ଆମ ଜିଲା ଖବର

ଲଙ୍ଗଳ ଧରି ପ୍ରଚାର କଲେ

କୋକସରା,୩।୨(ଡି.ଏନ୍‌.ଏ.): ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀଙ୍କୁ ନିର୍ବାଚନୀ ଚିହ୍ନ ମିଳିବା ପରେ ଜୋର ଧରିଛି ପ୍ରଚାର। ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବାକୁ ଉଦ୍ୟମ ଆରମ୍ଭ କରି ଦେଇଛନ୍ତି। କିଏ ହାତରେ ଜୀଅନ୍ତା ମାଛ ଧରି ଭୋଟ ମାଗୁଛନ୍ତି ତ କିଏ ବହି ଧରି…

ପ୍ରାର୍ଥୀଙ୍କ ବ୍ୟାନର ପୋଡ଼ିଦେଲେ

ନୂଆଗାଁ ୩।୧(ଡି.ଏନ.ଏ.): ଦଶପଲ୍ଲା ନିର୍ବାଚନମଣ୍ଡଳୀ ନୂଆଗାଁ ବ୍ଲକର ବିଭିନ୍ନ ସ୍ଥାନରେ ବିଜେଡି ପ୍ରାର୍ଥୀଙ୍କ ବ୍ୟାନର ପୋଡ଼ାଯିବା ସହିତ ଚିରି ଦିଆଯାଇଥିବା ଅଭିଯୋଗ ହୋଇଛି। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଆଉ ଅଳ୍ପଦିନ ବାକି ଅଛି । ତେଣୁ ପ୍ରାର୍ଥୀମାନେ ଭୋଟରଙ୍କୁ ମନେଇବା ପାଇଁ…

ସରପଞ୍ଚ ପଦବୀ ଲାଗି ଆଈ-ନାତୁଣୀଙ୍କ ମଧ୍ୟରେ ଲଢ଼େଇ

ପାରଳାଖେମୁଣ୍ଡି,୩ା୨(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଗୁରାଣ୍ଡି ପଞ୍ଚାୟତରେ ସରପଞ୍ଚ ପଦବୀ ପାଇଁ ଆଈ-ନାତୁଣୀଙ୍କ ମଧ୍ୟରେ ଲଢ଼େଇ ହେଉଛି। ଆଈ ମନୋରମା ଜେନା ଏବଂ ନାତୁଣୀ ଶିଳ୍ପା ପାତ୍ର ଉଭୟେ ନିଜ ନିଜ ଢଙ୍ଗରେ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି। ଗୁରାଣ୍ଡି…

ପରୀକ୍ଷା ବାତିଲ୍‌ ଦାବିରେ ତାତିଲେ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ,୩।୨: ବାଲେଶ୍ୱର ଜିଲାର ବିଭିନ୍ନ କନିଷ୍ଠ ମହାବିଦ୍ୟାଳୟର ଛାତ୍ରୀଛାତ୍ର ମହାମାରୀ କରୋନା ଯୋଗୁ ଯୁକ୍ତ ୨ ଫାଇନାଲ୍‌ ପରୀକ୍ଷା ବାତିଲ୍‌ କରିବା ପାଇଁ ଦାବି କରିଛନ୍ତି। ଗୁରୁବାର ଅଲ୍‌ ଓଡ଼ିଶା ଷ୍ଟୁଡ଼େଣ୍ଟ ୟୁନିଅନ୍‌ ଜିଲା ଶାଖା ନେତୃତ୍ୱରେ ସହରର ଓଟିରୋଡ୍‌ର…

କାଠ ମିଲ୍‌ ଉପରେ ଚଢ଼ାଉ, ବନ କର୍ମଚାରୀଙ୍କୁ ଅଟକ ରଖିଲେ ଗ୍ରାମବାସୀ

ଗଞ୍ଜାମ,୩ା୨(ଡି.ଏନ୍‌.ଏ.): ଖଲ୍ଲିକୋଟ ରେଞ୍ଜ ଗଞ୍ଜାମ ବ୍ଲକ ଅନ୍ତର୍ଗତ ଲାଉପୁଟ ଗ୍ରାମରେ ଥିବା ଏକ କାଠ ମିଲ୍‌ ଉପରେ ଗୁରୁବାର ବନବିଭାଗ ପକ୍ଷରୁ ଚାଢ଼ାଉ କରାଯାଇଛି। ଏଥିରେ ଉତ୍‌କ୍ଷିପ୍ତ ହୋଇ କିଛି ଗ୍ରାମବାସୀ ବନ କର୍ମଚାରୀଙ୍କୁ ଅଟକ ରଖିଥିଲେ। ଯାହାକୁ ନେଇ ଗ୍ରାମରେ…

ବେଲପାହାଡ଼ରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କଳାପତାକା ଦେଖାଇଲେ

ଝାରସୁଗୁଡ଼ା ଅଫିସ,୩।୨: ଝାରସୁଗୁଡ଼ା ଜିଲା ବେଲପାହାଡ଼ରେ ଅବହେଳିତ ସ୍ବାସ୍ଥ୍ୟସେବାକୁ ନେଇ ସ୍ଥାନୀୟ ଯୁବ କଂଗ୍ରେସ ପକ୍ଷରୁ ଗୁରୁବାର ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ କଳାପତାକା ଦେଖାଇ ବିରୋଧ ପ୍ରଦର୍ଶନ କରାଯାଇଥିଲା। ଏହି ଘଟଣା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି । ବେଲପାହାଡ଼…

