ଆମ ଜିଲା ଖବର

ପୂର୍ତ୍ତ ବିଭାଗ ରାସ୍ତାରେ ଗାତ, ବଢୁଛି ଦୁର୍ଘଟଣା

ରାଇଘର, ୨୪।୧(ଡି.ଏନ୍‌.ଏ.) ନବରଙ୍ଗପୁର ଜିଲା ରାଇଘର ବ୍ଲକ ମୁଖ୍ୟରାସ୍ତାରୁ ଛତିଶଗଡ଼କୁ ସଂଯୋଗ କରୁଥିବା ରାସ୍ତାର ବିଭିନ୍ନ ଛକ ସ୍ଥାନ ଶୋଚନୀୟ। ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ମାଣ କରାଯାଇଥିବା ରାସ୍ତା ଉପରେ ବିଭାଗୀୟ ଅଧିକାରୀଙ୍କ ତଦାରଖ ଅଭାବରୁ ସାଧାରଣ ଜନତା ନାନା ସମସ୍ୟାର…

ଗୋଟିଏ ଆସନରେ ବିଧାୟକଙ୍କ ପରିବାରରୁ ୩ ପ୍ରାର୍ଥୀ

ମାଲକାନଗିରି, ୨୪।୧ (ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରବିବାର ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ତେବେ ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ନାୟକଗୁଡ଼ା ପଞ୍ଚାୟତର ସମିତିସଭ୍ୟ ଆସନ ପାଇଁ ଚିତ୍ରକୋଣ୍ଡା ବିଧାୟକଙ୍କ ପରିବାରରୁ ୩ ଜଣ ପ୍ରାର୍ଥୀ ନାମାଙ୍କନପତ୍ର…

ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରି ଟେଣ୍ଡର ଖୋଲିଲେ ବିଡିଓ

ମାଲକାନଗିରି, ୨୪।୧ (ଡି.ଏନ.ଏ.) ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକରେ ରବିବାର ରୂପାନ୍ତରିତ ବିଦ୍ୟାଳୟର ସାମଗ୍ରୀ କ୍ରୟ ନିମନ୍ତେ ଟେଣ୍ଡର ପ୍ରକ୍ରିୟା ପୂର୍ବରୁ କରାଯାଇଥିଲ। ଏବେ ଏହି ଟେଣ୍ଡର ଖୋଲିବା ନେଇ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ହୋଇଥିବା ଅଭିଯୋଗ ହୋଇଛି। ଖବରରୁ…

ପୈଠ ହୋଇନି ବିଲ୍‌, ବିଦ୍ୟୁତ୍‌ କାଟିଲା ବିଭାଗ

ଫୁଲବାଣୀ ଅଫିସ, ୨୪।୧: ବାତ୍ୟା ଜୱାଦ ଓ ପରେ ଅଦିନିଆ ବର୍ଷାରେ ଧାନ ଫସଲ ଉଜୁଡିଗଲା ା ଚାଷୀକୂଳ ହତାଶ ହୋଇ ପରିବା ଚାଷ ଆରମ୍ଭ କରିଥିଲେ ା ଆଉ ସପ୍ତାହେ ମଧ୍ୟରେ ବିକ୍ରି ଲାଗି ବଜାରକୁ ପରିବା ଯାଇଥାନ୍ତା। ଏଭଳି…

ଶିବ ମନ୍ଦିରରୁ ଚନ୍ଦନ ଗଛ ଚୋରି

ଭୁବନ, ୨୪।୧(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ଭୁବନ ବ୍ଲକ ଗୋବିନ୍ଦପୁର ଗ୍ରାମ ଶୈବପୀଠ ପରିସରରୁ ଶନିବାର ରାତିରେ ଦୁର୍ବୃତ୍ତମାନେ ମୂଲ୍ୟବାନ ଚନ୍ଦନ ଗଛ କାଟି ନେଇଛନ୍ତି। ରବିବାର ସକାଳେ ମନ୍ଦିର ଖୋଲିବା ପରେ ଏହା ଜଣାପଡ଼ିଥିଲା। ଏ ନେଇ ମଠକରଗୋଳା ବନ ବିଭାଗକୁ…

ପୂଜ୍ୟପୂଜାଙ୍କୁ ଅସମ୍ମାନ

ଢେଙ୍କାନାଳ ଅଫିସ, ୨୪।୧: ଢେଙ୍କାନାଳ ଜିଲାରେ ପୂଜ୍ୟପୂଜାଙ୍କୁ ଉପଯୁକ୍ତ ସମ୍ମାନ ମିଳୁନାହିଁ। ମହାପୁରୁଷଙ୍କ ଜୟନ୍ତୀ, ତିରୋଧାନ ଦିବସରେ ସହରରେ ସ୍ଥାପିତ ପ୍ରତିମୂର୍ତ୍ତିରେ ନାମକୁ ମାତ୍ର ଫୁଲମାଳ ପକାଇ ପ୍ରଶାସନ ଦାୟିତ୍ୱ ସାରିଦେଉଥିବାବେଳେ ଅନ୍ୟଦିନରେ ପରିତ୍ୟକ୍ତ ଅବସ୍ଥାରେ ଧୂଳିଧୂସରିତ ହୋଇ ପଡ଼ିରହୁଛି। ଏଭଳି…

