ଆମ ଜିଲା ଖବର

‘ଗାନ୍ଧୀ ବିଚାରର ଅନ୍ତ ଅସମ୍ଭବ’

ଅନୁଗୋଳ ଅଫିସ, ୨୮।୧ ଗାନ୍ଧିବାଦୀ ସଙ୍ଗଠନଗୁଡ଼ିକ ପକ୍ଷରୁ ଦେଶବ୍ୟାପୀ ଚାଲିଥିବା ”ରାଷ୍ଟ୍ରପିତାଙ୍କ ଅପମାନ-ସହିବ ନାହିଁ ହିନ୍ଦୁସ୍ଥାନ“ ଶୀର୍ଷକ ପ୍ରଚାର ଅଭିଯାନ ଅନୁଗୋଳ ଗାନ୍ଧୀ ପାର୍କଠାରେ ଆୟୋଜିତ ହୋଇଯାଇଛି। ଏଥିରେ ଜିଲା ଗାନ୍ଧୀ ଶାନ୍ତି ପ୍ରତଷ୍ଠାନର ଅଧ୍ୟକ୍ଷ ଶରତ କୁମାର ସାହୁ ଯୋଗଦେଇ…

ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି

ରାଉରକେଲା ଅଫିସ,୨୮ା୧: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଲ୍ୟାମ୍ପ୍ସ ଏମ୍‌ଡି ପରୀକ୍ଷିତ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ। ପରୀକ୍ଷିତଙ୍କ ପୈତୃକ ଘର, ରାଜଗାଙ୍ଗପୁରସ୍ଥିତ ଘରେ ଚଢ଼ାଉ ଚାଲିଛି।…

ମହିଳା ସଶକ୍ତୀକରଣର ନୂଆ ଫର୍ମୁଲା

କେନ୍ଦ୍ରାପଡ଼ା ଅଫିସ,୨୮ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଫେବୃୟାରୀରେ ଅନୁଷ୍ଠିତ ହେବ। ଏଥିପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ, ରାଜନୀତିରେ ମହିଳା ସଶକ୍ତୀକରଣ ପାଇଁ ୫୦ ପ୍ରତିଶତ ସଂରକ୍ଷଣ ରଖାଯାଇଛି। ୩୨ ଜିଲା ପରିଷଦ…

ଜିଲା ପରିଷଦ ପ୍ରାର୍ଥୀଙ୍କୁ ମିଳିଲା ଚିହ୍ନ

କେନ୍ଦ୍ରାପଡ଼ା ଅଫିସ, ୨୮ା୧: ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଜିଲା ପରିଷଦ ସଭ୍ୟ ପାଇଁ ଚୂଡାନ୍ତ ପ୍ରାର୍ଥୀ ତାଲିକା ସହ ଚିହ୍ନ ପ୍ରଦାନ କରାଯାଇଛି। ମଙ୍ଗଳବାର କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ବିଜେଡିର ଶଙ୍ଖ, କଂଗ୍ରେସର ହାତ,…

ସ୍ବର୍ଗଦ୍ୱାରରୁ ଶବଦାହ କଟକଣା ହଟିଲା

ପୁରୀ ଅଫିସ,୨୮।୧: ପୁରୀ ସ୍ବର୍ଗଦ୍ୱାରରେ ଶବଦାହ ଓ ମହୋଦଧିରେ ଅସ୍ଥି ବିସର୍ଜନ ଉପରେ ଥିବା କଟକଣାକୁ ହଟାଇ ଦିଆଯାଇଛି। ପୁରୀ ଜିଲା ବାହାର ଲୋକଙ୍କୁ ସ୍ବର୍ଗଦ୍ୱାରରେ ଶବଦାହ ଓ ମହୋଦଧିରେ ଅସ୍ଥି ବିସର୍ଜନ ପାଇଁ ପୁରୀ ପ୍ରଶାସନ ପୁଣି ଅନୁମତି ଦେଇଛି।…

ପଞ୍ଚାୟତ ନିର୍ବାଚନ ପ୍ରତି ଅନାଗ୍ରହ

ଯାଜପୁର ଅଫିସ,୨୮ା୧: ଯାଜପୁର ଜିଲାର ୨୩୫ ୱାର୍ଡ ସଭ୍ୟ ପଦବୀ ପାଇଁ କେହି ନାମାଙ୍କନପତ୍ର ଦାଖଲ କରିନାହାନ୍ତି। ଏହାବାଦ୍‌ ୧୫୧୧ ୱାର୍ଡମେମ୍ବର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଅଂଶଗ୍ରହଣ କରିବାକୁ କ୍ରମଶଃ ଅନାଗ୍ରହ ଦେଖା ଦେଉଥିବା ଏଥିରୁ ସ୍ପଷ୍ଟ…

