ଆମ ଜିଲା ଖବର

ପ୍ରଚାର ମଇଦାନରେ ବିଜେଡି ପ୍ରାର୍ଥୀ, ମଙ୍ଗ ଧରିଛନ୍ତି ବିଧାୟକ

କୋକସରା,୨।୨(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଦଳୀୟ ପ୍ରଚାରରେ ଉଠୁଛି ପଡୁଛି ଗାଁ ଦାଣ୍ଡ । ପ୍ରାର୍ଥୀମାନେ ନିର୍ବାଚନ ମଇଦାନକୁ ବାହାରି ଭୋଟରଙ୍କ ନିକଟରେ ନିଜ ସପକ୍ଷରେ ଭୋଟ ଦେବାକୁ କହୁଛନ୍ତି । କଳାହାଣ୍ଡି ଜିଲା କୋକସରା ବ୍ଲକ ୧ ନମ୍ବର ଆମପାଣି…

ଦଳୀୟ ପ୍ରାର୍ଥିନୀଙ୍କ ପାଇଁ ପ୍ରଚାର କଲେ ବ୍ରହ୍ମପୁର ବିଧାୟକ

ରାଇକିଆ,୨ା୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ବିଜେଡି ପକ୍ଷରୁ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା। ବୁଧବାର ମଣ୍ଡକିଆ ଓ ପେଟାପାଙ୍ଗାଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ ଦଳୀୟ ପ୍ରାର୍ଥୀ ସୁନନ୍ଦା ବେହେରାଙ୍କ ପାଇଁ ପ୍ରଚାର କରିଛନ୍ତି। ଏଥିସହ…

ପ୍ରତିଶ୍ରୁତି ପୁରଣ ନ ହେବାରୁ ଭୋଟ ଦେବୁନାହିଁ

ବାରିପଦା ଅଫିସ,୨।୨: ମୌଳିକ ସୁବିଧାରୁ ବଞ୍ଚିତ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ପୂର୍ଣ୍ଣଚନ୍ଦ୍ରପୁର ପଞ୍ଚାୟତ କମଳାଶୋଳ ଗ୍ରାମବାସୀ ପଞ୍ଚାୟତ ନିର୍ବାଚନରେ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି। ଏନେଇ ଶତାଧିକ ମହିଳା ପୁରୁଷ ବାରିପଦା ସଦର ଉପଜିଲାପାଳଙ୍କୁ ଏକ…

ସ୍କୁଲ୍‌ ଖୋଲିବା ସମ୍ପର୍କରେ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୨।୨: କରୋନା ମହାମାରୀ କାରଣରୁ ଛାତ୍ରୀଛାତ୍ର ଶିକ୍ଷା କ୍ଷେତ୍ରରେ ପ୍ରଭାବିତ ହୋଇଛନ୍ତି। କୋଭିଡ୍‌ କଟକଣା ମଧ୍ୟରେ କିଛି ଦିନ ଅଫଲାଇନ୍‌ କ୍ଲାସ୍‌ କରିବା ପାଇଁ ସରକାର ସ୍କୁଲ୍‌ ଖୋଲିଥିଲେ। ପୁଣି ରାଜ୍ୟରେ କରୋନାର ତୃତୀୟ ଲହର ବଢିବା ଯୋଗୁ ସ୍କୁଲ୍‌କୁ…

ନାରାୟଣପାଟଣା ଆଇଆଇସି ନିଲମ୍ବିତ

ଜୟପୁର, ୨।୨(ନି.ପ୍ର.): କୋରାପୁଟ ଜିଲା ନାରାୟଣପାଟଣା ଆଇଆଇସି ରଞ୍ଜିତ ସାହୁ ନିଲମ୍ବିତ ହୋଇଛନ୍ତି। ଲକ୍ଷ୍ମୀପୁର ଏସ୍‌ବିଆଇ ବ୍ୟାଙ୍କ ଲକର୍‌ରୁ ସୁନା ଚୋରି ଘଟଣାରେ ପୋଲିସ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା କୋରାପୁଟ ଏସ୍‌ପି ସୂଚନା ଦେଇଛନ୍ତି। ସୁନା କ୍ରୟକାରୀଙ୍କ ଫେରାର ପଛରେ…

ତହସିଲ ଅଫିସ୍‌ରୁ ବାଇକ୍‌ ନେଇଗଲେ

ବାସୁଦେବପୁର, ୨।୨ (ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ସହର ସ୍ଥିତ ତହସିଲ କାର୍ଯ୍ୟାଳୟ ପରିସରରୁ ଏକ ବାଇକ୍‌ ଚୋରି ହୋଇଛି। ସୂଚନା ଅନୁଯାୟୀ, ବିରସ ଗ୍ରାମର କରୁଣାକର ମହାନ୍ତି ତାଙ୍କ ବାଇକ୍‌ (ଓଡି ୨୨ ସି ୫୮୦୮) ତହସିଲ ଅଫିସ୍‌ ପରିସରରେ…

