ଆମ ଜିଲା ଖବର

ନିଖୋଜ ସମିତିସଭ୍ୟ ପ୍ରାର୍ଥୀ ଉଦ୍ଧାର

ଢେଙ୍କାନାଳ ଅଫିସ, ୪।୨-ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ନୂଆଗଁା ପଞ୍ଚାୟତର ବିଜେଡି ସମର୍ଥତ୍ତ ସମିତି ସଭ୍ୟ ପ୍ରାର୍ଥୀ ସୁବ୍ରତ ବେହେରା (୨୩)ଙ୍କ ସନ୍ଧାନ ମିଳିଛି। ନିଖୋଜର ଦୁଇଦିନ ପରେ ଗୁରୁବାର ଅପରାହ୍ନ ପ୍ରାୟ ସାଢ଼େ ୧ଟାରେ ସଦର ଥାନା ଭାପୁର ଫାଣ୍ଡି…

ଖାଦ୍ୟ ଅନ୍ବେଷଣରେ ମଙ୍ଗୋଲିଆ ପକ୍ଷୀ

ଗଞ୍ଜାମ,୪ା୨(ଡି.ଏନ୍‌.ଏ.): ପ୍ରତିବର୍ଷ ଶୀତଋତୁ ଆସିଲେ ଗଞ୍ଜାମ ଋଷିକୂଲ୍ୟା ମୁହାଣଠାରେ ବିଭିନ୍ନ ପକ୍ଷୀଙ୍କ ସମାଗମ ହେଉଥିବା ଦେଖିବାକୁ ମିଳିଥାଏ। ସେଥିମଧ୍ୟରୁ ମଙ୍ଗୋଲିଆ ପକ୍ଷୀ ଅନ୍ୟତମ। ଏହି ପକ୍ଷୀମାନେ ଖାଦ୍ୟ ଅନ୍ବେଷଣରେ ବାହାରି ନଦୀ କିମ୍ବା ନାଳରେ ହଜାର ହଜାର ସଂଖ୍ୟାରେ ରୁଣ୍ଡ ହୋଇଥାନ୍ତି।…

ଆଗୁଆ ଜାମିନ ଆବେଦନ କଲେ ମନ୍ତ୍ରୀ, ଏମ୍‌ପି

କଟକ ଅଫିସ,୪ା୨: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ମନ୍ତ୍ରୀ ଓ ଏମ୍‌ପି ପହଞ୍ଚିଛନ୍ତି। ଗିରଫ ଭୟରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ। ଅନ୍ୟପକ୍ଷରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓ ଏମ୍‌ପି ଜୁଏଲ ଓରାମଙ୍କୁ ସର୍ତ୍ତମୂଳକ ଜାମିନ ମିଳିଛି।…

ପୁଣି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ହେଲା ଶିମିଳିପାଳ

ବାରିପଦା ଅଫିସ,୪ା୨: ପର୍ଯ୍ୟଟକଙ୍କ ପାଇଁ ଶୁକ୍ରବାର ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ପ୍ରବଳ ବର୍ଷା ହେଉଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ନିମନ୍ତେ ଶିମିଳିପାଳ ବନ୍ଦ କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ ବୁକିଂ କରିଥିବା ପର୍ଯ୍ୟଟକଙ୍କ ପାଇଁ ପ୍ରବେଶ ଅନୁମତି ରହିଛି। ଏ…

ନିର୍ଦ୍ଧାରିତଠାରୁ ମଣ୍ଡି ଅଧିକ ଧାନ ନେଉଥିବା ଅଭିଯୋଗ

ଗଞ୍ଜାମ,୪ା୨(ଡି.ଏନ୍‌.ଏ.): ଚାଷୀଙ୍କଠାରୁ ନିର୍ଦ୍ଧାରିତ ପରିମାଣରୁ ଅଧିକ ଧାନ ନେଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସରକାର ଘୋଷଣା କରିଛନ୍ତି। ଗୋଟିଏ ଧାନ ବସ୍ତା ପିଛା ୭୭ କେଜି ମଣ୍ଡି ନେବାର ନିୟମ ରହିଛି। କିନ୍ତୁ ପୁଇଁତୋଳା ଗ୍ରାମର କିଛି ଚାଷୀଙ୍କ ଧାନମଣ୍ଡି…

ପରିତ୍ୟକ୍ତ ଅବସ୍ଥାରେ ଛାତ୍ରାବାସ

କଟକ ଅଫିସ,୪ା୨: କଟକ ମହାନଗର ନିଗମ(ସିଏମ୍‌ସି) ଅଧୀନ କେଶରପୁର ଓ ବେପାରୀ ସାହି ମଧ୍ୟବର୍ତ୍ତୀ ସ୍ଥାନରେ ଥିବା ଗଣେଶ ପ୍ରସାଦ ଭଗତ ଛାତ୍ରାବାସ ପରିତ୍ୟକ୍ତ ହୋଇପଡିଛି। ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଛାତରୁ ପାଣି ଗଳିବା ସହ କାଠରେ ଉଇ ଲାଗି ନଷ୍ଟ…