ପରିବେଶ କ୍ଷୟକ୍ଷତି ଭରଣା ପାଇଁ ନିର୍ଦ୍ଦେଶ

ଯାଜପୁର ଅଫିସ,୨୮ା୧: ଯାଜପୁର ଜିଲା ଦେଇ ଯାଇଥିବା ଚଣ୍ଡିଖୋଲ ଠାରୁ ତାଳଚେର ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ବିପୁଳ ପରିମାଣର ମୋରମ୍‌ ଲୁଟ୍‌ ହୋଇଛି। ଏହାସହ ୨୦୧୫ରୁ ୨୦୧୭ ପର୍ଯ୍ୟନ୍ତ ମୋରମ୍‌ ବ୍ୟବହାରରେ ପରିବେଶଗତ ଅନୁମତିର କ୍ଷତିଭରଣା ଏବଂ ଆବଶ୍ୟକ ରାଜସ୍ବ,…

ସରପଞ୍ଚ ପ୍ରାର୍ଥୀଙ୍କ ଘର ପଛ ପଟେ ଫୁଟିଲା ବୋମା

ପୁରୀ ଅଫିସ,୨୮।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଚାର ଆରମ୍ଭରୁ ହିଁ ପୁରୀ ଜିଲାରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଲାଣି। ଗୋପ ଓ ପୁରୀ ଚନ୍ଦନପୁର ପରେ ଗୁରୁବାର ସଦର ଥାନା ଅଧୀନ କାଶୀହରିପୁର ପଞ୍ଚାୟତ ଚାରିନଳା ଗ୍ରାମସ୍ଥିତ ବସନ୍ତେଇ ଠାକୁରାଣୀଙ୍କ…

ପୁରୀ ଶିଶୁକନ୍ୟା ବଳାତ୍କାର ମାମଲା: ପିପିଲିରୁ ଅଭିଯୁକ୍ତ ଗିରଫ

ପୁରୀ ଅଫିସ,୨୮।୧: ପୁରୀ ଟାଉନ ଥାନା ଅଞ୍ଚଳରେ ଗତ ୨୩ ତାରିଖରେ ୫ବର୍ଷୀୟା ଶିଶୁକନ୍ୟାକୁ ଉଠାଇନେଇ ବଳାତ୍କାର କରାଯିବା ମାମଲାର ଅଭିଯୁକ୍ତ ମହେଶ ମହାନ୍ତିଙ୍କୁ ପୁରୀ ପୋଲିସ ବୁଧବାର ରାତିରେ ଗିରଫ କରିଛି। ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ ସୀମାନ୍ତ ପିପିଲି ଅଞ୍ଚଳରୁ…

ରାସ୍ତା କାମ ନ ହେଲେ ଭୋଟ ଦେବୁନି

ବୈଶିଙ୍ଗା,୨୭ା୧(ଡି.ଏନ.ଏ.)- ରାସ୍ତା କାମ କର ନ ହେଲେ ଭୋଟ ଦେବୁନି। ଏଭଳି ସଫା ସଫା କହୁଛନ୍ତି ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ଗଡ଼ଦେଉଳିଆ ପଞ୍ଚାୟତର ଭାନୁପୁର ଗ୍ରାମ ୮ନଂ. ୱାର୍ଡର ଜନସାଧାରଣ। ଦୀର୍ଘ ଦିନ ହେଲା ରାସ୍ତା ସମସ୍ୟା ନେଇ…

ସ୍ପଞ୍ଜ ଆଇରନ କାରଖାନାରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ: ଜଣେ ମୃତ, ୩ ଆହତ

ଝାରସୁଗୁଡ଼ା ଅଫିସ,୨୭ା୧: ଝାରସୁଗୁଡ଼ା ଜିଲା କୋଲାବିରା ଥାନା ଅନ୍ତର୍ଗତ ରଘୁନାଥପାଲିସ୍ଥିତ ଜୟ ହନୁମାନ ଉଦ୍ୟୋଗ ଲିମିଟେଡ ନାମକ ସ୍ପଞ୍ଜ ଆଇରନ କାରଖାନାରେ ବୁଧବାର ଭୋର ସମୟରେ ସିଲିଣ୍ଡର ବିସ୍ଫୋରଣ ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ…

ଶ୍ରୀମନ୍ଦିର ଖୋଲିବା ନେଇ ଶୁକ୍ରବାର ବସିବ ବୈଠକ

ପୁରୀ ଅଫିସ, ୨୭।୧: ଶ୍ରୀମନ୍ଦିର ଖୋଲିବା ନେଇ ଶୁକ୍ରବାର ବୈଠକ ବସିବ। ମୁଖ୍ୟ ପ୍ରଶାସକ କ୍ରିଶନ କୁମାର ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଏ ନେଇ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ଏହି ବୈଠକରେ ବିଭିନ୍ନ ସେବାୟତ ନିଯୋଗର ସେବାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?