ଆମ ଜିଲା ଖବର

ଶ୍ରୀଜୀଉଙ୍କୁ ଦର୍ଶନ କଲେ ୫-ଟି ସଚିବ

ପୁରୀ ଅଫିସ,୫।୨: ପୁରୀ ଗସ୍ତରେ ୫ଟି ସଚିବ ଭି.କେ ପାଣ୍ଡିଆନ। ଆଜି ସେ ଶ୍ରୀଜୀଉଙ୍କୁ ଦର୍ଶନ କରିବା ସହ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିବା ଜଣାପଡ଼ିଛି । ପଶ୍ଚିମଦ୍ୱାର ପଟେ ଆରମ୍ଭ ହୋଇଥିବା ନିର୍ମାଣ…

ଖୋଲୁନି ରହସ୍ୟ, ବଢୁଛି ଦ୍ୱନ୍ଦ୍ୱ

ଢେଙ୍କାନାଳ ଅଫିସ, ୫।୨ ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ନୂଆଗାଁ ପଞ୍ଚାୟତର ବିଜେଡି ସମର୍ଥତ୍ତ ସମିତିସଭ୍ୟ ପ୍ରାର୍ଥୀ ସୁବ୍ରତ ବେହେରା (୨୩) ଅପହରଣ ମାମଲା ଅଦ୍ୟାବଧି ରହସ୍ୟାବୃତ ହୋଇ ରହିଛି। ଉଦ୍ଧାର ହୋଇଥିବା ସୁବ୍ରତଙ୍କୁ ଅଜ୍ଞାତ ସ୍ଥାନରେ ରଖି ପଚରାଉଚୁରା କରାଯାଉଛି।…

ଏମାର ମଠରେ ଖନନ, ମିଳିଲାନି ଗୁପ୍ତଧନ

ପୁରୀ ଅଫିସ, ୫ା୨: ପୁଣି ଚର୍ଚ୍ଚାରେ ସବୁଠାରୁ ବିତ୍ତଶାଳୀ ମଠ ପୁରୀର ଏମାର ମଠ। ପ୍ରାୟ ୫ମାସର ବ୍ୟବଧାନ ପରେ ପୁନର୍ବାର ଶୁକ୍ରବାର ପ୍ରଶାସନ ପକ୍ଷରୁ ଏମାର ମଠ ଯାଞ୍ଚ କରାଯାଇଛି। ଏହି ମଠରେ ପୂର୍ବରୁ ରୁପାଇଟା ମିଳିଥିବାରୁ ଦ୍ୱିତୀୟ ଥର…

୭ରୁ ହାଇବ୍ରିଡ୍‌ ମୋଡ୍‌ରେ ଚାଲିବ ହାଇକୋର୍ଟ

କଟକ ଅଫିସ, ୫ା୨: ଆସନ୍ତା ୭ ତାରିଖରୁ ହାଇକୋର୍ଟ ହାଇବ୍ରିଡ(ଭର୍ଚୁଆଲ ଓ ଫିଜିକାଲ) ମୋଡ୍‌ରେ ଚାଲିବ। ଏ ନେଇ ହାଇକୋର୍ଟ ରେଜିଷ୍ଟ୍ରାର ଜୁୁଡିସିଆଲ ଶୁକ୍ରବାର ନିର୍ଦ୍ଦେଶ ଜାରି କରିଛନ୍ତି। ୭ ତାରିଖରୁ ଶତ ପ୍ରତିଶତ କର୍ମଚାରୀଙ୍କୁ ନେଇ ହାଇକୋର୍ଟରେ ମାମଲାର ଶୁଣାଣି…

ନିଶାବଟିକା ଦେଇ ଡାକ୍ତରଙ୍କ ଶାରୀରିକ ସମ୍ପର୍କ

ସମ୍ବଲପୁର,୫ା୨(ବ୍ୟୁରୋ): ନିଶା ବଟିକା ଦେଇ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଜଣେ ଡାକ୍ତର। ସମ୍ବଲପୁର ଜିଲା ବୁର୍ଲା ଥାନାରେ ଗତ ୧ତାରିଖରେ ଏହି ଅଭିଯୋଗ ଆଣିଛନ୍ତି ଯୁବତୀ ଜଣକ। ତାଙ୍କ ଅଭିଯୋଗ କ୍ରମେ ନୂଆପଡା ଜିଲାରେ କାର୍ଯ୍ୟରତ ଡାକ୍ତର କମଳାକାନ୍ତ…

ଆଜି ଶ୍ରୀକ୍ଷେତ୍ରରେ ରଥକାଠ ଅନୁଗୂଳ

ପୁରୀ ଅଫିସ,୫।୧: ଆଜି ପବିତ୍ର ଶ୍ରୀପଞ୍ଚମୀ। ଏହି ଅବସରରେ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥକାଠକୁ ପୂଜାର୍ଚ୍ଚନା କରାଯିବ। ସରସ୍ବତୀ ପୂଜାରେ ରଥ ନିର୍ମାଣର ଏହା ପାରମ୍ପରିକ ବିଧି ରହିଛି । ବଡ଼ଦାଣ୍ଡ ରଥଖଳାରେ ୩ ଖଣ୍ଡ ଧଉରା କାଠର ପୂଜାର୍ଚ୍ଚନା…

