ଆମ ଜିଲା ଖବର

ପଞ୍ଚାୟତ ଅଧିକାରୀଙ୍କୁ ତାଲା ପକାଇଲେ ଲୋକେ

ବାହାନଗା, ୨୫ ।୧(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ଶନିବାର ନାମାଙ୍କନପତ୍ର ଯାଞ୍ଚ ପ୍ରକ୍ରିୟା ଥିଲା। ଯାଞ୍ଚ ପରେ ରବିବାର ବ୍ଲକ ଓ ପଞ୍ଚାୟତରେ ସରପଞ୍ଚ ଓ ସମିତି ସଭ୍ୟାସଭ୍ୟମାନଙ୍କର ନାମ ତାଲିକା ପ୍ରକାଶ କରାଯାଇଥାଏ। ସେହି ଅନୁଯାୟୀ ରବିବାର ଅପରାହ୍ନରେ…

୪୯ନଂ. ଏନ୍‌ଏଚ୍‌ ବାଇପାସ୍‌ ଖୋଲିଲା

କେନ୍ଦୁଝର, ୨୫ ।୧(ସ୍ବ.ପ୍ର.) କେନ୍ଦୁଝର ସହର ମଧ୍ୟ ଦେଇ ଯାଇଥିବା ବ୍ୟସ୍ତବହୁଳ କଲିକତା-ମୁମ୍ବାଇ ଏନ୍‌ଏଚ୍‌ ୪୯ରେ ଲାଇନ ଟ୍ରକ, ଲୁହାପଥର ବୋଝେଇ ଟ୍ରକ, ଟ୍ରେଲର ଆଦି ଭାରିଯାନ ଚଳାଚଳ ଯୋଗୁ ଦୀର୍ଘ ବର୍ଷ ହେଲା ଦେଖାଦେଉଥିବା ଟ୍ରାଫିକ ସମସ୍ୟା ସାଙ୍ଗକୁ ଦୁର୍ଘଟଣା…

ଆଜିଠୁ ବିଡବ୍ଲ୍ୟୁଏଫ୍‌ ଓଡ଼ିଶା ଓପନ୍‌ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ,ଖେଳିବେ ୩୦୦ରୁ ଅଧିକ ଖେଳାଳି

କଟକ ଅଫିସ, ୨୫।୧: ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ବିଡବ୍ଲ୍ୟୁଏଫ୍‌ ଓଡ଼ିଶା ଓପନ୍‌ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ମଙ୍ଗଳବାର ଖେଳାଯିବ । ଏହି ପ୍ରତିଯୋଗିତାରେ ୧୮ଟି ଦେଶର ୩୦୦ରୁ ଅଧିକ ବଛାବଛା ଖେଳାଳି ଭାଗ ନେଇଛନ୍ତି। ଟୁର୍ଣ୍ଣାମେଣ୍ଟରେ ପୁରୁଷ ଓ ମହିଳା ବର୍ଗରେ…

କଳାବ୍ୟାଜ୍‌ ପିନ୍ଧିଲେ ଅଧିକାରୀ,କର୍ମଚାରୀ

ବାରିପଦା ଅଫିସ,୨୫ ।୧ମୟୂରଭଞ୍ଜ ଭାଜପା ଏମ୍‌ପି ତଥା କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଗତ ଶୁକ୍ରବାର ନିଜ କାର୍ଯ୍ୟାଳୟକୁ ଡାକି ଦୁଇ ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ କରି ହାତ ଭାଙ୍ଗିବା ଘଟଣାକୁ ଜିଲା କଂଗ୍ରେସ ପକ୍ଷରୁ…

ବଞ୍ଚତ୍ବାକୁ କିଛି ସହାୟତା ଦିଅ

ଅନୁଗୋଳ ଅଫିସ, ୨୫ ।୧ ମା’ ବାପା ସ୍ବର୍ଗବାସୀ ହେବା ପରେ ୩ ମାସ ହେଲା ଦୁଇ ଭଉଣୀ ଅନାଥ, ଅସହାୟ ହୋଇପଡ଼ିଛୁ। କେମିତି ଜୀବନ ଧାରଣ କରିବୁ ଜାଣିପାରୁନୁ। ତେଣୁ ନିରାଶ ନ କରି ବଞ୍ଚତ୍ବାକୁ କିଛି ସହାୟତା ଦିଅ।…

କନ୍ୟାସନ୍ତାନଙ୍କ ସୁରକ୍ଷା ନେଇ ଆଲୋଚନା

ଅନୁଗୋଳ ଅଫିସ,୨୫ ।୧କନ୍ୟା ସନ୍ତାନର ଗୁରୁତ୍ୱକୁ ଉପଲବ୍ଧି କରିବା ଓ ସେମାନଙ୍କ ସଂଖ୍ୟା ପୁଅମାନଙ୍କ ତୁଳନାରେ କିପରି ଅଧିକ ହେବ, ଏହାକୁ ଦୃଷ୍ଟିରେ ରଖି ଜାତୀୟ ଶିଶୁ କନ୍ୟା ଦିବସ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ମାଧ୍ୟମରେ ସୋମବାର ପାଳିତ ହୋଇଯାଇଛି। କନ୍ୟା…

