ତିନି ଦିନରେ ରିପୋର୍ଟ ଦେବେ ଆର୍ଆଣ୍ଡ୍ବି ଅଧୀକ୍ଷଣ ଯନ୍ତ୍ରୀ
କଟକ ଅଫିସ,୧୧ା୩: ଛତ୍ରବଜାରରୁ ମାଲଗୋଦାମକୁ ସଂଯୋଗ କରିବା ପାଇଁ ନିର୍ମାଣାଧୀନ ବ୍ରିଜ ପାର୍ଶ୍ୱ ରାସ୍ତା ଭୁଶୁଡ଼ିବା ଘଟଣାର ୩ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ଦେବାକୁ ଆର୍ଆଣ୍ଡବି କଟକ ଡିଭିଜନ-୧ର ଅଧୀକ୍ଷଣ ଯନ୍ତ୍ରୀ ପ୍ରଭାସ କୁମାର ମାଝିଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯନ୍ତ୍ରୀ ରିପୋର୍ଟ…
ମିଥ୍ୟା ସାକ୍ଷୀ ମହଙ୍ଗା ପଡ଼ିଲା
ବ୍ରହ୍ମପୁର ଅଫିସ,୧୧ା୩: କୋର୍ଟରେ ମାମଲାର ବିଚାର ବେଳେ ମିଥ୍ୟା ସାକ୍ଷୀ ଦେବା ମହଙ୍ଗା ପଡ଼ିଛି। ଦୁଇ ସରକାରୀ କର୍ମଚାରୀଙ୍କ ସମେତ ୩ ଜଣଙ୍କ ନଁାରେ ମାମଲା ପାଇଁ ଭିଜିଲାନ୍ସ କୋର୍ଟରେ ପିଟିଶନ ରୁଜୁ ହୋଇଛି। ସେମାନେ ହେଲେ କୋଦଳା ଥାନା ମାଲବେଲପଡ଼ା…
ଖୋର୍ଦ୍ଧା ପୌର ପରିଷଦ: କାଉନ୍ସିଲର ପଦ ପାଇଁ ୭୬ ପ୍ରାର୍ଥୀ
ଖୋର୍ଦ୍ଧା ଅଫିସ,୧୧ା୩: ଖୋର୍ଦ୍ଧା ପୌର ନିର୍ବାଚନ ପାଇଁ ଯାଞ୍ଚ ପ୍ରକ୍ରିୟା ସରଛି। କାଉନସିଲର ପଦ ପାଇଁ ମଇଦାନରେ ୭୬ଜଣ ପ୍ରାର୍ଥୀ ରହିଛନ୍ତି। ସେଥିରୁ ୩ପ୍ରମୁଖ ଦଳ ସମେତ ୨ ସ୍ବାଧୀନ ପ୍ରାର୍ଥୀ ରହିଛନ୍ତି। ବିଜେଡି ୨୨ଟି ଓ୍ବାର୍ଡରେ ପ୍ରାର୍ଥୀ ଦେଇଥିବା ବେଳେ…
ଜିଲାରେ ୧୨୫୧ ଯକ୍ଷ୍ମା ରୋଗୀ
ଖୋର୍ଦ୍ଧା ଅଫିସ,୧୧ା୩: ଖୋର୍ଦ୍ଧା ଜିଲା ଯକ୍ଷ୍ମା ଫୋରମ ଏବଂ ଜିଲା ଯକ୍ଷ୍ମା କୋମରବିଡିଟି କମିଟିର ଏକ ବୈଠକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଅଧ୍ୟକ୍ଷତା କରିଥିଲେ। ସିଡିଏମ୍ଓ ଡା. ଆର୍ତ୍ତବନ୍ଧୁ ନାୟକ, ଏଡିଏମ୍ଓ(ପରିବାର…
ଏନ୍ଜିଟିରେ ଅନୁଗୋଳ-ସୁକିନ୍ଦା ରେଳ ପ୍ରକଳ୍ପ ମାମଲା: ୨୦ କୋଟି ଟଙ୍କା ଦାଖଲ ନିର୍ଦ୍ଦେଶ
ଯାଜପୁର ଅଫିସ,୧୧ା୩: ଯାଜପୁର ଜିଲା ଦେଇ ଯାଇଥିବା ଡୁବୁରୀ-ସୁକିନ୍ଦା-ଅନୁଗୋଳ ରେଳପଥ ନିର୍ମାଣରେ ବିପୁଳ ପରିମାଣର ଲଘୁ ଖଣିଜ ଦ୍ରବ୍ୟ ମୋରମ ଓ ମାଟି ବେଆଇନ ଭାବେ ଉତ୍ତୋଳନ କରାଯାଇଛି। ଏନ୍ଭାରକ୍ମେଣ୍ଟ ଇମ୍ପାକ୍ଟ ଅଥରିଟି(ଇଆଇଏ) ଓ ଜଙ୍ଗଲ ସଂରକ୍ଷଣ ଆଇନ-୧୯୮୦ର ଅନୁମତି ବିନା…
୨୭ରେ ଓଜେଏସ୍ ପ୍ରିଲିମିନାରି ପରୀକ୍ଷା
କଟକ ଅଫିସ,୧୧ା୩: ଆସନ୍ତା ୨୭ ତାରିଖରେ ଓଡ଼ିଶା ଜୁଡିସିଆଲ ସର୍ଭିସ(ଓଜେଏସ୍) ୨୦୨୧ର ପ୍ରିଲିମିନାରି ପରୀକ୍ଷା ଅନୁଷ୍ଠିତ ହେବ। ୫ଟି ଜୋନ୍ର ୧୦ଟି ପରୀକ୍ଷା କେନ୍ଦ୍ରରେ ମୋଟ୍ ୩୨୦୨ ଜଣ ପରୀକ୍ଷାର୍ଥୀ ଏହି ପରୀକ୍ଷା ଦେବେ। ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ମିନିଟ୍…
