ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ବିଧାୟକ
ବଇଣ୍ଡା, ୬ା୨(ଡି.ଏନ୍.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ୧୩ନଂ. ଜୋନ୍ରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବିଜେଡି ପ୍ରାର୍ଥୀ ବିଷ୍ଣୁପ୍ରିୟା ପ୍ରଧାନ ଶନିବାରଠାରୁ ପ୍ରଚାର ଜୋର୍ଦାର କରିଛନ୍ତି। ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ, ପର୍ଯ୍ୟବେକ୍ଷକ ନଳିନୀକାନ୍ତ ପ୍ରଧାନ ଦଳୀୟ ପ୍ରାର୍ଥୀଙ୍କ ପାଇଁ…
ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର: ଦୃଷ୍ଟିଶକ୍ତି ହରାଇଲେ ବୃଦ୍ଧା
ଢେଙ୍କାନାଳ ଅଫିସ, ୬ା୨: ଢେଙ୍କାନାଳ ସହର ଉପକଣ୍ଠ ମହିଷାପାଟ ଅଞ୍ଚଳରେ ଥିବା ଏକ ଘରୋଇ ଚକ୍ଷୁ ଚିକିତ୍ସାଳୟରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ଜଣେ ବୃଦ୍ଧାଙ୍କ ଦୃଷ୍ଟିଶକ୍ତି ଚାଲିଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ପୀଡ଼ିତା ମହିଳା ଶନିବାର ଟାଉନ ଥାନାରେ ଅଭିଯୋଗ…
ଅନୁଗୋଳରେ ନକଲି ବିଦେଶୀ ମଦ ସାମ୍ରାଜ୍ୟ
ଅନୁଗୋଳ ଅଫିସ, ୬ା୨: ଅନୁଗୋଳ ସହର ଉପକଣ୍ଠ ରାଣୀଗୁଡ଼ାରୁ ମିଳିଛି ନକଲି ବିଦେଶୀ ମଦ ବ୍ୟବସାୟର ଲିଙ୍କ୍। ଶନିବାର ଅବକାରୀ ବିଭାଗ ଓ କଟକ ଫ୍ଲାଇଂ ସ୍କ୍ବାର୍ଡ ମିଳିତ ଭାବେ ଚଢ଼ାଉ କରି ଏକ ଭଡ଼ାଘରୁ ୧୦୦ରୁ ଊର୍ଦ୍ଧ ବସ୍ତା ମଦବୋତଲ…
ବୋଲେରୋ ନିଲାମରେ ଅନିୟମିତତା
ଯୋଡ଼ା, ୬ା୨ (ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକା ଅଧୀନରେ ଥିବା ଏକ ସଚଳ ବୋଲେରୋକୁ ପୌରପାଳିକା ପକ୍ଷରୁ ଅତିକମ୍ ମୂଲ୍ୟରେ ନିଲାମ ଦିଆଯାଇଛି। ଏଥିରେ ଅନିୟମିତତା କରାଯାଇଥିବା ଯୋଡା ନଗର ଭାଜପା ପକ୍ଷରୁ ଅଭିଯୋଗ ହୋଇଛି। ଯୋଡା ନଗର ଭାଜପା…
ବର୍ଷାରେ ଭିଜି ଧାନ ଜଗିଲେ
ପଦ୍ମପୁର, ୬ା୨ (ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ବିଭିନ୍ନ ସମିତି ଓ ମହାସଂଘର ମଣ୍ଡିରେ ଗୋଦାମ ବ୍ୟବସ୍ଥା ନାହିଁ। ଫଳରେ ଶୁକ୍ରବାର ତୁହାକୁ ତୁହା ବର୍ଷାରେ ପ୍ରାୟ ୫୦ ହଜାର କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଧାନ ଭିଜି ଯାଇଛି। ଚାଷୀମାନେ ଧାନକୁ…
‘ଗାଁକୁ ରାସ୍ତା କର, ଭୋଟ୍ ନିଅ’
ବାଲେଶ୍ୱର ଅଫିସ, ୬ା୨: ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ସିଆଡ଼ିମାଳ ପଞ୍ଚାୟତର ସିନ୍ଦୁରିଆ ଗାଁକୁ ରାସ୍ତା ନାହିଁ । ଆବଶ୍ୟକ ସ୍ଥଳେ ଗାଁକୁ ଆସିପାରୁନି ଆମ୍ବୁଲାନ୍ସ କିମ୍ବା ଦମକଳ ଗାଡ଼ି। ପ୍ରାୟ ୨କି.ମି. ଖଟରେ ବୋହି ରୋଗୀଙ୍କୁ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଆଣିବାକୁ…
