ଆମ ଜିଲା ଖବର

କଟକଣାରେ ସ୍ବାଧୀନତା ଦିବସ ପାଳିତ : ଶ୍ରମ ମନ୍ତ୍ରୀ କଲେ ପତାକା ଉତ୍ତୋଳନ

ବଲାଙ୍ଗୀର ଅଫିସ,୧୫।୮: ବଲାଙ୍ଗୀର ସହର ମନୋହରପୁର ପୋଲିସ ପଡ଼ିଆରେ ୭୫ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି । ଏଥିରେ ଗ୍ରାମ୍ୟ ଉନ୍ନୟନ ଓ ଶ୍ରମ ବିଭାଗ ମନ୍ତ୍ରୀ ସୁଶାନ୍ତ ସିଂ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ…

୧୬ରୁ ସ୍ଵର୍ଗଦ୍ୱାରରେ ବାହାର ଲୋକଙ୍କୁ ଶବଦାହ ଅନୁମତି

ପୁରୀ ଅଫିସ,୧୫।୮: ସ୍ଵର୍ଗଦ୍ୱାରରେ ଶବସତ୍କାର ଓ ମହୋଦଧିରେ ଅସ୍ଥି ବିସର୍ଜନ ନେଇ ରହିଥିବା କଟକଣାକୁ ପୁରୀ ଜିଲା ପ୍ରଶାସନ ପ୍ରତ୍ୟାହାର କରିନେଇଛି। ଆସନ୍ତା ୧୬ ତାରିଖରୁ ବାହାର ଜିଲା ଓ ରାଜ୍ୟର ଲୋକେ ସ୍ଵର୍ଗଦ୍ୱାରରେ ଅଣକୋଭିଡ୍‌ ମୃତକଙ୍କ ଦାହ କରିପାରିବେ। ସେହିଭଳି…

୭୫ତମ ସ୍ବାଧୀନତା ଦିବସ : ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ସୁନ୍ଦରଗଡ଼ ଅଫିସ,୧୫।୮: ସୁନ୍ଦରଗଡ଼ରେ ଜିଲାସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଶଙ୍କରାସ୍ଥିତ ରିଜର୍ଭ ପୋଲିସ ପଡ଼ିଆରେ ଆୟୋଜିତ ଏହି ସମାରୋହରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ପରେ ଆୟୋଜିତ…

କଟକଣା ମଧ୍ୟରେ ପାଟଣାରେ ପାଳିତ ହେଲା ସ୍ବାଧୀନତା ଦିବସ

ପାଟଣା,୧୫ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟଠାରେ କୋଭିଡ୍‌ କଟକଣା ମଧ୍ୟରେ ରବିବାର ୭୫ ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ମୁଖ୍ୟାଳୟସ୍ଥିତ ଷ୍ଟାଡିୟମରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଜଗନ୍ନାଥ ନାଏକ ଯୋଗ ଦେଇ…

ଭଞ୍ଜନଗର ଉପଖଣ୍ଡରେ ସ୍ବାଧୀନତା ଦିବସ

ଭଞ୍ଜନଗର,୧୫ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ନିରାଡମ୍ବର ଭାବେ ସ୍ଥାନୀୟ ଜେଲ ପଡ଼ିଆରେ ରବିବାର ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ…

କେନ୍ଦୁଝରରେ ପତାକା ଉତ୍ତୋଳନ କଲେ ଜଳସମ୍ପଦ ମନ୍ତ୍ରୀ

କେନ୍ଦୁଝର,୧୫ା୮(ସ୍ବ.ପ୍ର.): ଜିଲାସ୍ତରୀୟ ୭୫ ତମ ସ୍ବାଧୀନତା ଦିବସ କେନ୍ଦୁଝର ଷ୍ଟାଡିୟମଠାରେ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ସୂଚନା ଲୋକ ସମ୍ପର୍କ ତଥା ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡରେ ଅଭିବାଦନ…

୧୭ରୁ ଝୁଲଣ ଯାତ୍ରା ଆରମ୍ଭ

ପୁରୀ ଅଫିସ, ୧୫।୮: ଆସନ୍ତା ୧୭ ତାରିଖଠାରୁ ମଠବାଡ଼ି ଓ ଶ୍ରୀମନ୍ଦିରରେ ଆରମ୍ଭ ହେବ ବର୍ଷାକାଳୀନ ରାସ ତଥା ଝୁଲଣ ଯାତ୍ରା। ଏହା ୭ଦିନ ବ୍ୟାପୀ ଚାଲିବ। ଝୁଲଣ କୁଞ୍ଜରେ ବିଜେ ହେବେ ଶ୍ରୀ ରାଧାକୃଷ୍ଣ। କୁଞ୍ଜରେ ଝୁଲିବେ ଶ୍ରୀ ଲକ୍ଷ୍ମୀ,…

