ଆମ ଜିଲା ଖବର

ଜାଲ୍‌ ଜାତି ପ୍ରମାଣପତ୍ରରେ ନାମାଙ୍କନ

ବାଲିକୁଦା(ସ୍ବ.ପ୍ର.)/ଭୁବନେଶ୍ୱର(ବ୍ୟୁରୋ),୨୫ା୧: ଜଗତ୍‌ସିଂହପୁର ଜିଲା ବାଲିକୁଦା ୨ନଂ. ଜୋନ୍‌ରେ ଜିଲା ପରିଷଦ ପଦବୀ ପାଇଁ ନାମାଙ୍କନ ପତ୍ର ଦାଖଲ ସମୟରେ ଜାଲ୍‌ ଜାତିଗତ ପ୍ରମାଣପତ୍ର ଦିଆଯାଇଛି। ଏଭଳି ଅଭିଯୋଗ ଆଣି ପ୍ରାର୍ଥୀ ଜଟାଧାରୀ ଦାସଙ୍କ ବିରୋଧରେ କଂଗ୍ରେସ ସୋମବାର ରାଜ୍ୟ ନିର୍ବାଚନ କମିଶନର…

୨ସ୍ତ୍ରୀ, ୯ ସନ୍ତାନ ଥାଇ ପ୍ରାର୍ଥତ୍ପତ୍ର କାଏମ

କୁଆଁରମୁଣ୍ଡା,୨୫।୧(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକର ଦଲକି ପଞ୍ଚାୟତରେ ଜଣେ ସମିତି ସଭ୍ୟ ପ୍ରାର୍ଥୀଙ୍କର ୨ସ୍ତ୍ରୀ ଓ ୯ସନ୍ତାନ ଥାଇ ମଧ୍ୟ ପ୍ରାର୍ଥତ୍ପତ୍ର କାଏମ ରହିଛି ବୋଲି କଂଗ୍ରେସ ଅଭିଯୋଗ କରିଛି। ପ୍ରାର୍ଥତ୍ପତ୍ର ନାକଚ କରା ନ ଯିବା ପ୍ରତିବାଦରେ ସୋମବାର…

ଧରାପଡ଼ିଲେ ଅନ୍ତର୍ଦ୍ଦେଶୀୟ ଲୁଟେରା ଗ୍ୟାଙ୍ଗ୍‌

ବଲାଙ୍ଗୀର ଅଫିସ,୨୫ା୧: ନେପାଳ ସୀମାକୁ ଲାଗିଥିବା ବିହାରରୁ ୩୦ଲକ୍ଷ ଟଙ୍କାର ଚୋରି ମୋବାଇଲ ଜବତ କରିବା ସହ ଏକ ଅନ୍ତର୍ଦ୍ଦେଶୀୟ ଲୁଟେରା ଗ୍ୟାଙ୍ଗ୍‌ର ୩ ଲୁଟେରାଙ୍କୁ ଗିରଫ କରିଛି ବଲାଙ୍ଗୀର ପୋଲିସ। ଏ ସଂକ୍ରାନ୍ତରେ ବଲାଙ୍ଗୀର ଏସ୍‌ପି ନୀତିନ କୁଶଲକର ସୋମବାର…

୨୫ବୁଥ୍‌ ଅତିଉତ୍ତେଜନା, ୧୫୨ ଉତ୍ତେଜନା ପ୍ରବଣ

ଝାରସୁଗୁଡ଼ା ଅଫିସ,୨୫ା୧: ଝାରସୁଗୁଡା ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କିପରି ଶାନ୍ତିପୂର୍ଣ୍ଣ ଭାବେ ହେବ ସେ ନେଇ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଡିଏମ୍‌ଏଫ୍‌ ସମ୍ମିଳନୀ କକ୍ଷରେ ସୋମବାର ଜିଲାପାଳ ସରୋଜ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଏକ ବୈଠକ…

ଅଭିଯୁକ୍ତଙ୍କୁ ଖୋଜି ବୁଲୁଛି ପୋଲିସ

ପୁରୀ/କଟକ ଅଫିସ,୨୫।୧: ପୁରୀର ୫ବର୍ଷୀୟା ଶିଶୁକନ୍ୟା ବଳାତ୍କାର ମାମଲାକୁ ୨୪ ଘଣ୍ଟା ବିତିଯାଇଥିଲେ ମଧ୍ୟ ଅଭିଯୁକ୍ତ ମହେଶ୍ୱର ମହାନ୍ତିଙ୍କୁ ପୋଲିସ ଗିରଫ କରିପାରିନାହିଁ। ଅଭିଯୁକ୍ତ ଫେରାର ଥିବା ବେଳେ ତାଙ୍କୁ ଧରିବାକୁ ପୋଲିସର ୪ ଟିମ୍‌ ୮ରୁ ଊର୍ଦ୍ଧ୍ୱ ସ୍ଥାନରେ ଚଢ଼ାଉ…

