ଜାତୀୟ ପଞ୍ଚାୟତିରାଜ ଦିବସରେ ଥୁଆମୂଳ ରାମପୁରରେ ବଡ଼ ଆୟୋଜନ:କାର୍ଯ୍ୟାଦେଶ ବଣ୍ଟନ ସହ ଶ୍ରେଷ୍ଠ ପଞ୍ଚାୟତ ସମ୍ମାନିତ, ହେଲେ ଶେଷ ବେଳକୁ ଖାଲି ପଡ଼ିଥିଲା ଚେୟାର
ଥୁଆମୂଳରାମପୁର, ୨୪ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ପ୍ରାଙ୍ଗଣରେ ଶୁକ୍ରବାର ସନ୍ଧ୍ୟାରେ ଜାତୀୟ ପଞ୍ଚାୟତିରାଜ ଦିବସ – ୨୦୨୬ ବ୍ଲକ ସ୍ତରୀୟ ସମାରୋହ ବହୁ ଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବଲାଙ୍ଗୀରଠାରେ ଆୟୋଜିତ ରାଜ୍ୟ ସ୍ତରୀୟ…
ଦିଗପହଣ୍ଡିରେ ଜାତୀୟ ପଞ୍ଚାୟତରାଜ ଦିବସ: ପାଳିତ ବ୍ଲକ ପ୍ରଶାସନ ପକ୍ଷରୁ ୧୦ ସରପଞ୍ଚ ପୁରସ୍କୃତ
ଦିଗପହଣ୍ଡି,୨୪|୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଅପରାହ୍ନରେ ଜାତୀୟ ପଞ୍ଚାୟତରାଜ ଦିବସ ମହାସମାରୋହରେ ପାଳନ କରାଯାଇଛି । ରାଜ୍ୟ ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ ଆନୁକୂଲ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ବିଡ଼ିଓ ଅନାମିକା ପାଣ୍ଡେ…
୨ ଯୁବକଙ୍କ ଉନ୍ମତ୍ତ କାଣ୍ଡ: ପ୍ରତିବାଦ କରିବାରୁ ପେଟ୍ରୋଲ ଢାଳି ହତ୍ୟା ଉଦ୍ୟମ
ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): ଦାରିଙ୍ଗବାଡ଼ି ଥାନା ଅଞ୍ଚଳ ସିମନବାଡ଼ି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ୨ ଜଣ ଯୁବକ ବାଇକରେ ଆସି ପ୍ରାୟ ୨ ଘଣ୍ଟା ଧରି ଉତ୍ପାତ ଚଳାଇଥିଲେ। ଖବର ପାଇ ଦାରିଙ୍ଗବାଡ଼ି ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ବାଇକ ସହ ସେମାନଙ୍କୁ…
ଗାଁ ପୋଖରୀକୁ ଗାଧୋଇବାକୁ ଯାଇଥିଲେ ମହିଳା: ଏକୁଟିଆପାଇ ଟଣାଓଟରା କଲେ, ଏବେ ଥାନାରେ…
ଦିଗପହଣ୍ଡି,୨୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ଗ୍ରାମର ଜଣେ ବିବାହିତା ମହିଳାଙ୍କୁ ଗ୍ରାମର ଦୂର୍ଯ୍ୟ ବେହେରା ଅସଦାଚରଣ କରିବା ସହ ତଳେ ପକାଇ ମାଡ଼ ମାରି ଜୀବନରେ ମାରିଦେବାକୁ ଧମକ ଦେଇଥିବା ଅଭିଯୋଗ ହୋଇଛି। ମହିଳା ଜଣକ…
ହିତାଧିକାରୀଙ୍କୁ ଅନ୍ତଦୋୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ଦେଲେ ଭଞ୍ଜନଗର ବିଧାୟକ
ଭଞ୍ଜନଗର,୨୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ପ୍ରଶାସନ ପକ୍ଷରୁ ଶୁକ୍ରବାର ସାରେ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ ହୋଇଯାଇଛି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବ୍ଲକର ୯୬ ଜଣ ହିତାଧିକାରୀଙ୍କୁ…
ଥୁଆମୂଳରାମପୁରରେ ଗ୍ୟାସ ସଙ୍କଟ: ଉଜ୍ଜ୍ୱଳା ଯୋଜନା ଫେଲ, ଧୂଆଁରେ ଶ୍ୱାସରୁଦ୍ଧ ହେଉଛି ଜୀବନ
