ବରଗଡ଼ରୁ ୮୦ ନୂଆ କରୋନା ପଜିଟିଭ୍ ଚିହ୍ନଟ: ୫ ଶିଶୁ ଆକ୍ରାନ୍ତ
ବରଗଡ଼ ଅଫିସ, ୧୭।୧୦: ବରଗଡ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଶନିବାର ଜିଲାରେ ପୁଣି ୮୦ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୩୦ଜଣ ମହିଳା ଓ ୫୦ ଜଣ ପୁରୁଷ ଅଛନ୍ତି। ସେହିପରି...
ହୁମା ସାପ୍ତାହିକ ଶୁଖୁଆ ହାଟକୁ କରୋନା ଛାଟ: କେବେ ଖୋଲିବ ଚାହିଁ ରହିଛନ୍ତି ଗ୍ରାହକ
ଗଞ୍ଜାମ,୧୭।୧୦(ଡିଏନଏ ): ଗଞ୍ଜାମ ଜିଲା ହୁମା ଏବଂ ପାଳୁରୁ ଜଙ୍କସନ ମଧ୍ୟଭାଗରେ ଜିଲାର ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ ଅବସ୍ଥିତ l ଏହି ହାଟରେ ଶୁଖୁଆ ସମେତ ଘର କରଣ ସାମଗ୍ରୀ ସହ ବିଭିନ୍ନ ରକମର ପନିପରିବା ଆଦି...
କର୍ଲାମୁଣ୍ଡା ପଞ୍ଚାୟତ ସମିତି ଉପାଧ୍ୟକ୍ଷାଙ୍କୁ ମିଳିଲା ଅଧ୍ୟକ୍ଷା ଦାୟିତ୍ୱ
କର୍ଲାମୁଣ୍ଡା, ୧୭।୧୦ (ଡି.ଏନ୍.ଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପଞ୍ଚାୟତ ସମିତିର ଅଧ୍ୟକ୍ଷାଙ୍କ ବିପକ୍ଷରେ ଆଗତ ଅନାସ୍ଥାପ୍ରସ୍ଥାବରେ ଭୋଟର ଗଣତି ପରେ ଅଧ୍ୟକ୍ଷାଙ୍କ ପରାଜୟ ହୋଇଥିବାରୁ ଗତ ୧୨ ତାରିଖ ଠାରୁ ଅଧ୍ୟକ୍ଷା ପଦବୀ ଖାଲି ପଡିଥିଲା। ଏ ନେଇ...
ଜିଲାପରିଷଦ ସଦସ୍ୟଙ୍କ ପରଲୋକ
ବାରିପଦା ଅଫିସ,୧୭ା୧୦-ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ୫୬ନଂ.ଜୋନର ଜିଲାପରିଷଦ ସଦସ୍ୟ ଭୁବନେଶ୍ୱର ମହାନ୍ତ(୬୭)ଙ୍କ ଶୁକ୍ରବାର ପରଲୋକ ଘଟିଛି। ସନ୍ଧ୍ୟାରେ ଏକ ମେଡିସିନ ଦୋକାନରେ ବସିଥିବା ସମୟରେ ତାଙ୍କ ଛାତିରେ ଯନ୍ତ୍ରଣା ଆରମ୍ଭ ହୋଇଥିଲା। ତାଙ୍କୁ ସଙ୍ଗେ ସଙ୍ଗେ ଡାକ୍ତରଖାନାରେ ଭର୍ତ୍ତି...
ଅନୁଗୋଳରେ ଗଡ଼ବଡ଼ କରୁଛି ଆର୍ଆର୍ଟି
ଅନୁଗୋଳ ଅଫିସ,୧୭।୧୦ ଅନୁଗୋଳ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭ ହଜାର ପାର୍ କଲାଣି। ବିଶେଷକରି ସେପ୍ଟେମ୍ବର ଓ ଅକ୍ଟୋବର ମାସରେ ସଂକ୍ରମଣ ଦ୍ରୁତଗତିରେ ବଢ଼ୁଛି। ଏହାର ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ଯୋଜନା ପରେ ଯୋଜନା କରାଯାଉଥିଲେ ମଧ୍ୟ...
ସ୍କୁଲ୍ ଆଗରେ ଦୁଇ ବିଇଓ ହଟହଟା
ରେଢାଖୋଲ,୧୭।୧୦(ଡି.ଏନ.ଏ.) ସମ୍ବଲପୁର ଜିଲା ରେଢାଖୋଲ ବ୍ଲକ କଦଳୀଗଡ ହାଇସ୍କୁଲ ଆଗରେ ଶୁକ୍ରବାର ରେଢାଖୋଲ ବ୍ଲକ୍ ଶିକ୍ଷା ଅଧିକାରୀ (ବିଇଓ) ଭଗବାନ ବାଙ୍କିରା ଓ ଜୁଜୁମୁରା ବ୍ଲକ ଶିକ୍ଷା ଅଧିକାରୀ ଜୟକୃଷ୍ଣ ପିଙ୍କ ହଟହଟା ହୋଇଛନ୍ତି। ଏହି ସ୍କୁଲର ମଧ୍ୟାହ୍ନ ଭୋଜନ...
