ଆମ ଜିଲା ଖବର

ତେନ୍ତୁଳିଗୁମ୍ମା ପଞ୍ଚାୟତ ସରପଞ୍ଚ, ସମସ୍ତ ଓ୍ବାର୍ଡମେମ୍ବର, ସମିତିସଭ୍ୟ ଅପ୍ରତିଦ୍ୱନ୍ଦ୍ୱୀ

ବୈପାରିଗୁଡ଼ା, ୩୦ା୧(ଡି.ଏନ୍‌.ଏ.) ବୈପାରିଗୁଡ଼ା ବ୍ଲକରେ ୨୪ ତାରିଖରେ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ଏଥିପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ବୈପାରିଗୁଡ଼ା ବ୍ଲକରେ ୨୦ ପଞ୍ଚାୟତ ରହିଛି। ୧୦ ଲେଖାଏ ପଞ୍ଚାୟତକୁ ନେଇ ଜିଲା ପରିଷଦ ଜୋନ୍‌-୧…

ଆଦିବାସୀ ନୃତ୍ୟ, ସଙ୍ଗୀତ ଭିଡିଓ ଜରିଆରେ ଚାଲିଛି ପ୍ରଚାର

ମାଲକାନଗିରି,୩୦ା୧(ଡି.ଏନ୍‌.ଏ.) ଆଦିବାସୀ ବହୁଳ ମାଲକାନଗିରି ଜିଲାରେ ନିର୍ବାଚନ ପାଇଁ ବିଜେଡି ପକ୍ଷରୁ ସୋସିଆଲ ମିଡିଆ ପ୍ରଚାର ଚାଲିଛି। ଆଗଧାଡ଼ିର ନେତା ଓ କର୍ମୀମାନେ ବିଭିନ୍ନ ନୃତ୍ୟ ଓ ଗୀତର ଭିଡିଓ ମାଧ୍ୟମରେ ପ୍ରଚାର ଚଳାଇଛନ୍ତି। ଜିଲାର ଖଇରପୁଟ ବ୍ଲକ ଏକ ଆଦିବାସୀ…

ନୂତନ ରେଳପଥ ପାଇଁ ଜମି ଅଧିଗ୍ରହଣ କାମ ଶୀଘ୍ର ସାରିବାକୁ ନିର୍ଦ୍ଦେଶ

କୋରାପୁଟ,୩୦ା୧(ସ୍ବ.ପ୍ର.) କୋରାପୁଟସ୍ଥିତ ଜିଲାପାଳଙ୍କ ସଭା ଗୃହରେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର(ଆର୍‌ଡିସି) ଏ. ଅପାଙ୍ଗ ଆଓଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଆର୍‌ଡିସି କୋରାପୁଟ, ନବରଙ୍ଗପୁର, ମାଲକାନାଗିରି ଜିଲାର ବିଭିନ୍ନ ରାଜସ୍ବ ମାମଲାର ସମୀକ୍ଷା କରିଛନ୍ତି। ଆର୍‌ଡିସିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ…

ଗଡ଼ ଫେରିପାଇବା ଲକ୍ଷ୍ୟରେ ବିଜେଡି

ରାଇଘର, ୩୦ା୧(ଡି.ଏନ୍‌.ଏ.) ନବରଙ୍ଗପୁର ଜିଲା ରାଇଘର ବ୍ଲକରେ ଏବେ ନିର୍ବାଚନୀ ପ୍ରଚାର ଜୋର୍‌ଦାର ଚାଲିଛି। ଗ୍ରାମାଞ୍ଚଳରେ ନେତା ଡେରା ପକାଇ ଲୋକଙ୍କୁ ଏକାଠି କରି ଜୋର୍‌ଦାର ପ୍ରଚାର କରୁଛନ୍ତି। ଉମରକୋଟ ନିର୍ବାଚନମଣ୍ଡଳୀ ମଧ୍ୟରୁ ରାଇଘର ବ୍ଲକର ଚାରି ନମ୍ବର ଜିଲା ପରିଷଦ…

ଅନୁଗୋଳରେ ଗଡ଼ିଲା ପ୍ରଥମ ଦୁଗ୍ଧ ଏଟିଏମ୍‌

ଛେଣ୍ଡିପଦା, ୩୦ା୧(ସ୍ବ.ପ୍ର.) ସାହି ସାହି ବୁଲୁଛି ମିଲ୍କ ଭ୍ୟାନ୍‌। ଏଟିଏମ୍‌ରୁ ଟଙ୍କା ବାହାରିବା ଭଳି ସେଥିରୁ ବାହାରୁଛି ଉନ୍ନତମାନର କ୍ଷୀର। ଅନୁଗୋଳ ଜିଲାରେ ପ୍ରଥମ ଥର ଏଭଳି ଦୁଗ୍ଧ ଏଟିଏମ୍‌ ଆରମ୍ଭ କରି ଚର୍ଚ୍ଚିତ ଚେହେରା ପାଲଟିଛନ୍ତି ଛେଣ୍ଡିପଦା ବ୍ଲକ ବରସାହି…

