ଆମ ଜିଲା ଖବର

ବାରବାଟୀରେ ଖେଳାଯିବ ଟି-ଟ୍ବେଣ୍ଟି!

କଟକ ଅଫିସ,୪।୨: ଆସନ୍ତା ଜୁନ୍‌ରେ ବାରବାଟୀରେ ଦକ୍ଷିଣ ଆଫ୍ରିକା-ଭାରତ ଟି-ଟ୍ବେଣ୍ଟି ମ୍ୟାଚ୍‌ ଖେଳାଯିବ। ତେବେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ସହ ବାରବାଟୀରେ ମ୍ୟାଚ କରାଇବା ନେଇ ଓସିଏ ସମ୍ପାଦକ ସଞ୍ଜୟ ବେହେରାଙ୍କ ସହିତ ବିଶେଷ ଆଲୋଚନା ହୋଇଛି । ଓଡ଼ିଶା…

ଘର ଭିତରେ ପଶିଥିବା ଯୁବକଙ୍କୁ ଧରିଲେ ଗ୍ରାମବାସୀ

ବଲାଙ୍ଗୀର ଅଫିସ,୪।୨: ବଲାଙ୍ଗୀର ସହର ରାଧାରାଣୀପଡ଼ାରେ ରହୁଥିବା ସିଦ୍ଧାର୍ଥୀ ପଟେଲଙ୍କ ଘର ଭିତରକୁ ଶୁକ୍ରବାର ଜଣେ ସନ୍ଦିଗ୍ଧ ଯୁବକ ଜୋରଜବରଦସ୍ତ ପଶି ଯାଇଥିଲେ। ଖବର ପାଇ ପଡ଼ାବାସୀ ଯୁବକଙ୍କୁ କାବୁ କରି ପୋଲିସ ଜିମା ଦେଇଛନ୍ତି। ଚୋରି ଉଦ୍ଦେଶ୍ୟରେ ଯୁବକ ଜଣକ…

ଯୁବକଙ୍କୁ ହତ୍ୟା କରି ଫିଙ୍ଗି ଦେଲେ

ବୌଦ୍ଧ,୪।୨(ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ବଙ୍କାପଡ଼ା ଗ୍ରାମ ଆମ୍ବବୁରୀରୁ ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ହେଲେ ଯୁବକଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ସ୍ଥାନୀୟ ଲୋକେ ସନ୍ଦେହ ପ୍ରକାଶ କରିଛନ୍ତି। ମୃତକ ହେଲେ ମନୁମୁଣ୍ଡା…

ଘାଟିରୁ ଖସିଲା ମିନି ଟ୍ରକ, ୩ଜଣଙ୍କ ଜୀବନ ଗଲା

ଫୁଲବାଣୀ ଅଫିସ,୪।୧: କନ୍ଧମାଳ ଜିଲା କୋଟଗଡ ବ୍ଲକ କୃଟିବାଡି ଘାଟିରେ ଏକ ମିନି ଟ୍ରକ ଭାରସାମ୍ୟ ହରାଇ ତଳକୁ ଖସି ପଡିଛି। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିଲା ବେଳେ କୋଟଗଡ ମେଡିକାଲରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଘଟଣାରେ…

ଦଇତାପତି ନିଯୋଗ ନିର୍ବାଚନ,୨୯ ପ୍ରାର୍ଥିପତ୍ର ଦାଖଲ

ପୁରୀ ଅଫିସ,୪।୨: ଶ୍ରୀମନ୍ଦିର ଦଇତାପତି ନିଯୋଗର ନିର୍ବାଚନ ଚଳିତ ମାସ ୧୨ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ୨୯ଜଣ ପ୍ରାର୍ଥୀ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ଗୁରୁବାର ସକାଳ ୯ଟାଠାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ପ୍ରାର୍ଥୀମାନେ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ…

୧୯ ନଂ. ଜୋନ୍‌ ପାଇଁ ତୀବ୍ର ଲଢ଼େଇ

ନିମାପଡ଼ା,୪।୨(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକରେ ୪ଟି ଜିଲା ପରିଷଦ ଜୋନ ରହିଥିବା ବେଳେ ୧୯ନଂ. ଜୋନଟି ସମ୍ମାନଜନକ ଅଟେ। ବାମନାଳ, ସଲଙ୍ଗ, ଅରିଷଣ୍ଢ, ଅନ୍ତୁଆର, ଧଳେଶ୍ୱର, ବଡ଼ଶିରୁଳା, ଅଲଣ୍ଡା, ଧନୁଅଁା, ରେଞ୍ଚଶାସନ ଆଦି ୯ ପଞ୍ଚାୟତକୁ ନେଇ ଏହି ଜୋନ୍‌ ଗଠିତ। ଚଳିତ…

