ସୁରକ୍ଷା ଖୋଜୁଛି ବନୀ ଜଙ୍ଗଲ
ଲଙ୍ଗଳେଶ୍ୱର,୧୧ା୯ (ଡି.ଏନ.ଏ.)-ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା ପାଇବା ପାଇଁ ବାଲେଶ୍ୱର ଜିଲା ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ କେଉଁ ଆବହମାନ କାଳରୁ ବନୀ ଜଙ୍ଗଲ ସୃଷ୍ଟି କରାଯାଇଛି। ହେଲେ ସଂରକ୍ଷଣ କି ରକ୍ଷଣାବେକ୍ଷଣ ଦିଗରେ ଆବଶ୍ୟକ ପଦକ୍ଷେପ ନିଆଯାଉ ନ ଥିବାରୁ ଏହା ପ୍ରାୟ…
ଭୋକ ଉପାସରେ ୧୦ ଦୃଷ୍ଟିହୀନ
ସୋର, ୧୧।୯(ଡି.ଏନ.ଏ.)-ଭୋକ ପାଇଁ ଡହଳବିକଳ ହେଉଛନ୍ତି ୧୦ଜଣ ଦୃଷ୍ଟିହୀନ ଯୁବତୀଯୁବକ। କୋଭିଡ୍ କଟକଣା ଯୋଗୁ ସେମାନେ ନାହଁି ନ ଥିବା ସମସ୍ୟାରେ ଘାଣ୍ଟି ହେଉଛନ୍ତି। ଓଡ଼ିଶାର ବିଭିନ୍ନ ସ୍ଥାନରୁ ୧୦ରୁ ଅଧିକ ଦୃଷ୍ଟିହୀନ ଯୁବତୀଯୁବକ ସୋର ମ୍ୟୁନିସିପାଲିଟିର ଇଟୁଆ ଗ୍ରାମରେ ଏକ…
ରାତି ପାହିଲେ ଗଛ ଚିନ୍ତା
ଭଦ୍ରକ ଅଫିସ,୧୧।୯-ପେସା ଶିକ୍ଷକତା, ନିଶା ସବୁଜବନାନୀ ସୃଷ୍ଟି କରିବା। ଶିକ୍ଷକତା ସମୟକୁ ବାଦ୍ ଦେଇ ଅନ୍ୟ ସମୟରେ ଗଛ ଲଗାଇଥାନ୍ତି। ତାଙ୍କର ଏଭଳି ରୁଚି ପାଇଁ ନିଆରା ପରିଚୟ ସୃଷ୍ଟି କରିପାରିଛନ୍ତିି ଶିକ୍ଷକ ବିଷ୍ଣୁପ୍ରସାଦ ପାଢ଼ୀ(୫୦)। ପରିବେଶ ପ୍ରେମରେ ପଡ଼ିଥିବା ଶିକ୍ଷକ…
ଜେଏନ୍ଭିରେ ଯୁକ୍ତ ୨ ବିଜ୍ଞାନରେ ହୋଇପାରୁନି ନାମଲେଖା
ଅନୁଗୋଳ ଅଫିସ, ୧୧ା୯: ଅନୁଗୋଳ ଚମ୍ପତ୍ତିମୁଣ୍ଡାସ୍ଥିତ ଜବାହର ନବୋଦୟ ବିଦ୍ୟାଳୟ (ଜେଏନ୍ଭି)ରେ ଏକାଦଶ (ଯୁକ୍ତ୨ର ପ୍ରଥମ ବର୍ଷ)ରେ ନାମ ଲେଖାକୁ ନେଇ ଅଡ଼ୁଆରେ ପଡ଼ିଛନ୍ତି ୨୦ ଜଣ ଛାତ୍ରୀଛାତ୍ର। ଶେଷ ମୁହୂର୍ତ୍ତରେ ବିଦ୍ୟାଳୟ କର୍ତ୍ତୃପକ୍ଷ ବିଜ୍ଞାନରେ ନାମ ଲେଖାଇ ହେବ ନାହିଁ…
୧୩ରୁ ଖୋଲିବ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ
କୋରାପୁଟ,୧୦ା୯(ସ୍ବ.ପ୍ର.): କୋରାପୁଟ ସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ୧୩ ତାରିଖରୁ ଖୋଲିବ। ଲୋକ ସମ୍ପର୍କ ଅଧିକାରୀ ଡ. ଫଗୁନାଥ ଭୋଇ ଶୁକ୍ରବାର ଏହି ସୂଚନା ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ରିସର୍ଚ୍ଚ ସ୍କଲାରମାନଙ୍କ ପାଇଁ ବିଶ୍ୱବିଦ୍ୟାଳୟ ଖୋଲାଯିବାକୁ ଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ ଆସନ୍ତା…
ଜାମିନରେ ଆସି ଲୁଟ କରି ଧରାପଡ଼ିଲେ
ବ୍ରହ୍ମପୁର ଅଫିସ,୧୦।୯: ଜଣେ ବ୍ୟବସାୟୀଙ୍କଠୁ ଟଙ୍କା ଲୁଟ ଅଭିଯୋଗରେ ବୈଦ୍ୟନାଥପୁର ଥାନା ପୋଲିସ ଜଣଙ୍କୁ କାବୁ କରିଛି। ସେ ହେଲେ ଲାଞ୍ଜିପଲ୍ଲୀର ମନୋଜ ପାଣିଗ୍ରାହୀ। ତାଙ୍କ ନିକଟରୁ ୩ଟି ମୋବାଇଲ ଫୋନ୍ ଓ ଗୋଟିଏ ସାଇକେଲ ଜବତ ହୋଇଛି। ମନୋଜ କିଛିଦିନ…
ଚୋରକୁ ଧରାଇ ଦେଲା ସିସିଟିଭି
