ଆମ ଜିଲା ଖବର

ବିଜେଡି-ଭାଜପା ମୁହାଁମୁହିଁ

ଭଦ୍ରକ ଅଫିସ, ୨୨।୧ ଭଦ୍ରକ ଜିଲା ସଦର ବ୍ଲକରେ ଶୁକ୍ରବାର ନାମାଙ୍କନ ପତ୍ର ଦାଖଲକୁ ନେଇ ବିଜେଡି ଓ ଭାଜପା ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ପ୍ରାର୍ଥତ୍ପତ୍ର ଦାଖଲ କରିବାକୁ ଆସୁଥିବା ବେଳେ ଭାଜପା କର୍ମୀମାନଙ୍କୁ ରାହାଞ୍ଜଠାରେ ପ୍ରତିପକ୍ଷ ବିଭିନ୍ନ ଆକ୍ଷେପ ମୂଳକ…

ରାସ୍ତା ପାଲଟିଲା ଜନସମୁଦ୍ର

ବାଲେଶ୍ୱର ଅଫିସ, ୨୨।୧ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗତ ୧୭ତାରିଖରୁ ଆରମ୍ଭ ହୋଇଥିବା ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟାର ଶୁକ୍ରବାର ଶେଷ ହୋଇଛି। ଶେଷ ଦିନରେ ପଞ୍ଚାୟତ କାର୍ଯ୍ୟାଳୟଠାରୁ ଆରମ୍ଭ କରି ବ୍ଲକ ଅଫିସ ଏମିତିକି ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀମାନେ ବହୁ…

ବିର୍ଲା ଟାୟାର୍ସକୁ କାର୍ଯ୍ୟକ୍ଷମ କରିବାକୁ ନିବେଦନ

ବାଲେଶ୍ୱର ଅଫିସ, ୨୨।୧ ବାଲେଶ୍ୱର ଜିଲାର ସର୍ବପୁରାତନ ଏବଂ ବୃହତ କାରଖାନା ବିର୍ଲା ଟାୟାର୍ସ ଦୀର୍ଘଦିନ ଧରି ବନ୍ଦ ରହିଥିବାରୁ ଏହା ଉପରେ ପ୍ରତ୍ୟକ୍ଷ ବା ପରୋକ୍ଷରେ ନିର୍ଭର କରୁଥିବା ୨୦ରୁ ୨୫ହଜାର ପରିବାର ଭୋକ ଉପାସରେ ଜୀବନ ଅତିବାହିତ କରୁଛନ୍ତି।…

ମଣ୍ଡିରେ ପଡ଼ି ରହିଛି ଧାନ

ପଦ୍ମପୁର, ୨୨।୧ (ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିଭିନ୍ନ ସମିତି ଓ ସ୍ବୟଂସହାୟକ ଗୋଷ୍ଠୀଠାରୁ ଧାନ ଉଠାଉ ନାହାନ୍ତି ସହବନ୍ଧିତ ମିଲର। ବ୍ଲକର ୨୦ଟି ସେବା ସମବାୟ ସମିତି ଓ ୭ଟି ସ୍ବୟଂ ସହାୟକ ଗୋଷ୍ଠୀ ଚାଷୀମାନଙ୍କଠାରୁ ଧାନ…

‘ଡ. ବିଧାନଚନ୍ଦ୍ର ପରପିଢ଼ି ପାଇଁ ଆଦର୍ଶ’

ଢେଙ୍କାନାଳ ଅଫିସ, ୨୨।୧ଡ. ବିଧାନ ଚନ୍ଦ୍ର ମିଶ୍ର ଥିଲେ ବହୁମୁଖୀ ପ୍ରତିଭାର ଅଧିକାରୀ। ଜଣେ ସୁସଙ୍ଗଠକ, ଶିକ୍ଷାବିତ୍‌, ସାହିତି୍ୟକ, ଆଇନଜୀବୀ ଭାବେ ବିଭିନ୍ନ ବିଭାଗରେ ତାଙ୍କର ଦଖଲ ଥିଲା। ସେ ଥିଲେ ଜଣେ ସ୍ପଷ୍ଟବାଦୀ ଏବଂ ସାଲିସବିହୀନ ବ୍ୟକ୍ତି। ଜିଲାର ସ୍ବାର୍ଥ…

ସାଧାରଣତନ୍ତ୍ର ଦିବସ ପ୍ରସ୍ତୁତି

ବଇଣ୍ଡା,୨୨।୧ (ଡି.ଏନ.ଏ.) ଆଠମଲ୍ଲିକ ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଶୁକ୍ରବାର ଏକ ବୈଠକ ଉପଜିଲାପାଳଙ୍କ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଉପଜିଲାପାଳ ଲଲିତ ମୋହନ ବେହେରାଙ୍କ ସଭାପତିତ୍ୱରେ ଏହି ବୈଠକରେ ଏସ୍‌ଡିପିଓ ଚିନ୍ତାମଣି ପ୍ରଧାନ, ଆଠମଲ୍ଲିକ ଥାନା ଆଇଆଇସି ନିରୋଦ କୁମାର…

ଗଡ଼ିଲା କୋଭିଡ୍‌ ଟିକା ଏକ୍ସପ୍ରେସ୍‌

ଅନୁଗୋଳ ଅଫିସ,୨୨।୧ ଅନୁଗୋଳ ଜିଲାରେ କୋଭିଡ୍‌ ଟିକାକରଣକୁ ଶତ ପ୍ରତିଶତ କରିବା ଉଦ୍ଦେଶ୍ୟରେ ଶୁକ୍ରବାର ଜିଲା କାର୍ଯ୍ୟାଳୟ ପରିସରରୁ ଟିକା ଏକ୍ସପ୍ରେସ୍‌ର ଶୁଭାରମ୍ଭ କରାଯାଇଛି। ଜିଲାରେ ବୁଲି ବୁଲି ସଚେତନ ସହ ଟିକାକରଣରୁ ବଞ୍ଚିତ ଲୋକଙ୍କୁ ଟିକା ଦେବାକୁ ୧୨ଟି ଏକ୍ସପ୍ରେସ୍‌…

ପୂର୍ବତନ ମନ୍ତ୍ରୀ ଦାଖଲ କଲେ ନାମାଙ୍କନପତ୍ର

ଢେଙ୍କାନାଳ ଅଫିସ, ୨୨।୧: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ତଥା ଭାଜପା ନେତ୍ରୀ ଅଞ୍ଜଳି ବେହେରା ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକର ଗିରିଧାରୀପ୍ରସାଦ ପଞ୍ଚାୟତର ସମିତିସଭ୍ୟ ପଦବୀ ଲାଗି ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେ ବ୍ଲକ କାର୍ଯ୍ୟାଳୟରେ ନିଜ ସମର୍ଥକଙ୍କ ଗହଣରେ ପ୍ରାର୍ଥତ୍ପତ୍ର…

ଗୋଡ଼େଇ ଗୋଡ଼େଇ ହାଣିଲେ

ବଲାଙ୍ଗୀର ଅଫିସ୍‌, ୨୨।୧: ବଲାଙ୍ଗୀର ସହର ମାଲପଡ଼ାରେ ଶୁକ୍ରବାର ରାତିରେ ପିକୁନ ଦଣ୍ଡସନା ନାମକ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରାଯାଇଛି। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଭୀମ ଭୋଇ ମେଡ଼ିକାଲକୁ ନେଇଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲା…

ମର୍ମନ୍ତୁଦ ଦୁର୍ଘଟଣା: ଗଲା ୫ ଜୀବନ

ସୋନପୁର,୨୨।୧(ନି.ପ୍ର): ସୁବର୍ଣ୍ଣପୁର ଜିଲା ସୋନପୁର ମହାନଦୀ ସେତୁ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବଲେରୋ ଏବଂ ଟ୍ରକ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇ ୫ଜଣଙ୍କ ମୃତ୍ୟୁ ହୋଇଛି। ଅନ୍ୟ ୫ ଜଣ ଗୁରୁତର ଆହତ…

ବିପଦସଙ୍କୁଳ ଛାତ୍ରୀନିବାସରେ ଶହେ ଅନ୍ତେବାସୀ

ଯାଜପୁର ଅଫିସ,୨୨ା୧: ରାଜ୍ୟ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗ ଉନ୍ନୟନ ବିଭାଗ ପକ୍ଷରୁ ନିର୍ମିତ ଚଣ୍ଡିଖୋଲସ୍ଥିତ ବାବା ଭୈରବାନନ୍ଦ ସ୍ବୟଂଶାସିତ ମହାବିଦ୍ୟାଳୟର ୧୦୦ଶର୍ଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି । ଉଦ୍‌ଘାଟନର ୪ ବର୍ଷ ନ ପୂରୁଣୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?