ରାଉରକେଲା କୋଭିଡ୍ ସ୍ଥିତି ସମୀକ୍ଷା
ଭୁବନେଶ୍ୱର ୯।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ମଙ୍ଗଳବାର ରାଉରକେଲା ଗସ୍ତ କରି କୋଭିଡ ସ୍ଥିତିର ସମୀକ୍ଷା...
କଟକ ସହରରୁ ଆଉ ୨୩୬ କରୋନା ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ, ୮।୯: କଟକ ସହରରୁ ମଙ୍ଗଳବାର ଆଉ ୨୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୪୫ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍ ୯୧ ରହିଛି। ମାଣିକ ଘୋଷ ବଜାରରୁ ୫ଜଣ, ନନ୍ଦୀ ସାହିରୁ...
ରାଉରକେଲା କୋଭିଡ ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର ୮।୯(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ମଙ୍ଗଳବାର ରାଉରକେଲା ଗସ୍ତ କରି କୋଭିଡ ସ୍ଥିତିର ସମୀକ୍ଷା କରିଛନ୍ତି।...
କରୋନା ଯୁଦ୍ଧରେ ହାରିଗଲେ ସବ୍ଇନ୍ସପେକ୍ଟର
ଲଖନପୁର,୮।୯(ଡି.ଏନ.ଏ)-ଝାରସୁଗୁଡା ଜିଲା ବଡମାଲ ଥାନାରେ କାର୍ଯ୍ୟରତ ସବ୍ଇନ୍ସପେକ୍ଟର ରାଜକିଶୋର ସାମଦ(୪୨) ମହାମାରୀ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି। ଗତ ଅଗଷ୍ଟ ୧୭ରୁ ସେ ଜିଲା କୋଭିଡ କେୟାର ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧିନ ଅବସ୍ଥାରେ ମଙ୍ଗଳବାର ତାଙ୍କର ମୃତ୍ୟୁ...
ଇବ୍ ନଦୀକୁ ଖସିଲା ହାଇୱା: ୨ ନିଖୋଜ
ଲଖନପୁର,୮।୯(ଡି.ଏନ.ଏ)-ଝାରସୁଗୁଡା ଜିଲା ବନହରପାଲି ଥାନା ରମ୍ପେଲା ବ୍ରିଜ ଉପରୁ ମଙ୍ଗଳବାର ଏକ ହାଇଓ୍ବା (ନଂ.ଓଡି ୨୩କେ୧୫୪୭) ଭାରସାମ୍ୟ ହରାଇ ଇବ ନଦୀକୁ ଖସିପଡିଛି। ଫଳରେ ହାଇଓ୍ବାଟି ସମ୍ପୂର୍ଣ୍ଣ ନଦୀରେ ବୁଡିଯାଇଛି। ସମ୍ବଲପୁର ରେଙ୍ଗାଲିରୁ କୁମ୍ଭାରବନ୍ଧ ଅଭିମୁଖେ ହାଇଓ୍ବାଟି ଆସୁଥିବାବେଳେ ଏହି...
ଅନୁଭବ ମହାନ୍ତିଙ୍କ ଇସ୍ତଫା ଦାବି: ପଟ୍ଟାମୁଣ୍ଡାଇ ଯୁବ କଂଗ୍ରେସ ପକ୍ଷରୁ କୁଶପୁତଳିକା ଦାହ
ପଟ୍ଟାମୁଣ୍ଡାଇ, ୮।୯(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ଇସ୍ତଫା ଦାବିକରି ପଟ୍ଟାମୁଣ୍ଡାଇ ଯୁବ କଂଗ୍ରେସ ପକ୍ଷରୁ ବାଇପାସ୍ ଛକଠାରେ ଆନ୍ଦୋଳନ ହୋଇଛି। ‘ମା’କୁ ସମ୍ମାନ’ ନାରା ଦେଇ ଆସୁଥିବା ସରକାରୀ ଦଳର ଜଣେ ଏମ୍ପି ନିଜ ସ୍ତ୍ରୀଙ୍କୁ...
ଅନୁଭବ ମହାନ୍ତିଙ୍କୁ ଗିରଫ ଦାବି: ଦାବିପତ୍ର ପ୍ରଦାନ
ଚୌଦ୍ୱାର,୮।୯(ଡି.ଏନ୍.ଏ.): କଟକ ଜିଲା ଚୌଦ୍ୱାର ଥାନାରେ ମଙ୍ଗଳବାର ଅନ୍ତର୍ଜାତୀୟ ମାନବାଧିକାର ସଙ୍ଗଠନର ରାଜ୍ୟ ସଭାପତି ସସ୍ମିତା ଦାସଙ୍କ ତରଫରୁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ନ୍ୟାୟ ଯୋଗାଇଦେବା ସହ ଅନୁଭବ ମହାନ୍ତିଙ୍କୁ ଗିରଫ କରିବା ପାଇଁ ଡିଜିଙ୍କ ଉଦ୍ଦେଶ୍ୟରେ ଚୌଦ୍ୱାର ଥାନା...
