ଆମ ଜିଲା ଖବର

ଭ୍ରୁଣ ନିରୂପଣ ଲ୍ୟାବ୍‌ ଲିଙ୍କ୍‌ରେ ଆଉ ଜଣଙ୍କୁ ବାନ୍ଧିଲା ପୋଲିସ

କଟକ ଅଫିସ,୨୩ା୧: ଭ୍ରୁଣ ନିରୂପଣ କରିଥିବା ଲ୍ୟାବ୍‌ ଲିଙ୍କ୍‌ରେ ଆଉ ଜଣଙ୍କୁ ଗିରଫ କରିଛି ମଙ୍ଗଳାବାଗ ପୋଲିସ। ଗିରଫ ବ୍ୟକ୍ତି ଜଣକ ହେଲେ ମାନସ ରଞ୍ଜନ ପଣ୍ଡା। ଗିରଫ ଅଭିଯୁକ୍ତଙ୍କ ଘର ଯାଜପୁର ଅଞ୍ଚଳରେ ହୋଇଥିବା ବେଳେ ସେ କଟକରେ ରହି…

ଆଗ ଦାବି ପୂରଣ କର, ନଚେତ୍‌ ଭୋଟ ବର୍ଜନ

ଦେବଗଡ଼,୨୩ା୧(ଡି.ଏନ୍‌.ଏ): ଦାବି ପୂରଣ ହେଉ ନ ଥିବାରୁ ଦେବଗଡ଼ ଜିଲା ତିଲେଇବଣି ବ୍ଲକ ପାଳକୁଦ ପଞ୍ଚାୟତବାସୀ ଭୋଟ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦେବଗଡ଼ ଜିଲା ସଦର ମହକୁମାରେ ସ୍ଥାପିତ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ) କାର୍ଯ୍ୟାଳୟକୁ ତିଲେଇବଣି ସ୍ଥାନାନ୍ତର,…

୯ ଜିଲାପରିଷଦ ଜୋନ୍‌ ପାଇଁ ୩୫ ପ୍ରାର୍ଥୀ

ଝାରସୁଗୁଡ଼ା ଅଫିସ,୨୩।୧: ଝାରସୁଗୁଡା ଜିଲାର ୯ ଜିଲା ପରିଷଦ ଜୋନ୍‌ ପାଇଁ ୩୫ଜଣ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଶନିବାର ନିର୍ବାଚନ ଅଧିକାରୀଙ୍କ ତରଫରୁ ଏହାର ଯାଞ୍ଚ କରାଯାଇଥିଲା। ଏହା ପୂର୍ବରୁ ଲଖନପୁର ବ୍ଲକ୍‌ ୨ନଂ ଜିଲା ପରିଷଦ ଜୋନ୍‌ରେ ଭାଜପାରୁ…

ଜଙ୍ଗଲରୁ ପୋଡ଼ି ଯାଇଥିବା କାର୍‌ ଠାବ

କାଲିମେଳା/ଏମ୍‌ଭି-୭୯, ୨୩|୧(ଡି.ଏନ.ଏ.) ମାଲକାନଗିରି ଜିଲା କାଲିମେଳା ବ୍ଲକ ତଥା ଏମଭି- ୭୯ ଥାନା ଅନ୍ତର୍ଗତ ତେଳରାଇ ପଞ୍ଚାୟତର ଏମ୍‌ଭି-୧୨୬ ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗୋଟିଏ ପୋଡ଼ିଯାଇଥିବା କାର୍‌ ପଡ଼ିରହିଥିବା ଦେଖିବାକୁ ମିଳିଛି l ୩୨୬ ଜାତୀୟ ରାଜପଥଠାରୁ ପ୍ରାୟ ୩୦ ମିଟର…

ଟ୍ରାନ୍ସଫର୍ମର ଚୋରି ପରେ ଗାଁ ଅନ୍ଧାର

ପାପଡ଼ାହାଣ୍ଡି, ୨୩ା୧(ଡି.ଏନ୍‌.ଏ.) ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ସଦର ଡାକବଙ୍ଗଳା ନିକଟରେ ଥିବା ଟ୍ରାନ୍ସଫର୍ମରକୁ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଚୋରି କରି ନେଇଯାଇଛନ୍ତି। ଫଳରେ ନିକଟସ୍ଥ ଭିମାସାହି ଅଞ୍ଚଳର ଲୋକେ ଅନ୍ଧକାରରେ ଅଛନ୍ତି। ଏ ନେଇ ପାପଡ଼ାହାଣ୍ଡି କନିଷ୍ଠ ଯନ୍ତ୍ରୀ…

ଟିକା ନେବାର ୩ଘଣ୍ଟା ପରେ ଚାଲିଗଲା ଜୀବନ

ନୟାଗଡ଼ ଅଫିସ,୨୩।୧: କରୋନା ଟିକା ନେବାର ୩ଘଣ୍ଟା ପରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ନୟାଗଡ଼ ଜିଲା ଓଡ଼ଗାଁ ବ୍ଳକ ଗୋତିସାହି ପଞ୍ଚାୟତ ଗମ୍ଭାରିଡିହି ଗାଁର ମାଟିଆଣି ଦେଇ (୭୫)। ମାଟିଆଣି ଗୋତିସାହି ପଞ୍ଚାୟତ କାର୍ଯ୍ୟାଳୟରେ କରୋନାର…

