ଆମ ଜିଲା ଖବର

ନକଲି ସସ୍‌ ଫ୍ୟାକ୍ଟ୍ରିରେ ଚଢ଼ାଉ, ବିଭିନ୍ନ ସାମଗ୍ରୀ ଜବତ

କଟକ ଅଫିସ,୨୬ା୯: କଟକସ୍ଥିତ ଜଗତପୁର ଆଇବି ରୋଡ୍‌ରେ ଏକ ନକଲି ସସ୍‌ ଫ୍ୟାକ୍ଟ୍ରିରେ ଶନିବାର ପୋଲିସ ଚଢ଼ାଉ କରିଛି। ଏହି ଚଢ଼ାଉରେ ବିପୁଳ ପରିମାଣର ନକଲି ସସ୍‌ ଏବଂ ବିଭିନ୍ନ ସାମଗ୍ରୀ ଜବତ ହୋଇଛି। ଏହି ଘଟଣାରେ ୨ ଜଣଙ୍କୁ...

କରୋନା ଟିକା ପ୍ରସ୍ତୁତ କରିଥିବା ଦାବିକଲେ ଯୁବକ: ଡ୍ରଗ୍ସ ଇନ୍ସପେକ୍ଟରଙ୍କ ଖୋଳତାଡ଼ ଆରମ୍ଭ

ବରଗଡ଼ ଅଫିସ,୨୬।୯: ବିଶ୍ୱରେ କରୋନା(କୋଭିଡ-୧୯) ସଂକ୍ରମଣ ବ୍ୟାପି ଚାଲିଛି । ଏ ପର୍ଯ୍ୟନ୍ତ ଏହାର କୌଣସି ଠୋସ ପ୍ରତିଷେଧକ ଔଷଧ କିମ୍ବା ଭ୍ୟାକସିନ୍‌ ବାହାରି ପାରି ନାହିଁ। ଏଥିପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ( ଡବ୍ଲୁଏଚ୍‌ଓ) ତଥା ସ୍ବାସ୍ଥ୍ୟ ବିଶେଷଜ୍ଞମାନେ...

ମାସକର ଶିଶୁକନ୍ୟାକୁ ଚେଙ୍କ, ଡାକ୍ତରଖାନାରେ ଭର୍ତ୍ତି

ବାରିପଦା ଅଫିସ,୨୬ା୯: ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଲୋକଙ୍କୁ ସଚେତନ କରିବା ପାଇଁ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ମାତ୍ର ଲୋକେ ଆଜି ବି ଅନ୍ଧବିଶ୍ୱାସକୁ ଜାବୁଡ଼ି ଧରିଛନ୍ତି। ଫଳରେ ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ। ଏପରି ଏକ ଘଟଣା ଦେଖିବାକୁ ମିଳିଛି...

ବର୍ଷାରେ ଭୁଶୁଡ଼ିଲା ଘର: ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

କେନ୍ଦୁଝର,୨୬।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ତେଣ୍ଟଲାପଶି ପଞ୍ଚାୟତର ଗୋପୀନାଥପୁର ଗ୍ରାମରେ ଶୁକ୍ରବାର ରାତିରେ ବର୍ଷା ହୋଇ ଏକ ଭୁଶୁଡ଼ି ପଡ଼ିଛିି। ଗ୍ରାମର ହେବାରୁ ବେହେରାଙ୍କ ମାଟି ଘର କାନ୍ଥ ଭୁଶୁଡ଼ି ପଡିଥିବା ବେଳେ ପରିବାର ଲୋକେ ଅଳ୍ପକେ ବର୍ତ୍ତି...

ବଢ଼ୁଛି ଆକ୍ରାନ୍ତଙ୍କ ସଂଖ୍ୟା: ଆଜିଠୁ ୭ ଦିନ ବନ୍ଦ ରହିବ ରାଇକିଆର ଦୋକାନ ବଜାର

ରାଇକିଆ,୨୬।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ବଢୁଛି ପାଜିଟିଭଙ୍କ ସଂଖ୍ୟା। ଗତ ଏକ ମାସ ହେଲା ଦୋକାନ ବଜାର ଖୋଲିଲା ପରେ ରୋଗୀଙ୍କ ସଂଖ୍ୟା ବୃଦ୍ଧି ଘଟିଛି । ଗୋଟିଏ ପଟେ ଟେଷ୍ଟ କମ୍‌ ହଉ ଥିବା ବେଳେ ବହୁ...

ସ୍ବତନ୍ତ୍ର ପ୍ୟାକେଜ ଦାବିକଲେ କ୍ଷତିଗ୍ରସ୍ତ

ପୁରୀ ଅଫିସ,୨୬।୯: ବହୁ ପ୍ରତୀକ୍ଷିତ ସିଦ୍ଧମହାବୀର ରେଳ ଓଭରବ୍ରିଜ୍‌ (ଆର୍‌ଓବି) ପାଇଁ ଜମି ଅଧିଗ୍ରହଣ ନିମନ୍ତେ ମାପଚୁପ ଚାଲିଛି। ମାତ୍ର ଏହି ପ୍ରକଳ୍ପ ଲାଗି କ୍ଷତିଗ୍ରସ୍ତ ହେବାକୁ ଥିବା ଜନସାଧାରଣ ଓ ବ୍ୟବସାୟୀ ଶୁକ୍ରବାର ଅତିରିକ୍ତ ଜିଲାପାଳଙ୍କୁ ଭେଟିଛନ୍ତି। କରୋନାକୁ...