ଲୋଇସିଂହା,୧୦।୯(ଡି.ଏନ.ଏ): ଏଟିଏମ କାର୍ଡ ଚୋରି କରି ଟଙ୍କା ଉଠାଇ ନେବା ଘଟଣାରେ ବଲାଙ୍ଗୀର ଜିଲା ଲୋଇସିଂହା ପୋଲିସ ଜଣଙ୍କୁ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ କନ୍ଦାଜୁରୀ ଗ୍ରାମର ମୁକୁନ୍ଦ ସାହୁ(୩୮)। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ…
ରାତି ପାହିଲେ ପଶ୍ଚିମ ଓଡ଼ିଶାର ନୂଆଁଖାଇ ତିହାର
ସମ୍ବଲପୁର,୧୦ା୯ (ବ୍ୟୁରୋ): ପଶ୍ଚିମ ଓଡ଼ିଶାର ନୂଆଁଖାଇ ତିହାର । ପୁରପଲ୍ଲୀ ସବୁଠି ଉତ୍ସବମୁଖର। ରାତି ପାହିଲେ ଇଷ୍ଟଦେବୀ ସମଲେଇଙ୍କଠାରେ ଧାର୍ଯ୍ୟ ଲଗ୍ନ ଅନୁସାରେ ଲାଗିହେବ ନବାନ୍ନ। ପରେ ପଶ୍ଚିମ ଓଡ଼ିଶାବାସୀ ଘରେ ଘରେ ନୂଆଁ ଖାଇବେ। ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ…
ବଂଶଧାରାରେ ବୁଡ଼ି ଜଣଙ୍କ ମୃତ୍ୟୁ, ମିଳୁନି ଅନ୍ୟ ଜଣଙ୍କ ପତ୍ତା
କାଶୀନଗର,୧୦ା୯(ଡି.ଏନ୍.ଏ.): ଗଜପତି ଜିଲା କାଶୀନଗର ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟ ବଂଶଧାରା ନଦୀରେ ଗୁରୁବାର ସନ୍ଧ୍ୟାରେ ୨ ନାବାଳକ ବୁଡ଼ିଯାଇଥିଲେ। ସେମାନଙ୍କ ମଧ୍ୟରୁ ରାତିରେ ଜଣଙ୍କ ମୃତଦେହ ଠାବ କରାଯାଇଥିଲା। ହେଲେ ୨୪ ଘଣ୍ଟା ପରେ ମଧ୍ୟ ଅନ୍ୟ ଜଣଙ୍କ ପତ୍ତା…
ନିଲମ୍ବିତ ହେଲେ ମଉସୁଧା ସରପଞ୍ଚ
ଚାନ୍ଦବାଲି,୧୦।୯(ଡି.ଏନ.ଏ.): ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଚାନ୍ଦବାଲି ବ୍ଲକ ମଉସୁଧା ପଞ୍ଚାୟତ ସରପଞ୍ଚ ଶାନ୍ତିଲତା ମଲ୍ଲିକଙ୍କୁ ନିଲମ୍ବନ କରାଯାଇଛି। ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଚିଠି ନଂ.୧୫୧୫୩ ତା ୮।୯।୨୧ ରିଖ ଅନୁସାରେ ଶାନ୍ତିଲତାଙ୍କୁ ନିଲମ୍ବନ ନିର୍ଦ୍ଦେଶ…
ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଇ ଓଲଟିଲା ପାର୍ଶଲ ବୋଝେଇ ଟ୍ରକ
ଗଞ୍ଜାମ,୧୦ା୯(ଡି.ଏନ୍.ଏ.): ୧୬ ନଂ. ଜାତୀୟ ରାଜପଥ ଶନିମନ୍ଦିର ଛକ ଠାରେ ଏକ ପାର୍ଶଲ ବୋଝଇ ଟ୍ରକ୍ ରୋଡ୍ ପାର୍ଶ୍ୱରେ ଥିବା ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଇ ଓଲଟି ପଡ଼ିଥିବା ଜଣାପଡ଼ିଛି l ଏହି ଦୁର୍ଘଟଣା ଫଳରେ ବିଦ୍ୟୁତ ସରବରାହ ବନ୍ଦ କରି…
କଲେଜ ଅଧ୍ୟକ୍ଷଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ
ପାଟଣା,୧୦ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତ ଝାରବେଡ଼ା ଗ୍ରାମରେ ଗୁରୁବାର ବିଲମ୍ବିତ ରାତିରେ ଗଜେନ୍ଦ୍ର ନାରାୟଣ ସାହୁଙ୍କ ଘର ପଛପଟ ଝରକା ଗ୍ରୀଲ ତାଡ଼ି ଘରେ ପଶି ଆଲମିରା ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ନଗଦ…
Archives


