ଆମ ଜିଲା ଖବର

ଚିଙ୍ଗୁଡ଼ିଚାଷ ଜୈବ ବିବିଧତା ନଷ୍ଟ କରୁଛି

ମହାକାଳପଡ଼ା,୩।୯ (ଡି.ଏନ୍‌.ଏ.): ଚିଙ୍ଗୁଡି ଘେରିରେ ବ୍ୟବହୃତ ହେଉଥିବା ରାସାୟନିକ ପଦାର୍ଥ ଜଳରେ ମିଶିବାରୁ ବିଷ ପାଲଟୁଛି। ଏ ନେଇ ଜୀବଜନ୍ତୁ, ଜଙ୍ଗଲ ଓ ମୃତ୍ତିକା କ୍ଷୟ ହେବା ସହ ଜୈବବିବିଧତା ନଷ୍ଟ ହେଉଛି। ଏହାକୁ ଦୃଷ୍ଟିରେ ରଖି ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଉପକୂଳ…

କୁଶୁନୁପୁର ପ୍ରାଥମିକ ବିଦ୍ୟାଳୟ ଗୃହ ଜରାଜୀର୍ଣ୍ଣ

ପଟ୍ଟାମୁଣ୍ଡାଇ,୩।୯(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ କେନ୍ଦ୍ର ଓ ରାଜ୍ୟ ସରକାର ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି। ହେଲେ ପ୍ରଶାସନିକ ଅଧିକାରୀଙ୍କ ନିଷ୍କ୍ରିୟତା ଯୋଗୁ ଏହାର ସୁଫଳ ମିଳିପାରୁନାହିଁ। ସ୍କୁଲର ଭିତ୍ତିଭୂମିର ବିକାଶ ପାଇଁ ସର୍ବଶିକ୍ଷା ଅଭିଯାନ ଯୋଜନାରେ ମଧ୍ୟ…

ଗୋଟିଏ ଗଛ ନାହିଁ, ୯ ଲକ୍ଷ ଟଙ୍କା ଚଳୁ

ମହାକାଳପଡ଼ା,  ୩।୯ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ରାସ୍ତାପାର୍ଶ୍ୱରେ ବୃକ୍ଷ ରୋପଣ କରାଯାଇଥିବା କାଗଜ ପତ୍ରରେ ଦର୍ଶାଯାଇଛି। କେବଳ ସୂଚନା ଫଳକରେ ବୃକ୍ଷ ରୋପଣ ସୀମିତ…

ଲୁଟ୍‌ ଅପେକ୍ଷାରେ ୬ କଳାପଥର ଖାଦାନ

ଯାଜପୁର ଅଫିସ,୩।୯: ଲଘୁ ଖଣିଜ ସମ୍ପଦରେ ଭରପୁର ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନରେ ୫ ହେକ୍ଟରରୁ ଊର୍ଦ୍ଧ୍ୱ ୬ କଳାପଥର ଖାଦାନ ଓ ଗୋଟିଏ ବାଲୁକା ଖାଦାନରୁ ଉପତ୍ାଦନ ପାଇଁ ଜନଶୁଣାଣି ଅପେକ୍ଷାରେ ରହିଛି। ଏଥିପାଇଁ ପରିବେଶ ସଂଘାତ ଆକଳନ…

ସୁରଟରେ ଓଡ଼ିଆ ଶ୍ରମିକଙ୍କୁ ମାଡ଼

କାକଟପୁର,୩।୯(ଡି.ଏନ୍‌.ଏ.): ଗୁଜରାଟର ସୁରଟରେ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କୁ କେତେଜଣ ଯୁବକ ଏକ ଘରେ ରଖି ନୃଶଂସ ଭାବେ ମାଡ଼ ମାରୁଥିବାର ଅଭିଯୋଗ ହେଉଛି। ଆକ୍ରମଣ ସମୟର ଏକ ଭିଡିଓ କିଛିଦିନ ହେବ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତେବେ…

ଭଙ୍ଗାଗଲା ପଞ୍ଚମୁଖୀ ହନୁମାନ ମନ୍ଦିର

କଟକ ସଦର,୩।୯ (ଡି.ଏନ.ଏ.): କିଶନନଗର ତହସିଲ ଅଧୀନ ରଟିଲୋସ୍ଥିତ ପଞ୍ଚମୁଖୀ ହନୁମାନ ମନ୍ଦିର ଗୁରୁବାର କଡା ସୁରକ୍ଷା ମଧ୍ୟରେ ଭଙ୍ଗାଯାଇଛି। ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା କରି ଅତିରିକ୍ତ ଜିଲାପାଳ ପୂର୍ଣ୍ଣଚନ୍ଦ୍ର ମିଶ୍ର, ଉପଜିଲାପାଳ ପ୍ରତାପ ଚନ୍ଦ୍ର ବେଉରା, ତହସିଲଦାର…

ଜାଲ୍‌ ପଟ୍ଟାରେ ୧୦ ଲକ୍ଷ ଠକେଇ: ୩ ଗିରଫ

କଟକ ଅଫିସ,୩।୯: ଜାଲ୍‌ ଜମିପଟ୍ଟାରେ ଜଣେ ବ୍ୟକ୍ତିଙ୍କଠାରୁ ୧୦ ଲକ୍ଷ ଟଙ୍କା ଠକିନେବା ଅଭିଯୋଗରେ ଲାଲବାଗ ପୋଲିସ ଗୁରୁବାର ୩ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ କଟକ ବାଖରାବାଦ ଅଞ୍ଚଳର ଅଳକା ସେନ୍‌ଗୁପ୍ତା ଓରଫ ମୋନାଲିସା ଭଗତ,…