୫୦ ଲକ୍ଷ ଦିଅ ନହେଲେ ଜୀବନରୁ ମାରିଦେବି ବୋଲି ଦେଉଥିଲେ ଧମକ, ଅଭିଯୁକ୍ତଙ୍କୁ ବାନ୍ଧିଲା କଟକ ପୋଲିସ

କଟକ ଅଫିସ,୨।୨: କଟକର ଜଣେ ଡାକ୍ତରଙ୍କୁ ଫୋନ୍‌ରେ ଧମକ ଦେବା ସହ ମାଓବାଦୀ ଏବଂ ଲାଲ୍‌ ସଲାମ ନାମରେ ଟଙ୍କା ମାଗି ଗିରଫ ହୋଇଛନ୍ତି ଜଣେ ଅଭିଯୁକ୍ତ। ସେ ହେଲେ ଏମ୍‌ରୋଜ ଅନ୍‌ସାରୀ। ତାଙ୍କ ଘର ଝାଡ଼ଖଣ୍ଡର ମଝଗାଁ ଥାନା ଅନ୍ତର୍ଗତ…

ପୁରୀରେ ପହଞ୍ଚିଲା ରଥକାଠ

ପୁରୀ ଅଫିସ,୨।୨: ଜୁଲାଇ ୧ରେ ହେବ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ରଥ ନିର୍ମାଣ ଲାଗି ଦଶପଲ୍ଲୀ ବନାଞ୍ଚଳରୁ ରଥକାଠ ଆସି ପୁରୀରେ ପହଞ୍ଚିଛି। ୩ଟି ଟ୍ରକ୍‌ରେ ୬୩ ଖଣ୍ଡ ଅଶନ ଓ ଧଉରା କାଠ…

ଟିକା ଦେବାକୁ କହି ନବଜାତକକୁ ନେଇଗଲେ ନର୍ସ, ଖୋଜିଖୋଜି ପରିବାର ଲୋକେ ନୟାନ୍ତ

ନୟାଗଡ଼ ଅଫିସ,୨ା୨: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍‌ଏଚ୍‌)ରୁ ପିଲା ଚୋରି ଅଭିଯୋଗ ହୋଇଛି। ଗତ ୨୮ ତାରିଖରେ ନୋତର ଗାଁର ରବୀନ୍ଦ୍ର ସ୍ବାଇଁଙ୍କ ସ୍ତ୍ରୀ ପ୍ରସବ ଯନ୍ତ୍ରଣା ପାଇଥିଲେ। ସେଠାରୁ ତାଙ୍କୁ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ଆଣିଥିଲେ। ସେହିଦିନ ସକାଳ…

ତପସ୍ବିନୀ ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶ

ବ୍ରହ୍ମପୁର ଅଫିସ, ୨।୨: ବ୍ରହ୍ମପୁର ବହୁ ଚର୍ଚ୍ଚିତ ତପସ୍ବିନୀ ଦାଶ- ସୁମିତ୍‌ ସାହୁ ବିବାହ ବିବାଦ ମାମଲା ଦିନକୁ ଦିନ ନୂଆମୋଡ଼ ନେଉଛି। ହାଇକୋର୍ଟ ଭରଣପୋଷଣ ନେଇ ତଳକୋର୍ଟଙ୍କ ରାୟ କାଏମ୍‌ ରଖିଛନ୍ତି। ପ୍ରତି ମାସ ୧୦ରେ ମାସିକ ଭରଣପୋଷଣ ପ୍ରଦାନ…

ଦୋକାନରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି

ବଲାଙ୍ଗୀର ଅଫିସ,୨।୨: ବଲାଙ୍ଗୀର ମହିଳା ମହାବିଦ୍ୟାଳୟ ଛକ ନିକଟରେ ଥିବା ପତଞ୍ଜଳି ଦୋକାନରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି ହୋଇଥିବା ସ୍ଥାନୀୟ ଟାଉନ ଥାନାରେ ଅଭିଯୋଗ ହୋଇଛି । ଦୋକାନ ମାଲିକ ଶିବରାମ ପଣ୍ଡା ଏ ନେଇ ଅଭିଯୋଗ କରିଛନ୍ତି ।…

ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ

କଟକ ଅଫିସ,୨।୨: ନୂଆପଡ଼ା ଜିଲାର ଅତିରିକ୍ତ ଯୋଗାଣ ଅଧିକାରୀ ରତ୍ନାକର ସେଠୀଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଛି। କଟକ, ଚୌଦ୍ୱାର, ନୂଆପଡ଼ାର ୬ଟି ସ୍ଥାନରେ ଏକକାଳୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?