ସ୍ବାଧୀନତା ଦିବସରେ ଅଘଟଣ: ଜାତୀୟ ପତାକା ଉତ୍ତୋଳନ ବେଳେ ଗ୍ରାମରକ୍ଷୀଙ୍କ ଜୀବନ ଗଲା

ଖୋର୍ଦ୍ଧା ଅଫିସ,୧୫ା୮: ସମଗ୍ର ରାଜ୍ୟରେ ୭୫ତମ ସ୍ବାଧୀନତା ଦିବସ ପାଳନ କରାଯାଉଥିବା ବେଳେ ଖୋର୍ଦ୍ଧାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଙ୍କିଆ ଥାନା ସିକୋ ଫାଣ୍ଡିରେ ଜାତୀୟ ପତାକା ଉତ୍ତୋଳନ ବେଳେ ସଂସ୍ପର୍ଶରେ ଆସି ଜଣେ ଗ୍ରାମରକ୍ଷୀଙ୍କ ଜୀବନ ଯାଇଥିବା ବେଳେ…

ପୁରୀ ଓ ରାଉରକେଲା ମଧ୍ୟରେ ସ୍ବତନ୍ତ୍ର ଟ୍ରେନ୍‌

ରାଉରକେଲା ଏବଂ ପୁରୀ ମଧ୍ୟରେ ଏକ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରାଇବା ପାଇଁ ରେଳପଥ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ରାଉରକେଲାଠାରୁ ଏହି ଟ୍ରେନ୍‌ ଅଗଷ୍ଟ ୨୪ରୁ ଛାଡି ପୁରୀ ଅଭିମୁଖେ ଯାତ୍ରା କରିବ। ସେହିଭଳି ପୁରୀରୁ ଅଗଷ୍ଟ ୨୫ରେ ଛାଡି ରାଉରକେଲା…

ଜଙ୍ଗଲର ସୁରକ୍ଷା ପାଇଁ ଅସ୍ତ୍ର ଧରିଲେ ଆଦିବାସୀ

ମାଲକାନଗିରି,୧୪ା୮(ଡି.ଏନ୍‌.ଏ.): ଜଙ୍ଗଲ ଆମର ମା’। ବର୍ଷବର୍ଷ ଧରି ଆମେ ବନାଞ୍ଚଳରେ ବସବାସ କରୁଛୁ। ଏହା ଆମର ଜୀବନ ଜୀବିକାର ଉତ୍ସ। ଜଙ୍ଗଲ ଫଳମୂଳ ଓ ପୋଡୁଚାଷ ଆମକୁ ବଞ୍ଚାଇ ରଖିଛି। ଏହାର ସୁରକ୍ଷା ଆମ ଦାୟିତ୍ୱ। କୌଣସି ପରିସ୍ଥିତିରେ ମଧ୍ୟ ଜଙ୍ଗଲ…

ଭାରତୀୟ ହକି ଖେଳାଳିଙ୍କୁ ଦିଆଯିବ ସମ୍ବଲପୁରୀ ହକି ଷ୍ଟୋଲ

ବରଗଡ଼ ଅଫିସ୍‌,୧୪।୮: ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ସହ ସଫଳତା ହାସଲ କରିଥିବା ଭାରତୀୟ ହକି ଦଳକୁ ୧୬ ତାରିଖରେ ଏକ ସ୍ବତନ୍ତ୍ର ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିବେ। ଏହି ସମାରୋହରେ ହକି ଖେଳାଳିଙ୍କୁ ସମ୍ବଲପୁରୀ ବାନ୍ଧକଳାରେ ପ୍ରସ୍ତୁତ…

ଜିଲା ବାହାର ଲୋକଙ୍କ ପାଇଁ ୧୬ରୁ ଖୋଲିବ ସ୍ବର୍ଗଦ୍ୱାର

ପୁରୀ ଅଫିସ,୧୪।୮: ଆସନ୍ତା ୧୬ ତାରିଖରୁ ବାହାର ଜିଲାବାସୀଙ୍କ ପାଇଁ ପୁରୀ ସ୍ବର୍ଗଦ୍ୱାର ଖୋଲା ହେବ। ଏଣିକି ଜିଲା ବାହାର ଲୋକେ ନିଜ ପରିଜନଙ୍କ ମୃତଦେହ ସ୍ବର୍ଗଦ୍ୱାରରେ ସତ୍କାର କରିପାରିବେ। ଏହି ସମୟରେ କୋଭିଡ କଟକଣାକୁ କଡ଼ାକଡି ଭାବେ ପାଳନ କରାଯିବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri