ଆଚରଣବିଧି ଉଲ୍ଲଂଘନ ଅଭିଯୋଗ
ଆସିକା,୧୧ା୩ (ଡି.ଏନ.ଏ.)- ଆସିକା ଏନଏସିରେ ବିଜେଡି ପକ୍ଷରୁ ନିର୍ବାଚନ ଆଚରଣ ବିଧି ଖୋଲାଖୋଲି ଭାବେ ଉଲ୍ଲଂଘନ କରାଯାଉଥିବା ଭାଜପା ଆସିକା ନଗର ମଣ୍ଡଳ ପକ୍ଷରୁ ଅଭିଯୋଗ କରାଯାଇଛି। ଶୁକ୍ରବାର ଭାଜପାର ଏକ ପ୍ରତିନିଧି ଦଳ ଆସିକା ଏନଏସିର ନିର୍ବାଚନ ଅଧିକାରୀ ତଥା…
ମହିଳାଙ୍କୁ ହତ୍ୟା ଉଦ୍ୟମ ମାମଲା, ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୧୧ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ହତ୍ୟା ଉଦ୍ୟମ ମାମଲାରେ ସମ୍ପୃକ୍ତ ଥିବା ମହୁଡ଼ା ନିକଟ ବରପଲ୍ଲି ଗାଁର କୃଷ୍ଣ ନାୟକଙ୍କୁ ମାମଲା ନଂ.୧୦୮/୨୨ ଅନୁଯାୟୀ ବ୍ରହ୍ମପୁର ସଦର କୋର୍ଟକୁ ଚାଲାଣ କରିଛି। ଜାମିନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର…
ରାସ୍ତାରେ ଅଟକି ଥିଲା ଟ୍ରକ୍, ପଛରୁ ଆସି ପିଟିଲା ବାଇକ୍;ଘରକୁ ଫେରିଲେନି…
କୋକସରା,୧୧।୩(ଡି.ଏନ୍.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଜାତୀୟ ରାଜପଥ ୨୬ ଡଙ୍ଗରିଗୁଡା ଫୁଟବଲ ପଡ଼ିଆ ନିକଟରେ ଶୁକ୍ରବାର ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇ ରହିଥିବା ଏକ ଟ୍ରକ୍କୁ ପଛ ପଟୁ ଦ୍ରୁତଗତିରେ ଆସି ବାଇକ୍ ଧକ୍କା ଦେବାରୁ ବାଇକ୍…
ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ
ବ୍ରହ୍ମପୁର ଅଫିସ,୧୧ା୩: ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ଲୁନା ମହାନ୍ତି ଶୁକ୍ରବାର ଏକ ଲାଞ୍ଚ ମାମଲାର ବିଚାର କରି ଅଭିଯୁକ୍ତ ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥି ସହିତ ୫ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ…
୪ କୁଇଣ୍ଟାଲ ୩୨ କେଜି ଗଞ୍ଜେଇ ଜବତ, ବନ୍ଧା ହେଲେ ୪ ଅଭିଯୁକ୍ତ
ବ୍ରହ୍ମପୁର ଅଫିସ,୧୧ା୩: ଅବକାରୀ କମିଶନର ଆଶିଷ ସିଂ ଓ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶ କ୍ରମେ ବ୍ରହ୍ମପୁର ଅବକାରୀ ଗୋଇନ୍ଦା ଟିମ୍ ଶୁକ୍ରବାର ପୃଥକ ୩ଟି ସ୍ଥାନରୁ ୪ କୁଇଣ୍ଟାଲ ୩୨ କେଜି ଗଞ୍ଜେଇ ସହ ଏକ ଟ୍ରକ…
ନାଏବ ସରପଞ୍ଚ ନିର୍ବାଚନ ବେଳେ ଗୋଷ୍ଠୀ ସଂଘର୍ଷ
କେସିଙ୍ଗା,୧୧।୩: କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତରେ ଶୁକ୍ରବାର ନାଏବ ସରପଞ୍ଚ ନିର୍ବାଚନ ବେଳେ ୨ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ପରେ ଏହା ଉଗ୍ର ରୂପ ନେଇ ଗୋଷ୍ଠୀ ସଂଘର୍ଷ ହୋଇଥିଲା। ଫଳରେ ଉଭୟ ଗୋଷ୍ଠୀର ଆହତ ହୋଇଥିବା ଜଣାପଡିଛି।…
୬ ପୌରାଧ୍ୟକ୍ଷା, ୭୬ କାଉନସିଲର ପ୍ରାର୍ଥୀପତ୍ର କାଏମ
ସୁନ୍ଦରଗଡ଼,୧୧ା୩(ଡି.ଏନ.ଏ.): ସୁନ୍ଦରଗଡ଼ ପୌରନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଯାଞ୍ଚପରେ ୬ ପୌରାଧ୍ୟକ୍ଷ ଏବଂ ୭୬ କାଉନସିଲର ପ୍ରାର୍ଥୀପତ୍ର କାଏମ ରହିଛି। ପୌରାଧ୍ୟକ୍ଷା ପଦବୀରେ ବିଜେଡିର ରଞ୍ଜନା ପଣ୍ଡା, ଭାଜପାର ତନୟା ମିଶ୍ର, କଗ୍ରେସର ସସ୍ମିତା ଯୋଶୀ ଏବଂ ସ୍ବାଧୀନ ପ୍ରାର୍ଥନୀ ଭାବେ ନିନିମା…
ଜଙ୍ଗଲରେ ନାବାଳିକାଙ୍କୁ ବଳାତ୍କାର
ସୁନ୍ଦରଗଡ଼,୧୧ା୩(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା କିଞ୍ଜିରିକେଲା ଥାନା ଅନ୍ତର୍ଗତ ଦାଣ୍ଡପାନି ନୁଆଡିହି ଗ୍ରାମରେ ଜଣେ ନାବାଳିକା ବଳାତ୍କାରର ଶିକାର ହୋଇଥିବା ଅଭିଯୋଗ ହୋଇଛି। ବୁଧବାର ନାବାଳିକା ଗାଁ ନିକଟ ଜଙ୍ଗଲକୁ ଜାଳେଣି ସଂଗ୍ରହ ପାଇଁ ଯାଇଥିଲେ। ଏହି ସମୟରେ ତାଙ୍କୁ ଅଭିଯୁକ୍ତ ବଳତ୍କାର…
ଘରେ ଲୁଚାଇ ରଖିଥିଲେ ୧ କୁଇଣ୍ଟାଲ ୬୭ କେଜି ଗଞ୍ଜେଇ
କୋକସରା,୧୧।୩(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମାଝିଗୁଡା ପଞ୍ଚାୟତ ଦାବ୍ରିଗୁଡାରେ ଜିଲା ଅବକାରୀ ବିଭାଗର ଏକ ଟିମ୍ ଚଢ଼ାଉ କରି ୪ଜଣଙ୍କ ଘରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ଜଣେ ମହିଳାଙ୍କ ସମେତ ୩ଜଣଙ୍କୁ ଗିରଫ କରି…
ନାଏବ ସରପଞ୍ଚ ନିର୍ବାଚନ: ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଫାଣ୍ଡି ଅଧିକାରୀଙ୍କ ହାତ ଭାଙ୍ଗିଦେଲେ ମହିଳା
ପାଟଣା,୧୧ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଉପାନ୍ତ ଅଞ୍ଚଳ ରାଇଡିହା ପଞ୍ଚାୟତରେ ଶୁକ୍ରବାର ନାଏବ ସରପଞ୍ଚ ନିର୍ବାଚନ ଚାଲିଥିବା ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଫଳରେ ଉତ୍ତେଜନା ସୃଷ୍ଟି ହେବା ସହ ଏକ ଏକ ଗୋଷ୍ଠୀର ମହିଳାଙ୍କ ଆକ୍ରମଣରେ…
ବ୍ରିଜ୍ ଉପରୁ ମହାନଦୀକୁ ଡେଇଁଲେ ଯୁବକ
କଟକ ଅଫିସ,୧୧ା୩: କଟକ ଜିଲା କାନପୁର ଥାନା ଅନ୍ତର୍ଗତ ସିଧାମଳା ବ୍ରିଜ ଉପରୁ ମହାନଦୀକୁ ଡେଇଁ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ଯୁବକଙ୍କ ପରିଚୟ ମିଳିପାରି ନାହିଁ। ଯୁବକଙ୍କୁ ପ୍ରାୟ ୨୫ ବର୍ଷ ହେବ ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ସ୍ଥାନୀୟ…
ପୋଲିସ ଗୁଳିରେ ହାଡକୋର ମାଓବାଦୀ ନିହତ
ମାଲକାନଗିରି,୧୧ା୩(ଡି.ଏନ୍.ଏ.): ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲାରେ ଗୁଳିବିନିମୟ ହୋଇଛି। ପୋଲିସ ଗୁଳିରେ ଜଣେ ହାଡକୋର ମାଓବାଦୀ ନିହତ ହୋଇଛନ୍ତି। ମୃତ ମାଓବାଦୀ ହେଉଛନ୍ତି ବିଜାପୁର ମାଓବାଦୀ ସଂଗଠନର ଡେପୁଟି କମାଣ୍ଡର ରିତେଶ ପୁନମ। ତାଙ୍କ ମୁଣ୍ଡ ଉପରେ ପୂର୍ବରୁ ଛତିଶଗଡ଼ ସରକାର…