ଗୋଟିଏ ପରିବାରରୁ ତିନି ପ୍ରାର୍ଥୀ

ଖପ୍ରାଖୋଲ,୫ା୨(ଡି.ଏନ.ଏ.): ଚଳିତ ପଞ୍ଚାୟତ ନିର୍ବାଚନରେ କେତେକ ସ୍ଥାନରେ ବିଭିନ୍ନ ପଦ ପଦବୀ ପାଇଁ ଗୋଟିଏ ପରିବାରରୁ ଏକାଧିକ ସଦସ୍ୟ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇ ନିଜ ଭାଗ୍ୟ ପରୀକ୍ଷା କରୁଛନ୍ତି। ଏବେ ଏହାକୁ ନେଇ ଖପ୍ରାଖୋଲ ବ୍ଲକ ବେନ୍ଦେର ପଞ୍ଚାୟତର ପଧାନ…

ନିଶା ଦେଇ ଶାରୀରିକ ସମ୍ପର୍କ ରଖିଲେ ଡାକ୍ତର

ସମ୍ବଲପୁର,୫ା୨(ବ୍ୟୁରୋ): ନିଶା ବଟିକା ଦେଇ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଜଣେ ଡାକ୍ତର। ସମ୍ବଲପୁର ଜିଲା ବୁର୍ଲା ଥାନାରେ ଗତ ୧ ତାରିଖରେ ଏହି ଅଭିଯୋଗ ଆଣିଛନ୍ତି ଜଣେ ଯୁବତୀ। ଅଭିଯୋଗ ମୁତାବକ ନୂଆପଡ଼ା ଜିଲାରେ କାର୍ଯ୍ୟରତ ଡାକ୍ତର କମଳାକାନ୍ତ…

ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ ଅମର୍ଦ୍ଦା ଏୟାରଷ୍ଟ୍ରିପ୍‌

ବାରିପଦା ଅଫିସ,୫ା୨: ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ସ୍ଥିତ ଅମର୍ଦ୍ଦା ଏୟାରଷ୍ଟିପ୍‌ ପୁନଃ କାର୍ଯ୍ୟକ୍ଷମ କରିବାକୁ ଭାରତୀୟ ବାୟୁ ଅଧିକାରୀଙ୍କ ସହ ମୟୂରଭଞ୍ଜ ଏମ୍‌ପି ତଥା କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ବର ଟୁଡୁ ଆଲୋଚନା କରିଛନ୍ତି। ଏହି କାର୍ଯ୍ୟର…

ଜୁଆଣିଆ ପଞ୍ଚାୟତରେ ୧ କୋଟି ଦୁର୍ନୀତି ଅଭିଯୋଗ

ଆଳି,୫ା୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଜୁଆଣିଆ ପଞ୍ଚାୟତରେ ବିକାଶ ନାମରେ ଆସୁଥିବା ଅର୍ଥ ତୋସରପାତ ହୋଇଥିବା ନେଇ ଅଭିଯୋଗ ହୋଇଛି। ଶୁକ୍ରବାର ପୂର୍ବାହ୍ନରେ ଜୁଆଣିଆ ପଞ୍ଚାୟତର ସଚେତନ ନାଗରିକଙ୍କ ପକ୍ଷରୁ ହଦୁଆ ଗଁାରେ ଏ ସମ୍ପର୍କରେ ଗ୍ରାମବାସୀଙ୍କ ପକ୍ଷରୁ ଖବରଦାତା…

୫ ନଂ. ଜୋନ୍‌ରେ ତ୍ରିମୁଖୀ ଲଢ଼େଇ

କେନ୍ଦ୍ରାପଡ଼ା ଅଫିସ, ୫ା୨: କେନ୍ଦ୍ରାପଡ଼ା ଜିଲାରେ ଆସନ୍ତା ୨୨ ତାରିଖରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ହେବ। କେନ୍ଦ୍ରାପଡ଼ା ବ୍ଲକ ୫ ନଂ. ଜୋନ୍‌ ଜିଲା ପରିଷଦ ପଦବୀ ପାଇଁ ୩ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି।…

ଭାଜପାକୁ ଟକ୍କର ଦେବାକୁ ବିରୋଧୀଙ୍କ ରଣନୀତି

ଜଗତ୍‌ସିଂହପୁର ଅଫିସ, ୫।୨: ଜଗତ୍‌ସିଂହପୁର ଜିଲାର ୨୬ ଜିଲା ପରିଷଦ ଆସନ ମଧ୍ୟରୁ ରଘୁନାଥପୁର ଜିଲା ପରିଷଦ ୧ନଂ. ଜୋନ୍‌ର ଗୁରୁତ୍ୱ ରହିଛି। କାରଣ ୨୦୧୭ ନିର୍ବାଚନରେ ଏହି ଜୋନ୍‌ରେ ବିଜେଡିକୁ ହରାଇ ଭାଜପା ପ୍ରାର୍ଥୀ ବିଜୟୀ ହୋଇଥିଲେ। ଏଥର ଭାଜପାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?