କନ୍ଧରା ଜଙ୍ଗଲରୁ ୨ଶିକାରୀ ଗିରଫ

ଢେଙ୍କାନାଳ ଅଫିସ, ୨୪।୧: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ କନ୍ଧରା ସଂରକ୍ଷିତ ଜଙ୍ଗଲ ଅନ୍ତର୍ଗତ କମ୍ପାର୍ଟମେଣ୍ଟ ନଂ.୮ରୁ ରବିବାର ଭୋର୍‌ ସମୟରେ ୨ ଶିକାରୀଙ୍କୁ ବନ କର୍ମଚାରୀ ଗିରଫ କରିଛନ୍ତି। ସେମାନେ ହେଲେ ରାସୋଳ ଥାନା ମୁଣ୍ଡିଆପଶି ଗ୍ରାମର ରୋହିତ ଭୋଇ…

ମୌଳିକ ସୁବିଧା ନ ମିଳିଲେ ଭୋଟ ବର୍ଜନ

କେନ୍ଦୁଝର, ୨୪।୧ (ସ୍ବ.ପ୍ର.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଚାର ଆରମ୍ଭ ହୋଇଯାଇଥିବା ବେଳେ ତେଲକୋଇ ବ୍ଲକ ତାଳପଦା ପଞ୍ଚାୟତର ବଡ଼ଖମଣ ଗ୍ରାମର ଲୋକ ମାନେ ରାସ୍ତା ଓ ପାଣି ପାଇଁ ନିର୍ବାଚନରେ ଭୋଟ ଦେବାରୁ ନିବୃତ୍ତ ରହିବାକୁ ଚେତାବନୀ ଦେଇଛନ୍ତି।…

୮୪୧୧ କାଏମ ରହିଲା, ୬୮୦ ଜଣଙ୍କର ପ୍ରାର୍ଥତ୍ପତ୍ର ନାକଚ

କେନ୍ଦୁଝର, ୨୪।୧(ଡି.ଏନ୍‌.ଏ.) କେନ୍ଦୁଝର ଜିଲାରେ ପଞ୍ଚାୟତ ନିର୍ବାଚନରେ ୱାର୍ଡମେମ୍ବର ପଦ ପାଇଁ ୬୩୩୫ ଜଣ, ସରପଞ୍ଚ ପଦ ପାଇଁ ୧୪୫୯ ଜଣ, ପଞ୍ଚାୟତ ସମିତି ସଭ୍ୟ ପଦ ପାଇଁ ୧୧୩୪ ଜଣ ଏବଂ ଜିଲା ପରିଷଦ ସଦସ୍ୟ ପଦ ପାଇଁ ୧୬୩…

୩୫ ଲକ୍ଷ ଟଙ୍କାର ମୋବାଇଲ ଜବତ: ୩ ଆନ୍ତଃରାଜ୍ୟ ଲୁଟେରା ଗିରଫ

ବଲାଙ୍ଗୀର ଅଫିସ,୨୪।୧: ବଲାଙ୍ଗୀର ରମାଇ ଟକିଜ ନିକଟ ଏକ ମୋବାଇଲ ଦୋକାନରୁ ୧୪ ତାରିଖ ରାତିରେ ୫୦ ଲକ୍ଷ ଟଙ୍କାର ମୋବାଇଲ ଲୁଟ ହୋଇଥିଲା। ବଲାଙ୍ଗୀର ପୋଲିସ ଘଟଣାର ତଦନ୍ତ କରି ବିହାରର ଗୋରାସାହାନରୁ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି…

୪୪୧ ପ୍ରାର୍ଥତ୍ପତ୍ର ନାକଚ

ଭଦ୍ରକ ଅଫିସ, ୨୪।୧: ଭଦ୍ରକ ଜିଲାରେ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି। ମୋଟ ୧୦,୦୧୪ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ୪୪୧ ପ୍ରାର୍ଥତ୍ପତ୍ର ନାକଚ ହୋଇଛି। ୯,୫୭୩ ଜଣଙ୍କର କାଏମ୍‌ ରହିଥିବା ଜିଲା ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ…

ଯାଞ୍ଚ ପରେ ଜିଲାରେ ୧୩,୪୬୭ ପ୍ରାର୍ଥୀ

ବାରିପଦା ଅଫିସ,୨୪।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ପରେ ଶନିବାର ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି। ମୟୂରଭଞ୍ଜ ଜିଲାରେ ୧୩ ହଜାର ୪୬୭ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର କାଏମ ରହିଥିବା ବେଳେ ୯୯୯ ଜଣଙ୍କର ନାକଚ ହୋଇଯାଇଛି। ୨୬୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?