ଆମ ଜିଲା ଖବର

ଗଞ୍ଜାମ ଏନ୍‌ଏସିରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଗଞ୍ଜାମ,୮।୨(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସିରେ ପରିମଳ ବ୍ୟବସ୍ଥା ଦିନକୁ ଦିନ ବିପର୍ଯ୍ୟସ୍ତ ହେବାରେ ଲାଗିଛି। ସହରର ମୁଖ୍ୟ ରାସ୍ତା ତଥା ଷ୍ଟେଶନ, କାଇଁଚପୁର, କଲ୍ୟାଣପୁର ଆଦି ଯିବା ରାସ୍ତାରେ ଡ୍ରେନ ଆବର୍ଜନା ପଡ଼ି ରହିଛି। ଉକ୍ତ ରାସ୍ତାଟି ଅଣଓସାରିଆ ହେତୁ ଚାରିଚକିଆ ଗାଡ଼ି…

ଜିଲାପରିଷଦ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ପୂର୍ବତନ ଉପବାଚସ୍ପତି

ଗଞ୍ଜାମ,୮।୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ୧୫ ନମ୍ବର ଜୋନରେ ଦଳୀୟ ଜିଲାପରିଷଦ ପ୍ରାର୍ଥୀ ସନାତନ ବେହାରାଙ୍କ ପାଇଁ ରାମଗଡ଼, ହୁମ୍ମା, ସୁବଳୟା, ସାନରାମଚନ୍ଦ୍ରପୁର ପଞ୍ଚାୟତରେ ପୂର୍ବତନ ଉପବାଚସ୍ପତି ରାମ ଚନ୍ଦ୍ର ପଣ୍ଡା ମାରଥାନ ପ୍ରଚାର କରିଛନ୍ତି। ସେ ବିଭିନ୍ନ ପ୍ରଥପ୍ରାନ୍ତକ ସଭାରେ…

ଦଶମରେ ଅଧିକ ଉପସ୍ଥାନ

ଅନୁଗୋଳ ଅଫିସ, ୮।୨ କୋଭିଡ୍‌ ସଂକ୍ରମଣ କାରଣରୁ ଦୀର୍ଘଦିନ ବନ୍ଦ ରହିବା ପରେ ସୋମବାରଠାରୁ ଅନୁଗୋଳ ଜିଲାରେ ହାଇସ୍କୁଲଗୁଡ଼ିକ ଖୋଲିଛି। ଫଳରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ପ୍ରଥମ ଦିନରେ ଅଷ୍ଟମ, ନବମ ଓ ଦଶମ ଶ୍ରେଣୀରେ ୫୦ ପ୍ରତିଶତରୁ ଅଧିକ…

ସବୁ ଦଳ ପାଇଁ ସମ୍ମାନର ପ୍ରଶ୍ନ

ଢେଙ୍କାନାଳ ଅଫିସ, ୮।୨ ନିର୍ବାଚନ ମଣ୍ଡଳୀରେ ବିଜେଡିର ପତିଆରା ଥିଲେ ମଧ୍ୟ ୨୦୧୭ରେ ହାତରୁ ଖସିଯାଇଥିଲା ଢେଙ୍କାନାଳ ଜିଲା ଗଁଦିଆ ବ୍ଲକର ୧ନଂ. ଜିଲା ପରିଷଦ ଜୋନ୍‌। ଭାଜପା ପ୍ରାର୍ଥୀ ମମତା ସ୍ବାଇଁ ବିଜେଡିର ବନ୍ଦିତା ପଣ୍ଡାଙ୍କୁ ୩ ହଜାରରୁ ଅଧିକ…

ଘର ଭିତରକୁ ପଶିବାକୁ ଉଦ୍ୟମ କରୁଛି ଭାଲୁ

ସଜନାଗଡ, ୮।୨(ଡି.ଏନ.ଏ.) ବାଲେଶ୍ୱର ଜିଲା ନୀଳଗିରି କେନ୍ଦୁଖୁଣ୍ଡା ଅଞ୍ଚଳରେ ଏକ ଭାଲୁ ଘରର ଟିଣକୁ ଟାଣି ଭିତରକୁ ପଶିବାକୁ ଚେଷ୍ଟା କରୁଛି। ଶେଷରେ ବିଫଳ ହୋଇ ଭାଲୁଟି ଫେରିଯିବାର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓ ଦେଖିବା…

ପାଣି ପାଇଁ ୨୦୦ ପରିବାର ହଇରାଣ

ଆରଡ଼ି, ୮।୨(ଡି.ଏନ.ଏ.) ଦୁଇମାସ ହେଲା ସରକାରୀ ନଳକୂପ ଭାଙ୍ଗିଯାଇଛି। ଆଉ ଦୁଇଦିନ ହେବ ମୋଟର ପୋଡ଼ିଯିବା ଯୋଗୁ ପ୍ରକଳ୍ପ ପାଣି ମଧ୍ୟ ମିଳିପାରୁନି। ଫଳରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି…