ନାଗା ସାଧୁଙ୍କୁ ଛାଡ଼ିଲାନି ପୋଲିସ

ପୁରୀ ଅଫିସ,୨୬।୯: ଭାରତର ବିଭିନ୍ନ ପ୍ରାନ୍ତରୁ ଆସିଥିବା ନାଗା ସାଧୁମାନେ ଶୁକ୍ରବାର ଶ୍ରୀମନ୍ଦିର ନିକଟରେ ଧାରଣା ଦେଇଥିଲେ। ସେମାନେ ଲଙ୍ଗୁଳି ମଠକୁ ଯିବା ଲାଗି ଉଦ୍ୟମ କରୁଥିବାବେଳେ ପୋଲିସ ଛାଡ଼ିି ନ ଥିଲା। ଏ ନେଇ ସେମାନେ ଅସନ୍ତୋଷ ପ୍ରକାଶ...

ଆମ୍ବୁଲାନ୍ସ-ବାଇକ୍‌ ଧକ୍କା: ମା’,ବାପା, ଝିଅ ମୃତ

ଧର୍ମଶାଳା, ୨୬।୯ (ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ନେଉଳପୁର ଛକ ନିକଟରେ ଶୁକ୍ରବାର ଅପରାହ୍ନରେ ଆମ୍ବୁଲାନ୍ସ-ବାଇକ୍‌ ମୁହାଁମୁହିଁ ହେବା ଫଳରେ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ...

ବିସ୍ଥାପିତ ପାଇଥିବା ଜାଗାକୁ ନେଇ କେଁ

ପୁରୀ ଅଫିସ, ୨୬।୯: ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ ପାଇଁ ମହାପ୍ରଭୁଙ୍କ ପ୍ରତି ସମର୍ପଣ ଭାବ ରଖି ସେମାନେ ନିଜ ଭିଟାମାଟି ଛାଡ଼ିଦେଲେ। ଏହାପରେ ଘର କରିବା ନିମନ୍ତେ କେତେଜଣ ବିସ୍ଥାପିତ ସରକାରଙ୍କ ପକ୍ଷରୁ ଜାଗା ପାଇଲେ। ତେବେ ସମ୍ପୃକ୍ତ ଜାଗାକୁ...

ଋଷିକୂଲ୍ୟା ନଦୀରେ ଭାସୁଛି ଅଜଣା ଯୁବକଙ୍କ ମୃତଦେହ

ଗଞ୍ଜାମ, ୨୬।୯(ଡି.ଏନ୍‌.ଏ .): ଗଞ୍ଜାମ ଥାନା ଐତିହାସିକ ପୋତାଗଡ଼ ସ୍ଥିତ ଋଷିକୂଲ୍ୟା ନଦୀରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଭାସୁଥିବା ଶନିବାର ଦେଖିବାକୁ ମିଳିଛି l ଖବର ପାଇ ଗଞ୍ଜାମ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚିି ମୃତଦେହ ଉଦ୍ଧାର କରିବା...

ଫେସ୍‌ବୁକ୍‌ରେ ଭିଡିଓ ଭାଇରାଲ୍‌ କରି ୩ ଗିରଫ

ଭବାନୀପାଟଣା,୨୫।୯(ଡି.ଏନ୍‌.ଏ.): ଫେସ୍‌ବୁକ୍‌ରେ ମିଥ୍ୟା ଭିଡିଓ ଭାଇରାଲ କରି ଭବାନୀପାଟଣା ସହରର ୩ ଯୁବକ ଗିରଫ ହୋଇଛନ୍ତି। ଅଭିଯୁକ୍ତମାନେ ହେଲେ ଭବାନୀପାଟଣା ସହର ବାହାଦୁରବଗିଚା ପଡାର ଅମିତ ଚୌଧୁରୀ, ସୁଶାନ୍ତ ପୁରୋହିତ ଓ ଗୌନ୍ତିଆପଡାର ମୋହନ ମେହେରା। ମିଥ୍ୟା ଭିଡିଓ ଭାଇରାଲ୍‌...

ଏଥର କୋଭିଡ୍‌ ମୁକାବିଲାରେ ସାମିଲ୍‌ ହେଲେ ଗଞ୍ଜାମ ସହରର ଦୋକାନୀ

ଗଞ୍ଜାମ,୨୫।୯(ଡି.ଏନ୍‌.ଏ.): ଗଞ୍ଜାମ ସହରରୁ ବର୍ତ୍ତମାନ ସୁଦ୍ଧା ମହାମାରୀ କରୋନା ହଟିନି। ଦୈନିକ ସହରର କେଉଁ ୱାର୍ଡରୁ ନା କେଉଁ ୱାର୍ଡରୁ ଗୋଟିଏ କିମ୍ବା ଦୁଇଟି ଆକ୍ରାନ୍ତ ବ୍ୟକ୍ତି ଚିହ୍ନଟ ହେଉଛନ୍ତି । ଏଥିପାଇଁ ପ୍ରଶାସନ ସହରବାସୀଙ୍କ ପାଇଁ ସଚେତନତା ଜାରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri