ନୂଆଖାଇ ପାଇଁ ନିର୍ଘଣ୍ଟ ହେଲା ଲଗ୍ନ
ସମ୍ବଲପୁର,୩୧।୮(ବ୍ୟୁରୋ): ସେପ୍ଟେମ୍ବର ୧୧ରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ। ଏଥିଲାଗି ମଙ୍ଗଳବାର ଶୁଭ ଲଗ୍ନ ନିର୍ଘଣ୍ଟ କରାଯାଇଛି। ବ୍ରହ୍ମପୁରା ମନ୍ଦିରରେ ପଣ୍ଡିତ ମହାସଭା ଦ୍ୱାରା ଚଳିତ ବର୍ଷ ପାଇଁ ଲଗ୍ନ ନିର୍ଦ୍ଧାରିତ ହୋଇଛି। ସକାଳ ୧୦ଟା ୧୫ରୁ ୧୦ଟା ୨୫ ମଧ୍ୟରେ…
ସୁରକ୍ଷା ଦାବି କଲା ହସ୍ପିଟାଲ ବଞ୍ଚାଅ ଅଭିଯାନ: ଡାକ୍ତରଖାନାରେ ଧାରଣାରେ ବସିଲେ
ବରଗଡ଼ ଅଫିସ,୩୧।୮: ବରଗଡ଼ ସହର ମଧ୍ୟରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ମଙ୍ଗଳବାର ଭୋରରୁ ଦୁର୍ବୃତ୍ତମାନେ ଆକ୍ରମଣ କରିବା ପରେ ସେଠାରେ ସୁରକ୍ଷା ଚିନ୍ତା ବଢ଼ିଯାଇଛି। ଡାକ୍ତରଖାନାରେ କାର୍ଯ୍ୟରତ ଡାକ୍ତର, ସ୍ବାସ୍ଥ୍ୟ କର୍ମଚାରୀ, ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟଙ୍କୁ ସୁରକ୍ଷା…
ରୋଷେଇ କଲା ସମୟରେ ଭୟାବହ ଅଗ୍ନିକାଣ୍ଡ: ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
ନୟାଗଡ଼ ଅଫିସ, ୩୧।୮: ରୋଷେଇ ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟି ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ହୋଇଛନ୍ତି। ଏଭଳି ଅଭାନୀୟ ଘଟଣା ଘଟିଛି ନୟାଗଡ଼ ଜିଲା ଭାପୁର ବ୍ଲକ ବିରିଡି ଗାଁରେ। ମୃତା ସ୍ତ୍ରୀ ହେଲେ ହରପ୍ରିୟା ପାଟ୍ଟଯୋଶୀ।…
ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ
ହିନ୍ଦୋଳ,୩୧।୮(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଥାନା ଅନ୍ତର୍ଗତ ପୁରୁଣା କଟକ-ସମ୍ବଲପୁର ରାସ୍ତା ହରିହରପୁର ଗ୍ରାମ ନିକଟରେ ମଙ୍ଗଳବାର ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ନୂଆବଗ ପଞ୍ଚାୟତ ଭକ୍ତପୁର ଗ୍ରାମର ଜଗଦୀଶ ସାହୁ (୩୦)। ଜଗଦୀଶ…
ବାପାଙ୍କ ପାଇଁ ବିଲକୁ ଖାଇବାକୁ ନେଇ ଆଉ ଫେରିଲେନି ପୁଅ
ଛେଣ୍ଡିପଦା,୩୧।୮(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ମାଛକୁଟା ଗାଁରେ ମଙ୍ଗଳବାର ବଜ୍ରପାତରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ବିଜୟ ସାହୁଙ୍କ ପୁଅ ଲୋଟନ ସାହୁ (୨୧)। ସୂଚନାଯୋଗ୍ୟ, ବିଜୟ ଗାଁ ପାଖରେ ଥିବା ବିଲକୁ ହଳ କରିବାକୁ…
ଡାକ୍ତରଙ୍କ ବଦଳି ଆଦେଶ ପ୍ରତ୍ୟାହାର ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ: ବରଗଡ଼-ଛତିଶଗଡ଼ ଯାତାୟତ ବିଚ୍ଛିନ୍ନ
ବରଗଡ଼ ଅଫିସ/ଅମ୍ବାଭୋନା,୩୧।୮: ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଭୁକ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡା. ହିତାକାଂକ୍ଷୀ ପ୍ରଧାନଙ୍କୁ ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ବଦଳି ହୋଇଛି। ବଦଳି ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ…
ଭଡ଼ାରେ ଚାଲିଛି ବିଦ୍ୟୁତ୍ ଥାନା
କଟକ ଅଫିସ,୩୧।୮: ବିଦ୍ୟୁତ ଚୋରି ରୋକିବା ପାଇଁ କମିଶନରେଟ ପୋଲିସ ପକ୍ଷରୁ କଟକରେ ବିଦ୍ୟୁତ ଥାନା ରହିଛି। ଏହି ଥାନା ବିଗତ ୪୦ ଦିନରେ ବେଆଇନ ଭାବେ ବିଦ୍ୟୁତ ବ୍ୟବହାରକାରୀଙ୍କଠାରୁ ପ୍ରାୟ ୨୫ଲକ୍ଷ ଟଙ୍କା ଜରିମାନା ଆଦାୟ କରିଛି। ତେବେ ଏହି…
ପ୍ରକଳ୍ପ ନିର୍ମାଣରେ ଗୁଣବତ୍ତାକୁ ଉପେକ୍ଷା
ଯାଜପୁର ଅଫିସ,୩୧।୮: ରାଜ୍ୟରେ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ୧୬,୬୭୬ କୋଟି ଟଙ୍କାର ୯୦ ମେଗା ପାଇପ ଜଳ ଯୋଗାଣ (ପିଡବ୍ଲ୍ୟୁଏସ୍) ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ୬ଟି ଯୋଜନାରେ ଚାଲିଛି। ସେଥିମଧ୍ୟରୁ ଯାଜପୁର ଜିଲାରେ ୮ ପ୍ରକଳ୍ପ ରହିଛି। ୩ୟ ଓ…
ସମଲିଙ୍ଗୀ ଯୌନ ସମ୍ପର୍କ: ଅଧ୍ୟାପକ ଗିରଫ
ଯାଜପୁର ଟାଉନ,୩୧।୮(ଡି.ଏନ.ଏ): ଛାତ୍ରଙ୍କୁ ସମଲିଙ୍ଗୀ ଯୌନ ସମ୍ପର୍କ ପାଇଁ ନିବେଦନ କରି ଗିରଫ ହୋଇଛନ୍ତି ଜଣେ ଅଧ୍ୟାପକ। ସେ ହେଲେ ସ୍ଥାନୀୟ ଏକ କଲେଜର ରାଜନୀତି ବିଜ୍ଞାନ ମୁଖ୍ୟ ଅଧ୍ୟାପକ ନିରଞ୍ଜନ ପଣ୍ଡା। ଅଧ୍ୟାପକ ଜଣକ ବିଭିନ୍ନ ଛାତ୍ରଙ୍କୁ ଫୋନ୍, ହ୍ବାଟ୍ସଆପ୍…
ଚିନ୍ତା ବଢ଼ାଉଛି ଟ୍ରାଫିକ ସମସ୍ୟା
୧୯୬୪ ମସିହାରେ ବାଲେଶ୍ୱର ସଦର ମହକୁମାର କେତେକ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା ବାଲେଶ୍ୱର ପୌରାଞ୍ଚଳ। ୧୯୯୨ ମସିହା ପର୍ଯ୍ୟନ୍ତ ଏହି ପୌରାଞ୍ଚଳରେ ୨୬ ଟି ୱାର୍ଡ ଥିବାବେଳେ ଏବେ ୱାର୍ଡ ସଂଖ୍ୟା ୩୧ରେ ପହଞ୍ଚିଛି। ୨୦୧୮ ନଭେମ୍ବରରୁ ନିର୍ବାଚିତ ପ୍ରତିନିଧିଙ୍କର…
୧୫୪ ବର୍ଷରେ ବ୍ରହ୍ମପୁର ପୌରସଂସ୍ଥା
୧୮୬୭ ମସିହାର କଥା। ସେ ସମୟରେ ମାଡ୍ରାସ ପ୍ରେସିଡେନ୍ସି ଅଧୀନରେ ଥିଲା ଗଞ୍ଜାମ ଜିଲା। ସେହିବର୍ଷ ପ୍ରତିଷ୍ଠିତ ହୋଇଥିଲା ବ୍ରହ୍ମପୁର ପୌରସଂସ୍ଥା। ୧୫୪ ବର୍ଷର ଏହି ସ୍ବାୟତ୍ତ ଶାସନ ସଂସ୍ଥା ୧୨ ବର୍ଷ ତଳେ ମହାନଗର ନିଗମରେ ପରିଣତ ହୋଇଛି। ଅତୀତରେ…
୬ ପରିବାର ୭ବର୍ଷ ହେଲା ବିତାଡ଼ିତ
ଖୋର୍ଦ୍ଧା ଅଫିସ,୩୧।୮: ମାନବବାଦ ସଙ୍ଗଠନ ନଁାରେ ତାଲିବାନୀ ଶାସନ ଚଳାଇଥିବା ତଥାକଥିତ ଗୁରୁଜୀ ମାନସ ଦାସଙ୍କ ବିରୋଧରେ ଅଭିଯୋଗର ଫର୍ଦ୍ଦ ଲମ୍ବିବାରେ ଲାଗିଛି। ସଙ୍ଗଠନ ନଁାରେ ଗୋଟିଏ ପରେ ଗୋଟିଏ ଗୁମର ଫିଟିବାରେ ଲାଗିଛି। ସଙ୍ଗଠନର ଅତ୍ୟାଚାର ସହି ନ ପାରି…
Archives