ଦଳୀୟ ପ୍ରାର୍ଥୀଙ୍କୁ ଅସନ୍ତୁଷ୍ଟ ଅଡୁଆ

କେନ୍ଦ୍ରାପଡ଼ା ଅଫିସ, ୨୫ା୧: ମଙ୍ଗଳବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ଶେଷ ଦିନ। ତେବେ ଅସନ୍ତୁଷ୍ଟ ପ୍ରାର୍ଥୀଙ୍କ ମଧ୍ୟରୁ କାହାର ଫୋନ ସୁଇଚ ଅଫ ତ ଆଉ କିଏ ଗଁା ଛାଡି ବାହାରକୁ ପଳାଇ ଯାଇଛନ୍ତି। ସୋମବାର ରାତି ସୁଦ୍ଧା ଅସନ୍ତୁଷ୍ଟଙ୍କୁ ନିଜ…

ଗାଁକୁ ରାସ୍ତା ନାହିଁ ତ ଭୋଟ୍‌ ନାହିଁ

ମହାକାଳପଡ଼ା ,୨୫ା୧ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳ ପେଟଛେଲା ପଞ୍ଚାୟତ ୧୪ ନଂ. ୱାର୍ଡ ଜ୍ୱାଇଁପଡ଼ା ଗାଁକୁ ସବୁଦିନିଆ ରାସ୍ତା ନାହିଁ। ଗ୍ରାମବାସୀ ବର୍ଷା ଦିନରେ ବିଭିନ୍ନ ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହା ବିରୋଧରେ ସୋମବାର ପଡ଼ା…

ପ୍ରାର୍ଥିପତ୍ର ଫେରାଇ ନେବାକୁ ମିଳୁଛି ଧମକ

ଝାରସୁଗୁଡ଼ା ଅଫିସ,୨୫।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ପ୍ରାର୍ଥୀମାନେ ନିଜ ପ୍ରତିଦ୍ୱନ୍ଦ୍ୱୀଙ୍କୁ କିଭଳି ପରାସ୍ତ କରିବେ ସେ ନେଇ ପ୍ରୟାସ ଆରମ୍ଭ କରିଛନ୍ତି। ହେଲେ କେଉଁଠି ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ଅର୍ଥ ପ୍ରଲୋଭନ ତ…

ନାଉଗାଁ ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ଉପରେ ନଜର

ଜଗତ୍‌ସିଂହପୁର ଅଫିସ, ୨୫ା୧: ପଞ୍ଚାୟତ ନିର୍ବାଚନ ନେଇ ପ୍ରାର୍ଥତ୍ପତ୍ର ଯାଞ୍ଚ ପରେ ପ୍ରାର୍ଥୀ ତାଲିକା ଘୋଷଣା ସରିଛି। ୨୫ ତାରିଖରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ଓ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ତା’ପରେ ପ୍ରାର୍ଥୀମାନେ ରଣାଙ୍ଗନରେ ଅବତୀର୍ଣ୍ଣ ହେବେ। ଏହି ନିର୍ବାଚନରେ…

ପଞ୍ଚାୟତ ନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ

ଯାଜପୁର ଟାଉନ,୨୫ା୧(ଡି.ଏନ.ଏ.): ଆଗାମୀ ପଞ୍ଚାୟତ ନିର୍ବାଚନ ପରିପ୍ରେକ୍ଷୀରେ ଏକ ସର୍ବଦଳୀୟ ବୈଠକ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଅକ୍ଷୟ କୁମାର ମଲ୍ଲିକ ଅଧ୍ୟକ୍ଷତା କରି ରାଜ୍ୟ ନିର୍ବାଚନ କମିଶନର ଧାର୍ଯ୍ୟ…

ମୌଳିକ ସୁବିଧାରୁ ବଞ୍ଚିତ ଲୋକେ ତେଜିଲେ

ଯାଜପୁର ଅଫିସ/କଳିଙ୍ଗନଗର,୨୫ା୧: ଶିଳ୍ପ ଓ ଖଣି ଥିଲେ ବିକାଶର ଏକ ନୂତନ ଧାରା ସୃଷ୍ଟି ହେବ। ଲୋକଙ୍କ ସମସ୍ତ ମୌଳିକ ସମସ୍ୟାର ସମାଧାନ ହେବ। ପାଠ ପଢୁୁଆ ବେକାର ଯୁବତୀ ଯୁବକମାନେ କର୍ମ ସଂସ୍ଥାନ ପାଇ ଆମତ୍ ନିର୍ଭରଶୀଳ ହେବେ। ଅଞ୍ଚଳରେ…

୪ ସପ୍ତାହ ପାଇଁ ଘୁଞ୍ଚିଲା କୋଟିଆ ବିବାଦ ଶୁଣାଣି

କୋରାପୁଟ,୨୪ା୧(ସ୍ବ.ପ୍ର.): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକର ଆନ୍ଧ୍ର ସୀମାନ୍ତ କୋଟିଆ ବିବାଦ ନେଇ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ରୁଜୁ ମାମଲାର ସୋମବାର ଶୁଣାଣି ରହିଥିଲା। ଏହାକୁ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଏଏମ୍‌ ଖାନୱିଲକର ଓ ବିଚାରପତି ସିଟି ରବି କୁମାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?