କୁଇଣ୍ଟାଲ ପିଛା ୮ କେ.ଜି. କଟ୍‌ନୀ

ବଇଣ୍ଡା, ୩୦ା୧(ଡି.ଏନ୍‌.ଏ.) କିଶୋରନଗର ବ୍ଲକ ବଇଣ୍ଡାସ୍ଥିତ ଲୁହାମୁଣ୍ଡା ସେବା ସମବାୟ ସମିତିରେ ଶନିବାର କୁଇଣ୍ଟାଲ ପିଛା ୮କେ.ଜି. ଧାନ କଟ୍‌ନୀକୁ ନେଇ ଚାଷୀ ଅସେନ୍ତାଷ ଦେଖାଦେଇଛି। ଧାନ ସଂଗ୍ରହ ଦାୟିତ୍ୱରେ ଥିବା ମିଲର ମନଇଚ୍ଛା ଏଭଳି କରୁଥିବା ସେମାନେ ଅଭିଯୋଗ କରିଛନ୍ତି।…

୪ଟା ୨୦ରେ ଉଠିବ ମହାଦୀପ

ଢେଙ୍କାନାଳ ଅଫିସ, ୩୦ା୧: ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସ ଜାଗରଯାତ୍ରା ଏବଂ ଯୋରନ୍ଦା ମାଘମେଳା ବିନା ଶ୍ରଦ୍ଧାଳୁରେ ହେବ। ଏହାକୁ ନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶନିବାର ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ…

ବିଜେଡି-ଭାଜପା ମୁଖ୍ୟ ଲଢ଼େଇ

ଢେଙ୍କାନାଳ ଅଫିସ, ୩୦ା୧: ଜୋର୍‌ ଧରିଲାଣି ପ୍ରଚାର। ଗ୍ରାମାଞ୍ଚଳରେ ବଢ଼ିଲାଣି ନିର୍ବାଚନୀ ଉଷ୍ମତା। ଭୋଟରଙ୍କୁ ଆକୃଷ୍ଟ କରିବାକୁ ପ୍ରାର୍ଥୀ ଘରମୁହଁା ହୋଇଥିବାବେଳେ ସୋସିଆଲ ମିଡିଆରେ ଚାଲିଛି ନୀତିଆଦର୍ଶର ଲଢ଼େଇ। ଫେବୃୟାରୀ ୧୬ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଥିବାବେଳେ ସରଗରମ ହୋଇଉଠିଲାଣି…

ପୁଷ୍ପା ପୋଷ୍ଟରରେ ଅଳିଆ ସଚେତନତା

ଅନୁଗୋଳ ଅଫିସ, ୩୦ା୧: ଦକ୍ଷିଣ ଭାରତୀୟ ବ୍ଲକବଷ୍ଟର ସିନେମା ପୁଷ୍କାର କ୍ରେଜ୍‌ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ବହୁଭାଷୀ ଫିଲ୍ମ ଏବଂ ଏହାର ପୋଷ୍ଟର ଏବେ ସଚେତନତାର ବାର୍ତ୍ତା ବାହକ ସାଜିଛି। ନିକଟରେ ଟ୍ରାଫିକ୍‌ ନିୟମ ଉଲ୍ଲଂଘନକାରୀଙ୍କୁ ସତର୍କ କରାଇବାକୁ…

କିଚେନ ଗାର୍ଡେନ ନାଁରେ ଅର୍ଥ ଆତ୍ମସାତ୍‌

ଭଦ୍ରକ ଅଫିସ,୩୦ା୧: ଭଦ୍ରକ ଜିଲାରେ କିଚେନ ଗାର୍ଡେନ ପ୍ରତିଷ୍ଠା ନାଁରେ ୭୬ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ କରାଯାଇଥିବା ଅଭିଯୋଗ ହେଉଛି। ଗାର୍ଡେନ ପ୍ରତିଷ୍ଠା ନ କରି କିମ୍ବା ନାଁକୁ ମାତ୍ର ଗାର୍ଡେନ କରି ଅନୁଦାନ ଟଙ୍କା ଆତ୍ମସାତ୍‌ କରାଯାଇଛି। ଜିଲାରେ…

ଇକଡାରେ ନିର୍ମାଣ ହେଲା ବାଉଁଶପୋଲ

ଜଳେଶ୍ୱର, ୩୦ା୧(ଡି.ଏନ.ଏ.) ଘରୁ ପଦାକୁ ଗୋଡ଼ କାଢ଼ିଲେ ପାରି ହେବାକୁ ପଡ଼େ ଏକ ଲମ୍ବା ନାଳ। ଦୈନନ୍ଦିନ ବିଲକାମ, ସ୍କୁଲ, ଅଙ୍ଗନୱାଡ଼ି, ବଜାରକୁ ଗଲେ ଏହି ନାଳ ପାରି ହେବାକୁ ପଡ଼େ। ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ଖାଲିନା ପଞ୍ଚାୟତ…

ବାଲି ସଇରାତକୁ ନେଇ ବିବାଦ

ବାରିପଦା ଅଫିସ,୩୦ା୧: ମୟୂରଭଞ୍ଜ ଜିଲା ବଡ଼ସାହି ତହସିଲ ଅଧୀନ ଆରପଟା ବାଲି ସଇରାତକୁ ନେଇ ଦୁଇଗୋଷ୍ଠୀଙ୍କ ମଧ୍ୟରେ ବିବାଦ ପିଛା ଛାଡୁନାହିଁ। ଗୋଟିଏ ଗୋଷ୍ଠୀ ପକ୍ଷରୁ ଲିଜ୍‌ଧାରୀ ପ୍ରଦୀପ କୁମାର ବିନ୍ଧାଣୀଙ୍କୁ ତହସିଲ କାର୍ଯ୍ୟାଳୟରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?