ଧସିଲା ସାଳନ୍ଦୀ ସୁରକ୍ଷାବନ୍ଧ
ଆରଡ଼ି,୬ା୨ (ଡି.ଏନ.ଏ.) ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି ପଞ୍ଚାୟତର ଶୀତଳପୁର ନିକଟରେ ପ୍ରବାହିତ ସାଳନ୍ଦୀର ସୁରକ୍ଷାବନ୍ଧ ଶୁକ୍ରବାର ବିଳମ୍ବିତ ରାତିରେ ନଦୀ ମଧ୍ୟକୁ ପ୍ରାୟ ୭୦ ଫୁଟ୍ ଧସିଯାଇଛି। ପ୍ରବଳ ବର୍ଷା ଯୋଗୁ ଏଭଳି ପରିସ୍ଥିତି ଉପୁଜିଥିବା ଜଣାପଡ଼ିଛି।…
କିଏ ଦଳର: ଦ୍ୱନ୍ଦ୍ୱରେ ଭୋଟର
ବାଲେଶ୍ୱର ଅଫିସ, ୬ା୨: ବାଲେଶ୍ୱର ଜିଲା ରେମୁଣା ବ୍ଲକ ଚଷାଖଣ୍ଡ ପଞ୍ଚାୟତରେ ୩ ଜଣ ପ୍ରାର୍ଥୀ ନିଜକୁ ଗୋଟିଏ ଦଳର ସମର୍ଥିତ ଦାବି କରି ନିର୍ବାଚନ ପ୍ରଚାର ଜାରି ରଖିଛନ୍ତି। ଏହାକୁ ନେଇ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି ଭୋଟର। କିନ୍ତୁ ଦଳ ଗୋଟିଏ…
ରଥକାଠ ଅନୁକୂଳ
ବାରିପଦା ଅଫିସ,୬ା୨: ଚଳିତବର୍ଷ ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାର ଶ୍ରୀ ଶ୍ରୀ ହରିବଳଦେବ ଜୀଉଙ୍କ ରଥଯାତ୍ରା ପାଇଁ ଶ୍ରୀପଞ୍ଚମୀ ଅବସରରେ ଶନିବାର ରଥକାଠ ଅନୁକୂଳ କରାଯାଇଛି। ବନ ବିଭାଗ ଅନୁମତି କ୍ରମେ ମଞ୍ଚାବନ୍ଧା ସଂରକ୍ଷିତ ଜଙ୍ଗଲରୁ ରୀତିନୀତି ଅନୁଯାୟୀ ଗଛକୁ ପୂଜାର୍ଚ୍ଚନା କରାଯାଇଛି।…
ନିର୍ବାଚନ ପ୍ରଚାର କଲେ ବିଧାୟକ ନରସିଂହ
ଲୋଇସିଂହା,୬।୨(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମରେ କଂଗ୍ରେସ ଜିଲା ପରିଷଦ ପ୍ରାର୍ଥୀ ତନୟା ବେହେରାଙ୍କ ପାଇଁ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଏକ ନିର୍ବାଚନ ସଭା କରିଥିଲେ। ଏପରକି ଦଳୀୟ ପ୍ରାର୍ଥୀଙ୍କ ପାଇଁ ୮ଟି ଗାଁରେ ଘରକୁ ଘର…
ଏହି ଗାଁରେ ୱାର୍ଡମେମ୍ବର ପଦବୀ ଲାଗି ପ୍ରଥମ ଥର ହେବ ନିର୍ବାଚନ
ବୌଦ୍ଧ,୬ା୨(ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ବୀରନରସିଂହପୁର ପଞ୍ଚାୟତର ବିରାମଚନ୍ଦ୍ରପୁର ଗ୍ରାମରେ ପ୍ରଥମ ଥର ପାଇଁ ୱାର୍ଡମେମ୍ବର ପଦବୀ ଲାଗି ନିର୍ବାଚନ ହେବାକୁ ଯାଉଛି। ଏହି ଗ୍ରାମରେ ଦେଶ ସ୍ବାଧୀନ ହେବା ପରଠାରୁ କେବେ ବି ୱାର୍ଡମେମ୍ବର ପଦବୀ ଲାଗି ନିର୍ବାଚନ…
ଝଡ଼ବର୍ଷା କ୍ଷୟକ୍ଷତିର ତୁରନ୍ତ ସହାୟତା ଦିଅ
କୁଚିଣ୍ଡା,୬ା୨(ଡି.ଏନ.ଏ.): କୁଚିଣ୍ଡା ବ୍ଲକରେ ଝଡ଼ବର୍ଷା ସାଙ୍ଗକୁ କୁଆପଥର ମାଡ଼ ହୋଇଛି। ଏଥିରେ ଘର ଭାଙ୍ଗିବା ସହ ବ୍ୟାପକ ପରିବା ଫସଲ ନଷ୍ଟ ହୋଇଛି। ପୂର୍ବରୁ ଅଦିନିଆ ବର୍ଷାରେ ଚାଷୀ ଚିନ୍ତାରେ ଥିବାବେଳେ ଝଡବର୍ଷା ସାଙ୍ଗକୁ କୁଆପଥର ମାଡ଼ ଚାଷୀଙ୍କ ଦୁଖଃକୁ ଆହୁରି…

