ଆମ ଜିଲା ଖବର

ବରଗଡ଼ରୁ ୬୮ ନୂଆ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୬୯୮୫ରେ ପହଞ୍ଚିଲା

ବରଗଡ଼ ଅଫିସ,୬।୧୦: ବରଗଡ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ମଙ୍ଗଳବାର ଜିଲାରେ ପୁଣି ୬୮ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳର ସର୍ବାଧିକ ୧୮ ଜଣ ରହିଛନ୍ତି । ସେହିପରି ଭେଡେନ...

ସମଲୀଙ୍ଗି ସମ୍ପର୍କ: ପରିବାର ପକ୍ଷରୁ ଅଭିଯୋଗ ପରେ ସାଥି ଗିରଫ

ହରଭଙ୍ଗା,୬।୧୦(ଡି.ଏନ୍‌.ଏ.): ଜଣେ ନାବାଳିକାଙ୍କ ସହ ସମଲୀଙ୍ଗି ସମ୍ପର୍କ ରଖିଥିବା ଅଭିଯୋଗରେ ପୁରୁଣାକଟକ ଅଞ୍ଚଳର ଜଣେ ଯୁବତୀଙ୍କୁ କନ୍ଧମାଳ ଜିଲା ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଥାନା ଅଞ୍ଚଳର ଜଣେ ଯୁବତୀ ନିଜ ଅଞ୍ଚଳର ଏକ...

ନକଲି ଜର୍ଦ୍ଦା କାରଖାନାରେ ଚଢ଼ାଉ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜବତ, ଜଣେ ଅଟକ

ଭଦ୍ରକ ଅଫିସ,୬।୧୦(ଡି.ଏନ୍‌.ଏ.): ଭଦ୍ରକ ପୁରୁଣାବଜାର ପୋଲିସ ସୋମବାର ଲକ୍ଷାଧିକ ଟଙ୍କାର ନକଲି ଜର୍ଦ୍ଦା ଜବତ କରିବା ସହ ଜଣକୁ ଅଟକ ରଖିଛି। ସୂଚନାନୁସାରେ, ପୁରୁଣାବଜାର ଥାନା ଅଧୀନ ପଠାନମହଲାଠାରେ ଏକ ଘରେ ବିପୁଳ ପରମାଣର ନକଲି ଜର୍ଦ୍ଦା କାରଖାନା ଚାଲିଥିବା...

ଷ୍ଟିମ୍‌ ପାଇପ୍‌ ବେଲ୍‌ ଫାଟି ଇଞ୍ଜିନିୟର ସମେତ ତିନି ଶ୍ରମିକ ଗୁରୁତର: କ୍ଷତି ପୂରଣ ଦାବିରେ ଆନ୍ଦୋଳନ

ଗଞ୍ଜାମ,୬।୧୦(ଡି.ଏନ୍‌.ଏ.): ଗଞ୍ଜାମ ସହରସ୍ଥିତ ଗ୍ରାସୀମ କମ୍ପାନୀରେ ମଙ୍ଗଳବାର ସକାଳେ ଏକ ଅଘଟଣ ଘଟିଛି ।କମ୍ପାନୀର ଷ୍ଟିମ ପାଇପ୍‌ ବେଲ୍‌ ଫାଟିଯିବା ଫଳରେ ସେଠାରେ କାର୍ଯ୍ୟରତ ଜଣେ ଇଞ୍ଜିନିୟର ସମେତ ତିନି ଜଣ ଠିକା କର୍ମଚାରୀ ଗୁରୁତର ହୋଇଛନ୍ତି । ସେମାନେ...

ଗାଁ ମଶାଣିରେ ପଡିରହିଛି ପିପିଇ କିଟ୍‌ : କରୋନା ସଂକ୍ରମଣ ଭୟରେ ଅଞ୍ଚଳବାସୀ

ପାଟଣା,୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତ ଡୁମୁରିଗୁଡା ଗ୍ରାମର ନେଉଳିଜୁଳି ନାଳ ନିକଟ ଗାଁ ଶ୍ମଶାନରେ ମଙ୍ଗଳବାର ପିପିଇ କିଟ୍‌, ଫେସ ସିଲଡ଼, ବ୍ୟବହୃତ ହୋଇଥିବା କିଛି ମାସ୍କ ଓ ହେଡକ୍ୟାପ ପଡିଥିବା ଦେଖିବାକୁ ମିଳିଛି। ମଶାଣିରେ...

ବଳାତ୍କାର ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲଦଣ୍ଡ

କଟକ ଅଫିସ, ୬।୧୦: ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଭିଯୁକ୍ତ କରୁଣାକର କାଣ୍ଡିଙ୍କୁ ୨୦ବର୍ଷ କାରାଦଣ୍ଡାଦେଶ ଦେଇଛନ୍ତି କଟକ ପୋକ୍‌ସୋ କୋର୍ଟ। ଏଥିସହ ଦୋଷୀଙ୍କୁ ୧୦ ହଜାର ଟଙ୍କା ଜରିମାନା କରାଯାଇଛି। ଯଦି ଦୋଷୀ ଏହି ଜରିମାନା...