ଗାଈ ପାଇଁ ଜିଲାପାଳଙ୍କ ଗାଡ଼ି ଆଗରେ ଶୋଇଲେ ବୃଦ୍ଧା, ଗୁହାରି କଲେ ଏମିତି

ସୋନପୁର,୩।୨(ନି.ପ୍ର.): ଗାଈ ପାଇଁ ଜିଲାପାଳଙ୍କ ଗାଡ଼ି ଆଗରେ ଶୋଇପଡ଼ିଲେ ବୃଦ୍ଧା। ଏଭଳି ଏକ ଘଟଣା ଘଟିଛି ସୂବର୍ଣ୍ଣପୁରରେ। ପ୍ରିୟ ଗାଈକୁ ଫେରାଇ ଆଣିବା ଲାଗି ସେ ଜିଲାପାଳଙ୍କ ନିକଟରେ ଗୁହାରି କରିଛନ୍ତି। ସୂଚନାନୁଯାୟୀ, ସୁବର୍ଣ୍ଣପୁର ମେଡିକାଲ ବାରଣ୍ଡାରେ ୨୦ ବର୍ଷ ଧରି…

ମାଓବାଦୀ ଗଡ଼ରେ ପଞ୍ଚାୟତ ଲଢ଼େଇ

ମାଲକାନଗିରି,୩ା୨ (ଡି.ଏନ.ଏ.) ଏକଦା ମାଓବାଦୀଙ୍କ ଭୟରେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳରେ ଗତଥର ବନ୍ଦ ହୋଇଯାଇଥିବା ପଞ୍ଚାୟତ ନିର୍ବାଚନ ଚଳିତବର୍ଷ ହେଉଛି। ଏନେଇ ଏବେ ପ୍ରାର୍ଥୀମାନେ ନିଜ ସପକ୍ଷରେ ପ୍ରଚାର ଚଳାଇଛନ୍ତି। ତେବେ ବର୍ତ୍ତମାନର ସ୍ବାଭିମାନ ଅଞ୍ଚଳ କିଛି…

ନୌପଡ଼ା-ଗୁଣପୁର-ଥେରୁବାଲି ରେଳପଥ ପାଇଁ ୧୦ କୋଟି

ଗୁଣପୁର,୩ା୨(ଡି.ଏନ୍‌.ଏ.) ବହୁ ଦାବି ପରେ ୨୦୧୭-୧୮ ସାଧାରଣ ବଜେଟରେ ଗୁଣପୁର-ଥେରୁବାଲି ରେଳପଥ ସ୍ଥାନ ପାଇଥିଲା। ଦୀର୍ଘ ୪୭ ବର୍ଷ ପରେ ଏହି ଦାବି ପୂରଣ ହୋଇଥିବାରୁୁ ଗୁଣପୁର ଅଞ୍ଚଳରେ ଖୁସିର ଲହରି ଖେଳିଯାଇଥିଲା। କିନ୍ତୁ ମଙ୍ଗଳବାର ଉପସ୍ଥାପିତ ରେଳ ବଜେଟରେ ନୌପଡ଼ା-ଗୁଣପୁର-ଥେରୁବାଲି…

ମୌଳିକ ସୁବିଧାଠାରୁ ଦୂରରେ ଚଣ୍ଡିଜାନିଗୁଡ଼ା

ଦଶମନ୍ତପୁର, ୩ା୨ ( ଡ଼ି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ସଦର ପଞ୍ଚାୟତର ଚଣ୍ଡିଜାନୀଗୁଡା ଗ୍ରାମ। ଏଠାରେ ମୌଳିକ ସୁବିଧାରୁ ଗ୍ରାମବାସୀ ବଞ୍ଚତ୍ତ ହୋଇ ଆସୁଥିବା ଅଭିଯୋଗ ହେଉଛି। ୬୦ ପରିବାର ଆଦିବାସୀ କନ୍ଧ ଓ ଅନ୍ୟ ସମ୍ପ୍ରଦାୟର ଲୋକେ ବସବାସ…

ପୌର କାର୍ଯ୍ୟାଳୟ ଘେରିବ ଦର୍ଜି ସଂଘ

ମାଲକାନଗିରି,୩ା୨ (ଡି.ଏନ୍‌.ଏ.) ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ମା’ ମାଉଲି ଦର୍ଜି ସଂଘର ଏକ ସାଧାରଣ ବୈଠକ ସଭାପତି ଦୁର୍ଯ୍ୟୋଧନ ପାତ୍ରଙ୍କ ଅଧ୍ୟକ୍ଷତାରେ ବିଜୁ ପଟ୍ଟନାୟକ କ୍ଲବ ପରିସରରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ କରୋନା ମହାମାରୀ ସମୟରେ ଦର୍ଜିମାନଙ୍କ ପାଇଁ…

ବୈପାରିଗୁଡା: ବ୍ଲକ ଅଧ୍ୟକ୍ଷ ଆସନକୁ ଅଙ୍କକଷା

ବୈପାରିଗୁଡା,୨ା୨ (ଡି.ଏନ୍‌.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ବ୍ଲକ ଅଧ୍ୟକ୍ଷ ଆସନକୁ ନେଇ ବୈପାରିଗୁଡା ବ୍ଲକରେ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ଅଙ୍କକଷା ଆରମ୍ଭ ହୋଇଯାଇଛି। ପଞ୍ଚାୟତ ସମିତି ଅଧ୍ୟକ୍ଷ ଆସନ ପାଇଁ କୌଣସି ଦଳୀୟ ଚିହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?