ପୋଲିସ ଗାଡ଼ି ଧକ୍କାରେ ଜିଆର୍ଏସ୍ଙ୍କ ଜୀବନ ଗଲା
ମାଲକାନଗିରି,୮।୯(ଡି.ଏନ୍.ଏ.): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ପାଙ୍ଗାମ ନିକଟରେ ପୋଲିସ ଗାଡ଼ି ଧକ୍କାରେ ମଙ୍ଗଳବାର ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ନାୟକଗୁଡା ଗ୍ରାମରେ କାର୍ଯ୍ୟରତ ଜିଆର୍ଏସ୍ ବାଲାରାଜୁ ସାହୁ। ପ୍ରକାଶ ଯେ, ମାଥିଲି ଥାନାର କେତେଜଣ ଅଧିକାରୀ...
ଗଞ୍ଜାମ ଜିଲାରେ ପ୍ରତ୍ୟେକ ବ୍ୟକ୍ତିଙ୍କ ଅକ୍ସିଜେନ ସ୍ତର ଯାଞ୍ଚ ଆରମ୍ଭ
ଛତ୍ରପୁର, ୮।୯(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ପ୍ରତେକ ବ୍ୟକ୍ତିଙ୍କ ଅକ୍ସିଜେନ ସ୍ତର ଯାଞ୍ଚ ପାଇଁ ମଙ୍ଗଳବାର ଠାରୁ କ୍ୟାମ୍ପେନ ଆରମ୍ଭ ହୋଇଛି। ଜ଼ିଲାର ସମସ୍ତ ଘରକୁ ଟିମ୍ ଯାଇ ପରିବାରର ସମସ୍ତ ସଦସ୍ୟଙ୍କ ଅକ୍ସିଜେନ ସ୍ତର କ’ଣ ଅଛି ତାହା ଯାଞ୍ଚ...
କେନ୍ଦ୍ରାପଡ଼ାରେ ୫୪ ହଜାର ହେକ୍ଟର ଫସଲ ନଷ୍ଟ
କେନ୍ଦ୍ରାପଡା ଅଫିସ, ୮।୯: ଲଘୁଚାପଜନିତ ବର୍ଷା ପରେ ହୋଇଥିବା ବନ୍ୟା କେନ୍ଦ୍ରାପଡା ଜିଲା ଚାଷୀଙ୍କ ଆର୍ଥିକ ମେରୁଦଣ୍ଡକୁ ଭାଙ୍ଗି ଦେଇଛି। ଜିଲାର ୫୪,୦୫୦ ହେକ୍ଟର ଜମିରେ ହୋଇଥିବା ଧାନ ଓ ଅନ୍ୟାନ୍ୟ ଫସଲକୁ ନଷ୍ଟ କରିଦେଇଛି। ରାଜକନିକା, ଆଳି, ପଟ୍ଟାମୁଣ୍ଡାଇ...
ବ୍ରାହ୍ମଣୀ, ବୈତରଣୀରେ ଅଟକିଛି ଏକାଧିକ ପ୍ରକଳ୍ପ
ଯାଜପୁର ଅଫିସ,୮।୯: ଯାଜପୁର ଜିଲା ଦେଇ ବ୍ରାହ୍ମଣୀ, ବୈତରଣୀ, ବୁଢା, ଖରସ୍ରୋତା ଓ ବିରୂପା ଆଦି ନଦୀ ପ୍ରବାହିତ ହୋଇଛି। ବ୍ରାହ୍ମଣୀନଦୀକୁ ମୁଖ୍ୟତଃ ଚିରସ୍ରୋତା କରାଯିବା ପାଇଁ ୧୯୫୬ରୁ ଦାବି ହୋଇ ଆସୁଥିଲେ ହେଁ ତାହା କାର୍ଯ୍ୟକାରୀ ହୋଇ ପାରୁନାହିଁ।...
ପେଣ୍ଠକଟାରେ ହେବ ମତ୍ସ୍ୟ ଅବତରଣ କେନ୍ଦ୍ର
ପୁରୀ ଅଫିସ, ୮।୯: ପୁରୀ ସମୁଦ୍ର ଉପରେ ନିର୍ଭର କରି ଚଳୁଥିବା ମତ୍ସ୍ୟଜୀବୀଙ୍କ ଜୀବନ ଜୀବିକାକୁ ସଜଡ଼ା ଯିବ। ସେମାନଙ୍କ ପାଇଁ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ହେବ। ସେମାନେ କିପରି ଭଲଭାବେ ସେମାନଙ୍କ ମାଛ ବିକ୍ରି କରିବେ ସେ ନେଇ...
Archives


