ଆମ ଜିଲା ଖବର

ହତ୍ୟା ପରେ ଦେଇଥିଲେ ଦୁର୍ଘଟଣା ରୂପ

ଜମନକିରା,୮ା୨(ଡି.ଏନ.ଏ.): ଯୁବକଙ୍କୁ ହତ୍ୟା ପରେ ଦୁର୍ଘଟଣାର ରୂପ ଦିଆଯାଇଥିବା ଅଭିଯୋଗରେ ଜମନକିରା ଥାନା ପୋଲିସ ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତଙ୍କ ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିବା ଥାନା ଆଇଆଇସି ପ୍ରେମଜିତ…

ଭିଜିଲାନ୍ସ ଜାଲରେ ରେଡକ୍ରସ୍‌ ବ୍ଲଡ୍‌ ବ୍ୟାଙ୍କ ଟେକ୍ନିସିଆନ

କଟକ ଅଫିସ, ୮।୨: ଲାଞ୍ଚ ନେବା ଅଭିଯୋଗରେ କଟକସ୍ଥିତ ସେଣ୍ଟ୍ରାଲ ରେଡକ୍ରସ ବ୍ଲଡ୍‌ ବ୍ୟାଙ୍କ୍‌ ଲାବୋରେଟରି ଟେକ୍ନିସିଆନ କିଶୋର ଚନ୍ଦ୍ର ସ୍ବାଇଁଙ୍କୁ ସୋମବାର ଭିଜିଲାନ୍ସ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ସେ ଦୁଇ ବୋତଲ ‘ଏ ପଜିଟିଭ୍‌’ ଗ୍ରୁପ୍‌ ରକ୍ତ…

ରାଜ୍ୟପାଳଙ୍କୁ ଇଚ୍ଛାମୃତ୍ୟୁ ପାଇଁ ଆବେଦନ

କେନ୍ଦ୍ରାପଡ଼ା ଅଫିସ,୮।୨: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଗୋବିନ୍ଦପୁର ଗଁାର ଅମୂଲ୍ୟ ରାଉତଙ୍କ ପୁଅ ପରମେଶ୍ୱର (୨୮) ରାଜ୍ୟପାଳଙ୍କୁ ଇଚ୍ଛାମୃତ୍ୟୁ ପାଇଁ ସୋମବାର ଆବେଦନପତ୍ର ପଠାଇଛନ୍ତି। ଏକ ଘରୋଇ ହସ୍ପିଟାଲର ଚିକିତ୍ସା ପାଇଁ ତାଙ୍କର ଜୀବନ ଦୁର୍ବିଷହ ହୋଇଥିବା େଇପାରି ଆବେଦନପତ୍ରରେ…

ମାଓବାଦୀଙ୍କ ସହ ସମ୍ପର୍କ ଅଭିଯୋଗରେ ଆଦିବାସୀ ନେତା ଗିରଫ

ବୌଦ୍ଧ, ୮।୨(ସ୍ବ.ପ୍ର.): ବୌଦ୍ଧ ଜିଲାରେ ପଞ୍ଚାୟତ ନିର୍ବାଚନ ନେଇ ସରଗରମ ଥିବାବେଳେ ପୋଲିସ ପକ୍ଷରୁ ମାଓବାଦୀ ସହ ସମ୍ପର୍କ ଅଭିଯୋଗରେ ସୋମବାର କାଳିଆ କହଁର (୫୫) ନାମକ ଜଣେ ଆଦିବାସୀ ନେତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। କାଳିଆଙ୍କ ଘର…

କୋଟିଆ ପ୍ରାର୍ଥୀଙ୍କ ତାଲିକା ସଂଗ୍ରହ ନେଇ ପଟ୍ଟାଙ୍ଗୀରେ ଆନ୍ଧ୍ର ପୋଲିସ

ପଟ୍ଟାଙ୍ଗୀ,୮।୨(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ କୋଟିଆ ପଞ୍ଚାୟତ ନିର୍ବାଚନରେ ଅବତୀର୍ଣ୍ଣ ହୋଇଥିବା ପ୍ରାର୍ଥୀଙ୍କ ତାଲିକା ସଂଗ୍ରହ ଲାଗି ଉଦ୍ୟମ ଆରମ୍ଭ କରିଛି ଆନ୍ଧ୍ର। ଏଥିପାଇଁ ଆନ୍ଧ୍ର ପୋଲିସ ସୋମବାର ପଟ୍ଟାଙ୍ଗୀ ବ୍ଲକ କାର୍ଯ୍ୟାଳୟରେ ବିଡିଓ ସୌମ୍ୟସାର୍ଥକ ମିଶ୍ରଙ୍କୁ ଭେଟିଛି। ହେଲେ…

ଜମି ଅଧିଗ୍ରହଣରେ ପାଦେ ଆଗେଇଲା

ଯାଜପୁର ଅଫିସ,୮।୨: ଖୋର୍ଦ୍ଧାରୋଡ-ବଲାଙ୍ଗୀର ରେଳପ୍ରକଳ୍ପ କାର୍ଯ୍ୟ ଆଉ ଏକ ପାଦେ ଆଗେଇଛି। ନୟାଗଡ଼ ଓ ବୌଦ୍ଧ ଜିଲାର ପ୍ରାୟ ୬୨ ଏକର ବେସରକାରୀ ଜମି ଅଧିଗ୍ରହଣ ପାଇଁ ୧୦ କୋଟି ୯୮ ଲକ୍ଷ ୬୬ ହଜାର ୮୫୭ ଟଙ୍କା ମଞ୍ଜୁର ହୋଇଛି।…

ତଦନ୍ତ ତଥ୍ୟକୁ ଘଣ୍ଟ ଘୋଡ଼ାଉଛି ପ୍ରଶାସନ

ପୁରୀ ଅଫିସ,୮।୨: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ଜଷ୍ଟିସ୍‌ ରଘୁବୀର ଦାଶ କମିଶନଙ୍କ ତଦନ୍ତକୁ ନେଇ କୌଣସି ସୂଚନା ଦେବାକୁ ଜିଲା ପ୍ରଶାସନ ମନା କରିଛି। ପ୍ରକାରାନ୍ତରେ ପ୍ରଶାସନ ଏଭଳି ଭାବେ ତଦନ୍ତ ତଥ୍ୟକୁ ଘଣ୍ଟ ଘୋଡ଼ାଉଛି। ଫଳରେ ଏହି…

ସୁନାମୁହିଁ ଘାଟରେ ବୁଡ଼ ପକାଇଲେ ଶ୍ରଦ୍ଧାଳୁ

ନିଆଳି, ୭।୨(ଡି.ଏନ୍‌.ଏ.): ପବିତ୍ର ମାଘସପ୍ତମୀରେ ପ୍ରାଚୀନଦୀର ସୁନାମୁହିଁ ଘାଟରେ ବୁଡ଼ ପକାଇ ବାବା ଶୋଭନେଶ୍ୱରଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ। ପ୍ରାଚୀନ ପରମ୍ପରା ଅନୁଯାୟୀ ନିଆଳି ଅଞ୍ଚଳର ପ୍ରାଚୀନ ଶୈବପୀଠ ଶ୍ରୀ ଶ୍ରୀ ଶୋଭନେଶ୍ୱର ମହାଦେବ ମାଘସପ୍ତମୀରେ ପ୍ରାଚୀନଦୀର ସୁନାମୁହିଁ ଘାଟରେ ସ୍ନାନ…

ନ୍ୟାୟ ଦାବିରେ ସିଏମ୍‌ସି ସମ୍ମୁଖରେ ବିକ୍ଷୋଭ

କଟକ ଅଫିସ, ୮ା୨: ଅନ୍ଦରପୁର ଅଞ୍ଚଳରେ ବସ୍ତି ଓ ଉନ୍ନୟନ ଆବାସ ଯୋଜନାରେ ଘର ଯୋଗାଇଦେବା ନାମରେ ଠକାମିର ଶିକାର ହୋଇଥିବା ଲୋକମାନେ ସୋମବାର ସିଏମ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ଉକ୍ତ କ୍ୱାର୍ଟର୍ସରେ ଥିବା ଘରଗୁଡିକ ପଡିଥିବା ତାଲା ଚାବି…

ଉତ୍ସାହ ଭରିଲା ଶ୍ରେଣୀଗୃହ ପାଠପଢ଼ା

କଟକ ଅଫିସ,୮ା୨: ତୃତୀୟ ପର୍ଯ୍ୟାୟ କୋଭିଡ୍‌ ସଂକ୍ରମଣ ହ୍ରାସ ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ପୁଣି ସ୍କୁଲ କଲେଜ ଖୋଲାଯାଇଛି। ଏହି ଅବସରରେ ସୋମବାର ପ୍ରଥମ ପର୍ଯ୍ୟାୟରେ ଅଷ୍ଟମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ଏବଂ ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟରେ ଅନଲାଇନ ସହ ଅଫ୍‌ଲାଇନ…

ବିନା ଶ୍ରଦ୍ଧାଳୁରେ ମାଘ ସପ୍ତମୀ ବୁଡ଼

କୋଣାର୍କ,୮।୨(ଡି.ଏନ୍‌.ଏ.): ପୂର୍ବ ବର୍ଷ ଭଳି ଚଳିତବର୍ଷ ମଧ୍ୟ କରୋନା କଟକଣା ଯୋଗୁ ବିନା ଶ୍ରଦ୍ଧାଳୁରେ ମାଘସପ୍ତମୀ ବୁଡ଼ ସମାପନ ହୋଇଛି। ସୋମବାର ଭୋର ରାତି ୪ଟାରେ ଚନ୍ଦ୍ରଭାଗା ତୀର୍ଥ ଜଳରେ ତିନି ଠାକୁରଙ୍କ ମହାସ୍ନାନ ପରେ ସେବାୟତମାନେ ବୁଡ଼ ପକାଇଥିଲେ। ପୂର୍ବ…

ଆନ୍ତଃରାଜ୍ୟ ଚୋର ସମେତ ୨ ଗିରଫ

କଟକ ଅଫିସ, ୮ା୨: ବାଦାମବାଡ଼ି ଥାନା ପୋଲିସ ସୋମବାର ଜଣେ ପେସାଦାର ଆନ୍ତଃରାଜ୍ୟ ସୁନାଗହଣା ଚୋରଙ୍କ ସମେତ ଚୋରି ସୁନା କିଣିଥିବା ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତଦ୍ୱୟ ହେଲେ ଭୁବନେଶ୍ୱର ଲିଙ୍ଗରାଜ ଥାନା ଅଞ୍ଚଳର ହେମନ୍ତ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?