ଚର୍ଚ୍ଚାରେ ସୌମ୍ୟବ୍ରତଙ୍କ ପେନ୍ସିଲ୍ ଆର୍ଟ
ଢେଙ୍କାନାଳ ଅଫିସ, ୧୪।୧୦ – କେଉଁଠି ରାମାୟଣର ଚରିତ୍ର ତ ଆଉ କେଉଁଠି ଦେବଦେବୀଙ୍କ ପ୍ରତିକୃତି। ବଲିଉଡ୍ଠାରୁ ଆରମ୍ଭ କରି ଟଲିଉଡ୍। ମେଗାଷ୍ଟାର ଅମିତାଭ ବଚ୍ଚନଙ୍କଠୁ ଆରମ୍ଭ କରି ତେଲୁଗୁ ଇଣ୍ଡଷ୍ଟ୍ରିର ଅଭିନେତାଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ଅବିକଳ ଚିତ୍ର, ତାହା...
ସୁଧୁରୁନି ପରିମଳ ବ୍ୟବସ୍ଥା
କଟକ ଅଫିସ,୧୪ା୧୦:କଟକ ସହରର ୫୯ନଂ. ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଅଳିଆ ଆବର୍ଜନା ପଡ଼ି ରହୁଥିଲେ ମଧ୍ୟ କେହି ଉଠାଇବାକୁ ଆସୁନାହାନ୍ତି। ଆଲୋକୀକରଣ କରାଯାଇଥିଲେ ବି ଅନେକ ଲାଇଟ୍ ଜଳୁ ନ ଥିବା ଦେଖିବାକୁ ମିଳିଛି। ଡ୍ରେନ...
ବିକାଶ ପାଇଁ ବ୍ଲୁ ପ୍ରିଣ୍ଟ
ଅନୁଗୋଳ ଅଫିସ, ୧୪ା୧୦ – ଅନୁଗୋଳ ସହରର ବିକାଶ ହେବ। ପାନୀୟ ଜଳ ସମସ୍ୟାର ସମାଧାନ ସହ ସ୍ଥାନେ ସ୍ଥାନେ ଓ୍ବାଟର ଏଟିଏମ୍ ସ୍ଥାପନ କରାଯିବ। ଲୋକଙ୍କ ମନୋରଞ୍ଜନ ପାଇଁ ସ୍ମାର୍ଟ ପାର୍କ ନିର୍ମାଣ ହେବ। ଏଲ୍ଇଡି ଜରିଆରେ ସରକାରୀ...
ଭତ୍ତା ପାଇଁ ଟ୍ରାଇ ସାଇକେଲରେ ୧୮ କି.ମି.
ଚମ୍ପୁଆ,୧୪।୧୦(ଡି.ଏନ.ଏ.)-ସରକାର ଅସହାୟଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଥିଲେ ମଧ୍ୟ ଏହାର ସୁଫଳ ପ୍ରକୃତ ହିତାଧିକାରୀମାନଙ୍କ ପାଖରେ ପହଞ୍ଚି ପାରୁନାହିଁ। ଦିବ୍ୟାଙ୍ଗ ଅସହାୟମାନେ ଭତ୍ତା ପାଇଁ ବାରମ୍ବାର ପଞ୍ଚାୟତ କାର୍ଯ୍ୟାଳୟରେ ନେହୁରା ହେଉଥିଲେ ମଧ୍ୟ ଏଥିପ୍ରତି କେହି ଗୁରୁତ୍ୱ ଦେଉ...
ସ୍ନେହ ଡୋରିରେ ବନ୍ଧା ବାଦୁଡ଼ି
ଖଇରା, ୧୪।୧୦(ଡି.ଏନ.ଏ.)-ଦିନେ ନୁହେଁ, ମାସେ ନୁହେଁ କି ବର୍ଷେ ନୁହେଁ, ଦୀର୍ଘ ୧୦ ବର୍ଷ ଧରି ଏକ ବାଦୁଡି ସ୍ନେହ ଡୋରିରେ ବାନ୍ଧି ହୋଇରହିଛି। ବାଲେଶ୍ୱର ଜିଲା ଖଇରା ବ୍ଲକ ଅନ୍ତରା ପଞ୍ଚାୟତ ଓଷଙ୍ଗ ଗାଁର ଅମୂଲ୍ୟ ବେହେରା ଏହି...
ଡାହାଣୀ ସନ୍ଦେହରେ ବୃଦ୍ଧାଙ୍କୁ ମାଡ଼: ଜେଲ୍ ଗଲେ ବାପା, ପୁଅ
ରୂପ୍ସା,୧୩।୧୦(ଡି.ଏନ.ଏ.)- ବାଲେଶ୍ୱର ଜିଲା ରୂପ୍ସା ଥାନା ରାଉତପଡ଼ା ପଞ୍ଚାୟତ ଅନ୍ତର୍ଗତ ଉପର ବାରାପାଳ ଗ୍ରାମରେ ଜଣେ ବୃଦ୍ଧାଙ୍କୁ ଡାହାଣୀ ସନ୍ଦେହରେ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ପୋଲିସ ଏକ ମାମଲା (ନଂ. ୮୭/୨୦) ରୁଜୁ କରି...
ଗଞ୍ଜାମ, ଗଜପତିରେ ଧସିଲା ପାହାଡ଼
ପାତ୍ରପୁର/ଦିଗପହଣ୍ଡି/ଚିକିଟି/ଶେରଗଡ଼,(ଡି.ଏନ୍.ଏ.)/ପାରଳାଖେମୁଣ୍ଡି, ୧୩ା୧୦(ସ୍ବ.ପ୍ର.)-ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ତୀବ୍ର ଅବପାତରେ ପରିଣତ ହୋଇ ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ ଓ ଗଜପତି ଜିଲାରେ ସୋମବାରଠାରୁ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ସାଧାରଣ ଜୀବନଯାତ୍ରା...
କଟକ ସହରରୁ ୯୮ କରୋନା ପଜିଟିଭ ଚିହ୍ନଟ
କଟକ ଅଫିସ, ୧୩।୧୦- କଟକ ସହରରୁ ମଙ୍ଗଳବାର ୯୮ ଜଣ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୫୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୫ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ...
ବରଗଡ଼ରୁ ୬୪ ନୂଆ କରୋନା ପଜିଟିଭ୍: ଆକ୍ରାନ୍ତଙ୍କ ସଂଖ୍ୟା ୭୬୦୮ରେ ପହଞ୍ଚିଲା
ବରଗଡ଼ ଅଫିସ,୧୩।୧୦: ବରଗଡ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ମଙ୍ଗଳବାର ଜିଲାରେ ପୁଣି ୬୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସୋହେଲା ବ୍ଲକର ୮, ଭେଡେନ ବ୍ଲକର ୬, ବରଗଡ଼ ପୌରାଞ୍ଚଳରେ...
ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ
ଦିଗପହଣ୍ଡି,୧୩।୧୦(ଡି.ଏନ୍.ଏ.): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତ ଦୁଇଦିନ ହେଲା ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ଯୋଗୁ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ପଞ୍ଚାୟତ ବଉଳଘାଇ ଗ୍ରାମର ସିନ୍ଧୁ ସ୍ବାଇଁଙ୍କ ଘରକାନ୍ଥ ମଙ୍ଗଳବାର ସକାଳେ...
ବାହୁଦା ନଦୀରେ ବନ୍ୟାଜଳ: ବିପଦ ଘେରରେ ୮ ଗାଁ
ଦିଗପହଣ୍ଡି,୧୩।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ବାହୁଦା ନଦୀରେ ବନ୍ୟାଜଳ ପ୍ରବାହିତ ହୋଇଛି। ଏ ନେଇ ଦିଗପହଣ୍ଡି ବ୍ଲକ ଅଧୀନ ଚୌଧୁରୀ ଟିକରପଡ଼ା, ବଜ୍ରଗୁମ୍ମା, ଢେପାପେଣ୍ଠ, ସମାସୀଙ୍ଗି ଶାସନ, ଧାନ୍ୟରାଶି, ପତ୍ରଚୁଡି ସମେତ ଚିକିଟି ବ୍ଳକର ନୂଆପଡ଼ା, ପୁହୁଣ୍ଡି ପ୍ରଭୃତି ଗ୍ରାମ ବିପଦ...
ଘୋଡାହାଡ ଡ୍ୟାମରେ ଜଳପତ୍ତନ ବିପଦ ସଙ୍କେତ ନିକଟତର: ଅଞ୍ଚଳରେ ୮୩ ମି.ମି. ବର୍ଷା
ଦିଗପହଣ୍ଡି,୧୩।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଘୋଡାହାଡ ଡ୍ୟାମରେ ଜଳପତ୍ତନ ବିପଦ ସଙ୍କେତ ନିକଟତର ରହିଛି। ଡ୍ୟାମର ଜଳଧାରଣା କ୍ଷମତା ୧୧୭.୮୦ ମିଟର ଥିବା ବେଳେ ମଙ୍ଗଳବାର ସକାଳ ୬ ଟା ସୁଦ୍ଧା ଜଳପତ୍ତନ ୧୧୫.୨୦ ମିଟରରେ ପହଞ୍ଚିଛି। ଗତ...
Archives


