ୍ରତ୍ୟେକ ମାସ ମଙ୍ଗଳବାର ବିଭିନ୍ନ ପୋଖରୀଗୁଡିକର…

ଅଲିଭ ରିଡ୍‌ଲେଙ୍କ ଅଣ୍ଡାଦାନ

ଗଞ୍ଜାମ,୯।୨(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମସ୍ଥିତ ଋଷିକୁଲ୍ୟା ମୁହାଣଠାରେ ଗତ ଦୁଇଦିନ ତଳେ ସାମାନ୍ୟ ଦକ୍ଷିଣା ପବନ ବୋହିବା ପରେ ଗତ ୫ ତାରିଖ ବିଳମ୍ବିତ ରାତିରେ ପାଞ୍ଚ ଶହରୁ ଊର୍ଦ୍ଧ୍ୱ କଇଁଛ କାଁଭାଁ ଅଣ୍ଡାଦାନ କରିଥିବା ଡିଏଫ୍‌ଓ ଅମ୍ଲାନ କୁମାର…

‘ଆଗ ପାଣି ପରେ ଭୋଟ’

ବାରିପଦା ଅଫିସ,୯।୨: ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ବ୍ଲକ କୁସୁମବନ୍ଧ ପଞ୍ଚାୟତ ଅନ୍ତର୍ଗତ ୩ ଗଁାର ଲୋକେ ପାଣି ସମସ୍ୟା ନେଇ ଭୋଟ ବର୍ଜନ କରିବେ ବୋଲି ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଉକ୍ତ ଗ୍ରାମରେ ପାନୀୟ ଜଳର ଘୋର ସଙ୍କଟ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?