ଜବତ ୫୦ କୁଇଣ୍ଟାଲ ନକଲି ଚା’ପତି ପୋତାଗଲା

ଫୁଲନଖରା,୩।୯ (ଡି.ଏନ.ଏ.): କଟକ ସଦର ଥାନା ଅଧୀନ ମୁକାମେଶ୍ୱର ଗ୍ରାମର ଏକ କାରଖାନାରୁ ଜବତ ହୋଇଥିବା ନକଲି ଚା’ପତିକୁ ଗୁରୁବାର କାଠଯୋଡୀ ନଦୀପଠାରେ ଗାତ ଖୋଳି ପୋତି ଦିଆଯାଇଛି। ଏହି ସମୟରେ ଜୋନ୍‌-୪ ଏସିପି ଚନ୍ଦନ ଘଡେଇ, ସଦର ଥାନା ଆଇଆଇସି…

ହତ୍ୟା, ଭାଇରାଲ ଭିଡିଓ ଖୋଲିଲା ଗୁମର

ଖୋର୍ଦ୍ଧା ଅଫିସ/ ନିରାକାରପୁର,୩।୯ (ଡି.ଏନ୍‌.ଏ.): ମାନବବାଦ ସଙ୍ଗଠନର ମୁଖ୍ୟ ତଥା ଆତ୍ମଘୋଷିତ ଗୁରୁଜୀ ମାନସ ଦାସ ଓ ତାଙ୍କ ପୁଅ ମନୋରଞ୍ଜନଙ୍କୁ ଗୁରୁବାର ପୋଲିସ ଭୁବନେଶ୍ୱର ଶହୀଦନଗରସ୍ଥିତ ବାସଭବନରୁ ଉଠାଇ ନେଇଥିଲା। କୌଣସି ଅପ୍ରୀତିକର ପରିସ୍ଥିତି ଏଡ଼ାଇବା ପାଇଁ ପୋଲିସ ସେମାନଙ୍କୁ…

୫୮.୧୪ କୋଟିର ଜିଏସ୍‌ଟି ଠକେଇ ଧରାପଡ଼ିଲା: ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ସମେତ ୨ ଗିରଫ

କଟକ ଅଫିସ,୩।୯: ରାଜ୍ୟ ଜିଏସ୍‌ଟି ଏନ୍‌ଫୋର୍ସମେଣ୍ଟ ୱିଙ୍ଗ ୧୮୧୯ କୋଟିର ଜାଲ ବିଲ୍‌ ର଼୍ୟାକେଟକୁ ଧରିଛି। ଏଥିସହ ସମ୍ପୃକ୍ତ ୨ଜଣ ମାଷ୍ଟରମାଇଣ୍ଡ୍‌ଙ୍କୁ ଗୁରୁବାର ଗିରଫ କରିଛି। ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଅମିତ କୁମାର ଅଗ୍ରୱାଲଙ୍କୁ ଝାରସୁଗୁଡାରୁ ଓ ସତୀନ୍ଦ୍ର କୁମାର ଯାଦବଙ୍କୁ ଭୁବନେଶ୍ୱରରୁ…

ସୁରକ୍ଷିତ ନୁହେଁ ସୁରକ୍ଷା ବ୍ୟବସ୍ଥା

ଅନୁଗୋଳ ଅଫିସ, ୩ା୯ ପୁଣି ପଦାରେ ପଡ଼ିଛି ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ସୁରକ୍ଷା ବ୍ୟବସ୍ଥା। ପୂର୍ବରୁ ଡାକ୍ତରଖାନା ମଧ୍ୟରୁ ବିଭିନ୍ନ ସାମଗ୍ରୀ ଚୋରି ହେଉଥିବାବେଳେ ଦଲାଲମାନଙ୍କ କଥାରେ ଚିକିତ୍ସା ସେବା ପରିଚାଳିତ ହେଉଥିବା ବାରମ୍ବାର ଅଭିଯୋଗ ହେଉଥିଲା। କିନ୍ତୁ ଏ…

ଶିକ୍ଷାରେ ଶିକ୍ଷକ ସଙ୍କଟ

କାମାକ୍ଷାନଗର, ୩ା୯(ଡି.ଏନ୍‌.ଏ.) କରୋନା ମହାମାରୀ ସମୟରେ ଭୁଶୁଡ଼ି ପଡ଼ିଛି ଶିକ୍ଷା ବ୍ୟବସ୍ଥା। ଦୀର୍ଘଦିନ ଧରି ଶିକ୍ଷାନୁଷ୍ଠାନ ବନ୍ଦ ରହିବା ପରେ କଟକଣା ମଧ୍ୟରେ ଆରମ୍ଭ ହୋଇଛି ଶ୍ରେଣୀଗୃହ ପାଠପଢ଼ା। ପ୍ରାଥମିକ ପର୍ଯ୍ୟାୟରେ ଦଶମ ଏବଂ ପରେ ସ୍ଥିତି ନିୟନ୍ତ୍ରଣରେ ରହିଥିବା ଦେଖି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri