ଆମ ଜିଲା ଖବର

ଏନ୍‌ଏସିକୁ ୨୧ କୋଟିର ବକେୟା ଦେବ ଟିପିଏସ୍‌ଓଡିଏଲ

ଭଞ୍ଜନଗର,୧୪ା୩(ଡି.ଏନ.ଏ): ଭଞ୍ଜନଗର ମତ୍ସ୍ୟ ଯାଅଁାଳ ଉପତ୍ାଦନ କେନ୍ଦ୍ର ରୋଡ଼ରେ ଏନ୍‌ଏସି ପକ୍ଷରୁ ହୋଇଥିବା ଅଣୁ ଜୈବସାର ପରିଚାଳନା କେନ୍ଦ୍ରର ବିଦ୍ୟୁତ୍‌ ବିଲ ବାକି ଥିବାରୁ ଗତ ସପ୍ତାହରେ ଟିପିଏସ୍‌ଓଡ଼ିଏଲ ଉକ୍ତ କେନ୍ଦ୍ରର ବିଦ୍ୟୁତ୍‌ ବିଚ୍ଛିନ୍ନ କରି ଦେଇଥିଲା। ଅଣୁ ଜୈବସାର ପରିଚାଳନା…

ଜିଲାପରିଷଦ ସଭାପତି ନିର୍ବାଚନ: ଗଞ୍ଜାମ ଅଞ୍ଜଳି, ଗଜପତି ଜି. ତିରୁପତି, କନ୍ଧମାଳ ନନ୍ଦିନୀ

ଛତ୍ରପୁର/ପାରଳାଖେମୁଣ୍ଡି (ଡି.ଏନ୍‌.ଏ.)/ ଫୁଲବାଣୀ ଅଫିସ୍‌, ୧୪ା୩: ଗଞ୍ଜାମ ଜିଲା ପରିଷଦ ସଭାପତି ଭାବେ ଅଞ୍ଜଳି ସ୍ବାଇଁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଅଞ୍ଜଳି ଧରାକୋଟ ବ୍ଲକର ୩୧ ନମ୍ବର ଜୋନ୍‌ରୁ ଜିଲା ପରିଷଦ ସଭ୍ୟା ନିର୍ବାଚିତ ହୋଇଛନ୍ତି। ଜିଲା ପରିଷଦ ସଭାପତି ନିର୍ବାଚନରେ…

ବିଜେଡି ମହିଳା ସଭାନେତ୍ରୀଙ୍କ ଘର ଉପରକୁ ବୋମାମାଡ଼

ବରୀ,୧୪ା୩(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ବିଜେଡି ମହିଳା ସଭାନେତ୍ରୀ ଜ୍ୟୋତ୍ସ୍ନାରାଣୀ ନାଥଶର୍ମାଙ୍କ ଘର ଉପରକୁ ଦୁର୍ବୃତ୍ତମାନେ ବୋମାମାଡ଼ କରିଛନ୍ତି। ଏନେଇ ଜ୍ୟୋତ୍ସ୍ନାରାଣୀ ରାମଚନ୍ଦ୍ରପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଚଳିତ ପଞ୍ଚାୟତ ନିର୍ବାଚନରେ ଶାସକ ଦଳର ଦୁଇ ଗୋଷ୍ଠୀ ମୁହାଁମୁହିଁ…

ବ୍ରହ୍ମପୁର ପୌର ନିର୍ବାଚନ ହେଉନି ନିରପେକ୍ଷ

ବ୍ରହ୍ମପୁର ଅଫିସ,୧୪ା୩: ବ୍ରହ୍ମପୁର ପୌର ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବାରେ ପ୍ରଶାସନ ବିଫଳ ହୋଇଛି। ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳ ଇଙ୍ଗିତରେ ସରକାରୀ କଳ ବେନିୟମ ଭାବେ କାର୍ଯ୍ୟ କରୁଛି। ବସ୍ତିଗୁଡିକର ଗରିବ ହିତାଧିକାରୀଙ୍କୁ ଦିଆଯାଇଥିବା ଆବାସ ଯୋଜନା ଘରର…

ରାତିସାରା ଷ୍ଟେଶନରେ ଶୋଉଛନ୍ତି ଯାତ୍ରୀ

କେନ୍ଦୁଝର,୧୪ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଏକ ଗରିବ ଓ ଆଦିବାସୀ ବହୁଳ ଜିଲା। ଜିଲାବାସୀ ବିଭିନ୍ନ ସ୍ଥାନକୁ ସ୍ବଳ୍ପ ଖର୍ଚ୍ଚରେ ଯିବା ଆସିବା ପାଇଁ ରେଳ ଉପରେ ଭରସା କରିଥାନ୍ତି। ମାତ୍ର କେନ୍ଦୁଝର ସହରରୁ ଗୋଟିଏ ମାତ୍ର ଟ୍ରେନ ଦୈନିକ ଚଳାଚଳ କରୁଛି।…

ବାପ-ଝିଅଙ୍କୁ ଚାପିଦେଲା ଟ୍ରକ୍‌

ଖମାର,୧୪ା୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ଖମାର ଥାନା ଅନ୍ତର୍ଗତ କଲଣ୍ଡା ଗ୍ରାମ ନିକଟ ଜାତୀୟ ରାଜପଥ ୧୪୯ରେ ବାଇକ୍‌ ଉପରେ ଟ୍ରକ୍‌ ଚଢ଼ି ଯିବାରୁ ଦୁଇଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ହେଲେ ଖମାର ଗ୍ରାମର ସୁନୀଲ କୁମାର ସାହୁ…

ଭାରତୀଙ୍କ ଉପରେ ଭରସା ରଖିଲା ବିଜେଡି

ବାରିପଦା ଅଫିସ,୧୪ା୩: ମୟୂରଭଞ୍ଜ ଜିଲା ପରିଷଦ ସଭାପତି ନିର୍ବାଚନ ରବିବାର ବାରିପଦାସ୍ଥିତ ମୁର୍ଗାବାଡ଼ି ପ୍ରୟାସ ହଲ୍‌ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଶାମାଖୁଣ୍ଟା ବ୍ଲକ ୫୦ନଂ. ଜୋନ୍‌ ଜିଲା ପରିଷଦ ସଭ୍ୟା ଭାରତୀ ହାଁସଦା ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସେ ତାଙ୍କ…

କେନ୍ଦୁଝରରେ ମହିଳାଙ୍କୁ ପ୍ରାଧାନ୍ୟ

କେନ୍ଦୁଝର,୧୪ା୩ (ସ୍ବ.ପ୍ର/ଡି.ଏନ.ଏ.): କେନ୍ଦୁଝର ଜିଲା ପରିଷଦ ସଭାପତି ନିର୍ବାଚନ ରବିବାର ଶାନ୍ତିଶୃଙ୍ଖଳାରେ ଶେଷ ହୋଇଛି। ୩୧ ନଂ. ଜୋନ୍‌ରୁ ନିର୍ବାଚିତ ଜିଲା ପରିଷଦ ସଭ୍ୟା ତଥା ବିଜେଡି ପ୍ରାର୍ଥୀ ସାଗରିକା ସାହୁ ସଭାପତି ଭାବେ ବିଜୟଲାଭ କରିଛନ୍ତି। ୩୭ ଜିଲା ପରିଷଦ…

ଜିତିଲେ ଅପ୍ରତିଦ୍ୱନ୍ଦ୍ୱୀ ପ୍ରଫୁଲ୍ଲ

ଭଦ୍ରକ ଅଫିସ/ ବନ୍ତ,୧୪ା୩ (ଡି.ଏନ୍‌.ଏ./ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ୧୫ ନଂ. ଜୋନ୍‌ର ଜିଲା ପରିଷଦ ସଭ୍ୟ ତଥା ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ ଜେନା ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସେ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ…

ନିର୍ଦ୍ୱନ୍ଦ୍ୱରେ ବିଜୟୀ ହେଲେ ନାରାୟଣ

ବାଲେଶ୍ୱର ଅଫିସ,୧୪ା୩: ବାଲେଶ୍ୱର ଜିଲାରେ ୨୯ନଂ. ଜୋନ୍‌ରୁ ନିର୍ବାଚିତ ଜିଲା ପରିଷଦ ସଦସ୍ୟ ତଥା ବିଜେଡି ପ୍ରାର୍ଥୀ ନାରାୟଣ ପ୍ରଧାନ ନିର୍ଦ୍ୱନ୍ଦ୍ୱରେ ଜିଲାପରିଷଦ ସଭାପତି ଭାବେ ବିଜୟଲାଭ କରିଛନ୍ତି। ସଭାପତିଙ୍କ ସମେତ ସମସ୍ତ ଜିଲାପରିଷଦ ସଦସ୍ୟାସଦସ୍ୟଙ୍କୁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ…

ରୋଗୀଙ୍କୁ ଡାକ୍ତର ମାଡ଼ ମାରିବା ଘଟଣା: କଡ଼ା କାର୍ଯ୍ୟାନୁଷ୍ଠାନ ଦାବିରେ ରାସ୍ତାରୋକୋ

ଭବାନୀପାଟଣା,୧୪ା୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡ ଡାକ୍ତରଖାନାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଚିକତ୍ସା ପାଇଁ ଆସିଥିବା ଜଣେ ରୋଗୀଙ୍କୁ କାର୍ଯ୍ୟରତ ଡାକ୍ତର ନିସ୍ତୁକ ମାଡ଼ ମାରୁଥିବା ଭିଡିଓ ଭାଇରାଲ ହେବା ପରେ ରୋଗୀଙ୍କ ସମ୍ପର୍କୀୟ ଏବଂ ସ୍ଥାନୀୟ ଲୋକେ…

ଭେଜାଲ ଖାଦ୍ୟ ସାମଗ୍ରୀ ଉପରେ ଅଙ୍କୁଶ ନାହିଁ

ଯାଜପୁର ଅଫିସ,୧୪ା୩: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ବ୍ୟାସନଗର ସହର। ଏଠାରେ ଓଏମ୍‌ସି, ଶ୍ରମ ଯୁଗ୍ମ ଉପନିର୍ଦ୍ଦେଶକ, ଖଣି ଉପନିର୍ଦ୍ଦେଶକ, ଜିଲା ଉଠା ଜଳସେଚନ କାର୍ଯ୍ୟାଳୟ, ଓଡ଼ିଶା ମାଇନିଂ କର୍ପୋରେଶନ ଆଦି ସରକାରୀ କାର୍ଯ୍ୟାଳୟ ରହିଛି। ଯାଜପୁର ରୋଡ ରେଳଷ୍ଟେଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?