ଥୁଆମୂଳରାମପୁର, ୨୪ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଏବେ ରନ୍ଧନ ଗ୍ୟାସର ଘୋର ଅଭାବ ଦେଖାଦେଇଛି। ସରକାର ‘ଉଜ୍ଜ୍ୱଳା ଯୋଜନା’ ମାଧ୍ୟମରେ ଘରେ ଘରେ ସ୍ବଚ୍ଛ ଇନ୍ଧନ ପହଞ୍ଚାଇବାକୁ ବଡ଼ସ୍ବଡ଼ ଦାବି କରୁଥିବା ବେଳେ ବାସ୍ତବ ଚିତ୍ର…
ବାଇବାଲିରୁ ପୁରୀ ଗଲା ୫୫ ଖଣ୍ଡ ରଥକାଠ
ଭଞ୍ଜନଗର,୨୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବାଇବାଲି ସେକ୍ସସନ ଗୁନାକିଆ ଜଙ୍ଗଲରୁ ଶୁକ୍ରବାର ପୁରୀ ଗଲା ୫୫ ଖଣ୍ଡ ରଥକାଠ । ଏ ନେଇ ଗୁନାକିଆ ଠାରେ ଶୁକ୍ରବାର ପୂଜାପାଠ ପରେ ରଥ କାଠ…
ମୁଖ୍ୟମନ୍ତ୍ରୀ-ନରସିଂହ ମିଶ୍ରଙ୍କ ରୁଦ୍ଧଦାର ବୈଠକ: ଆଲୋଚନାକୁ ନେଇ ବଢ଼ୁଛି ଚର୍ଚ୍ଚା
ବଲାଙ୍ଗୀର,୨୪।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସ୍ଥାନୀୟ ସର୍କିଟ ହାଉସଠାରେ ଭେଟି ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝି ଓ ନରସିଂହ ମିଶ୍ରଙ୍କ…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଆଲୋଚନା କଲେ, ଦାବିପତ୍ର ଦେଲେ
ବଲାଙ୍ଗୀର,୨୪।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଶୁକ୍ରବାର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ସ୍ଥାନୀୟ ସର୍କିଟ ହାଉସଠାରେ ଭେଟି ଆଲୋଚନା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏବଂ ନରସିଂହଙ୍କ…
୩୦ ଜୀବନ ବଞ୍ଚାଇ ହାରିଗଲା ‘କାଳୀ’: ଲୁହ ଝରାଇଲେ ଗାଁ ଲୋକ
ଉଦଳା,୨୪।୪(ସନ୍ତୋଷ କୁମାର ବାଚ୍ଛିନୀ): ଆଜିର ସମାଜରେ ଉପକାର କରିଥିବା ଆପଣାର ଲୋକଙ୍କୁ ମଣିଷ ଠକି ଦେଉଛି। ମାତ୍ର ମଣିଷ ପାଖରୁ ପାଇଥିବା ସ୍ନେହ ମମତା ଓ ଭଲ ପାଇବାର ପ୍ରତିଦାନ ସ୍ବରୂପ ନିଜ ଜୀବନ ବଳିଦାନ ଦେଇଛି ଏକ ବୁଲା କୁକୁର…
କେରଳରୁ ଭୁବନେଶ୍ୱର ଆସୁଥିଲା ତୀର୍ଥଯାତ୍ରୀ ବସ୍, ବାଟରେ ଓଲଟିପଡ଼ିଲା
ବାଲେଶ୍ୱର,୨୪ା୪(ବାଞ୍ଛାନିଧି ଦେ): ରାଜପଥରେ ଓଲଟିପଡ଼ିଲା ତୀର୍ଥଯାତ୍ରୀ ବସ୍। ଫଳରେ ୮ ଜଣ ଗୁରୁତର ହୋଇଛନ୍ତି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଶେରଗଡ଼ ଓଭରବ୍ରିଜ ପାଖରେ ଶୁକ୍ରବାର ରାସ୍ତାକଡ଼କୁ ଏହି ତୀର୍ଥଯାତ୍ରୀ ବସ୍ଟି ଓଲଟିପଡ଼ିଥିଲା। ବସ୍ଟି କେରଳରୁ ତୀର୍ଥଯାତ୍ରୀଙ୍କୁ ନେଇ ଭୁବନେଶ୍ବର ଆସୁଥିଲା…
ଖରାରେ ସିଝୁଛି ଓଡ଼ିଶା: ଝାରସୁଗୁଡ଼ାରେ ପାରଦ ୪୪ ଡିଗ୍ରୀ ପାର୍, ୨୬ରୁ ବଦଳିବ ପାଗ
ଭୁବନେଶ୍ୱର,୨୪ା୪: ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ଓ ଗୁଳୁଗୁଳି ଯୋଗୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହେଉଥିବା ବେଳେ ଖରାରେ ଭାଜି ହେଉଛି ପଶ୍ଚିମ ଓଡ଼ିଶା। ସକାଳୁ ଟାଇଁ ଟାଇଁ ଖରା ଡରାଉଥିବା ବେଳେ ଦିନସାରା ତତଲା ପବନ…

