ଆମ ଜିଲା ଖବର

ନୂଆଁ-ପୁରଣା ଚେହେରା ମଧ୍ୟରେ ଲଢେଇ

ନୂଆପଡ଼ା ଅଫିସ,୬।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଯେତେ ପାଖେଇ ଆସୁଛି ରାଜନୈତିକ ଉଷ୍ମତା ସେତେ ସରଗରମ ହେବାରେ ଲାଗିଛି ା ନୂଆପଡା ଜିଲାରେ ୧୪ଟି ଜିଲା ପରିଷଦ ଜୋନ ରହିଥିବାବେଳେ ୫୧ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଛନ୍ତି। ୪ ଲକ୍ଷ ୩୪…

ପୁନରୁଦ୍ଧାର ଅପେକ୍ଷାରେ ଗୌରଚରଣଙ୍କ ସ୍ମୃତିପୀଠ

ବେଗୁନିଆ,୬ା୨(ଡି.ଏନ୍‌.ଏ.): ଭକ୍ତ କବି ଦ୍ୱିଜ ଗୌରଚରଣ ଅଧିକାରୀଙ୍କ ସ୍ମୃତି ପୀଠ ମାଟିରେ ଲୀନ ହେବାକୁ ବସିଛି। ଦୀର୍ଘବର୍ଷ ହେବ ଏହି ପୀଠ ଅଲୋଡ଼ା ହୋଇ ପଡିରହିଛି। ଓଡ଼ିଶାର ଧାର୍ମିକ ଭାବଧାରାକୁ ଲେଖନୀ ଚାଳନାରେ ଦେଶରେ ପରିଚିତ କରାଇଥିବା ଗୌରଚରଣଙ୍କୁ ମନେ ପକାଇବାକୁ…

ଶିକୁଳିରେ ବନ୍ଧା ଜୀବନ

ସୁକିନ୍ଦା,୬ା୨(ଡି.ଏନ.ଏ.): ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିବିଧ ଯୋଜନା କରାଯାଉଛି। ହେଲେ ଏହି ସୁବିଧା ଆଜିବି ଅନେକ ଲୋକଙ୍କ ନିକଟରେ ପହଞ୍ଚତ୍ ପାରୁନାହିଁ, ଯାହାର ଉଦାହରଣ ଦେଖିବାକୁ ମିଳିଛି ଯାଜପୁର ଜିଲା ସୁକିନ୍ଦା ବ୍ଲକ…

ଦିଗାମ୍ବରପୁର ଛକରେ ବେଆଇନ ଚିପ୍ସ, ମୋରମ ୟାର୍ଡ

କଳିଙ୍ଗନଗର,୬ା୨(ଡି.ଏନ.ଏ.): ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଶାସନ ନିକଟ ଦିଗାମ୍ବରପୁର ଛକଠାରେ ପ୍ରାୟ ୧୦ ଏକର ଜମିରେ ବିପୁଳ ପରିମାଣର ଚିପ୍ସ ଓ ମୋରମ ପାହାଡ଼ ଭଳି ଗଦା ହୋଇଛି। ତେବେ ଏଠାରୁ ନକଲି ଟ୍ରାନ୍‌ଜିଟ ପାସ୍‌ (ଟିପି) ଦ୍ୱାରା କଳିଙ୍ଗନଗର…

ଦୁଇ ଦଳ ମଧ୍ୟରେ କଡ଼ା ଟକ୍କର

ଜଗତ୍‌ସିଂହପୁର ଅଫିସ,୬ା୨: ତ୍ରିସ୍ତରୀୟ ନିର୍ବାଚନରେ ଜଗତ୍‌ସିଂହପୁର ଜିଲାର ରଘୁନାଥପୁର ୧ନଂ. ଜିଲା ପରିଷଦ ଜୋନ ଭଳି ୨ନଂ. ଜୋନ୍‌ ମଧ୍ୟ ଅଧିକ ଗୁରୁତ୍ୱ ବହନ କରୁଛି। ୨୦୧୭ ନିର୍ବାଚନରେ ଏହି ଜୋନରେ ଭାଜପା ଓ ବିଜେଡି ମଧ୍ୟରେ କଡ଼ା ଟକ୍କର ହୋଇଥିଲା।…

ସରକାରୀ ଯୋଜନାକୁ ପ୍ରାର୍ଥୀଙ୍କ ଭରସା

ଡେରାବିଶ, ୬।୨(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଫେବୃୟାରୀ ୧୬ରେ ଡେରାବିଶ ବ୍ଲକରେ ଅନୁଷ୍ଠିତ ହେବ । ଏଥିପାଇଁ ଆଉମାତ୍ର ଅଳ୍ପ ଦିନ ବାକି ରହିଥିବା ବେଳେ ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀମାନେ ଘରକୁ ଘର ବୁଲି…