ମଣ୍ଡିରୁ ଉଠୁନି ଧାନ: ଯୋଗାଣ ନିରୀକ୍ଷକଙ୍କୁ ଭେଟିଲେ ଚାଷୀ

ଗଞ୍ଜାମ,୮।୨(ଡି.ଏନ୍‌.ଏ.): ଧାନ ଅମଳକୁ ଦୁଇ ମାସ ବିତିଗଲାଣି। ହେଲେ ମଣ୍ଡିରୁ ଧାନ ଉଠିବା ବିଳମ୍ବ ହେଉଥିବା ଯୋଗୁ ଚାଷୀଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖିବାକୁ ମିଳିଛି। ଏନେଇ ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତର ଝାଡ଼କୁଦା ଗ୍ରାମର ଚାଷୀମାନେ ବ୍ଲକ ଯୋଗାଣ…

ଚନ୍ଦନ ଗଛ ଉପରେ ମାଫିଆଙ୍କ ନଜର

କେନ୍ଦୁଝର, ୮।୨ (ସ୍ବ.ପ୍ର./ ଡି.ଏନ.ଏ.) କେନ୍ଦୁଝର ଜିଲାରେ ଚନ୍ଦନ ତସ୍କରୀ ଉପରେ ପ୍ରଶାସନର ଅଙ୍କୁଶ ଲାଗିପାରୁନାହିଁ। ଫଳରେ ଜିଲାରେ ଚନ୍ଦନ ଗଛ ଚୋରି ବଢ଼ିବାରେ ଲାଗିଛି। ଏବେ ଚନ୍ଦନଗଛ ଉପରେ ନଜର ପଡ଼ିଥିବା ବେଳେ ଜିଲାପାଳଙ୍କ କାର୍ଯ୍ୟାଳୟ ମଧ୍ୟ ଏଥିରୁ ବାଦ୍‌…

୭ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ଉମରକୋଟ, ୮।୨(ସ୍ବ.ପ୍ର.): ହତ୍ୟା ମାମଲାରେ ୭ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ସହ ୫ ହଜାର ଟଙ୍କା ଜରିମାନା କରିଛନ୍ତି ଉମରକୋଟ ଅତିରିକ୍ତ ଜିଲା ଦୌରାଜଜ୍‌ ସୁନୀଲ କୁମାର ଦାସ। ଜରିମାନା ଅନାଦେୟ ଅଧିକ ୬ ମାସ ଜେଲ୍‌ଦଣ୍ଡ ଭୋଗିବେ ବୋଲି ରାୟରେ…

ପୁଣି ଉପସ୍ଥିତି ଜାହିର କଲେ ମାଓବାଦୀ: ପୋଡିଲେ ଜେସିବି, ଟ୍ରାକ୍ଟର

ଫୁଲବାଣୀ ଅଫିସ, ୮।୨: କନ୍ଧମାଳ ଜିଲାରେ ମାଓବାଦୀମାନେ ପୁଣି ଉପସ୍ଥିତି ଜାହିର କରିଛନ୍ତି। ଫିରିଙ୍ଗିଆ ବ୍ଲକ କିଆମୁଣ୍ଡାରେ ରାସ୍ତା ନିର୍ମାଣକୁ ବିରୋଧ କରି ଏକ ଠିକା ସଂସ୍ଥାର ଜେସିବି, ଟ୍ରାକ୍ଟର ପୋଡି ଦେଇଛନ୍ତି। ଏଥିସହ ଘଟଣାସ୍ଥଳରେ ପୋଷ୍ଟର ବ୍ୟାନର ମାରିଛନ୍ତି। ନିର୍ବାଚନ…

ଭିଜିଲାନ୍ସ ଜାଲରେ ସହକାରୀ ଜିଲାପାଳ

ରାଉରକେଲା ଅଫିସ, ୮।୨: ରାଉରକେଲାର ସହକାରୀ ଜିଲାପାଳ ମନୋରଞ୍ଜନ ନାୟକଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ଜଣାପଡ଼ିଛି। ମନୋରଞ୍ଜନଙ୍କ ଛେଣ୍ଡସ୍ଥିତ ୨ଟି ଘର, କାର୍ଯ୍ୟାଳୟ ,…

ଜିଅନ୍ତା ମାଛ ଧରି ଘରକୁ ଘର ବୁଲି ପ୍ରଚାର କଲେ ପ୍ରାର୍ଥୀ

ଖଡିଆଳ,୮।୨(ଡି.ଏନ.ଏ.): ଜିଅନ୍ତା ମାଛ ଧରି ଘରକୁ ଘର ବୁଲି ନିର୍ବାଚନ ପ୍ରଚାର କରୁଛନ୍ତି ଜଣେ ସରପଞ୍ଚ ପ୍ରାର୍ଥୀ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ନୂଆପଡ଼ା ଜିଲା ଖଡିଆଳ ବ୍ଲକ ସରପଞ୍ଚ ପ୍ରାର୍ଥୀ ପ୍ରଭୁଦତ୍ତ ଗୌଡ଼। ଚଳିତ ପଞ୍ଚାୟତ ନିର୍ବାଚନରେ ଗଡ୍ରାମୁଣ୍ଡା ପଞ୍ଚୟତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?