ପଥର ଖାଦାନରେ ବିସ୍ପୋରଣ: ୩ ମୃତ, ୫ ଆହତ
ଗୁଣପୁର,୧୬।୮(ଡି.ଏନ.ଏ)-ରାୟଗଡା ଜିଲା ଗୁଣପୁର ବ୍ଲକ ଜଲତାର ପଞ୍ଚାୟତ ଅନ୍ତର୍ଗତ ଓକିଲଗୁଡାରେ ନିକଟରେ ଥିବା ପଥର ଖାଦାନରେ ଶୁକ୍ରବାର ବିସ୍ପୋରଣ ଘଟିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଜାମେସ ଶବର, କୁଶାବତୀ...
ଟେଣ୍ଟ ହାଉସରେ ମୃତଦେହ: ହତ୍ୟା ସନ୍ଦେହ
ବରଗଡ଼ ଅଫିସ,୧୬।୧୦: ବରଗଡ଼ ସହରର ହାଟପଦା-ତଳିପଡା ରାସ୍ତା ପାଶର୍ବରେ ରହିଥିବା ଏକ ଟେଣ୍ଟ ହାଉସ ପରିସରରୁ ଶୁକ୍ରବାର ପୋଲିସ ଜଣେ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର କରିଛି। ମୃତକଙ୍କ ସମ୍ପୂର୍ଣ୍ଣ ପରିଚୟ ଜଣାପଡି ନାହିଁ। ସେ ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି...
ରାସ୍ତା ପାଲଟିଛି ମରଣଯନ୍ତା
ବୁଗୁଡ଼ା,୧୬।୧୦: ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଷୋହଳ ମାଇଲି ଛକଠାରୁ ଗରେଇ ଝୁଳି ପର୍ଯ୍ୟନ୍ତ ରାସ୍ତା ମରଣଯନ୍ତା ପାଲଟିଛି। ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ କୋଟି କୋଟି ଟଙ୍କା ବ୍ୟୟରେ ଏହି ରାସ୍ତା ନିର୍ମାଣ ହୋଇଥିଲା। ଏହି ରାସ୍ତା ଉପରେ...
ବରଗଡ଼ରେ କରୋନା ନେଲା ଆଉ ୧ ଜୀବନ, ୭୩ ନୂଆ ଆକ୍ରାନ୍ତ ଚିହ୍ନଟ
ବରଗଡ଼ ଅଫିସ,୧୬।୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନାରେ ଜିଲାର ଆଉ ଜଣେ ଆକ୍ରାନ୍ତଙ୍କ ଜୀବନ ଯାଇଛି। ଏ ନେଇ ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...
ମା’ ବିରଜାଙ୍କ ରଥଯାତ୍ରା: ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଧାରା
ଯାଜପୁର ଟାଉନ, ୧୬।୧୦ (ଡି.ଏନ୍.ଏ.): ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ ଏବଂ ଯାଜପୁର ଜିଲାପାଳଙ୍କ ନିଷ୍ପତ୍ତି ଆଧାରରେ ମା’ ବିରଜାଙ୍କ ଶାରଦୀୟ ଦୁର୍ଗାପୂଜା ଓ ରଥଯାତ୍ରା ରଥଯାତ୍ରା ଅନୁଷ୍ଠିତ ହେବ। ରଥଟଣା ଓ ପୂଜା ସହ ଜଡିତ ସମସ୍ତ ସେବାୟତ ଓ...
ଚିଲିକାରେ ବୁଡ଼ିଲା ଭସାପୋଲ: ଯାତ୍ରୀ ହନ୍ତସନ୍ତ
କୃଷ୍ଣପ୍ରସାଦ,(ଡି.ଏନ୍.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଜହ୍ନିକୁଦାଠାରୁ ସାତପଡ଼ା ଯାତାୟତ କରୁଥିବା ଦ୍ୱିତୀୟ ଭସାପୋଲ (ଭେସେଲ)ଟି ଜହ୍ନିକୁଦା କୂଳରେ ଶୁକ୍ରବାର ବୁଡି ଯାଇଛି। ସାତପଡା ଜହ୍ନିକୁଦା ଚିଲିକାରେ ଭସାପୋଲରେ ପ୍ରତିଦିନ ଶହଶହ ଲୋକ ଯାତ୍ରା କରିଥାନ୍ତି । କୃଷ୍ଣପ୍ରସାଦ ବାସୀଙ୍କ...
Archives


