ଆମ ଜିଲା ଖବର

ପାଟଣା, ସାହାରପଡ଼ା ବ୍ଲକ ଅଧ୍ୟକ୍ଷା ପଦ ଦଖଲ କଲା ବିଜେଡି

ପାଟଣା,୧୨ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକରେ ସୁକାନ୍ତି ନାଏକ ଓ ସାହାରପଡ଼ା ବ୍ଲକରେ ରୀନା ନାଏକ ବ୍ଲକ ଅଧ୍ୟକ୍ଷା ଭାବେ ନିର୍ବାଚିତ ହୋଇଛନ୍ତି। ଶନିବାର କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ବ୍ଲକ ଅଧ୍ୟକ୍ଷା ପଦବୀ ନିର୍ବାଚନ ଆରମ୍ଭ ହୋଇଥିଲା। ଉଭୟ ବ୍ଲକ…

ନିର୍ଦ୍ୱନ୍ଦ୍ୱରେ କଣ୍ଟାପଡ଼ା ବ୍ଲକ ଅଧ୍ୟକ୍ଷା ହେଲେ ଜିନା

କଣ୍ଟାପଡ଼ା,୧୨ା୩(ଡି.ଏନ୍‌.ଏ.): କଟକ ଜିଲା କଣ୍ଟାପଡ଼ା ବ୍ଲକର ଅଧ୍ୟକ୍ଷା ଭାବେ ବାଗଲପୁର ପଞ୍ଚାୟତର ସମିତିସଭ୍ୟା ଜିନା ଭୋଇ ନିର୍ବାଚିତ ହୋଇଛନ୍ତି। ଜିନା ଅଧ୍ୟକ୍ଷା ପଦବୀ ପାଇଁ ଏକମାତ୍ର ପ୍ରାର୍ଥୀ ଭାବେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ନିର୍ଦ୍ଧାରିତ ସମୟ ଭିତରେ କେହି ପ୍ରାର୍ଥିପତ୍ର ଦାଖଲ…

ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷ ହେଲେ ସୁଶାନ୍ତ

ଦାରିଙ୍ଗବାଡ଼ି,୧୨ା୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷ ପଦବୀ ବିଜେଡି ହାତେଇଛି। ଏହି ପଦରେ ବିଜେଡିର ସୁଶାନ୍ତ କୁମାର ପ୍ରଧାନ ବିଜୟୀ ହୋଇଛନ୍ତି। ସେ ୨୫ ସମିତିସଭ୍ୟଙ୍କ ମଧ୍ୟରୁ ୧୭ଟି ଭୋଟ୍‌ ପାଇ ବିଜୟ ହୋଇଛନ୍ତି। ତାଙ୍କ ବିପକ୍ଷରେ ତତ୍କାଳୀନ ବ୍ଲକ…

ବୀରମହାରାଜପୁରରେ ପ୍ରଥମ ମହିଳା ବ୍ଲକ ଅଧ୍ୟକ୍ଷା

ଅମରପାଲି,୧୨।୩(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷ ପାଇଁ ଶନିବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଶାନ୍ତି ଲୁହା ବ୍ଲକ ଅଧ୍ୟକ୍ଷା ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ପ୍ରଥମ ବ୍ଲକ ମହିଳା ଅଧ୍ୟକ୍ଷା ଭାବେ ସେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ ବ୍ଲକ ସଭାଗୃହରେ…

ଶ୍ୱଶୁର ଘରକୁ ବୁଲିବାକୁ ଆସି ଗଛରେ ଝୁଲିପଡ଼ିଲେ ଜ୍ୱାଇଁ

ବନ୍ତ,୧୨ା୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ପଧାନପଡା ଚାଷଜମି ନିକଟ ଏକ ବବୁରୀ ଗଛରୁ ଶନିବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରିଛି। ମୃତକ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ କାଉପୁର ଗ୍ରାମର କୁନି ମୁଣ୍ଡା(୩୦) ବୋଲି…

ଜିଲାର ୬ ବ୍ଲକରେ ନିର୍ଦ୍ୱନ୍ଦ୍ୱରେ ଅଧ୍ୟକ୍ଷ ନିର୍ବାଚିତ

ସୋନପୁର,୧୨।୩ (ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ନିକଟରେ ଅନୁଷ୍ଠିତ ହୋଇଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଶେଷ ପର୍ଯ୍ୟାୟରେ ଶନିବାର ୬ଟି ବ୍ଲକ ଅଧ୍ୟକ୍ଷ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ପୂର୍ବ ନିର୍ଦ୍ଧାରିତ ସମୟାନୁଯାୟୀ ନବ ନିର୍ବାଚିତ ସମିତି ସଭ୍ୟା ଓ ସଭ୍ୟ ୬ଟିଯାକ…