୫ ବର୍ଷ ହେଲା ମ. ରାମପୁରରେ ସକ୍ରିୟ ରହିଛନ୍ତି ମାଓବାଦୀ

ମ.ରାମପୁର,୬ା୨(ଡି.ଏନ୍‌.ଏ.): କନ୍ଧମାଳ ସୀମାନ୍ତ କଳାହାଣ୍ଡି ଜିଲା ମ. ରାମପୁର ବ୍ଲକର ମୋହନଗିରି, ବାରବନ୍ଧା, ଉର୍ଲାଦାନୀ, ମାଣିକେରା ଆଦି ଅଞ୍ଚଳରେ ଗତ ୪ରୁ ୫ ବର୍ଷ ହେଲା ମାଓବାଦୀଙ୍କ ଗତିବିଧି ସକ୍ରିୟ ରହିଛି। ଏହାକୁ ରୋକିବା ପାଇଁ ଉପରୋକ୍ତ ଅଞ୍ଚଳରେ ନିୟମିତ ବିଏସଏଫ,…

ଶହୀଦ ମାନ୍ୟତା, ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି

ଖୋର୍ଦ୍ଧା ଅଫିସ/ନିରାକାରପୁର/ଜଟଣୀ, ୬ା୨(ଡି.ଏନ୍‌.ଏ.): ଖବର ସଂଗ୍ରହ ପାଇଁ ଯାଇଥିବା ବେଳେ ମାଓବାଦୀମାନେ ବିଛାଇଥିବା ଲ୍ୟାଣ୍ଡମାଇନ ବିସ୍ଫୋରଣରେ ‘ଧରିତ୍ରୀ’ ଖବରଦାତା ରୋହିତ ବିଶ୍ୱାଳଙ୍କ ଶନିବାର ମୃତ୍ୟୁ ଘଟିଛି। ଏନେଇ ଖୋର୍ଦ୍ଧା ସାମ୍ବାଦିକ ଭବନ ପରିସରରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ‘ଧରିତ୍ରୀ’ର…

ଖବରଦାତା ରୋହିତ ବିଶ୍ୱାଳଙ୍କ ବିୟୋଗ: ପରିବାର, ଗ୍ରାମବାସୀ ସ୍ତବ୍ଧ

ମ.ରାମପୁର,୬ା୨: ରୋହିତ ବିଶ୍ୱାଳଙ୍କ ସ୍ତ୍ରୀ ମାଧବୀ, ଗୋଟେ ଝିଅ ଓ ପୁଅ ଅଛନ୍ତି। ପୂର୍ବରୁ ତାଙ୍କର ବାପାଙ୍କ ମୃତ୍ୟୁ ହୋଇଥିବାବେଳେ ମା’ ରେବତୀ ଓ ସ୍ତ୍ରୀପିଲାଙ୍କ ସହ ରୋହିତ ନିଜ ଗ୍ରାମ ମୋହନଗିରିରେ ରହୁଥିଲେ। ରୋହିତଙ୍କ ଅକାଳ ମୃତ୍ୟୁ ଖବର ପାଇ…

ରେଙ୍ଗାଲି ପଞ୍ଚାୟତ: କିନ୍ନର, ଦିବ୍ୟାଙ୍ଗ ପ୍ରାର୍ଥିତ୍ୱକୁ ନେଇ ଚର୍ଚ୍ଚା

ସମ୍ବଲପୁର/ ରେଙ୍ଗାଲି, ୬ା୨(ବ୍ୟୁରୋ/ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ନେଇ ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ଚର୍ଚ୍ଚାରେ ରହିଛି। ଝାଙ୍କରପାଲି ପଞ୍ଚାୟତର ସରପଞ୍ଚ ଆସନ ଲାଗି ୨୭ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଥିବା ନେଇ ଚର୍ଚ୍ଚା ହୋଇଆସୁଥିଲା। ଏବେ ରେଙ୍ଗାଲି ପଞ୍ଚାୟତରେ କିନ୍ନର ଓ…

ପ୍ରାର୍ଥୀ ଚୟନ ଚିନ୍ତାରେ ୩ ଦଳ

କଟକ ଅଫିସ,୩।୨: ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାବେଳେ କଟକ ସହରର ରାଜନୈତିକ ଉଷ୍ମତା ବଢିବାରେ ଲାଗିଛି। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସରିବା ପରେ ପୌର ନିର୍ବାଚନ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଏଥିପାଇଁ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଗଲାଣି। ତେଣୁ ଆଶାୟୀଙ୍କ…

ଟୋକନ ଆବଣ୍ଟନକୁ ନେଇ ଗଣ୍ଡଗୋଳ, ଥାନାରେ ମାମଲା

କେନ୍ଦୁଝର,୫ା୨(ସ୍ବ.ପ୍ର.): ସଦର ଥାନା ଅନ୍ତର୍ଗତ ଶୁଆକାଟି ଗନ୍ଧମାର୍ଦ୍ଦନ ଖଣିରୁ ଲୁହାପଥର ପରିବହନ ପାଇଁ ଟୋକନ ଆବଣ୍ଟନକୁ ନେଇ ଗଣ୍ଡଗୋଳ ଦେଖାଦେଇଥିଲା। ଏହାକୁ ନେଇ ଟ୍ରକ୍‌ ଚାଳକଙ୍କୁ ଟ୍ରକ୍‌ ସଂଘ, ଟ୍ରକ ମାଲିକ ଓ ପରିବହନ ଠିକାସଂସ୍ଥାର କେତେକ କର୍ମଚାରୀ ମାଡ଼ ମାରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?