ବନ୍ଧୁକ ଦେଖାଇ ଯୁବକ ଗିରଫ

ପଦ୍ମପୁର,୪।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ଥାନା ଅଧୀନ ଶୁଙ୍ଗୁଡା ଗ୍ରାମର ପାରିବାରିକ କଳହକୁ ନେଇ ଜଣେ ଯୁବକ ତାଙ୍କ ପରିବାର ଲୋକଙ୍କୁ ବନ୍ଧୁକ ଦେଖାଇ ହତ୍ୟା ଧମକ ଦେଇ ଗିରଫ ହୋଇଛନ୍ତି। ସେ ହେଲେ ସେକ ସଲିଲ। ଦୁଇ ଭାଇଙ୍କ ଭିତରେ…

ପ୍ରଚାର ମୈଦାନରେ ଜିଲାପରିଷଦ ପ୍ରାର୍ଥୀ

ଗଞ୍ଜାମ,୪।୧(ଡି.ଏନ୍‌.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଆସନ୍ତା ୨୦ରେ ଗଞ୍ଜାମ ବ୍ଲକରେ ହେବ l ଏଥିପାଇଁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତିି ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀ l ବତ୍ତର୍ର୍ମାନ ଚଳିତ ନିର୍ବାଚନରେ ପ୍ରଚାର ପାଇଁ ବିଜେଡି ପାର୍ଥୀମାନେ ଆଗୁଆ ଥିବା ଦେଖିବାକୁ ମିଳିଛି…

ମୟୂରଭଞ୍ଜ ଜିଲାବାସୀ ପୁଣି ନିରାଶ

ବାରିପଦା ଅଫିସ,୪।୨ରେଳପଥର ବିକାଶ ନିମନ୍ତେ କେନ୍ଦ୍ର ବଜେଟରେ ମୟୂରଭଞ୍ଜ ଜିଲାବାସୀଙ୍କୁ ଉପହାସ କରାଯାଇଥିବା ଅଭିଯୋଗ ହୋଇଛି। ଦୀର୍ଘ ଦିନରୁ ହୋଇଆସୁଥିବା ଦାବି ପ୍ରତି ଗୁରୁତ୍ୱ ଦିଆଯାଇନାହିଁ। ଏଥର ମାତ୍ର ଏକ କୋଟି ଟଙ୍କାର ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ ଜିଲା…

ଥାନା ସମ୍ମୁଖରେ ଭାଜପାର ସତ୍ୟାଗ୍ରହ

ଭଦ୍ରକ ଅଫିସ/ବାସୁଦେବପୁର/ ଭଣ୍ଡାରିପୋଖରୀ /ଧାମନଗର, ୪।୨ (ଡି.ଏନ.ଏ) ପଞ୍ଚାୟତ ନିର୍ବାଚନ ପୂର୍ବରୁ ଭଦ୍ରକ ଜିଲା ସାବରଙ୍ଗ ଥାନା ଅଧୀନ ବ୍ରହ୍ମପୁର ଗ୍ରାମର ଇଞ୍ଜିନିୟରିଂ ଛାତ୍ର ସୁବାଶିଷ ଗିରିଙ୍କୁ ହତ୍ୟା ପ୍ରତିବାଦରେ ଗୁରୁବାର ଭାଜପା ପକ୍ଷରୁ ଜିଲାର ସମସ୍ତ ଥାନା ଓ ଫାଣ୍ଡି…

ଖରା ପୂର୍ବରୁ ଘାରିଲାଣି ପାଣି ଚିନ୍ତା

ଢେଙ୍କାନାଳ ଅଫିସ, ୪।୨-ସରିନି ଶୀତ କି ଆରମ୍ଭ ହୋଇନି ଖରା। ହେଲେ ଏବେଠାରୁ ଢେଙ୍କାନାଳ ଜିଲାର ଶିଳ୍ପସମୃଦ୍ଧ ଓଡ଼ାପଡ଼ା ବ୍ଲକ କୁସୁପଙ୍ଗା ଗ୍ରାମ ୪ନଂ. ୱାର୍ଡ ଭଞ୍ଜସାହି ଓ ମହାରଥୀ ସାହିରେ ଜଳକଷ୍ଟ ଉତ୍କଟ ରୂପ ଧାରଣ କଲାଣି। ଆଗକୁ ଗ୍ରୀଷ୍ମ…

ପୁଣି ଥରେ ଖୋଳା ହେବ ଏମାର ମଠ

ପୁରୀ ଅଫିସ,୪।୨: ପୁରୀର ଏମାର ମଠକୁ ଆଜି ପୁଣି ଥରେ ଖୋଳା ଯିବ। ମଠ ପରିସରରେ ପୂର୍ବ ଚିହ୍ନିତ ୩ଟି ସ୍ଥାନକୁ ଖୋଳାଯିବ। ମେଟାଲ ଡିଟେକ୍ଟର ଦ୍ୱାରା ଗତ ସେପ୍ଟେମ୍ବର ୧୬ରେ ବିଶେଷଜ୍ଞ ଦଳ ସ୍ଥାନ ଚିହ୍ନଟ କରିଥିଲେ। ପ୍ରଶାସନିକ ଅଧିକାରୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?