ନିର୍ଦ୍ୱନ୍ଦ୍ୱରେ ହିନ୍ଦୋଳ ବ୍ଲକ ଅଧ୍ୟକ୍ଷା ହେଲେ ସସ୍ମିତା ରାଣୀ ନାଏକ

ହିନ୍ଦୋଳ,୧୨ା୩(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଅଧ୍ୟକ୍ଷା ଭାବେ ସସ୍ମିତା ରାଣୀ ନାଏକ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ହିନ୍ଦୋଳ ବ୍ଲକ ଅଧ୍ୟକ୍ଷା ନିର୍ବାଚନ ପ୍ରକ୍ରିୟାରେ ନାଏକ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଥିଲେ। ଅନ୍ୟ କୌଣସି ପ୍ରାର୍ଥୀ ନାମାଙ୍କନ ଦାଖଲ…

ସରିତା ବାଗ୍‌ ହେଲେ ବଲାଙ୍ଗୀର ସଦର ବ୍ଲକ ଅଧ୍ୟକ୍ଷା

ବଲାଙ୍ଗୀର ଅଫିସ,୧୨ା୩: ବଲାଙ୍ଗୀର ସଦର ବ୍ଲକ ଅଧ୍ୟକ୍ଷା ଭାବେ ବଡ଼ିଘାଟ ସମିତି ସଭ୍ୟା ସରିତା ବାଗ୍‌ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଶନିବାର ବ୍ଲକ ଅଧ୍ୟକ୍ଷା ନିର୍ବାଚନ ପ୍ରକ୍ରିୟାରେ ବାଗ୍‌ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଥିଲେ। ଅନ୍ୟ କୌଣସି ପ୍ରାର୍ଥୀ…

ଚିଲିକା ବିଧାୟକଙ୍କୁ ଆକ୍ରମଣ

ଚିଲିକା ବିଧାୟକଙ୍କୁ ଆକ୍ରମଣ ଖୋର୍ଦ୍ଧା ଅଫିସ,୧୨ା୩: ଖୋର୍ଦ୍ଧା ଜିଲା ଅନ୍ତର୍ଗତ ବାଣପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଭାଜପା କର୍ମୀଙ୍କ ଆକ୍ରମଣରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗୁରୁତର ହୋଇଛନ୍ତି। ବର୍ତ୍ତମାନ ବିଧାୟକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା…

ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଛାଡିଲେନି ଠାକୁରଙ୍କ ମୂର୍ତ୍ତି ସହ ମୁକୁଟ

ପୁରୀ ଅଫିସ,୧୨।୩: ପୁରୀ ଜିଲା ବୀରନରସିଂହପୁର ଗାଁରେ ଥିବା ଗୋପିନାଥ ମନ୍ଦିରରୁ ଚୋରି ହୋଇଛି। ଅଷ୍ଟଧାତୁରେ ନିର୍ମିତ ବାବା ଗୋପିନାଥଙ୍କ ସହ, ରାଧା, ଦୁର୍ଗା ଓ ଅନ୍ୟ ପାଶର୍‌ବ ଦେବାଦେବୀଙ୍କ ମୂର୍ତ୍ତିକୁ ଦୁର୍ବୃତ୍ତ ନେଇଯାଇନ୍ତି । ଏହାସହ ଠାକୁରଙ୍କ ସୁନା ଓ…

ଆସିଲେନି ଓ୍ବାର୍ଡ ସଭ୍ୟ, ହୋଇପାରିଲାନି ନିର୍ବାଚନ

ଅମରପାଲି,୧୨ା୩(ଡି.ଏନ.ଏ.): ରାଜ୍ୟରେ ସମସ୍ତ ପଞ୍ଚାୟତର ନିର୍ବାଚିତ ସରପଞ୍ଚମାନେ କାର୍ଯ୍ୟଭାର ଗ୍ରହଣ କରିବା ପରେ ଶୁକ୍ରବାର ନାଏବ ସରପଞ୍ଚ ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି। ବୀରମହାରାଜପୁର ବ୍ଲକର ୧୫ ଗୋଟି ପଞ୍ଚାୟତରୁ କେବଳ ଖଣ୍ଡହତା ପଞ୍ଚାୟତରେ ନାଏବ ସରପଞ୍ଚ ନିର୍ବାଚନ ହୋଇନାହିଁ ।…

୫୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌

ମାଧପୁର,୧୨।୩(ଡି.ଏନ୍‌.ଏ.): ଆଠମଲ୍ଲିକ ଥାନା ଅନ୍ତର୍ଗତ ଆଠମଲ୍ଲିକ କିଆକଟା ପୂର୍ତ୍ତ ରାସ୍ତାର ପୁରୁଣା ମାଣତ୍ରି ନାଳ ଉପରେ ଶନିବାରି ଏକ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ତଳକୁ ଖସିପଡିଛି । ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ଆଜି ଭୋର ସମୟରେ ଟ୍ରକ୍‌ଟି ମାଧପୁର ଦିଗରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?