କଲ୍ୟାଣସିଂହପୁର ଅଞ୍ଚଳରେ ମାଓବାଦୀ ବ୍ୟାନର

ରାୟଗଡା ଅଫିସ, ୨୩|୧: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକରେ ପୁଣି ମାତିଲେ ମାଓବାଦୀ। କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡ଼ା ଗାଁରେ ଏସ୍‌ଭିଏସ୍‌ଏମ୍‌ସି ଠିକା କମ୍ପାନୀର କ୍ୟାମ୍ପରେ ଥିବା ଟ୍ରକ୍‌ ସେମାନେ ଜାଳିଦେଇଛନ୍ତି। କଲ୍ୟାଣସିଂହପୁର ଅଞ୍ଚଳର ବିଭିନ୍ନ ସ୍ଥାନରେ ମାଓବାଦୀ ପୋଷ୍ଟର ମିଳିଛି। ସୂଚନାନୁସାରେ…

ଚାକିରି କରେଇଦେବାକୁ କହି ଟଙ୍କା ଠକେଇ ଅଭିଯୋଗ

ନବରଙ୍ଗପୁର,୨୩|୧(ବି.ପ୍ର.) ଚାକିରି ଦେବା ନାଁରେ ଅର୍ଥ ଆଦାୟ। ଠକେଇର ଶିକାର ହୋଇଥିବା ଦେବକୀ ଜାନୀ (୨୦) ଓ ନିବେଦିତା ଭତରା ନବରଙ୍ଗପୁର ଥାନାର ଦ୍ୱାରସ୍ଥ ହୋଇଛନ୍ତି। କୋଡିଙ୍ଗା ଥାନା ଅଧୀନ ମିଥିଆ ଗାଁର ଦେବକୀ ଜାନୀ ଓ ଡାବୁଗାଁ ଥାନା ଅଧୀନ…

ନିର୍ବାଚନ ମଇଦାନରେ ନଣନ୍ଦ-ଭାଉଜ

ବନ୍ତ,୨୩|୧(ସ୍ବ.ପ୍ର.) ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ୨୫ ପଞ୍ଚାୟତର ପ୍ରାର୍ଥୀମାନଙ୍କ ନାମାଙ୍କନପତ୍ର ଦାଖଲ ପରେ ଶନିବାର ଯାଞ୍ଚ ପ୍ରକ୍ରିୟା ସରିଛି। ତେବେ ଓଡ଼ଙ୍ଗ ପଞ୍ଚାୟତରେ ଗୋଟିଏ ପରିବାରର ନଣନ୍ଦ ଓ ଭାଉଜ ଭିନ୍ନ ଭିନ୍ନ ଦଳ ସମର୍ଥନରେ ସରପଞ୍ଚ ପ୍ରାର୍ଥୀ…

ବିଭାଗ ନୀରବ, ନିମ୍ନମାନର କାର୍ଯ୍ୟ କରୁଛନ୍ତି ଠିକାଦାର

ଦଶମନ୍ତପୁର, ୨୩ା୧ ( ଡି.ଏନ୍‌.ଏ. ) ଆରମ୍ଭରୁ ନିମ୍ନମାନର ରାସ୍ତା ନିର୍ମାଣ କରୁଛନ୍ତି ଠିକାଦାର। ସରକାରୀ ନିୟମ ଅନୁସାରେ କାମ କରିବାକୁ କହିଲେ ଶୁଣୁନାହାନ୍ତି। ଏଭଳି ଅଭିଯୋଗ କରିଛନ୍ତି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ମୁର୍କାର ପଞ୍ଚାୟତ ଗାଦିଖାଲ ଗ୍ରାମବାସୀ।…

ପ୍ରାର୍ଥିପତ୍ର ପ୍ରତ୍ୟାହାର ନେଇ ସ୍ବାଧୀନ ପ୍ରାର୍ଥୀଙ୍କ ସହ ସର୍ବଦଳୀୟ କମିଟିର ଆଲୋଚନା

କୋରାପୁଟ,୨୩ା୧(ସ୍ବ.ପ୍ର.): କୋରାପୁଟ ଜିଲାର ପଟ୍ଟାଙ୍ଗୀ ବ୍ଳକ ଅଧୀନ ଜିଲା ପରିଷଦ ଜୋନ -୧ରେ ଯାଉଥିବା କୋଟିଆ ପାଇଁ ସର୍ବଦଳୀୟ ପ୍ରାର୍ଥୀ ମମତା ଜାନିଙ୍କ ସହ ୨ଜଣ ମହିଳା ସ୍ବାଧୀନ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବା ପରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି।…

ହାତୀ ଆକ୍ରମଣରୁ ମିଳୁନି ନିସ୍ତାର

ଜଳେଶ୍ୱର,୨୩|୧(ଡି.ଏନ.ଏ) ବାଲେଶ୍ୱର ଜିଲା ଜଳେଶ୍ୱରସ୍ଥିତ ରାଇବଣିଆ ଅଞ୍ଚଳରେ ଗତ କିଛିବର୍ଷ ହେଲା ହାତୀ ଉପଦ୍ରବ ଚଳାଇ ଆସୁଛନ୍ତି। କେତେବେଳେ ପଶ୍ଚିମବଙ୍ଗର ଦଲମା ଜଙ୍ଗଲରୁ ତ ପୁଣି କେତେବେଳେ ଝାଡ଼ଖଣ୍ଡୀ କିମ୍ବା ଶିମିଳିପାଳ ହାତୀ ପଶି ଆସି ବ୍ୟପକ କ୍ଷୟକ୍ଷତି କରୁଛନ୍ତି। ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?