ଝିଅ ବାହାଘର ଗୁଆ ଦେବାକୁ ଯାଇ ଫେରିଲେନି

ଢେଙ୍କାନାଳ ଅଫିସ, ୨୫ ।୧ ଝିଅ ବାହାଘର ପାଇଁ ମାମୁ ଘରକୁ ଦେବାକୁ ଯାଉଥିଲେ ଗୁଆ। ହେଲେ ରାସ୍ତାରେ ଆଇରନ୍‌ ବୋଝେଇ ଟ୍ରକ୍‌ ସାଜିଲା ମୃତ୍ୟୁର ଦୂତ ଏବଂ ଦୁର୍ଘଟଣାରେ ସବୁଦିନ ପାଇଁ ଅଫେରା ରାଇଜକୁ ଚାଲିଗଲେ ଢେଙ୍କାନାଳ ଜିଲା କଣ୍ଟାବଣିଆ…

ନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ

ଢେଙ୍କାନାଳ ଅଫିସ, ୨୫ ।୧ ଢେଙ୍କାନାଳ ଜିଲାରେ ଅବାଧ ଏବଂ ନିରପେକ୍ଷ ନିର୍ବାଚନ ପରିଚାଳନା ଲାଗି ସୋମବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା କାର୍ଯ୍ୟାଳୟରେ କରୋନା ମାର୍ଗଦର୍ଶିକା ଅନୁଯାୟୀ ଆୟୋଜିତ ଏହି ବୈଠକରେ ବିଭିନ୍ନ ରାଜନୈତିକ ଦଳର କର୍ମକର୍ତ୍ତା ଉପସ୍ଥିତ…

ଏସ୍‌ପିଙ୍କୁ ଘେରିଲେ ଅଭିଯୋଗକାରୀ

ଢେଙ୍କାନାଳ ଅଫିସ, ୨୫ ।୧ ଢେଙ୍କାନାଳ ସଦର ଥାନା ହରେକୃଷ୍ଣପୁର ଗ୍ରାମର ଲିସାରାଣୀ ନାୟକଙ୍କ ମୃତ୍ୟୁ ଅଦ୍ୟାବଧି ରହସ୍ୟଘେରରେ ରହିଛି। ଶାଶୁଘର ଲୋକେ ଏହାକୁ ଆତ୍ମହତ୍ୟା କହୁଥିବାବେଳେ ଝିଅଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ତାଙ୍କ ବାପା ଆନନ୍ଦ ଚରଣ ଦେହୁରୀ…

ଭାଜପାର ଜିଲା ପରିଷଦ ପ୍ରାର୍ଥୀ ନିଖୋଜ

କାଲିମେଳା,୨୫।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ୍‌ ଅଞ୍ଚଳରୁ ଜିଲା ପରିଷଦ ଜୋନ-୨ର ଭାଜପା ପ୍ରାର୍ଥୀ ନିଖୋଜ ହୋଇଯାଇଥିବା ଜଣାପଡିଛି। ଏହି ଘଟଣା ଏବେ ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ରବିବାର ପର୍ଯ୍ୟନ୍ତ ସବୁ ଠିକ୍‌ ଥିବା ବେଳେ ସୋମବାର ସକାଳୁ ଜିଲା…

ଉଦ୍ଧାର ହେଲା ଗଛରେ ଚଢ଼ିଥିବା ଭାଲୁ

ଉମରକୋଟ, ୨୫।୧(ସ୍ବ.ପ୍ର.): ଦୀର୍ଘ ୩୨ ଘଣ୍ଟା ପରେ ଜଙ୍ଗଲୀ ଭାଲୁକୁ ଗଛ ଉପରୁ ତଳକୁ ଆଣିଲା ବନ ବିଭାଗ। ଭାଲୁଟିକୁ ଟ୍ରାଙ୍କୁଲାଇଜ୍‌ କରି ତଳକୁ ଓହ୍ଲାଯାଇଛି। ସୋମବାର ବିଳମ୍ବିତ ରାତିରେ ଭାଲୁଟିକୁ ଜଙ୍ଗଲରେ ଛଡ଼ାଯିବ ବୋଲି ଜଣାପଡିଛି। ନବରଙ୍ଗପୁର ଜିଲା ଉମରକୋଟ…

ଓଡ଼ିଶାର ବନିତାଙ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର

ନୂଆଦିଲ୍ଲୀ/ନବରଙ୍ଗପୁର,୨୫।୧: କ୍ଷୁଦ୍ର ଗ୍ରହ ଆବିଷ୍କାର କରିଥିବା ଓଡ଼ିଶାର ନବରଙ୍ଗପୁର ଜିଲାର ବନିତା ଦାସଙ୍କୁ ସୋମବାର ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର ପ୍ରଦାନ କରାଯାଇଛି। ଦିନ ୧୧ଟାରେ ସେ ମଧ୍ୟପ୍ରଦେଶର ଅନୁପପୁର ଜିଲାପାଳଙ୍କ କାର୍ଯ୍ୟାଳୟରୁ ଭିଡିଓ କନ୍‌ଫରେନ୍ସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?