ପୁଅର ଗୋଇଠା ମାଡ଼ରେ ଚାଲିଗଲା ଜୀବନ
ଝାରସୁଗଡ଼ା ଅଫିସ୍,୧୦।୩: ଝାରସୁଗୁଡା ସଦର ଥାନା ଅଧୀନ ଏକାତାଳି ଗ୍ରାମରେ ପୁଅର ଗୋଇଠା ମାଡ଼ରେ ବାପା ସୁକୁରୁ ରୋହିଦାସ (୫୧)ଙ୍କ ମୃତ୍ୟୁ ଘଟିଛି। ଖବରପାଇ ପୋଲିସ ସୁକୁରୁଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ…
ମୃତ୍ୟୁ ପୂର୍ବରୁ ବାଣ୍ଟିଥିଲେ କେକ୍, ମିଠା
କୁଆଁରମୁଣ୍ଡା,୧୦।୩(ଡି.ଏନ୍.ଏ.): ମୃତ୍ୟୁର କିଛି ଘଣ୍ଟା ଆଗରୁ ସାଙ୍ଗସାଥୀ, ସମ୍ପର୍କୀୟଙ୍କୁ ମିଠା, କେକ୍, ଆଇସ୍କ୍ରିମ ଆଦି ବାଣ୍ଟିବା ଘଟଣା ସାଧାରଣତଃ ବିରଳ। ହେଲେ ଏଭଳି ଏକ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଞ୍ଚଳରେ। ମୃତ୍ୟୁର କିଛି ଘଣ୍ଟା ଆଗରୁ ବୀରମିତ୍ରପୁର…
ଶାଗ ତୋଳିବାକୁ ଯାଇଥିଲେ, ମିଳିଲା ମୃତଦେହ
କୋକସରା,୧୦।୩(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଛକ ନିକଟ ଚାଷ ଜମିରେ ଥିବା ଏକ ବହଳ ଗଛରୁ ପଡି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କାଉଡୋଳା ଗ୍ରାମର ଜଣେ ତ୍ରିନାଥ ବେମାଲ(୬୦)। ସୂଚନା ଅନୁସାରେ କାଉଡୋଳା ଗ୍ରାମର…
ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରି ବନ୍ଧା ହେଲେ ସ୍କୁଲ ଅଧ୍ୟକ୍ଷ
ଭବାନୀପାଟଣା,୧୦।୩(ସ୍ବ.ପ୍ର.): ଛାତ୍ରୀଙ୍କୁ ଅସଦାଚରଣ କରିବା ସ୍କୁଲ ଅଧ୍ୟକ୍ଷଙ୍କୁ ମହଙ୍ଗା ପଡ଼ିଛି। କଳାହାଣ୍ଡି ଜିଲା ଭବାନୀପାଟଣାର ଏକ ବିଦ୍ୟାଳୟରେ ଏଭଳି ଘଟଣା ଘଟିଛି। ସ୍କୁଲରେ କାର୍ଯ୍ୟରତ ଅଧ୍ୟକ୍ଷ ରାଜୀବ ଦତ୍ତା ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିବା ସହ ଅଶ୍ଳିଳ ମେସେଜ…
ପୌର ନିର୍ବାଚନ: ଘରକୁ ଘର ବୁଲି ଭୋଟ ଭିକ୍ଷା
ଗଞ୍ଜାମ,୧୦।୩(ଡି.ଏନ.ଏ.): ପୌର ନିର୍ବାଚନ ପାଇଁ ରାଜନୀତି ସରଗରମ ରହିଛି। ପାର୍ଥୀପତ୍ର ଯାଞ୍ଚ ସରିବା ପରେ ବିଜେଡି ପ୍ରଚାରରେ ଆଗୁଆ ରହିଥିବା ଜଣାପଡିଛିl ଗୁରୁବାର ପୁଇଁତୋଳା ୱାର୍ଡ ନଂ-୮ ଓ୯ ରେ ବିଜେଡି ଚେୟାରମ୍ୟାନ ପାର୍ଥିନୀ ଝୁଲି ପାତ୍ର ଓ ୱାର୍ଡ ନଂ-୮…
ବିଜେଡିରେ ମିଶିଲେ ବିଧାୟକ ସୁର ରାଉତରାୟଙ୍କ ପ୍ରତିନିଧି
ଖୋର୍ଦ୍ଧା ଅଫିସ,୧୦।୩: ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପ୍ରତିନିଧି ଲକ୍ଷ୍ମୀଧର ବିଶ୍ବାଳ ବିଧିବଦ୍ଧ ଭାବେ କଂଗ୍ରେସ ଦଳ ଛାଡ଼ି ବିଜୁ ଜନତା ଦଳରେ ଗୁରୁବାର ଯୋଗ ଦେଇଛନ୍ତି। ଜଟଣୀ ପାଖରେ ଥିବା ପାତ୍ରପଡ଼ା ନାଗେଶର ମନ୍ଦିର ପରିସରରେ ବିଜେଡିର ଏହି ମିଶ୍ରଣ…