ଜିଲାର ଅର୍ଦ୍ଧାଧିକ ଚାଷଜମି ଜଳସେଚନରୁ ବଞ୍ଚିତ

କେନ୍ଦ୍ରାପଡ଼ା ଅଫିସ,୪।୨: ରବି ଫସଲ ପାଇଁ ଚଳିତ ବର୍ଷ କେନାଲରେ ପାଣି ଛଡା ଯିବ ନାହିଁ। ଜଳ ସମ୍ପଦର ଏହି ନିଷ୍ପତ୍ତିକୁ କେନ୍ଦ୍ରାପଡ଼ା ଜିଲାର ଚାଷୀ ବିରୋଧ କରିଛନ୍ତି। ଏ ନେଇ ଏଡିଏମ୍‌ଙ୍କୁ ଗୁରୁବାର ଦାବିପତ୍ର ଦିଆଯାଇଛି। ଅପରପକ୍ଷରେ ଜଳ ପରିଚାଳନା…

ହାତ ଟେକିଦେଲା ଭାଜପା

ଯାଜପୁର ଅଫିସ,୪ା୨: ଯାଜପୁର ସଦର ବ୍ଲକ୍‌ ୨୯ ନମ୍ବର ଜୋନ୍‌ରେ ଭାଜପା ପ୍ରାର୍ଥୀ ଭାସ୍କର ଜେନା ନିଜର ଅସୁସ୍ଥତା ଦର୍ଶାଇ ନିର୍ବାଚନରୁ ଓହରିଯିବା ପରେ ସେଠାରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀଙ୍କ ମଧ୍ୟରେ ଲଢ଼େଇ ହେବ ବୋଲି ସ୍ପଷ୍ଟ ହୋଇଛି ।…

ଗ୍ରାମାଞ୍ଚଳରେ ବଢୁଛି ନିଶା କାରବାର

ବେଗୁନିଆ,୪ା୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳରେ ନିଶା କାରବାର ଦିନକୁ ଦିନ ବଢ଼ିବାରେ ଲାଗିଛି। ମଦ ଚୋରା ବ୍ୟବସାୟୀମାନେ ଆଢୁଆଳ ପଛରେ ରହି ମହିଳା ଓ ଯୁବକଙ୍କୁ ଅର୍ଥ ଲୋଭ ଦେଖାଇ ସାମିଲ କରାଉଛନ୍ତି। ଫଳରେ ଯୁବପିଢ଼ି ବିପଥଗାମୀ ହେବା…

ମୁଖ୍ୟମନ୍ତ୍ରୀ, ବିଧାୟକଙ୍କ ଫଟୋ ଛାପିବା ମହଙ୍ଗା ପଡ଼ିଲା

କଣ୍ଟାପଡା,୪ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ୱାର୍ଡସଭ୍ୟ, ସମିତିସଭ୍ୟ ଓ ସରପଞ୍ଚ ପ୍ରାର୍ଥୀମାନେ ଦଳୀୟ ଚିହ୍ନ ସହିତ ମୁଖ୍ୟମନ୍ତ୍ରୀ ଓ ବିଧାୟକଙ୍କ ଫଟୋ ବ୍ୟବହାର ନ କରିବା ପାଇଁ ସରକାରୀ ନିୟମ ରହିଛି। ହେଲେ କଣ୍ଟାପଡ଼ା ବ୍ଲକ ଅନ୍ତର୍ଗତ ବଡ ପାଟସୁନ୍ଦରପୁର ପଞ୍ଚାୟତରେ…

ଖର୍ଚ୍ଚ ହେଉଛି, ମିଳୁନି ପାଣି

ଯାଜପୁର ଅଫିସ,୪ା୨: ରାଜ୍ୟର ଖଣି ପ୍ରଭାବିତ ୬ ଜିଲାରେ ଓଏମ୍‌ବିଏଡିସିି (ଓଡ଼ିଶା ମିନେରାଲ ବିଅରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ) ପାଣ୍ଠିରେ ୨୦ଟି ମେଗା ପାଇପ୍‌ ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଏଥିରେ ୪୪୨୩.୩୭ କୋଟି ଟଙ୍କା ମଞ୍ଜୁର ହୋଇଥିବାବେଳେ ଗତ ଜାନୁୟାରୀ…

ବିଜେଡି ବିଧାୟକଙ୍କ ଗାଁରେ ଭାଜପାର ଜୋରଦାର ପ୍ରଚାର

କୋକସରା,୩।୨(ଡି.ଏନ୍‌.ଏ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଉଠୁଛି ପଡୁଛି ଗାଁଠୁ ସହର। ଏହାରି ଭିତରେ ଦଳୀୟ ପ୍ରାର୍ଥୀ ନିର୍ବାଚନ ପ୍ରଚାର ପାଇଁ ଅଣ୍ଟା ଭିଡିଛନ୍ତି। କୋକସରା ବ୍ଲକର ଜିଲା ପରିଷଦ ଜୋନ- ୨ ପାଇଁ ଭାଜପାରୁ ଜନାର୍ଦ୍ଦନ ପଣ୍ଡା ପ୍ରାର୍ଥୀ ହୋଇଛନ୍ତି। ଗୁରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?