ଦେବୋତ୍ତର କମିଶନରଙ୍କୁ ସ୍ମାରକପତ୍ର ଦେଲେ ନାଗା ସାଧୁ

ପୁରୀ ଅଫିସ, ୬।୧୦: ଲଙ୍ଗୁଳି ମଠରେ ଧୁନି ପରମ୍ପରାକୁ ବଜାୟ ରଖିବା ପାଇଁ ଭାରତର ବିଭିନ୍ନ ସ୍ଥାନରୁ ନାଗା ସାଧୁମାନେ ଆସି ପୁରୀରେ ଏକାଠି ହୋଇଛନ୍ତି। ମାତ୍ର ସେମାନଙ୍କୁ ଲଙ୍ଗୁଳି ମଠ ନିକଟକୁ ଛଡ଼ା ନ ଯିବାରୁ ନାଗା ସାଧୁମାନେ...

ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବାକୁ ଦାବି

ପୁରୀ ଅଫିସ,୬।୧୦: ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବା ଦାବିରେ ମଙ୍ଗଳବାର ଧାରଣାରେ ବସିଛନ୍ତି ସୁଆର ମହାସୁଆର ନିଯୋଗର ପୂର୍ବତନ ସଭାପତି ଦାମୋଦର ମହାସୁଆର। ସେ ଅନ୍ୟ କେତେଜଣ ସେବାୟତଙ୍କ ସହ ଶ୍ରୀମନ୍ଦିର ସମ୍ମୁଖ ଅରୁଣ ସ୍ତମ୍ଭ ନିକଟରେ ଧାରଣା ଦେଇଛନ୍ତି।...

ସାହା ହେଲା ମା’ ହାତୀ

ଢେଙ୍କାନାଳ ଅଫିସ,୬ା୧୦ ଗଁ। ପାଖ ଦେଇ ଜଙ୍ଗଲକୁ ଯିବାବେଳେ ଏକ କଂକ୍ରିଟ୍‌ ନାଳ ମଧ୍ୟରେ ଖସି ପଡ଼ିଥିଲା ଛୁଆ ହାତୀ। ଦଳରେ ଥିବା ସାଥୀମାନେ ଆଗକୁ ବଢ଼ିଯାଇଥିଲେ ବି ନିଜ ଛୁଆ ପାଇଁ ଅଟକି ଯାଇଥିଲା ମା’। ଅଣଓସାରିଆ ନାଳ...

ଏନ୍‌ଏସି ହେଲେ ଜଳନ୍ତା ବିକାଶ ବତି

ବଇଣ୍ଡା,୬ା୧୦(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକର ପ୍ରମୁଖ ବ୍ୟବସାୟିକ ପେଣ୍ଠସ୍ଥଳୀ ବଇଣ୍ଡାକୁ ଏନ୍‌ଏସି (ବିଜ୍ଞପିତ ଅଞ୍ଚଳ ପରିଷଦ) ଘୋଷଣା କରାଯାଉ ନାହିଁ। ଏ ନେଇ ଦୀର୍ଘ ୨୨ ବର୍ଷ ହେଲା ଦାବି କରାଯାଇ ଆସୁଥିଲେ ମଧ୍ୟ ଏ ଦିଗରେ ସରକାର...

ଶ୍ରମ କାର୍ଡ କରାଇବା ନାଁରେ ଅର୍ଥ ଶୋଷଣ

ବଲାଙ୍ଗୀର ଅଫିସ, ୬ା୧୦ ବଲାଙ୍ଗୀର ଜିଲାରେ ଦାଦନ ଶ୍ରମିକଙ୍କ ଶୋଷଣ ଓ ନିର୍ଯାତନା ନୂଆକଥା ନୁହେଁ ା ଏବେ ଦାଦନ ଶ୍ରମିକଙ୍କୁ ଶ୍ରମକାର୍ଡ କରାଇଦେବା ନାଁରେ କେତେକ ମଧ୍ୟସ୍ଥ ଅର୍ଥ ଶୋଷଣ କରୁଥିବା ଅଭିଯୋଗ ହୋଇଛି। ବେଲପଡା ବ୍ଳକ ଧୁମାଭଟା...

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ ପାଓ୍ବାର ପ୍ଲାଣ୍ଟ

ଆନନ୍ଦପୁର,୬।୧୦(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକର ଦରଗଡ଼ିଶୀଳା ଏବଂ ସିଂନାଳୀର ମଧ୍ୟ ସ୍ଥଳରେ କାର୍ଯ୍ୟକ୍ଷମ ହେବାକୁ ଥିବା ବୈତରଣୀ ପାଓ୍ବାର ପ୍ରୋଜେକ୍ଟ ପାଇଁ ଅଞ୍ଚଳର ଗରିମା ବୃଦ୍ଧି ପାଇବାକୁ ଯାଉଛି। ଶୀତ ଦିନେ ଏହା ଆକର୍ଷଣୀୟ ପର୍ଯ୍ୟଟନସ୍ଥଳ ଭାବେ ପରିଗଣିତ ହେବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri